ଆଜିର ଖବର

ନୂଆଦିଲ୍ଲୀ: ବ୍ରିଟିଶ ପ୍ରଧାନମନ୍ତ୍ରୀ ଲିଜ ଟ୍ରସ ଇସ୍ତଫା ଦେଇଛନ୍ତି। ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ନିର୍ବାଚିତ ନହେବା ପର୍ଯ୍ୟନ୍ତ ସେ ଏହି ପଦରେ ରହିବେ। ଟ୍ରସ୍ ପ୍ରଧାନମନ୍ତ୍ରୀ ଦାୟିତ୍ୱ ଗ୍ରହଣ…

ଭୁବନେଶ୍ବର: ଶେଷରେ ଓଡିଶାବାସୀଙ୍କୁ ସୁଖଦୁଃଖରେ ଭସାଇ ବିଦାୟ ନେଇଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏ ନେଇ ଘୋଷଣା କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ। ସୂଚନା…

ନୂଆଦିଲ୍ଲୀ: ବାଂଲାଦେଶ କ୍ରିକେଟ୍ ବୋର୍ଡ (ବିସିବି) ଆଜି’ ଢାକାସ୍ଥିତ ଶେର୍-ଇ-ବଙ୍ଗଳା ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ଡିସେମ୍ବରରେ ତିନିଟି ଦିନିକିଆରୁ ଆରମ୍ଭ ହେବାକୁ ଥିବା ବାଂଲାଦେଶ ଗସ୍ତର ସୂଚୀ…

ଦିଲ୍ଲୀ: ଯୁବ ବ୍ୟାପାର ବିଭାଗ ୧୨ ରୁ ୧୯ ଅକ୍ଟୋବର ୨୦୨୨ ପର୍ଯ୍ୟନ୍ତ ଭାରତ ପରିଭ୍ରମଣରେ ଆସିଥିବା ବାଂଲାଦେଶର ୧୦୦ ସଦସ୍ୟ ବିଶିଷ୍ଟ ଯୁବ ପ୍ରତିନିଧି ମଣ୍ଡଳୀଙ୍କୁ ଆତିଥ୍ୟ…

ଭୁବନେଶ୍ବର: ଆଜି ସକାଳୁ ରାଜ୍ୟର କିଛି ଜିଲ୍ଲାରେ କୁହୁଡି ଦୃଶ୍ୟମାନ ହୋଇଛି। ମୁଖ୍ୟତଃ ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ଖୋର୍ଦ୍ଧା ପ୍ରଭୃତି ଜିଲ୍ଲାରେ ଏହି କୁହୁଡି ପରିଲକ୍ଷିତ ହୋଇଛି।…

ନୂଆଦିଲ୍ଲୀ: ଫ୍ଲିପକାର୍ଟରେ ବିଗ୍ ଦିୱାଲୀ ସେଲ ଆରମ୍ଭ ହୋଇଛି। ଏହି ବିକ୍ରୟ 23 ଅକ୍ଟୋବର ପର୍ଯ୍ୟନ୍ତ ଚାଲିବ। ବିକ୍ରିରେ ଗ୍ରାହକମାନେ ସ୍ମାର୍ଟଫୋନ୍, ଲାପଟପ୍, ଇୟରବଡ୍, ସ୍ମାର୍ଟୱାଚ୍ ଏବଂ…

ଭୁବନେଶ୍ବର: ସାଂସଦ ଅପରାଜିତା ଷଡଙ୍ଗୀ ଆନ୍ତର୍ଜାତୀୟ ସଂଘର ସଭାପତି ନିର୍ବାଚିତ ହେବା ପରେ ଆଜି ଭୁବନେଶ୍ବର ଫେରୁଛନ୍ତି। ଭୁବନେଶ୍ବର ବିମାନ ବନ୍ଦରରେ ତାଙ୍କୁ ସ୍ବାଗତ କରିବା ପାଇଁ…

ଭୁବନେଶ୍ଵର: ଜୀ ସାର୍ଥକରେ ପ୍ରସାରିତ ମେଗା ଧାରାବାହିକ ବିଜୟିନୀରେ ଆସିଛି ରୋଚକ ମୋଡ। ଆଗାମୀ ଦିନରେ ଇନ୍ଦ୍ରଜିତ, ମିନି, ସମ୍ଭବ, ଦୂର୍ଗା, ଶୋଭା ଓ ଅଭିଙ୍କ ଜୀବନରେ…

ଭୁବନେଶ୍ବର: ବଙ୍ଗୋପସାଗରରେ ସାମ୍ଭବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ଡାକିଛନ୍ତି ଜରୁରୀ ବୈଠକ। ଏହି ବୈଠକ ଲୋକସେବା ଭବନରେ ଆଜି ଅପରାହ୍ନରେ ହେବ। ମୁଖ୍ୟ ଶାସନ ସଚିବ…

ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: ଆଜି ସ୍ଥାନୀୟ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ଠାରେ ଟାଟା ଇଲେକ୍ଟ୍ରୋନିକ୍ସ ପ୍ରାଇଭେଟ୍ ଲିମିଟେଡ ଦ୍ୱାରା ଗତ ୨୪.୯.୨୦୨୨ରେ ନିଯୁକ୍ତି ପାଇଥିବା…

ଭୁବନେଶ୍ବର: ବିଦେଶୀ ପାଣିପାଗ ସୂଚନା ଧିରେ ଧିରେ ସତ ହେବାକୁ ଯାଉଛି। କାରଣ ପୂର୍ବରୁ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ଲଘୁଚାପକୁ ପରିବର୍ତ୍ତନ ହୋଇଛି। ଏହି ସୂଚନା ଦେଇଛି…

