ବାଣପୁର( ସୀତାରାମ ଅଗ୍ରୱାଲ): ଓଡିଶାର ବରପୁତ୍ର ତଥା ପଞ୍ଚସଖା ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ନାମରେ ନାମିତ ଖୋର୍ଦ୍ଧା ଜିଲ୍ଲା ବାଣପୁରସ୍ଥିତ ଗୋଦାବରୀଶ ମହାବିଦ୍ୟାଳୟର ପୁରାତନ ଛାତ୍ର ସ°ଘ ଆଜି ଗଠିତ ହୋଇଯାଇଛି। ୧୯୬୩ ମସିହାରେ ଗଠିତ ମହାବିଦ୍ୟାଳୟରେ ବହୁ ବର୍ଷ ପର୍ଯ୍ୟନ୍ତ […]
ମେଷ ରାଶିଫଳ- ଆପଣଙ୍କ ଦିନକୁ ଯତ୍ନର ସହିତ ବିତାନ୍ତୁ । ଆଜି କୈଣସି ପ୍ରକାରର ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ । ଆଜି ଆପଣଙ୍କ ସ୍ୱାସ୍ଥ୍ୟ ଖରାପ ହୋଇପାରେ । ଖାଦ୍ୟ ଏବଂ ପାନୀୟରେ ବିଶେଷ ଯତ୍ନ ନେବା ଲାଭଦାୟକ ଅଟେ […]
ଭୁବନେଶ୍ବର: ସମୁଦାୟର ଯୋଗଦାନକୁ ସୁଦୃଢ଼ କରିବା ଏବଂ ପରିଷ୍କାର ପରିଚ୍ଛନ୍ନତାକୁ ପ୍ରୋତ୍ସାହିତ କରିବା ପାଇଁ ପୂର୍ବ ତଟ ରେଳପଥ ଏହାର ପରିସୀମା ମଧ୍ୟରେ ବିଭିନ୍ନ ପ୍ରମୁଖ ରେଳ ଷ୍ଟେସନରେ ଜନ ଭାଗିଦାରୀ କାର୍ଯ୍ୟକ୍ରମ ଆୟୋଜନ କରିଥିଲା । ଜନସାଧାରଣଙ୍କ କଲ୍ୟାଣ ତଥା […]
ଜଳେଶ୍ୱର/ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ନିକଟରେ ଉତ୍ତରପ୍ରଦେଶର ଏକ ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣାରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନା ଗଭୀର ଶୋକ ପ୍ରକାଶ କରିଛନ୍ତି। ଦୁର୍ଘଟଣାଗ୍ରସ୍ତଙ୍କୁ ସମସ୍ତ ସହାୟତା ଯୋଗାଇଦେବାକୁ ବିଭାଗୀୟ ଅଧିକାରୀ ଓ ସ୍ଥାନୀୟ […]
ନୂଆଦିଲ୍ଲୀ: ଜାମ୍ମୁ କାଶ୍ମୀର ପୋଲିସ ଆୱନ୍ତୀପୋରାରେ ଛଅ ଜଣ ଆତଙ୍କବାଦୀ ସହଯୋଗୀଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ଗୁଳିଗୋଳା ଏବଂ ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି। ସେମାନେ ପାକିସ୍ଥାନ ଲିଙ୍କରେ ଥିବାର ପ୍ରମାଣ ମିଳିଛି। ପୋଲିସ ଅଧିକାରୀଙ୍କ କହିବାନୁସାରେ, […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କହିଛନ୍ତି ଯେ ଲତା ମଙ୍ଗେଶକରଙ୍କ ହୃଦୟସ୍ପର୍ଶୀ ଗୀତ ଯୋଗୁଁ ସେ ସର୍ବଦା ଲୋକଙ୍କ ହୃଦୟରେ ଏବଂ ମନରେ ରହିବେ। ଆଜି ଲତାଜୀଙ୍କର ଜନ୍ମ ବାର୍ଷିକୀରେ ସ୍ମରଣ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ଲତା ମଙ୍ଗେଶକରଙ୍କ ସହିତ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ରବିବାର ଦିନ ୧୧ ଟା ସମୟରେ ଆକାଶବାଣୀରେ ଚାଲିଥିବା ‘ମନ କି ବାତ୍’ କାର୍ଯ୍ୟକ୍ରମରେ ନିଜର ଅଭିବ୍ୟକ୍ତି ରଖିବେ। ସେ ଦେଶ ତଥା ବିଦେଶର ଲୋକଙ୍କ ସହ ନିଜର ଭାବନା ବାଣ୍ଟିବେ। ଏହା ମାସିକ […]
