କୋରାପୁଟ: ବିବାଦୀୟ କୋଟିଆ ଗ୍ରାମପୁଂଜରେ ଆଜି ପଞ୍ଚାୟତ ଭୋଟ ଗ୍ରହଣ ହୋଇଛି। କୋରାପୁଟ ଜିଲ୍ଲା ପଟ୍ଟାଙ୍ଗୀ ବ୍ଲକ୍ ଅନ୍ତର୍ଗତ କୋଟିଆ ପଞ୍ଚାୟତରେ ଶାନ୍ତି ଶୃଙ୍ଖଳାର ସହ ମତଦାନ…
ଆଜିର ଖବର
ପୁରୀ: ପୁରୀ ଗଜପତି ଦିବ୍ୟସିଂହ ଦେବ କରୋନା ସଂକ୍ରାମିତ ହୋଇଛନ୍ତି। ଫଳରେ ଶନିବାର ଦିନ ଦୁଇଦିନିଆ ଓଡିଶା ଗସ୍ତରେ ଆସୁଥିବା ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମରେ ରହିପାରିବେ ନାହିଁ। ରାଷ୍ଟ୍ରପତିଙ୍କ…
ଭୁବନେଶ୍ବର: ଆଜି ପଞ୍ଚାୟତ ନିର୍ବାଚନର ଦ୍ବିତୀୟ ପର୍ଯ୍ୟାୟ ଭୋଟ ଶେଷ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲିଙ୍ଗରାଜ ମନ୍ଦିର ଯାଇ ପ୍ରଭୃଙ୍କୁ ଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ…
ଭୁବନେଶ୍ୱର: ଆଜି ବିଜେଡିର ଏକ ପ୍ରତିନିଧୀ ଦଳ ରାଜ୍ୟ ନିର୍ବାଚନ କମିଶନରଙ୍କ ଦ୍ବାରସ୍ଥ ହୋଇଛନ୍ତି। ଲେନିନ ମହାନ୍ତିଙ୍କ ନେତୃତ୍ବରେ ଏହି ଦଳ କମିଶନରଙ୍କୁ ଏକ ସ୍ମାରକ ପତ୍ର…
ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନର ଦ୍ବିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣରେ ଆଜି ଦିନ ୧୨ଟା ସୁଦ୍ଧା ୪୩ ପ୍ରତିଶତ ମତଦାନ ହୋଇଛି। ଏହି ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ…
ଖୋର୍ଦ୍ଧା : ଆଜି ବିଭିନ୍ନ ସ୍ଥାନରେ ଚାଲିଛି ପଞ୍ଚାୟତ ନିର୍ବାଚନ ଦ୍ବିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ। ଏହି ମତଦାନ ପକ୍ରିୟା ତଦାରଖ କରିବା ପାଇଁ ଖୋର୍ଦ୍ଧା ଜିଲ୍ଲାପାଳ…
ଭୁବନେଶ୍ବର: ଆଜି ଗୋଟିଏ ପଟେ ନିର୍ବାଚନ ଚାଲିଥିବା ବେଳେ ଅନ୍ୟପଟେ ଭିଜିଲାନ୍ସ ଚଢାଉ ମଧ୍ୟ ଜାରି ରହିଛି। ଏଥର ଭିଜିଲାନ୍ସ ଜାଲରେ ଫସିଛନ୍ତି ଏନଏସିର ଆସିଷ୍ଟାଣ୍ଡ ଇଂଜିନିୟର।…
ଭୁବନେଶ୍ବର: ଚାଲିଛି ପଞ୍ଚାୟତ ନିର୍ବାଚନର ଦ୍ବିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ। ଏହି ଭୋଟ ଗ୍ରହଣ ଆଜି ସକାଳ ୭ଟାରୁ ଆରମ୍ଭ ହୋଇଛି। ଏହା ଅପରାହ୍ନ ୧ ଟା…
ନୂଆଦିଲ୍ଲୀ: ଯଦି ଜଣେ ବ୍ୟକ୍ତିଙ୍କ ଜୀବନରେ ଥିବା ସମସ୍ୟାଗୁଡ଼ିକ ସମାପ୍ତି ହେଉନାହିଁ, ତେବେ ଜଣେ ବିଶେଷଜ୍ଞଙ୍କ ଦ୍ଵାରା ନିଶ୍ଚିତ ଭାବରେ ତାଙ୍କର ରାଶିଫଳ ଯାଞ୍ଚ କରାଯିବା ଉଚିତ୍।…
ମେଷ- ଆପଣଙ୍କୁ ଦେଖା କରୁଥିବା ଲୋକମାନେ ଆପଣଙ୍କୁ କିଛି ନୂଆ ଚେଷ୍ଟା କରିବାକୁ ପ୍ରେରଣା ଦେଇପାରିବେ। ଏହି ସମୟରେ କରାଯାଇଥିବା ପ୍ରୟାସ ସଫଳ ହେବାର ସମ୍ଭାବନା ଅଧିକ।…
