ଭୁବନେଶ୍ବର: ‘ପ୍ରେମ ଲେଖିଦେଲି ତୋ ନାଁରେ’ର ଶୁଭ ମହୁରତ ଅନୁଷ୍ଠିତ ହୋଇଛି। ଭୁବନେଶ୍ୱର ଆର୍ଯ୍ୟ ପ୍ୟାଲେସ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସମସ୍ତ କଳାକାର ଯୋଗ ଦେଇଥିଲେ।…
ଆଜିର ଖବର
ନୂଆଦିଲ୍ଲୀ: ଭାରତର ପୂର୍ବତନ ଅଧିନାୟକ ବିରାଟ କୋହଲି ଆଜିକାଲି ଏକ ଖରାପ ପର୍ଯ୍ୟାୟ ଦେଇ ଗତି କରୁଛନ୍ତି। ତାଙ୍କ ବ୍ୟାଟ୍ କ୍ରିକେଟ୍ ର ତିନୋଟି ଫର୍ମାଟରେ ଚାଲୁନାହିଁ।…
ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାରେ ସମ୍ଭାବ୍ୟ କୋଭିଡ୍ ପରିସ୍ଥିତିର ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି। ଜିଲ୍ଲାରେ କୋଭିଡ୍ ନିୟନ୍ତ୍ରଣ ପାଇଁ ଟେଷ୍ଟିଂ, ଟ୍ରାକିଂ, ଟ୍ରିଟମେଣ୍ଟ…
କଲମ୍ବୋ: ଶ୍ରୀଲଙ୍କାର ପ୍ରଧାନମନ୍ତ୍ରୀ ରାନିଲ ୱିକ୍ରେମଶିଙ୍ଘେ ଇସ୍ତଫା ଦେଇଛନ୍ତି। ସେ ଟୁଇଟ୍ କରି ଏହି ସୂଚନା ଦେଇଛନ୍ତି। ଟୁଇଟରରେ ସେ ଲେଖିଛନ୍ତି ଯେ, “ସମସ୍ତ ନାଗରିକଙ୍କ ସୁରକ୍ଷା…
ଭୁବନେଶ୍ବର: ୧୯୮୯ ବ୍ୟାଚର ଆଇଆରଏସ ଅଧିକାରୀ ବିଜୟ କୁମାର କର ନୂତନ ଚିଫ କମିଶନର, ଜିଏସଟି, ସେଣ୍ଟ୍ରାଲ ଏକ୍ସାଇଜ ଓ କଷ୍ଟମ୍ସ, ଭୁବନେଶ୍ୱର ଜୋନ ଭାବେ ଯୋଗ…
କନ୍ଦର୍ପ ବେହେରା ରେଢାଖୋଲ: ରେଢ଼ାଖୋଲ ଡାକ୍ତରଖାନାରେ ଜନୈକ ସିକ୍ୟୁରିଟି ଗାର୍ଡ ଜଣେ ନାବାଳିକାକୁ ଅସଦାଚରଣ କରିଥିବା ରେଢ଼ାଖୋଲ ଡାକ୍ତରଖାନାରେ ଅଭିଯୋଗ ହୋଇଛି। ନାବାଳିକା ଜଣଙ୍କ ରେଢାଖୋଲ ଏନଏସି…
ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଧିରେଧିରେ ସକ୍ରିୟା ହେବାରେ ଲାଗିଛି। ଏହାର ପ୍ରଭାବରେ ଓଡିଶା ଏବଂ ପାଶ୍ବବର୍ତ୍ତି ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି…
ସ୍ୱାସ୍ଥ୍ୟ ଟିପ୍ସ: କୋଲେଷ୍ଟ୍ରଲ ଆମ ଶରୀରରେ ମହମ ପରି ପଦାର୍ଥ। ଏହା ଶରୀରର କୋଷଗୁଡ଼ିକରେ ଦେଖାଯାଏ। ଆମ ଶରୀରରେ ଦୁଇ ପ୍ରକାରର କୋଲେଷ୍ଟ୍ରଲ, ଭଲ କୋଲେଷ୍ଟ୍ରଲ ଏବଂ…
ନୂଆଦିଲ୍ଲୀ: ସମାଜବାଦୀ ପାର୍ଟି ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବଙ୍କ ପତ୍ନୀ ସାଧନା ଗୁପ୍ତାଙ୍କ ଦେହାନ୍ତ ହୋଇଛି। ସାଧନା ଗୁପ୍ତାଙ୍କୁ ଗୁରୁଗାଓଁର ମେଦାନ୍ତା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କର…
ପୁରୀ: ତିନିଠାକୁର ରଥାଋଢ ହେବା ପରେ ଆରମ୍ଭ ହୋଇଥିଲା ଛେରା ପହଁରା ନୀତି। ଗଜପତି ମହାରାଜା ଦିବ୍ୟସିଂହ ଦେବ ତିନି ରଥରେ ଛେରା ପହଁରା କାର୍ଯ୍ୟ କରିଥିଲେ। ଏହାପରେ…
କନ୍ଦର୍ପ ବେହେରା ରେଢାଖୋଲ: ସମ୍ବଲପୁର ଜିଲ୍ଲା ରେଢାଖୋଲ ବନଖଣ୍ଡ ଅଞ୍ଚଳରେ ଦିନକୁ ଦିନ ହାତୀ ଉପଦ୍ରବରେ ଲୋକମାନେ ନାହିଁ ନ ଥିବା ଦୁର୍ଦ୍ଦଶା ଭୋଗୁଛନ୍ତି। ରେଢାଖୋଲ ବନଖଣ୍ଡ…
ନୂଆଦିଲ୍ଲୀ: ପ୍ରତିଦିନ ରେଳବାଇ ଲକ୍ଷ ଲକ୍ଷ ଯାତ୍ରୀଙ୍କୁ ସେମାନଙ୍କ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଇଥାଏ। ଏଭଳି ପରିସ୍ଥିତିରେ ରେଳବାଇ ମଧ୍ୟ ଯାତ୍ରୀମାନଙ୍କ ସୁବିଧା ପାଇଁ ସମ୍ପୂର୍ଣ୍ଣ ଯତ୍ନ ନିଏ। କିନ୍ତୁ,…
ନୂଆଦିଲ୍ଲୀ: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ୍ ଆଜି (ଜୁଲାଇ 9) ବର୍ମିଂହାମର ଏଜବାଷ୍ଟନ୍ କ୍ରିକେଟ୍ ଷ୍ଟାଡିୟମରେ ଖେଳାଯିବ।…
ଭୁବନେଶ୍ବର: ପୁଣିଥରେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ରାଜ୍ୟରେ ୪୭୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୫୧୨ ଜଣ ଆକ୍ରାନ୍ତ…
ନୂଆଦିଲ୍ଲୀ: ସାରା ବିଶ୍ୱରେ କରୋନା ବିରୋଧରେ ଯୁଦ୍ଧ ଚାଲିଛି। ଏହି ସମୟରେ, ଭାରତରେ କରୋନା ମାମଲାରେ ଚିନ୍ତା ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଦେଶରେ କରୋନା ସଂକ୍ରମଣ…
ପୁରୀ: ଆଜି ହେଉଛି ପବିତ୍ର ବାହୁଡା ଯାତ୍ରା, ଜନ୍ମବେଦିରୁ ଶ୍ରୀମନ୍ଦିରକୁ ଫେରିବେ ମହାବାହୁ। ସେଥିପାଇଁ ବର୍ତ୍ତମାନ ଶ୍ରୀଗୁଣ୍ଡିଚା ମନ୍ଦିରରୁ ଆରମ୍ଭ ହୋଇଛି ପହଣ୍ଡି ବିଜେ। ଅତ୍ୟନ୍ତ ଭକ୍ତିମୟ…
ଚାଣକ୍ୟ ନୀତି: ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ଶ୍ରେଷ୍ଠତା କଣ ଏବଂ ଏହା କିପରି କରାଯାଏ ସେ ସଂପର୍କରେ ଅବଗତ କରାଇଛନ୍ତି। ସେଥିପାଇଁ ସେ ଚାରିଟି…
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର ମନୋଜରଞ୍ଜନ ନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ଭାରତରେ ଅବସ୍ଥାପିତ ମରକ୍କୋର ରାଷ୍ଟ୍ରଦୂତ ମହମ୍ମଦ ମଲିକି। ଅଧିନା…
ମେଷ:– ଆଜି ଏକ ଭଲ ଦିନ ହେବ। ନୂତନ ବ୍ୟବସାୟ ସଂପ୍ରସାରଣ ଯୋଜନା ଗଠନ ହୋଇପାରେ। କଣ୍ଟିଜେନ୍ସି ଲାଭ ପ୍ରଦାନ କରାଯିବ, ଯାହା ଆର୍ଥିକ ସ୍ଥିତିକୁ ମଜବୁତ…
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ବାଲିପଦର ଗ୍ରାମ ମୁହଁରେ ଥିବା ବିଲ ଭିତରୁ ଜଣେ ମୃତ ଶରୀରକୁ ସନ୍ଦେହଜନକ ଅବସ୍ଥାରେ ଉଦ୍ଧାର…
ଭୁବନେଶ୍ବର: କେନ୍ଦ୍ରୀୟ କୃଷିରତ ମହିଳା ସଂସ୍ଥାନ, ଭୁବନେଶ୍ୱର ଦ୍ୱାରା ପୋଷଣ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ତା: ୮.୭.୨୦୨୨ ରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଭାଗ ନେଇଥିବା…

