ବାଣପୁର (ସୀତାରାମ ଅଗ୍ରୱାଲ): ସୁଭଦ୍ରା ଯୋଜନା ପାଇଁ ଦରଖାସ୍ତ ପ୍ରଦାନ କରିବାକୁ ଜନସେବା କେନ୍ଦ୍ରରେ ମହିଳା ମାନଙ୍କର ପ୍ରବଳ ଗହଳି ପରିଲକ୍ଷିତ ହୋଇଛି। କିନ୍ତୁ ୱେବସାଇଟ ଖୋଲୁ ନଥିବାରୁ ସେମାନେ ନିରାଶ ହୋଇ ଫେରୁଛନ୍ତି। ବର୍ତ୍ତମାନ ସୁଦ୍ଧା ବାଣପୁର ବ୍ଲକରେ ମାତ୍ର […]
ଗଣେଷ ଚତୁର୍ଥୀ: ଆଜି ହେଉଛି ପବିତ୍ର ଗଣେଷ ଚତୁର୍ଥୀ ବା ଗଣେଷ ପୂଜା। ସେଥିପାଇଁ ସାରା ଭାରତରେ ଏହି ପୂଜା ବେଶ ଭକ୍ତିପୂତ ଭାବେ ପାଳନ କରାଯାଉଛି। ତେବେ ଦେଶର ସବୁଠାରୁ ବେଶ ଆକର୍ଷଣୀୟ ଭାବେ ଗଣେଷଙ୍କ ପୂଜା ମୁମ୍ବାଇ ସହରରେ […]
ଭୁବନେଶ୍ବର: ଆଜି ହେଉଛି ପବିତ୍ର ଗଣେଷ ଚତୁର୍ଥୀ ବା ଗଣେଷ ପୂଜା। ଏହି ଉପଲକ୍ଷେ ସାରା ଦେଶ ଉତ୍ସବ ମୁଖର ହୋଇ ଉଠିଛି। ଚାରିଆଡେ ପ୍ରଭୃ ଗଣେଷଙ୍କ ପୂଜା ଚାଲିଛି। ହେଲେ ଏହି ପୂଜା ପୂର୍ବରୁ ଏକ ନୂଆ କଥା କରି […]
ଜୀବନଶୈଳୀ: ହିନ୍ଦୁ ଧର୍ମରେ ଭଗବାନ ଗଣେଶଙ୍କୁ ପ୍ରଥମେ ପୂଜା କରାଯାଏ। କୌଣସି ଶୁଭ କାର୍ଯ୍ୟରେ ପ୍ରଥମେ ଭଗବାନ ଗଣେଶଙ୍କୁ ପୂଜା କରିବାର ନିୟମ ଅଛି। ଗଣେଶଙ୍କୁ ପୂଜା କରିବା ଦ୍ୱାରା ସମସ୍ତ ବାଧା ଦୂର ହୁଏ। ଆମେ ସମସ୍ତେ ଭଗବାନ ଗଣେଶଙ୍କୁ ପୂଜା […]
ନୂଆଦିଲ୍ଲୀ: ଯେକୈଣସି ବ୍ୟକ୍ତି ଯିଏ କି କୈଣସି ବିଶେଷ ଉତ୍ସବରେ କିମ୍ବା ବୁଧବାର କିମ୍ବା ଚତୁର୍ଥୀ ତିଥିରେ ଭଗବାନ ଶ୍ରୀ ଗଣେଶଙ୍କ ଚଉଦ ନାମ ଜପ କରନ୍ତି, ନିଶ୍ଚିତ ଭାବରେ ଆଶାତିତ ଫଳାଫଳ ପାଆନ୍ତି। ଯେଉଁମାନେ ଧନ ଚାହୁଁଛନ୍ତି ସେମାନେ ଧନ, […]
ଭୁବନେଶ୍ଵର: ଗଣେଶ ଚତୁର୍ଥୀ ଅବସରରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏକ ବାର୍ତ୍ତାରେ ରାଷ୍ଟ୍ରପତି କହିଛନ୍ତି ଯେ “ ପବିତ୍ର ଗଣେଶ ଚତୁର୍ଥୀ ଉତ୍ସବରେ ମୁଁ ସମସ୍ତ ଦେଶବାସୀଙ୍କୁ ମୋର ଶୁଭେଚ୍ଛା ଜଣାଉଛି। ଦେଶର ଅନେକ ସ୍ଥାନରେ […]
ଭୁବନେଶ୍ୱର: ଭାରତର ଭବିଷ୍ୟତର ରୂପରେଖ ପ୍ରସ୍ତୁତ କରିବା ଦିଗରେ ଏକ ବଳିଷ୍ଠ ପଦକ୍ଷେପ ସ୍ୱରୂପ ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ ଉଦ୍ୟୋଗ ରାଷ୍ଟ୍ରମନ୍ତ୍ରୀ ତଥା ଶିକ୍ଷା ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଜୟନ୍ତ ଚୌଧୁରୀ ରିଲାଏନ୍ସ ଫାଉଣ୍ଡେସନ ସ୍କିଲିଂ ଏକାଡେମୀର ଶୁଭାରମ୍ଭ କରିଛନ୍ତି […]
ଭୁବନେଶ୍ବର: ଭାରତୀୟ ସଂସ୍କୃତିର ଆରାଧ୍ୟ ପଞ୍ଚ ଦେବତା ମଧ୍ୟରେ ବୁଦ୍ଧିଦାତା ଶ୍ରୀଗଣେଶ ଅନ୍ୟତମ। ସେ ଅଗ୍ରପୂଜ୍ୟ। ବିଘ୍ନ ବିନାଶକ ହୋଇଥିବାରୁ ଯେ କୌଣସି ଶୁଭକର୍ମ ପାଇଁ ପୂଜା କରିିବା ପୂର୍ବରୁ ପ୍ରଥମେ ଗଣେଶଙ୍କୁ ବନ୍ଦନା କରାଯାଏ। କେବଳ ଆମ ଓଡିଶା ନୁହେଁ, ସାରା […]
ନୂଆଦିଲ୍ଲୀ: ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ଶତବାର୍ଷିକୀ ଉତ୍ସବ ପାଳନ ପୂର୍ବରୁ ଏବଂ ଯୁବ ବ୍ୟାପାର ଏବଂ କ୍ରୀଡ଼ା ମନ୍ତ୍ରଣାଳୟ ସହଯୋଗରେ ଜାତୀୟ କ୍ରୀଡ଼ା ଦିବସ ୨୦୨୪ ପାଳନ ପାଇଁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଅଗଷ୍ଟ ୨୭, ୨୦୨୪ଠାରୁ ଅଗଷ୍ଟ […]
ଭୁବନେଶ୍ଵର: ସୁରକ୍ଷିତ ଏବଂ ଅଧିକ ଦକ୍ଷ ଟ୍ରେନ୍ ଚଳାଚଳ ସୁନିଶ୍ଚିତ କରିବାକୁ ଭାରତୀୟ ରେଳବାଇ ଏହାର ଭିତ୍ତିଭୂମିକୁ କ୍ରମାଗତ ଭାବରେ ନବୀକରଣ କରିଆସୁଅଛି। ଏହି ଆଧୁନିକୀକରଣର ଏକ ଅଂଶ ଭାବରେ ପୂର୍ବତଟ ରେଳପଥର ଯଖପୁରା-ନିର୍ଗୁଣ୍ଡି ଏବଂ ଖୋର୍ଦ୍ଧା ରୋଡ୍-ଗୋଳନ୍ଥରା ରେଳ ସେକ୍ସନ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଗୁଜରାଟର ସୁରଟଠାରେ ‘ଜଳ ସଞ୍ଚୟ ଜନ ଭାଗିଦାରୀ’ ଅଭିଯାନର ଶୁଭାରମ୍ଭ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି। ଏହି କାର୍ଯ୍ୟକ୍ରମ ଅଧୀନରେ ବର୍ଷା ଜଳ ସଂରକ୍ଷଣ ବୃଦ୍ଧି ଏବଂ ଦୀର୍ଘକାଳୀନ ଜଳ […]
ମେଷ : ଚାକିରିରେ କାର୍ଯ୍ୟକୁ ପ୍ରଶଂସା କରାଯିବ । ନୂଆ ଚିନ୍ତାଧାରା ମନକୁ ଆସିବ । ଭାଗ୍ୟ ଆପଣଙ୍କୁ ସମର୍ଥନ କରିବ । ଛାତ୍ରଛାତ୍ରୀ ଶ୍ରେଣୀ ସଫଳତା ହାସଲ କରିବ । ବ୍ୟବସାୟ ବୃଦ୍ଧି ପାଇବ । ନୂତନ ଆୟର ଉତ୍ସ ମିଳିପାରିବ […]
ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ଉଜ୍ଜୈନରେ ଦୁଷ୍କର୍ମର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓ କୋୟଲା ଫାଟକ ଅଞ୍ଚଳର ବୋଲି କୁହାଯାଉଛି। ଏହି ଭିଡିଓ ସମ୍ପର୍କରେ କଂଗ୍ରେସ ନେତାମାନେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରୁଛନ୍ତି। ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ […]
ନୂଆଦିଲ୍ଲୀ: ହରିୟାଣା ବିଧାନସଭା ନିର୍ବାଚନ ପୂର୍ବରୁ ଭାରତୀୟ କୁସ୍ତି ଖେଳାଳି ବିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସରେ ଯୋଗ ଦେଇଛନ୍ତି। ଉଭୟ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେଙ୍କୁ ଭେଟିଛନ୍ତି। ଏହି ସମୟରେ କଂଗ୍ରେସର ସାଧାରଣ ସମ୍ପାଦକ କେ.ସି ଭେନୁଗୋପାଲ ମଧ୍ୟ […]
ନୂଆଦିଲ୍ଲୀ: ଭାରତର ତାରକା ଆଥଲେଟ୍ ନୀରଜ ଚୋପ୍ରା ପୁଣି ଥରେ ନିଜର ଯାଦୁ ଦେଖାଇବେ। ନୀରଜ ହୀରାଖଣ୍ଡ ଲିଗ୍ ଫାଇନାଲ୍ 2024 ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ଏହି ଟୁର୍ଣ୍ଣାମେଣ୍ଟ 13 ସେପ୍ଟେମ୍ବରରୁ ବେଲଜିୟମର ବ୍ରୁସେଲ୍ସରେ ଅନୁଷ୍ଠିତ ହେବ। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟ […]
ରେଢ଼ାଖୋଲ (କନ୍ଦର୍ପ ବେହେରା): ସମ୍ବଲପୁର ଜିଲ୍ଲା ନାକଟିଦେଉଳ ଥାନା, ସାହେବି ଗାଁର ଯୁବତୀକୁ ଦୁଷ୍କର୍ମ ପରେ ହତ୍ୟା ଘଟଣାରେ ପୋଲିସ ଅଭିଯୁକ୍ତ ଶିଶିର ବେହେରା (ହରି )କୁ ପୋଲିସ କୋର୍ଟ ଚାଲାଣ କରିଥିବା ବେଳେ କୋର୍ଟ ରୁ ଅନୁମତି ମାଗି ଅଧିକ […]
ନୂଆଦିଲ୍ଲୀ: କଙ୍ଗନା ରଣାୱତଙ୍କ ‘ଏମରଜେନ୍ସି’ ବିବାଦ ଘେରରେ ରହିଛି। ବାସ୍ତବରେ ଶିଖ ସଂଗଠନଗୁଡ଼ିକ ଏହାର ରିଲିଜକୁ ବିରୋଧ କରିଛନ୍ତି ଏବଂ ଏହାର ପ୍ରତିବନ୍ଧକ ମଧ୍ୟ ଦାବି କରିଛନ୍ତି। ବିବାଦ କାରଣରୁ ଫିଲ୍ମଟି ସେନସର ବୋର୍ଡ ଦ୍ୱାରା ସାର୍ଟିଫିକେଟ୍ ଦିଆଯାଇନାହିଁ, ଯେଉଁଥିପାଇଁ ଏହାର […]
ନୂଆଦିଲ୍ଲୀ: ହରିୟାଣାରେ ମେଣ୍ଟ ଆଲୋଚନା ମଧ୍ୟରେ ଦିଲ୍ଲୀର ଆମ୍ ଆଦମୀ ପାର୍ଟିକୁ କଂଗ୍ରେସ ଝଟକା କରିଛି। AAP ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ପାଲ ଗଗୌତମ ଆଜି କଂଗ୍ରେସରେ ଯୋଗ ଦେଇଛନ୍ତି। ଏହି ଅବସରରେ କଂଗ୍ରେସର ସାଧାରଣ ସମ୍ପାଦକ କେ.ସି […]
ଭୁବନେଶ୍ୱର: ରିଲାଏନ୍ସ ଜିଓ ଭାରତରେ ବ୍ୟବସାୟିକ ଭାବରେ ଏହାର ସେବା ଆରମ୍ଭ କରିବାର ୮ ବର୍ଷ ପୂରଣ ହୋଇଛି। ଏହି ଅଷ୍ଟମ ବର୍ଷପୂର୍ତ୍ତି ଅବସରରେ ଜିଓ ନିଜର ପ୍ରିପେଡ଼ ମୋବାଇଲ ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ଆନିଭର୍ସାରି ଅଫର ଆଣିଛି। ଜିଓ ମୋବାଇଲ୍ […]
ଭୁବନେଶ୍ୱର: ଭାରତୀୟ ସଂସ୍କୃତିରେ ଗୁରୁଶିଷ୍ୟ ପରମ୍ପରାକୁ ଉଜ୍ଜିବୀତ କରିବା ପାଇଁ ପଟିଆସ୍ଥିତ ଓ.ଡି.ଏମ୍. ପବ୍ଳିକ୍ ସ୍କୁଲ୍ ପରିସରରେ ଗୁରୁବାର ଦିନ ପୂର୍ବତନ ରାଷ୍ଟ୍ରପତି, ଦାର୍ଶନିକ ତଥା ଉଚ୍ଚାଙ୍ଗ ଶିକ୍ଷାଧାରାର ପ୍ରବର୍ତକ ରାଷ୍ଟ୍ରଗୁରୁ ଡ.ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍ଙ୍କ ଜନ୍ମଦିନ ତଥା ପବିତ୍ର ଗୁରୁଦିବସ ପାଳିତ […]
ନୂଆଦିଲ୍ଲୀ: ପ୍ରସିଦ୍ଧ ଲେଖକ ତସଲିମା ନସରିନ୍ କହିଛନ୍ତି ଯେ, ଇସଲାମିକ୍ ଚରମପନ୍ଥୀମାନେ ଯୁବକମାନଙ୍କୁ ଭ୍ରମରେ ପକାଇ ଭାରତ ବିରୋଧୀ, ହିନ୍ଦୁ ବିରୋଧୀ, ପାକିସ୍ତାନ ସମର୍ଥକ ଏବଂ ଜିହାଦ୍ କରିବାକୁ ଚେଷ୍ଟା କରୁଛନ୍ତି। ଯାହାଦ୍ୱାରା ବାଂଲାଦେଶ ଆଉ ଏକ ଆଫଗାନିସ୍ତାନରେ ପରିଣତ ହେବ […]