ନୂଆଦିଲ୍ଲୀ, ରାହୁଙ୍କ ଯୋଗୁଁ ଜୀବନରେ ହଠାତ୍ ଘଟଣା ଏବଂ ଦୁର୍ଘଟଣା ବଢିଯାଏ । ଅନେକ ଥର ହଠାତ୍ ରୋଗ ହୁଏ, ସେହି ବ୍ୟକ୍ତିଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଏ…
ଭୁବନେଶ୍ୱର: ଚଳିତ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ବେଳେ ଉଭୟ ବିଜେଡି ବିଜେପି ସମର୍ଥିତ ଗୁଣ୍ଡାମାନଙ୍କ ଦ୍ୱାରା ସଙ୍ଗଠିତ ହିଂସା,ବୋମାମାଡ଼, ବୁଥ ରିଗିଂ, ଭୋଟ…
ଭୁବନେଶ୍ୱର : ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦ ଶ୍ରୀକ୍ଷେତ୍ର ପୁରୀସ୍ଥିତ ଗୌଡ଼ୀୟ ମିଶନର ପ୍ରତିଷ୍ଠାତା ଶ୍ରୀମଦ୍ ଭକ୍ତି ସିଦ୍ଧାନ୍ତ ସରସ୍ୱତୀ ଗୋସ୍ୱାମୀ ପ୍ରଭୁପାଦଙ୍କ ୧୫୦ତମ ଜନ୍ମବାର୍ଷିକୀ ସମାରୋହରେ…
ରିପୋର୍ଟ- ସୀତାରାମ ଅଗ୍ରୱାଲା ବାଣପୁର: ଆସନ୍ତାକାଲି ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକର ସତjଟି ପଞ୍ଚାୟତରେ ଅନୁଷ୍ଠିତ ହେବ ନିର୍ବାଚନ। ଏହି ପରିପ୍ରେକ୍ଷୀରେ ଜିଲ୍ଲା ଏବଂ ସ୍ଥାନୀୟ ପ୍ରଶାସନ…
ଭୁବନେଶ୍ବର: ଆସନ୍ତାକାଲି ବହୁ ବିବାଦୀୟ କୋଟିଆ ଗ୍ରାମପୁଂଜରେ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ସେଥିପାଇଁ ପ୍ରଶାସନ ତରଫରୁ ସମସ୍ତ ପ୍ରସ୍ତୁତି କରାଯାଇଛି। ଏପରିକି ଆନ୍ଧ୍ର ପଟୁ ଯେପରି…
ଭୁବନେଶ୍ୱର : ପଞ୍ଚାୟତ ନିର୍ବାଚନର ବିଭିନ୍ନ ପ୍ରସଂଗକୁ ନେଇ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କ ନେତୃତ୍ବରେ ଏକ ପ୍ରତିନିଧି ମଣ୍ଡଳ ନିର୍ବାଚନ ଆୟୋଗଙ୍କୁ ଭେଟିଛନ୍ତି। ଏଥିରେ…
ଭୁବନେଶ୍ୱର : ଓଡିଶା ଗସ୍ତରେ ଥିବା ରାଷ୍ଟ୍ରୀୟ ମହିଳା କମିଶନର ରେଖା ଶର୍ମାଙ୍କୁ ଓଡିଶା ବିଜେପିର ଏକ ପ୍ରତିନିଧି ମଣ୍ଡଳ ସାକ୍ଷାତ କରିଛନ୍ତି। ଡ.ଲେଖାଶ୍ରୀଙ୍କ ନେତୃତ୍ୱରେ ବିଜେପିର…
ଭୁବନେଶ୍ୱର: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଚାଲିଥିବାବେଳେ ରାଜ୍ୟର କେତେକ ସ୍ଥାନରେ ବିଶୃଙ୍ଖଳାକାରୀଙ୍କ ଦ୍ୱାରା ଗଣ୍ଡଗୋଳ ହେଉଥିବା ଖବର ନିର୍ବାଚନ କମିଶନଙ୍କ ଦୃଷ୍ଟିକୁ ଆସିଛି।…
ମୁମ୍ବାଇ: ଆଜି ସକାଳୁ ପ୍ରଖ୍ୟାତ ସଂଗୀତଜ୍ଞା ବାପି ଲାହିରିଙ୍କ ପାର୍ଥୀବ ଶରୀର ଶ୍ମଶାନ ଅଭିମୁଖେ ନିଆଯାଇଛି। ତାଙ୍କର ପୁତ୍ର ବାପ୍ପା ଲାହିରି କାନ୍ଧରେ ପ୍ରାର୍ଥୀବ ଶରୀରକୁ ଧରି…
ଚାନ୍ଦପୁର: ଦ୍ଵିତୀୟ ପର୍ଯ୍ୟାୟ ମତଦାନ ପାଇଁ ଆଉ ମାତ୍ର କିଛି ଘଣ୍ଟା ବାକି ରହିଛି। ଏଭଳି ଘଡି ସନ୍ଧି ମୂହୁର୍ତ୍ତରେ ସବୁ ରାଜନୈତିକ ଦଳ ନିଜ ନିଜର…
ଭୁବନେଶ୍ଵର: ଆଜି ରାଜ୍ୟରେ ୧୬ ଜଣ କରୋନା ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହି ୧୬ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୮ ହଜାର ୯୬୧ ଜଣଙ୍କ ମୃତ୍ୟୁ ହୋଇଛି।…