ଭୁବନେଶ୍ବର: ଆଜି ଜିଲ୍ଲାପାଳ ତଥା ଜିଲ୍ଲା ଆରକ୍ଷୀ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଖୋଲମ ଖୋଲା କଥା ହୋଇଛନ୍ତି। ସେ ତାଙ୍କର ଅଭିଭାଷଣରେ ମୁଖ୍ୟମନ୍ତ୍ରୀ ନିଜେ କେତେଘଣ୍ଟା କାମ କରନ୍ତି ତାହା ଉପସ୍ଥିତ ଜିଲ୍ଲାପାଳ ତଥା ଏସପିମାନଙ୍କୁ କହିଥିଲେ। ସେ କହିଥିଲେ […]
ଭୁବନେଶ୍ବର: ଦୁଇଦିନିଆ ଝାଡଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବର୍ତ୍ତମାନ ଝାଡଖଣ୍ଡରେ ବିଧାନସଭା ନିର୍ବାଚନ ହେବାକୁ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଏକ ଗସ୍ତ ଚର୍ଚ୍ଚାକୁ ଆସିଛି। ଗତକାଲି ଓଡିଶା ରାଜଭବନରେ ମୁଖ୍ୟମନ୍ତ୍ରୀଙ୍କ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ମୁଖ୍ୟମନ୍ତ୍ରୀ ସାକ୍ଷାତ କରି […]
ଭୁବନେଶ୍ବର: ଆସନ୍ତା ସୋମବାର ଦିନ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ। ଏ ନେଇ ସରକାରଙ୍କ ତରଫରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ବିଜ୍ଞପ୍ତିରେ କୁହାଯାଇଛି ଯେ, ଜନସାଧାରଣଙ୍କ ନିମନ୍ତେ ବିଶେଷ ସୂଚନା ଯେ, ଆସନ୍ତା ସୋମବାର ସେପ୍ଟେମ୍ବର ୩୦ […]
ଭଦ୍ରକ: ଭଦ୍ରକର ପରିସ୍ଥିତି ଏବେ ବି ଉତ୍ତେଜନା ପୂର୍ଣ୍ଣ ରହିଛି। ସେଠାରେ ଗତକାଲିଠାରୁ ବିଏନ୍ଏସ୍ଏସ୍ ୧୬୩ ଧାରା ଲାଗୁ କରାଯାଇଛି। ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ଦଶ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ତେବେ ଆଜି 48 ଘଣ୍ଟା ପାଇଁ ଧାମନଗର […]
ବାଲେଶ୍ବର: ଉତ୍ତରପ୍ରଦେଶରୁ ପୁରୀ ଆସୁଥିବା କ୍ରିଷ୍ଣା ନାମକ ଏକ ଯାତ୍ରୀବାହୀ ବସ ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ନିକଟରେ ଦୁର୍ଘଟଣାଗସ୍ତ ହୋଇଛି। ଏଥିରେ ୫୭ ଯାତ୍ରୀ ଥିଲାବେଳେ ୪ ଯାତ୍ରୀଙ୍କ ମୃତ୍ୟୁ ହୋଇଛି । ୧୬ ଜଣଙ୍କ ଅବସ୍ଥା ଗୁରୁତ୍ତର ହୋଇଛି। ସେମାନଙ୍କୁ […]
ଭୁବନେଶ୍ୱର: କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ଓଡ଼ିଶାରେ କାର୍ଯ୍ୟରତ ବିଭିନ୍ନ ବିଭାଗ ଏବଂ ଅନ୍ୟ କେନ୍ଦ୍ରୀୟ କାର୍ଯ୍ୟାଳୟ ଗୁଡ଼ିକ ମଧ୍ୟରେ ସମନ୍ବୟ ରକ୍ଷା କରୁଥିବା ଆନ୍ତଃ ଗଣମାଧ୍ୟମ ପ୍ରଚାର ସମିତି ବୈଠକ ଆଜି ଭୁବନେଶ୍ୱରସ୍ଥିତ ପତ୍ର ସୂଚନା କାର୍ଯ୍ୟାଳୟ […]