ପବିତ୍ର ମାସ କାର୍ତ୍ତିକ ମାସ ୧୦ ଅକ୍ଟୋବର ୨୦୨୨ ରୁ ଆରମ୍ଭ ହେଉଛି। ଧର୍ମ ଶାସ୍ତ୍ର ଅନୁଯାୟୀ, କାର୍ତ୍ତିକ ମାସରେ ଉପବାସ କରୁଥିବା ବା ପାଳନ କରୁଥିବା…

ଭୁବନେଶ୍ବର: ଦୀପାବଳିରେ ପୂଜାପୂଜି ସହିତ ଘର ସଜାଇବା ମଧ୍ୟ ଏକ ମହତପୂର୍ଣ୍ଣ କାର୍ଯ୍ୟ। ସମସ୍ତେ ନିଜ ଘରକୁ ସୁନ୍ଦର କରିବା ପାଇଁ ଏହି ସମୟରେ ବିଭିନ୍ନ ସାଜସଜ୍ଜା କରନ୍ତି।…

ମେଷ- ପୁଞ୍ଜି ବିନିଯୋଗ ଭଲ ଫଳାଫଳ ଦେବ। ଆଜି ନୂଆ ପୋଷାକ କିଣିବେ। ଗାଡିରେ ଟଙ୍କା ଖର୍ଚ୍ଚ ହେବ। ଅସହାୟ ଲୋକଙ୍କୁ ସାହାଯ୍ୟ କରନ୍ତୁ। କାମ ବନ୍ଦ ହୋଇଯିବ।…

ଭୁବନେଶ୍ୱର: ଆଜି ଓଡିଶା ଉଠା ଜଳସେଚନ ନିଗମର ଅଧ୍ୟକ୍ଷ ଭାବେ ଶ୍ରୀ ଅମରେଶ ପତ୍ରୀ ଦାୟିତ୍ୱ ଗ୍ରହଣ କରିଛନ୍ତି। ଆଜି ପୂର୍ବାହ୍ଣରେ ଶ୍ରୀ ପତ୍ରୀ ଭୁବନେଶ୍ୱରସ୍ଥିତ ଓଏଲଆଇସି…

ନୂଆଦିଲ୍ଲୀ/ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ନୂଆଦିଲ୍ଲୀ ଠାରେ ସ୍କୁଲ ଶିକ୍ଷା, ଉଚ୍ଚ ଶିକ୍ଷା ଏବଂ ସ୍କିଲିଂ ପାଇଁ ନ୍ୟାସନାଲ…

ବାଲୁଗାଁ: ବାଲୁଗାଁ ମହାବିଦ୍ୟାଳୟର ଛାତ୍ରୀ ମୋନାଲିସା ରାଉତଙ୍କୁ ଆଜି ତାଙ୍କର ଉଲ୍ଲେଖନୀୟ ସେବା ପାଇଁ ରାଜ୍ୟ ପୁରସ୍କାର ପ୍ରଦାନ କରାଯାଇଛି। ଭୁବନେଶ୍ୱରସ୍ଥ ଜୟଦେବ ଭବନରେ ଉଚ୍ଚ ଶିକ୍ଷା…

ଭୁବନେଶ୍ୱର: ଦେଶର ସବୁଠୁ ପସନ୍ଦର ଡିଜିଟାଲ୍ ସେବା ପ୍ରଦାନକାରୀ ଭାବେ ଉଲ୍ଲେଖନୀୟ ଯାତ୍ରାକୁ ବଜାୟ ରଖି ରିଲାଏନ୍ସ ଜିଓ ଅଗଷ୍ଟ ମାସରେ ସର୍ବାଧିକ ଗ୍ରାହକ ଯୋଡ଼ିଥିବା ଭାରତୀୟ…

ଭୁବନେଶ୍ଵର: “ଦୁର୍ନୀତି ମୁକ୍ତ ଭାରତ – ଏକ ବିକଶିତ ଭାରତ” ବିଷୟ ବସ୍ତୁକୁନେଇ ଚଳିତ ବର୍ଷ 31 ଅକ୍ଟୋବରରୁ 6 ନଭେମ୍ବର 2022 ପର୍ଯ୍ୟନ୍ତ ସତର୍କତା (ଭିଜିଲାନ୍ସ)…

ଦିଲ୍ଲୀ: କେନ୍ଦ୍ର ଯୁବ ବ୍ୟାପାର ଏବଂ କ୍ରୀଡ଼ା ମନ୍ତ୍ରୀ ଅନୁରାଗ ସିଂହ ଠାକୁର ଆଜି ଦିଲ୍ଲୀର ଚାନ୍ଦିନୀ ଚୌକ ଠାରୁ ସ୍ୱଚ୍ଛ ଭାରତ ୨୦୨୨ କାର୍ଯ୍ୟକ୍ରମ ଅଧୀନରେ…

ବାଲୁଗାଁ: ଦିନକୁ ଦିନ ଚିଲିକା ଅଞ୍ଚଳରେ ରୋଡ ରୋମିଓଙ୍କ ପାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ରାସ୍ତାରେ ଯାଉଥିବା ସ୍କୁଲ ଆଉ କଲେଜ ଛାତ୍ରୀମାନଙ୍କୁ ଏମାନେ ଟାର୍ଗେଟ କରୁଥିବା…