ଭୁବନେଶ୍ଵର: ଆଜି ରାଜ୍ୟରୁ ୧ ହଜାର ୧୦୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୧୦୨ ଜଣ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡରୁ […]
କଟକ: ପ୍ରଥମ ଥର ପାଇଁ ଗୀତ ଗାଇଲେ ବିଧାୟକ ସୁର ରାଉତରାୟ। ତାହା ପୁଣି ରାପ। ଜଣାଶୁଣା ସଙ୍ଗୀତ ନିର୍ଦ୍ଦେଶକ ଜାପାନୀ ଭାଇଙ୍କ ସଙ୍ଗୀତ ନିର୍ଦ୍ଦେଶନାରେ ଆଜି କଟକର ମିଲନ ଷ୍ଟଡ଼ିଓରେ ଏହି ଗୀତ ରେକର୍ଡ କରାଯାଇଛି। ନିଜର ବେଫିକର ଅନ୍ଦାଜ଼, […]
ନୂଆଦିଲ୍ଲୀ : ଏସିଆ ମହାଦେଶର ଏକ ନମ୍ବର ଧନୀ ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇଛନ୍ତି ଗୌତମ ଅଦାନୀ । 2020ରେ ସର୍ବାଧିକ ଆୟକାରୀଙ୍କ ମଧ୍ୟରେ ଏକ ନମ୍ବର ସ୍ଥାନରେ ରହିଛନ୍ତି ଅଦାନୀ । ଚଳିତ ବର୍ଷର ପ୍ରଥମ ଦଶମାସ ସୁଦ୍ଧା ଅଦାନୀ […]
ଭୁବନେଶ୍ବର : ପୁରୀ ହାଜତ ମୃତ୍ୟୁ ମାମଲାକୁ ନେଇ ଘନଉଛି ବିବାଦ । ଏନେଇ ରାଜ୍ୟସରକାରଙ୍କୁ ନୋଟିସ୍ ଜାରି କରିବା ସହ କ୍ଷୋଭ ପ୍ରକାଶ କରିଛନ୍ତି ରାଜ୍ୟ ମାନବାଧିକାର କମିଶନ । ମୁଖ୍ୟ ଶାସନ ସଚିବ ଏବଂ ପୋଲିସ୍ ଡିଜିଙ୍କୁ ଏନ୍ଏଚ୍ଆର୍ସିଙ୍କ […]
ଭୁବନେଶ୍ବର : ବିଧାନସଭାରେ ଉପସ୍ଥାପିତ ହେଲା ରାଜ୍ୟ ଅତିରିକ୍ତ ବଜେଟ୍ 2020-2021। ବିରୋଧୀଙ୍କ ହୋ ହାଲ୍ଲା ଭିତରେ ଅତିରିକ୍ତ ବଜେଟ୍ ଉପସ୍ଥାପିତ ହୋଇଛି। 2020-2021 ପାଇଁ ମୋଟ 11ହଜାର 200 କୋଟିର ଅତିରିକ୍ତ ବଜେଟ୍ ଉପସ୍ଥାପିତ ହୋଇଛି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ […]
ଭୁବନେଶ୍ବର : ଆଜି ରାଜଧାନୀ ଭୁବନେଶ୍ବରରୁ 46 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂତନ 46 କରୋନା ଆକ୍ରାନ୍ତଙ୍କ ମଧ୍ୟରେ 19 ଜଣ କ୍ବାରେଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ 27 ଜଣ ଲୋକାଲ କଣ୍ଟାକ୍ଟ କେସ୍ ବୋଲି ବିଏମ୍ସି ଟୁଇଟ୍ ଯୋଗେ ସୂଚନା […]
ନୂଆଦିଲ୍ଲୀ : କରୋନା ଭାଇରସ ପ୍ରଭାବରେ ସମଗ୍ର ବିଶ୍ୱ ଭୀତତ୍ରସ୍ତ ଅବସ୍ଥାରେ ରହିଥିବା ବେଳେ ବିଭିନ୍ନ କମ୍ପାନୀ ପକ୍ଷରୁ ଟିକା ବିକାଶର ପ୍ରୟାସ ଜାରି ରହିଛି । ଏପରିକି କିଛି ଟିକା ଫଳପ୍ରଦ ବୋଲି ମଧ୍ୟ ଖବର ପ୍ରକାଶିତ ହେବା ସହିତ […]