ନୂଆଦିଲ୍ଲୀ: ଯେଉଁମାନେ ଦୀର୍ଘ ସମୟ ଧରି ବସି ରହି କାମ କରନ୍ତି ସେମାନେ ବର୍ତ୍ତମାନଠାରୁ ସାବଧାନ ହୋଇଯାଆନ୍ତୁ। କାରଣ ଧାରାବାହିକ ଭାବେ ବସି ରହି କାମ କଲେ ବହୁ ସାଂଘାତିକ ରୋଗ ହେବାର ଆଶଙ୍କା ସୃଷ୍ଟି ହୋଇଛି। ଯାହାକୁ Dead Butt […]
ମେଷ:- ଆଜି ଆପଣଙ୍କ ପାଇଁ ଏକ ଭଲ ଦିନ ହେବ। ଆପଣ ଆୟର ବୃଦ୍ଧି ଦେଖାଦେବ, ଯେଉଁଥିପାଇଁ ଆପଣଙ୍କ ଚେହେରାରେ ଖୁସିର ଅନୁଭବ ଆସିବ। ଆପଣ ଆଜି ଅଫିସରେ ବସଙ୍କ ସହିତ କଥା ହେବେ। କେହି ଶଶୂର ଘର ଲୋକ ଭେଟିବାକୁ ଆସିପାରନ୍ତି। […]
ଭୁବନେଶ୍ୱର: ରାଜ୍ୟ ସରକାର କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଦେଖାଦେଇଥିବା ଡିପ୍ଥେରିଆ ରୋଗକୁ ଅତ୍ୟନ୍ତ ଗୁରୁତ୍ୱର ସହ ନେଇ ରୋଗୀମାନଙ୍କର ଉଚ୍ଚତର ଚିକିତ୍ସା ଏବଂ ଏହି ରୋଗ କିପରି ଅଧିକ ନ ବ୍ୟାପିବ ସେଥି ପାଇଁ ବିଭିନ୍ନ ତ୍ୱରିତ ପଦକ୍ଷେପ ଗ୍ରହଣ […]
ଭୁବନେଶ୍ୱର: ଏକ ଚମତ୍କାର ପ୍ରଦର୍ଶନରେ ପୂର୍ବତଟ ରେଳପଥର ଖେଳାଳିମାନେ ଚିତ୍ତରଞ୍ଜନ ଲୋକୋମୋଟିଭ୍ ୱାର୍କସ (CLW) ରେ 23 ରୁ 25 ସେପ୍ଟେମ୍ବର 2024 ପର୍ଯ୍ୟନ୍ତ ଆୟୋଜିତ 14 ତମ ସର୍ବ ଭାରତୀୟ ରେଳବାଇ ଆର୍ଚେରୀ ଚମ୍ପିଅନସିପ୍ 2024 ରେ ଚାରିଟି ପଦକ […]
ଭୁବନେଶ୍ବର: ବରିଷ୍ଠ ଆଇପିଏସ ତଥା ପୋଲିସ ଟ୍ରେନିଂ ଏକାଡେମୀର ନିର୍ଦ୍ଦେଶକ ଅରୁଣ ଷଡଙ୍ଗୀ ଓଡିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ହେବେ। ଏ ନେଇ ଆଜି ରାଜ୍ୟ ସରକାରଙ୍କ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେ ଛଅ ବର୍ଷ କିମ୍ବା ତାଙ୍କୁ 62 […]
ଭୁବନେଶ୍ବର: ବିଜେଡି ଚଳିତ ନିର୍ବାଚନ ରେ କାହିଁକି ହାରିଲା। ଏ ନେଇ ବିଭିନ୍ନ ଦଳୀୟ ନେତାଙ୍କ ଭିନ୍ନଭିନ୍ନ ବୟାନ ଆସିବାରେ ଲାଗିଛି। କାରଣ ଶଙ୍ଖ ଭବନରେ ନବୀନ ପଟ୍ଟନାୟକ ଜିଲ୍ଲା ସ୍ତରୀୟ ସମୀକ୍ଷା ବୈଠକରେ ନେତାମାନେ ସେମାନଙ୍କ ରୋଷକୁ ବ୍ୟକ୍ତ କରିବାରେ […]
ଭୁବନେଶ୍ବର: ଖୁବ ଶିଘ୍ର ବଳକା ହିତାଧିକାରୀ ବା ମହିଳାଙ୍କ ଆକାଉଣ୍ଟକୁ ଯିବ ଟଙ୍କା। ପୂର୍ବରୁ ପ୍ରାୟ 25 ଲକ୍ଷ ହିତାଧିକାରୀଙ୍କୁ ଟଙ୍କା ପ୍ରଦାନ କରାଯାଇଛି। ସେହିପରି ଆଉ ପ୍ରାୟ 25 ଲକ୍ଷ ହିତାଧିକାରୀଙ୍କୁ ଟଙ୍କା ପ୍ରଦାନ କରାଯିବ। ସେ ନେଇ ସରକାରଙ୍କ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଆଙ୍କୁଳି ମାଛବନ୍ଧ ଠାରେ ଗୋଟେ ଅଜଣା ବ୍ୟକ୍ତିଙ୍କ ମୃତ ଦେହ ଭାସିବା ଦେଖିବାକୁ ମିଳିଛି। ବର୍ତ୍ତମାନ ସୁଦ୍ଧା ମୃତ ବ୍ୟକ୍ତିଙ୍କ ପରିଚୟ ମିଳିନାହିଁ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଛେଦ […]