ନୂଆଦିଲ୍ଲୀ : କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ମିଳିଥିବା ସୂଚନା ଅନୁସାରେ, ବିଗତ 24 ଘଣ୍ଟା ମଧ୍ୟରେ ଦେଶରେ 64 ହଜାର ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂତନ 64 ହଜାର 531 ଜଣ ନୂତନ ଆକ୍ରାନ୍ତଙ୍କୁ […]
ନୂଆଦିଲ୍ଲୀ, ଭାରତ ଗତକାଲି ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ କୋଭିଡ-୧୯ ନମୁନା ପରୀକ୍ଷା କରିବାରେ ସକ୍ଷମ ହୋଇଛି। ପାଖାପାଖି ୯ ଲକ୍ଷ (୮,୯୯,୮୬୪) ନମୁନା ଗୋଟିଏ ଦିନରେ ପରୀକ୍ଷା କରାଯାଇଛି ଯାହାକି ଏପର୍ୟ୍ୟନ୍ତ ସର୍ବକାଳିନ ଦିନିକିଆ ରେକର୍ଡ। ଏପର୍ୟ୍ୟନ୍ତ ମୋଟ ନମୁନା […]
ନୂଆଦିଲ୍ଲୀ, ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟର ଦକ୍ଷତା ବୃଦ୍ଧି ତଥା ସମୟୋଚିତ କାର୍ଯ୍ୟ ପାଇଁ ମନ୍ତ୍ରଣାଳୟ ୧୯ଟି ସମନ୍ଵିତ କ୍ଷେତ୍ରୀୟ କାର୍ୟ୍ୟାଳୟ ଗୋଟିଏ ସ୍ଥାନରୁ କାର୍ୟ୍ୟ କରିବା ପାଇଁ ଅନୁମୋଦନ କରିଛି । ଏହି ସମନ୍ଵିତ ଆଞ୍ଚଳିକ କାର୍ଯ୍ୟାଳୟ […]
ଭୁବନେଶ୍ୱର: ଉତ୍ତର-ପୂର୍ବ ବଙ୍ଗୋପସାଗର ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁଁ ରାଜ୍ୟର ଅନେକ ସ୍ଥାନରରେ ବର୍ଷା ଆରମ୍ଭ ହୋଇଯାଇଛି । ଏହାର ପ୍ରଭାବରେ ଆସନ୍ତା ଦୁଇ ଦିନ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବାର ସମ୍ଭାବନା ରହିଛି । ଏନେଇ ସତର୍କ […]
ଭୁବନେଶ୍ୱର : ଆଜି ପ୍ରକାଶ ପାଇବାକୁ ଯାଉଛି ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷା ଫଳ। ଏନେଇ ସ୍କୁଲ ଏବଂ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାଶ ପ୍ରେସ୍ ମିଟ୍ କରି ଏହି ସୂଚନା ଦେଇଥିଲେ। ଆଜି ଦିନ 11.30 ମିନିଟ […]
ଭୁବନେଶ୍ବର, କୋଭିଡ ମହାମାରି ଯେପରି କାୟା ବିସ୍ତାର କରିବାରେ ଲାଗିଛି, ସେଥିରେ ସମସ୍ତେ ଅସ୍ତବ୍ୟସ୍ତ ହୋଇ ପଡିଲେଣି। ଏପରକି ଏହାକୁ ମୁକାବିଲା କରିବାରେ ସରକାରଙ୍କ ପାଣ୍ଠିର ଅଭାବ ମଧ୍ୟ ପରିଲକ୍ଷିତ ହେଲାଣି। ଏପରି ପରିସ୍ଥିତିରେ ଦେଶ ତଥା ରାଜ୍ୟର ବିଭିନ୍ନ ସଂସ୍ଥା […]
ନୂଆଦିଲ୍ଲୀ, ଗୋଆର ରାଜ୍ୟପାଳ ସତ୍ୟପାଲ ମଲ୍ଳିକଙ୍କୁ ବଦଳି କରାଯାଇ ମେଘାଳୟର ରାଜ୍ୟପାଳଭାବେ ନିଯୁକ୍ତି ଦିଆଯାଇଛି। ଆଜି ଏ ନେଇ ରାଷ୍ଟ୍ରପତି ଭବନ ତରଫରୁ ସୂଚନା ଦିଆଯାଇଛି। ତେବେ ଗୋଆର ରାଜ୍ୟପାଳ ଭାବେ ମହାରାଷ୍ଟ୍ରର ରାଜ୍ୟପାଳ ଭଗତ ସିଂହ କୋଶିୟାରୀ ନିଜ ଦାୟିତ୍ୱ […]
ଭୁବନେଶ୍ୱର: ଆଜି ଓଡ଼ିଶା କ୍ରାଇମ ବ୍ରାଞ୍ଚର ସ୍ୱତନ୍ତ୍ର ଟାସ୍କ ଫୋର୍ସ (ଏସଟିଏଫ) ୧.୩୦ କୋଟିରୁ ଅଧିକ ମୂଲ୍ୟର ବ୍ରାଉନ ସୁଗାର ଜବତ କରିଛି। ବାଲେଶ୍ଵର ଜିଲ୍ଲାର ଜଣେ ଏମବିଏ ଛାତ୍ରଙ୍କ ଠାରୁ ବ୍ରାଉନ ସୁଗାର ଜବତ ହୋଇଥିବା ପୋଲିସ ପ୍ରକାଶ କରିଛି। […]
ଭୁବନେଶ୍ବରରୁ: ରାଜ୍ୟର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁଯାୟୀ ଆଜି ରାଜ୍ୟରେ ୧୫୩୫ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଆଜି ଖୋର୍ଦ୍ଧାରୁ ଜିଲ୍ଲାରୁ ସର୍ବାଧିକ ୨୮୭, ସୁନ୍ଦରଗଡରୁ ୧୭୮, ଗଞ୍ଜାମରୁ ୧୫୬, କନ୍ଧମାଳରୁ ୧୦୫, ପୁରୀରୁ ୯୬, କଟକରୁ ୮୪, […]
ଭୁବନେଶ୍ୱର: ସୋଆ ଡିମଡ୍ ଟୁ ବି ବିଶ୍ୱବିଦ୍ୟାଳୟ ପରିଚାଳିତ ସ୍କୁଲ ଅଫ ହୋଟେଲ ମ୍ୟାନେଜମେଂଟ (ଏସଏଚଏମ) ଠାରେ ନିକଟରେ ୭ ଦିନ ଧରି ଏକ ଫ୍ୟାକଲ୍ଟି ଡେଭେଲପମେଂଟ ପ୍ରୋଗ୍ରାମ ଅନୁଷ୍ଠିତ ହୋଇଯାଇଛି। ଭାରତ ତଥା ଭାରତ ବାହାରୁ ୨୦ ଜଣ ବିଶେଷଜ୍ଞ […]
ହାଇଦ୍ରାବାଦ : ବାହୁବଳୀ ଅଭିନେତା ପ୍ରଭାସ ତାଙ୍କର ଅପକମିଙ୍ଗ୍ ଫିଲ୍ମ ‘ଆଦିପୁରୁଷ’ରେ ଶ୍ରୀରାମଙ୍କ ଭୂମିକାରେ ନଜର ଆସିବେ। ‘ତାନାଜୀ’ ଫିଲ୍ମର ନିର୍ଦ୍ଦେଶ ଓମ୍ ରାଉତ ଏହି ଫିଲ୍ମର ନିର୍ଦ୍ଦେଶନା ଦେବାକୁ ଯାଉଛନ୍ତି । ଏହି ଫିଲ୍ମର ଏକ ପୋଷ୍ଟର ସେୟାର କରିବା […]
ରମେଶ ମହାନ୍ତି ଜଗତସିଂହପୁର :ଆଜି ଜଗତସିଂହପୁର ଜିଲ୍ଲାରୁ ୨୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ନାଉଗାଁ ବ୍ଲକରୁ ୯ଜଣ, କୁଜଙ୍ଗ ବ୍ଲକରୁ ୫ଜଣ, ଜଗତସିଂହପୁର ମ୍ୟୁନିସିପାଲିଟିରୁ ଜଣେ, ରଘୁନାଥପୁର ବ୍ଲକରୁ ୪ଜଣ, ତିର୍ତ୍ତୋଲ ବ୍ଲକରୁ ୫ଜଣ ଓ […]
ଭୁବନେଶ୍ବର : ଆଜି ରାଜଧାନୀ ଭୁବନେଶ୍ବରରୁ 220 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ବାରେଣ୍ଟାଇନ୍ରୁ 134ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍ରୁ 84 ଜଣ ଚିହ୍ନଟ ହୋଇଛନ୍ତି ବୋଲି ବିଏମ୍ସି ସୂଚନା ଦେଇଛି । କ୍ବାରେଣ୍ଟାଇନ୍ରୁ 136ଜଣ ଚିହ୍ନଟଙ୍କ ମଧ୍ୟରୁ […]
ରମେଶ ମହାନ୍ତି ଜଗତସିଂହପୁର : ବାଲିକୁଦା ବ୍ଲକ୍ ଅନ୍ତର୍ଗତ ଗରାମ ପଞ୍ଚାୟତ ସ୍ଥିତ ଡେଙ୍ଗାପୋଲ ଠାରେ ଆଜି ପ୍ରୟାସ ଯୁବସଂଗଠନ ତରଫରୁ ଏକ ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆଜି ଦିନ ୧୦ଟା ବେଳେ ଡେଙ୍ଗାପୋଲ ବଜାରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ […]
ମୁମ୍ବାଇ : ଭାରତୀୟ ଶିଳ୍ପପତି ମୁକେଶ ଅମ୍ବାନୀ ବିଶ୍ୱର ଧନୀକଙ୍କ ତାଲିକାରେ ଷଷ୍ଠ ସ୍ଥାନକୁ ଖସି ଆସିଛନ୍ତି । ଆରଆଇଏଲର ଅଂଶଧନ ମୂଲ୍ୟରେ ଲଗାତାର ହ୍ରାସ କାରଣରୁ ମୁକେଶ ଅମ୍ବାନୀ ଧନୀକଙ୍କ ତାଲିକାରେ ଷଷ୍ଠ ସ୍ଥାନକୁ ଖସି ଆସିଛନ୍ତି । ଏଲନ […]
କଟକ : ଆଜି କଟକ ସହରରୁ 79ଜଣ ପଜିଟିଭ୍ ଚିହ୍ନଟ ହୋଇଛି । ମୋଟ୍ 79ଜଣଙ୍କ ମଧ୍ୟରୁ କଣ୍ଟେନମେଣ୍ଟରୁ 56 ଜଣ ଓ 23ଟି ଲୋକାଲ କଣ୍ଟାକ୍ଟ କେସ୍ ଚିହ୍ନଟ ହୋଇଛି। କଣ୍ଟେନମେଣ୍ଟ ଜୋନ୍ରୁ 31 ଜଣ ଚିହ୍ନଟ ହୋଇଥିବାବେଳେ ସରକାରୀ […]
ନୂଆଦିଲ୍ଲୀ : କେନ୍ଦ୍ର କ୍ରୀଡା ମନ୍ତ୍ରାଳୟ ପକ୍ଷରୁ ଆଜି ଚାରି ଖେଳାଳିଙ୍କ ନାମ ରାଜୀବ ଗାନ୍ଧୀ ଖେଳରତ୍ନ ପାଇଁ ସୁପାରିଶ କରାଯାଇଛି। ଭାରତୀୟ ଷ୍ଟାର କ୍ରିକେଟର ରୋହିତ ଶର୍ମା, ଟୋକିଓ ଅଲମ୍ପିକ୍ସ ଯୋଗ୍ୟତା ହାସଲକାରୀ ବିନେଶ ଫୋଗଟ, ଟେବୁଲ ଟେନିସ୍ ଷ୍ଟାର […]
ନୂଆଦିଲ୍ଲୀ : ଭିଭୋ ଆଇପିଏଲ୍ ଟାଇଟଲ୍ ପ୍ରାୟୋଜକରୁ ଓହରିବା ପରେ ଆଇପିଏଲ୍ 2020ର କିଏ ଟାଇଟଲ୍ ପ୍ରାୟୋଜକ ହେବ ସେନେଇ କଳ୍ପନାଜଳ୍ପନା ଲାଗି ରହିଥିଲା । ତେବେ ସମସ୍ତ କଳ୍ପନା ଜଳ୍ପନାକୁ ଶେଷ କରି ଆଇପିଏଲ୍ 2020 ଟାଇଟଲ୍ ପ୍ରାୟୋଜକର ବାଜି […]
ଝାଡଖଣ୍ଡ : ଝାଡଖଣ୍ଡରେ ଷରେଇକଳା – ଖରସୁଆଁ ଜିଲ୍ଲାରେ ଏକ ଚାଞ୍ଚଲ୍ୟକର ଅନ୍ଧବିଶ୍ବାସ ସାମ୍ନାକୁ ଆସିଛି । ଏଠାରେ ଜଣେ ଶାଶୁ ନିଜ ବୋହୂ ଘରୁ ନିଖୋଜ ହୋବ ପରେ ଶାଶୁ ଜଣକ ନିଜ ଜିଭ କାଟି ଭଗବାନଙ୍କ ଶିବ ଶଙ୍କର […]
ଜମ୍ମୁକାଶ୍ମୀର : ପ୍ରାୟ ପାଞ୍ଚ ମାସ ପରେ ରବିବାର ଦିନ ମାତା ବୈଷ୍ଣୋଦେବୀଙ୍କର ଯାତ୍ରା ଆରମ୍ଭ ହୋଇଛି । କିନ୍ତୁ ଏହି ଯାତ୍ରା ଆରମ୍ଭ ରୁ କରୋନା ସଂକ୍ରମଣର ମାମଲା ସାମ୍ନାକୁ ଆସିଛି । ବୈଷ୍ଣୋ ଦେବୀ ମନ୍ଦିର ପରିସରରେ କରୋନା […]
ଭୁବନେଶ୍ବର : ଖୋର୍ଦ୍ଧା ଜିଲ୍ଲାରେ କରୋନା ସଂକ୍ରମଣ ବୃଦ୍ଧି ନେଇ ଜିଲ୍ଲାପାଳ ସମୀକ୍ଷା କରିଛନ୍ତି । ସମୀକ୍ଷା ପରେ ଜିଲ୍ଲାପାଳ ସନତ କୁମାର ମହାନ୍ତି ଖୋର୍ଦ୍ଧା ଜିଲ୍ଲାରେ ଚଳିତ ଥର ଗଣେଶ ପୂଜା ବନ୍ଦ ହେବ ବୋଲି ସୂଚନା ଦେଇଛନ୍ତି । […]