ନୂଆଦିଲ୍ଲୀ : ଗୋଟିଏ ଦିନରେ 52 ହଜାର 972 ଜଣ ଆକ୍ରାନ୍ତ ହୋଇଥିବାବେଳେ 771ଜଣଙ୍କ ମୃତ୍ୟୁ ହୋଇଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି । ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 18 ଲକ୍ଷ […]
ବେଙ୍ଗାଲୁରୁ : କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି.ଏସ୍. ୟେଦ୍ୟୁରପ୍ପା କରୋନାରେ ଆକ୍ରାନ୍ତ ହୋଇଥିବାର ସୂଚନା ମିଳିଛି । ରବିବାର ବିଳମ୍ବିତ ରାତ୍ରିରେ ଏ ସମ୍ପର୍କରେ ଜଣାପଡିବା ପରେ ସେ ନିଜେ ଟୁଇଟ୍ କରି ଏହି ସୂଚନା ଦେଇଛନ୍ତି । ଡାକ୍ତରଙ୍କ ପରାମର୍ଶ କ୍ରମେ […]
ଭୁବନେଶ୍ୱର : ଓଡିଶା ଜନଜୀବନ ଭିତରେ ଜଗତର ନାଥ ଜଗନ୍ନାଥ ମଧ୍ୟ ଜଡିତ। ସେଥିପାଇଁ ଓଡିଆ ପରଂପରାରେ ଯାହା ପ୍ରଚଳିତ ତାହା ଶ୍ରୀମନ୍ଦିରରେ ପରିଲକ୍ଷିତ ହୋଇଥାଏ। ସେହିପରି ଆଜିର ରାକ୍ଷୀ ପୂର୍ଣ୍ଣିମାରେ ମଧ୍ୟ ଶ୍ରୀମନ୍ଦିରରେ ରହିଛି ପରଂପରା ଓ ସ୍ବତନ୍ତ୍ର ପୂଜାନିତି। […]
ଭୁବନେଶ୍ବର, ଆଜି ହେଉଛି ପବିତ୍ର ରାକ୍ଷୀ ପୂର୍ଣ୍ଣିମା ତଥା ପ୍ରଭୁ ବଳରାମଙ୍କ ଜନ୍ମଦିନ। ପରଂପରା ରହିଛି ଆଜିର ଦିନରେ ଭଉଣୀର ରକ୍ଷା କବଚ ଭାବେ ଭାଇଙ୍କୁ ମନେ ପକାଇବାର ଦିନ। ସେଥିପାଇଁ ଭାଇଙ୍କ ହାତରେ ଭଉଣୀମାନେ ରାକ୍ଷୀ ବାନ୍ଧି ତାହାକୁ ମନେ […]
ଭୁବନେଶ୍ବର, ଆଜି ୮୭ ବର୍ଷ ବୟସରେ ପଦାର୍ପଣ କରିଛନ୍ତି ଆନ୍ଧ୍ର ପ୍ରଦେଶର ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ। ୧୯୩୪ ମସିହା ଅଗଷ୍ଟ ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ ବିଶ୍ବଭୂଷଣ । ଓଡିଶା ରାଜନୈତିକ ଇତିହାସରେ ସେ ହେଉଛନ୍ତି ଜଣେ ବେଶ୍ ପରିଚିତ ବ୍ୟକ୍ତିତ୍ବ। […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଗତକାଲି ଏକ ବଡ଼ଧରଣର ଗୁଟ୍ଖା କାରଖାନା ଉପରେ ତହସିଲ୍ଦାର ଏବଂ ଉପଜିଲ୍ଲାପାଳ ଚଢ଼ାଉ କରି ଦେଢ଼କୋଟି ଟଙ୍କାର ଗୁଟ୍ଖା ଏବଂ ସରଞ୍ଜାମ ଜବତ କରିଥିବାବେଳେ ଆଜି ପୁଣି ତହସିଲ୍ଦାର ଏକ ବେଆଇନ ମଦ ପ୍ରସ୍ତୁତ କାରଖାନା […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଖେଳୁଥିବାବେଳେ ଏକ ଚାରିବର୍ଷର ଶିଶୁକନ୍ୟାର ପାଟିରେ ଏକ ଲୁଡାରଡ଼୍ ପଶିଯାଇଥିବାବେଳେ ବ୍ରହ୍ମପୁର ଏମ୍କେସିଜି ଡ଼ାକ୍ତରୀ ଟିମ୍ ଦ୍ୱାରା ଏହାକୁ ଅସ୍ତ୍ରୋପଚାର କରି ବାହାର କରାଯାଇଥିବା ଜଣାପଡ଼ିଛି । ଘଟଣାରୁ ପ୍ରକାଶ ଯେ ଗଂଜାମ ଜିଲ୍ଲା ଖଲିକୋଟ […]
ଭୁବନେଶ୍ବର: ଆଜି ରାଜ୍ୟରେ ମୋଟ ୬୮୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଡାକ୍ତରଖାନା ରୁ ଘରକୁ ଫେରିଛନ୍ତି ବୋଲି ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ସୂଚନା ଦିଆଯାଇଛି। ଆଜି ରାଜ୍ୟର ସର୍ବାଧିକ ୯୧ ଜଣ […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ତହସିଲ ରୋଡରେ ଏକ ଦୁର୍ଘଟଣା ଘଟିଛି। ଆଜି ଅପରାହ୍ନରେ ଜଣେ ବାଇକ ଚାଳକ ଜଣେ ସାଇକେଲ ଆରୋହୀ ଝିଅ ଟିକୁ ଆଗ ପଟୁ ଧକ୍କା ଦେବାରୁ ଝିଅଟି ଗୁରୁତର ଭାବେ ଆହତ ହୋଇଛନ୍ତି। ମିଳିଥିବା ସୂଚନା […]
ଭୁବନେଶ୍ବର, ପଶ୍ଚିମବଙ୍ଗ ରାଜ୍ୟରେ ଅଗଷ୍ଟ 2020 ର 5, 8, 16, 17, 23, 24 ଓ 31 ତାରିଖରେ ସମ୍ପୂର୍ଣ୍ଣ ଲକ୍ ଡାଉନ ହେଉଥିବାରୁ ଟ୍ରେନ ସେବା ନିମ୍ନ ମତେ ପ୍ରଭାବିତ ହେବ – ବାତିଲ ହେଉଥିବା ଟ୍ରେନ : […]
ତାମିଲନାଡୁ : ତାମିଲନାଡୁ ରାଜ୍ୟପାଳ ବନଓ୍ବାରିଲାଲ୍ ପୁରୋହିତ କରୋନାରେ ଆକ୍ରାନ୍ତ ହୋଇଥିବାର ସୂଚନା ମିଳିଛି । ହୋମ୍ ଆଇସୋଲେସନ୍ରେ ରହିବା ପାଇଁ ମେଡ଼ିକାଲ ପକ୍ଷରୁ ପରାମର୍ଶ ଦିଆଯାଇଛି । ଚେନ୍ନାଇର କାବେରୀ ହସ୍ପିଟାଲ ରାଜ୍ୟପାଳଙ୍କୁ କରୋନା ହୋଇଥିବା ସମ୍ପର୍କରେ ସୂଚନା ଦେଇଛି […]
ଭୁବନେଶ୍ବର : ଭୁବନେଶ୍ବରରେ ଆଉ 118 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ନୂତନ 118 ଆକ୍ରାନ୍ତଙ୍କ ମଧ୍ୟରୁ 69 ଜଣ କ୍ବାରେଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ଲୋକାଲ୍ କେସ୍ 49ଟି ରହିଛି ବୋଲି ବିଏମ୍ସି ଟୁଇଟ୍ ଯୋଗେ ସୂଚନା ଦେଇଛି […]
ନୂଆଦିଲ୍ଲୀ : ଗୃହମନ୍ତ୍ରୀ ଅମିତ୍ ଶାହାଙ୍କୁ କରୋନା । ଅମିତ୍ ଶାହାଙ୍କଠାରେ କରୋନା ପଜିଟିଭ୍ ଚିହ୍ନଟ ହୋବ ପରେ ଡାକ୍ତରଙ୍କ ପରାମର୍ଶ କ୍ରମେ ସେ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । କରୋନା ଆକ୍ରାନ୍ତ ହୋଇଥିବା ନେଇ ନିଜେ ଗୃହମନ୍ତ୍ରୀ ଟୁଇଟରରେ […]
ରମେଶ ମହାନ୍ତି ଜଗତସିଂହପୁର :ଆଜି ଜଗତସିଂହପୁର ଜିଲ୍ଲାରୁ ୧୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ନାଉଗାଁ ବ୍ଲକରୁ ୩ଜଣ, ବିରିଡ଼ି ବ୍ଲକରୁ ୩ଜଣ, ବାଲିକୁଦା ବ୍ଲକରୁ ୩ଜଣ, ପାରାଦ୍ଵୀପରୁ ୨ଜଣ ,ଏରସମା ଓ ରଘୁନାଥପୁର ବ୍ଲକରୁ ଜଣେ ଲେଖାଏଁ […]
ଭୁବନେଶ୍ବର : ଆସନ୍ତା 4 ତାରିଖରୁ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବର ଆଜିଠାରୁ 5 ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । […]
ନୂଆଦିଲ୍ଲୀ: ଦୁଇ ଘଣ୍ଟାର ଟ୍ରେନ୍ରେ ଯାତ୍ରାରେ ଯଦି କୌଣସି ଯାତ୍ରୀଙ୍କ 8 ଫୁଟ୍ ପରିସର ମଧ୍ୟରେ କେହି ସଂକ୍ରମିତ ବ୍ୟକ୍ତି ଥା’ନ୍ତି, ତେବେ ସେ ଯାତ୍ରୀ ଜଣକ ମଧ୍ୟ କରୋନାରେ ସଂକ୍ରମିତ ହୋଇପାରନ୍ତି ବୋଲି ଏକ ଅନୁଶୀଳନରୁ ଜଣାପଡିଛି । ଏହି […]
ଭୁବନେଶ୍ବର : କୋଭିଡ୍ ମୁକାବିଲା ପରିପ୍ରେକ୍ଷୀରେ ରାଜ୍ୟର ସମସ୍ତ ଅଙ୍ଗନବାଡି କେନ୍ଦ୍ରଗୁଡ଼ିକ ଆସନ୍ତା 31 ଅଗଷ୍ଟ ଯାଏଁ ବନ୍ଦ ରହିବ। ଏହି ସମୟରେ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଗର୍ଭବତୀ ଓ ପ୍ରସୂତି ମହିଳା ତଥା ଶିଶୁମାନଙ୍କ ପାଇଁ […]
ଭୁବନେଶ୍ବର : ଆସନ୍ତା ଦିନେ ଦୁଇଦିନ ଭିତରେ ଯୁକ୍ତ ଦୁଇ ନାମ ଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି । ଯୁକ୍ତ ଦୁଇ ନାମଲେଖା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । […]
ଭୁବନେଶ୍ବର : ଏଣିକି ଶିକ୍ଷକ ଅନଲାଇନ୍ ପଢିବେ ଆଉ ପଢାଇବେ । ଅନ୍ଲାଇନ୍ରେ ଶିକ୍ଷାଦାନ ପାଇଁ ଶିକ୍ଷକମାନେ ତାଲିମ ନେବେ । 101ଟି ଉତ୍କର୍ଷ ବିଦ୍ୟାଳୟରୁ 2 ଜଣ ଲେଖାଏଁ ଶିକ୍ଷକ ଅନଲାଇନ୍ ଶିକ୍ଷାଦାନ ପାଇଁ ତାଲିମ ନେବେ । 30ଟି […]
ମୁମ୍ବାଇ : ବଲିଉଡ୍ ଅଭିନେତା ସୁଶାନ୍ତ ସିଂହ ରାଜପୁତ୍ ମାମଲାରେ ଅଭିନେତ୍ରୀ ରିଆ ଚକ୍ରବର୍ତ୍ତୀଙ୍କ ନାମ ଲଗାତାର ଭାବରେ ଯୋଡି ହେଉଛି । ଏହି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ମନି ଲଣ୍ଡ୍ରିଂ ମାମଲା ଦାଏର କରି ରିଆ ଚକ୍ରବର୍ତ୍ତୀ ଓ ତାଙ୍କ […]
ଭୁବନେଶ୍ବର : ଆଜି ରାଜ୍ୟରୁ ପୁଣି 10 ଜଣଙ୍କ ମୃତ୍ୟୁ ହୋଇଛି । ଗଞ୍ଜାମରୁ ସର୍ବାଧିକ 4 ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଖୋର୍ଦ୍ଧାରୁ 3 ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଯାଜପୁର, କଳାହାଣ୍ଡି ଓ ସୁନ୍ଦରଗଡରୁ ଜଣେ ଲେଖାଏଁ ମୃତ୍ୟୁ […]