ନୂଆଦିଲ୍ଲୀ: ବର୍ତ୍ତମାନ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟ୍ରଫି ଖେଳାଯାଉଛି। ଏହି ସମୟରେ ଉତ୍ତରପ୍ରଦେଶରେ ଖେଳୁଥିବା ୩୧ ବର୍ଷୀୟ ଭାରତୀୟ ଦ୍ରୁତ ବୋଲର ଅଙ୍କିତ ରାଜପୁତ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ୨୦୦୯ ରେ ଆରମ୍ଭ କରିଥିବା କ୍ରିକେଟ୍ କ୍ୟାରିୟର […]
ଭୁବନେଶ୍ଵର: ଆଜି ଠାରