ତାଇଓ୍ପାନ୍ : ଉତ୍ତରପଶ୍ଚିମ ତାଇଓ୍ବାନ୍ରୁ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯାହାକୁ ଦେଖି ଡାକ୍ତରମାନେ ମଧ୍ୟ ଆଶ୍ଚର୍ଯ୍ୟ ହୋଇଛନ୍ତି । କୁହାଯାଏ, ନିଜ ମନ ପସନ୍ଦର ଖାଦ୍ୟର ନା ଶୁଣିଲେ ପାଟିରୁ ଲାଳ ଗଡିଥାଏ । କିନ୍ତୁ ଏଠାରେ କିଛି ଅଜବ […]
ନୂଆଦିଲ୍ଲୀ : ଡିଜିଟାଲ ମିଡିଆ ଏବଂ ଓଟିଟି ପ୍ଲାଟଫର୍ମକୁ ନେଇ ଆଜି କେନ୍ଦ୍ର ସରକାର ଏକ ବଡ଼ ଘୋଷଣା କରିଛନ୍ତି। ଏଣିକି ଏହି ଦୁଇଟି ପ୍ଲାଟଫର୍ମ କେନ୍ଦ୍ର ସରକାରଙ୍କ ସୂଚନା ଓ ପ୍ରସାରଣ ବିଭାଗର ଅଧୀନରେ ଆସିବ ବୋଲି ବିଜ୍ଞପ୍ତି ଜାରି […]
ବାହାରିନ୍ : ବାହାରିନ୍ ପ୍ରଧାନମନ୍ତ୍ରୀ ଖଲିଫା ବିନ୍ ସଲମାନ୍ ଅଲ୍ ଖଲିଫାଙ୍କ ବୁଧବାର ଦିନ ଦେହାନ୍ତ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ 84 ବର୍ଷ ବୟସ ହୋଇଥିଲା। ଆମେରିକାର ମାୟୋ କ୍ଲିନିକାଲ୍ ହସ୍ପିଟାଲରେ ବୁଧବାର ଦିନ ଶେଖ୍ ଖଲିଫାଙ୍କର ମୃତ୍ୟୁ ହୋଇଥିବାର […]
ନୂଆଦିଲ୍ଲୀ : ଭାରତର ପ୍ରତିଷ୍ଠିତ ବ୍ୟବସାୟୀ ତଥା ଓ୍ଵିପ୍ରୋର ଅଧ୍ୟକ୍ଷ ଅଜିମ୍ ପ୍ରେମଜୀ ଚଳିତ ବର୍ଷ ପାଇଁ ଭାରତର ସବୁଠୁ ବଦାନ୍ୟ ବ୍ୟକ୍ତି ଭାବେ ସ୍ଥାନ ପାଇଛନ୍ତି । ସେ 2020 ବର୍ଷ ପାଇଁ 7940 କୋଟି ଟଙ୍କା ଦାନ କରି […]
ଗଞ୍ଜାମ : ସାଢେ ଛଅ କେଜି ସୁନା ଜବତ କରିଛି ଗଞ୍ଜାମ ପୋଲିସ । ପୁରୁଷୋତ୍ତମପୁର ଅଞ୍ଚଳର ଜଣେ ସୁନା ବ୍ୟବସାୟୀଙ୍କ ଠାରୁ ସୁନା ଗହଣା ଲୁଟ ହେଇଥିବା ଅଭିଯୋଗ ହେଇଥିଲ । ତାକୁ ନେଇ ପୋଲିସ ତଦନ୍ତ ଚାଲୁ ରଖିଥିଲା […]
ଭୁବନେଶ୍ବର : ଭୁବନେଶ୍ୱର ଜୟଦେବ ବାଟିକା ଭିତରେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ସୂଚନା ଅନୁସାରେ ଭୁବନେଶ୍ବର ସ୍ଥିତ ଜୟଦେବ ବାଟିକାର 53 ନମ୍ବର ପିଣ୍ଡି ନିକଟରେ ଥିବା ଏକ ଥୁଣ୍ଟା ଗଛରେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର […]
ଭୁବନେଶ୍ବର : ତିର୍ତ୍ତୋଲ ଓ ବାଲେଶ୍ବର ଉପନିର୍ବାଚନ ସମ୍ପର୍କକୁ ନେଇ ବିଜେପି ପ୍ରତିକ୍ରିୟା ରଖିଛି । ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ପ୍ରତିକ୍ରିୟା ରଖି କହିଛନ୍ତି ଯେ, ଦୁଇ ଉପନିର୍ବାଚନରୁ ସ୍ପଷ୍ଟ ହୋଇଛି ଯେ ରାଜ୍ୟରେ ଆଗକୁ ଦ୍ବିମୁଖୀ ଲଢେଇ […]