ସୀତାରାମ ଅଗ୍ରଓ୍ବାଲ ବାଲୁଗାଁ : ବାଲୁଗାଁ ରେଳବାଇ ଓଭରବ୍ରିଜ୍ର ଉଭୟ ପାର୍ଶ୍ବରେ ଆଲୋକକରୀଣ କାର୍ଯ୍ୟ ଆରମ୍ଭ ହୋଇଛି । ଓଭରବ୍ରିଜ କାର୍ଯ୍ୟକ୍ଷମ ହେବାର ଦଶ ମାସ ପରେ ପି.ଡବ୍ଲୁ.ଡ଼ି ବିଭାଗ ଦ୍ୱାରା ଆଲୋକୀକରଣ ବ୍ୟବସ୍ଥା ଆରମ୍ବ ହୋଇଛି । ଗତ ଦୁଇ […]
ଭୁବନେଶ୍ୱର: ପ୍ରାଥମିକ ସ୍କୁଲ ବନ୍ଦ ନେଇ ରାଜ୍ୟ ସରକାରଙ୍କୁ ବିଜେପି ପକ୍ଷରୁ ଟାର୍ଗେଟ କରାଯାଇଛି । ଏହି ପରିପ୍ରେକ୍ଷୀରେ ସ୍କୁଲ ବନ୍ଦ ନିଷ୍ପତ୍ତି ଏକ ଭୟଙ୍କର ନିଷ୍ପତ୍ତି ବୋଲି ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି । ଏହାଛଡ଼ା ସେ […]
ଲାହୌଲ: ଥଣ୍ଡା ବଢିବା ସହିତ କରୋନା ସଂକ୍ରମଣ ମଧ୍ୟ ବଢୁଥିବାର ଦେଖାଯାଉଛି । ହିମାଚଳ ପ୍ରଦେଶର ଉପର ଭାଗରେ ଏବେ ବରଫପାତ ଆରମ୍ଭ ହୋଇଛି । ହିମାଚଳ ପ୍ରଦେଶ ଲାହୌଲ ଘାଟିର ଥୋରଙ୍ଗ ଗାଁରେ ମାତ୍ର ଜଣଙ୍କୁ ଛାଡି ଅନ୍ୟ ସମସ୍ତେ […]
ପାଟନା, ବିହାର ରାଜଧାନୀ ପାଟନାର ଏକ ହସପିଟାଲରେ ଘଟିଛି ଅଜବ ଘଟଣା। ଜଣେ ରୋଗୀର କିଡନରୁ ପଥର କାଢିବା ପରିବର୍ତ୍ତେ ଡାକ୍ତର ପୁରା ଗୋଟିଏ କିଡନୀ କାଢିଦେଲେ। ରୋଗୀର ପରିବାର ସଦସ୍ୟ ଏହା ଜାଣିବା ପରେ ଡାକ୍ତରଖାନାରେ ଭଙ୍ଗାଋଜା ଆରମ୍ଭ କରିଦେଲେ। […]
ସୀତାରାମ ଅଗ୍ରଓ୍ବାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଜେଲରେ ଗତକାଲି ସଂଧ୍ୟାରେ ବିଚାରାଧୀନ ବନ୍ଦୀଙ୍କର ସନ୍ଦେହ ଜନକ ମୃତ୍ୟୁ ଘଟଣାରେ ସ୍ଥାନୀୟ ପ୍ରଶାସନ ଜେଲରେ ତଦନ୍ତ ଆରମ୍ଭ କରିଛି। ସ୍ଥାନୀୟ ପ୍ରଶାସନ ପକ୍ଷରୁ ବାଣପୁର ତହସିଲଦାର ମନ୍ମଥ ବେହେରା, ବାଣପୁର ଥାନା […]
ସମ୍ବଲପୁର: ସମ୍ବଲପୁର ରେଙ୍ଗାଲି ତହସିଲ ଅଫିସରେ ଅଗ୍ନିକାଣ୍ଡ ଘଟିଛି । ତେବେ ଏହି ଅଗ୍ନିକାଣ୍ଡ କୌଣସି ବିଦ୍ୟୁତ ସର୍ଟସର୍କିଟ ଯୋଗୁଁ ନୁହେଁ ବରଂ ଜଣେ ଦୁର୍ବୃତ୍ତ ନିଆଁ ଲଗାଇଥିବା ସୂଚନା ମିଳିଛି । ତେବେ କିଏ ଓ କ’ଣ ପାଇଁ ଏହି […]
ନୂଆଦିଲ୍ଲୀ : ଭାରତ-ଚାଇନା ସୀମା ବିବାଦକୁ ନେଇ ପୁଣିଥରେ ଉତ୍ତେଜନା ପରିସ୍ଥିତି ଉପୁଜି ପାରେ ବୋଲି ଆଣଙ୍କା କରାଯାଉଛି। ତେବେ ଭାରତ ଏବଂ ଚୀନ ମଧ୍ୟରେ ସୀମା ବିବାଦ ଆଦୌ ନୂଆ ଜିନିଷ ନୁହେଁ । 1962 ମସିହାରୁ ଆରମ୍ଭ ହୋଇଥିବା […]
ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭାର ଶୀତକାଳୀନ ଅଧିବେଶନ। କରୋନା କଟକଣା ଭିତରେ ଅଧିବେଶନ ଆରମ୍ଭ ହୋଇଛି । ଶୀତ ଅଧିବେଶନର ପ୍ରଥମ ଦିନ ଆରମ୍ଭରେ ଦିବଂଗତ ନେତାଙ୍କ ଉଦେ୍ଧଶ୍ୟରେ ଶୋକପ୍ରସ୍ତାବ ଆଗତ କରାଯାଇ ସେମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । […]
ଭୁବନେଶ୍ବର: ରାଜ୍ୟରେ ଆଉ 16 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା 1608କୁ ବୃଦ୍ଧି ହୋଇଛି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ 4 ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ କଟକରୁ 3 ଜଣ […]
ଭୁବନେଶ୍ବର: ରାଜ୍ୟରେ ଆଜି ୭୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୪୩୬ ଜଣ ଚିହ୍ନଟ ହୋଇଥିବାବେଳେ […]
ଅହମ୍ମଦାବାଦ : ଦେଶରେ ପୁଣିଥରେ କରୋନା ମାମଲାରେ ବୃଦ୍ଧି ଦେଖାଯାଇଛି । କରୋନାକୁ ଦୃଷ୍ଟିରେ ରଖି ପୂର୍ବରୁ ଜାରି କରାଯାଇ ଥିବା କର୍ଫ୍ୟୁ ପୁଣିଥରେ ଫେରିଛି। ଗୁଜୁରାଟର ଅହମ୍ମଦାବାଦରେ କରୋନା କେସ୍ରେ ଲଗାତାର ବୃଦ୍ଧି ଯୋଗୁଁ ଗୁଜୁରାଟ ସରକାର ଗୁରୁବାର ରାତ୍ରିର […]
ପ୍ରତାପଗଡ : ଉତ୍ତରପ୍ରଦେଶର ପ୍ରତାପଗଡ଼ରେ ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ପ୍ରତାପଗଡରେ ବରଯାତ୍ରୀ ଥିବା ଏକ ବୋଲେରୋ ଟ୍ରକ ସହ ଧକ୍କା ହୋଇ ଦୁର୍ଘଟଣାରେ 6 ଶିଶୁଙ୍କ ସମେତ 14 ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ଏହି ହୃଦୟ […]
ନୂଆଦିଲ୍ଲୀ : ବିଗତ କିଛି ଦିନ ଧରି କରୋନା ସଂକ୍ରମିତଙ୍କ ସଂଖ୍ୟା କମ ରହିଥିବା ବେଳେ ଗତକାଲି ଏଥିରେ ସାମାନ୍ୟ ବୃଦ୍ଧି ପାଇଥିଲା । ବିଗତ 24 ଘଣ୍ଟା ମଧ୍ୟରେ 45 ହଜାର ନୂତନ ଆକ୍ରାନ୍ତ ଚିହ୍ନଟ ହେବା ସହିତ ଦେଶରେ […]
ବାରିପଦା : ସ୍ତ୍ରୀକୁ କୁରାଢିରେ ହାଣି ହତ୍ୟା ଅଭିଯୋଗ ହୋଇଛି । ମୋରଡା ଥାନା ମାଳିହତା ଗାଁରେ ବିଳମ୍ବିତ ରାତିରେ ନୃଶଂସ କାଣ୍ଡ ଘଟିଛି । ମୃତକ ହେଲେ ପାର୍ବତୀ ମହାନ୍ତ । ପାରିବାରିକ କଳହକୁ କେନ୍ଦ୍ର କରି ହତ୍ୟାକାଣ୍ଡ ଘଟିଥିବା […]