ବଲାଙ୍ଗିର: ପାଟଣାଗଡ଼ ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ସଅଁରାପଡ଼ାରେ ଗୋଟିଏ ଘର ଭିତରୁ ଛଅ ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ମୃତକମାନେ ସମସ୍ତେ ଗୋଟିଏ ପରିବାରର ସଦସ୍ୟ ବୋଲି ଜଣା ପଡିଛି । ମୃତକଙ୍କ ମଧ୍ୟରେ ସ୍ବାମୀ, […]
ଭୁବନେଶ୍ୱର: ଶୀତ ଆସୁଛି । ବିବାହ ତିଥି ବି ଅଛି । ଏହି ସମୟରେ ବିବାହ ଉତ୍ସବ ପାଇଁ ସହରରେ ଭିଡ଼ ଜମିବ । ସମ୍ଭାବ୍ୟ ଦ୍ବିତୀୟ ପର୍ୟ୍ୟାୟ ସଂକ୍ରମଣ ଆଶଙ୍କା ନେଇ ବିଏମସି ଗାଇଡ ଲାଇନ ଜାରି କରିଛି । […]
ଭୁବନେଶ୍ୱର: ଅଙ୍ଗନବାଡ଼ି କେନ୍ଦ୍ରରେ ପିଲାଙ୍କୁ ମିଳିବ ଚୁନା ମାଛ। ଅଙ୍ଗନଓ୍ବାଡି ପିଲାଙ୍କୁ ସୁଷମ ଖାଦ୍ୟ ଦିଆଯାଉଥିଲା। ତେବେ ପୃଷ୍ଟି ପାଇଁ ସେମାନଙ୍କୁ ଅଣ୍ଡା, ଛତୁଆ ଦିଆଯାଉଥିବା ବେଳେ ଏହି ତାଲିକାରେ ବର୍ତ୍ତମାନ ଚୁନାମାଛ ସାମିଲ୍ ହେବାକୁ ଯାଉଛି। ଏଣିକି ଅଙ୍ଗନଓ୍ବାଡି କେନ୍ଦ୍ରରେ […]
ଭୁବନେଶ୍ବର: ରାଜ୍ୟରେ ଆଉ 15 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ବାଲେଶ୍ୱର ଜିଲ୍ଲାରୁ ସର୍ବାଧିକ 4 ଓ କଟକରୁ 3ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଜଗତସିଂହପୁର ଓ କେନ୍ଦ୍ରାପଡ଼ାରୁ 2 ଜଣ ଲେଖାଏଁ , […]
ଭୁବନେଶ୍ବର : ରାଜ୍ୟରେ ଦୁଇଟି ଉପନିର୍ବାଚନ ଫଳାଫଳ ଆସିସାରିଛି । ଦୁଇଟି ଯାକ ଆସନରେ ବିଜେଡି ବାଜିମାତ୍ କରିଛି । ଏହି ଦୁଇଟି ଆସନରେ ବିଜେପିକୁ ଦ୍ବିତୀୟ ସ୍ଥାନ ମିଳିଥିବାବେଳେ କଂଗ୍ରେସ ତୃତୀୟ ସ୍ଥାନରେ ରହିଛି । ତେବେ ଉପନିର୍ବାଚନ ଫଳାଫଳକୁ […]
ଭୁବନେଶ୍ବର: ରାଜ୍ୟରେ ଆଜି ୧୨୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୭୦୩ ଜଣ ଚିହ୍ନଟ ହୋଇଥିବାବେଳେ […]
ଓ୍ବାଶିଂଟନ : ଦୁନିଆର ସବୁଠୁ ଶକ୍ତିଶାଳୀ ଦେଶ ଆମେରିକାରେ ପୁଣି ଥରେ କରୋନାର ତାଣ୍ଡବ ଦେଖିବାକୁ ମିଳିଛି । ଗତ 24 ଘଣ୍ଟାରେ ଆମେରିକାରେ 2 ଲକ୍ଷରୁ ଅଧିକ ନୂତନ ମାମଲା ଚିହ୍ନଟ ହୋଇଛି । ଦେଶରେ ସର୍ବମୋଟ୍ ସଂକ୍ରମିତଙ୍କ ସଂଖ୍ୟା […]
ରାଜସ୍ଥାନ : ରାଜସ୍ଥାନ ଯୋଧପୁରରେ ଗତକାଲି ରାତିରେ ଏକ ଅଭାବନୀୟ ଘଟଣା ଘଟିଛି । ରାଜସ୍ଥାନ ଯୋଧପୁରସ୍ଥିତ ବସ୍ତି ଶିଳ୍ପାଞ୍ଚଳରେ ଥିବା ଏକ ନିର୍ମାଣଧିନ ଫାକ୍ଟ୍ରିର କାନ୍ଥ ଭୁଶୁଡିବାରୁ 8 ଜଣଙ୍କର ମୃତ୍ୟୁ ହୋଇଛି । ଭଗ୍ନାବଶେଷ ତଳେ 10ରୁ ଅଧିକ […]
ନୂଆଦିଲ୍ଲୀ, ଆସନ୍ତା ୧୪ ନଭେମ୍ବର ଶନିବାର ଦିନ ପଡୁଛି ଚଳିତ ବର୍ଷର ଦୀପାବଳି। ଆପଣ ଜାଣିଲେ ଆଶ୍ଚର୍ୟ୍ୟ ହେବେ ଏଥର ଦୀପାବଳିରେ ୪୯୯ ବର୍ଷ ପରେ କେତେକ ଗ୍ରହମାନଙ୍କର ଏକ ବିରଳ ସଂଯୋଗ ସୃଷ୍ଟି ହେଉଛି। ପୂର୍ବେ ଏପରି ବିରଳ ସଂଯୋଗ […]
ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୪୪ ହଜାର ୨୮୧ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୧୨ ଜଣଙ୍କ ମୃତ୍ୟୁ ହୋଇଛି। ଭାରତର ମୋଟ ଆକ୍ରାନ୍ତ ସଂଖ୍ୟା ୮୬ ଲକ୍ଷ ୩୫ ହଜାର ୯୨୧ରେ ପହଞ୍ଚିଛି ଏବଂ ମୋଟ ମୃତ୍ୟୁ […]
ଅନୁଗୋଳ : ଅଜଣା ଗାଡି ଧକ୍କାରେ ଦୁଇ ମୃତ। ରେଙ୍ଗାଳି ରାସ୍ତାରେ ଫୁଲଝରୀ ଗ୍ରାମ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତକମାନେ ହେଲେ କୁଳୁମା ଗ୍ରାମର ସଞ୍ଜୟ ବେହେରା ଓ ହେସମୁଳୁ ଗ୍ରାମର ଲୁଲୁ ଦେହୁରୀ। ସୂଚନାନୁଯାୟୀ, ଗତକାଲି ବିଳମ୍ବିତ ରାତ୍ରରେ […]
ପାଟଣା: ବିହାର ବିଧାନସଭା ନିର୍ବାଚନରେ ଏନଡିଏ ସଂଖ୍ୟାଗରିଷ୍ଠତା ହାସଲ କରିଛି। ନିତୀଶ କୁମାର ପୁନର୍ବାର ମୁଖ୍ୟମନ୍ତ୍ରୀ ହେବାର ଏକ ପ୍ରକାର ନିଶ୍ଚିତ ହୋଇଛି। ହେଲେ ଏନଡିଏକୁ ମହାଗଠବନ୍ଧନ କଡା ଟକ୍କର ଦେଇଛି। ବିହାର ବିଧାନସଭା ନିର୍ବାଚନର ଚୂଡ଼ାନ୍ତ ଫଳାଫଳ ଅନୁଯାୟୀ, ଏନଡ଼ିଏକୁ […]
କନ୍ଦର୍ପ ବେହେରା ରେଢାଖୋଲ: ନିଖୋଜ ହେବାର ଦଶବର୍ଷ ପରେ ଜଣେ ଏଗାର ବର୍ଷ ବୟସର ବାଳିକା ନିଜର ଜନ୍ମ ମାଟିକୁ ଫେରିଛନ୍ତି। ଅପହରଣ କରିନେଇଥିବା ମହିଳାଙ୍କ ନାମରେ ଏନେଇ ରେଢାଖୋଲ ଥାନାରେ ଏକ ଗୁରୁତର ଅଭିଯୋଗ ହୋଇଛି। ସମ୍ବଲପୁର ଜିଲ୍ଲା ରେଢାଖୋଲ […]
ଭୁବନେଶ୍ବର: ଆଜି ରାଜ୍ୟରୁ ୧ ହଜାର ୪୪୮ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୧୬୧ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୧୦୭, […]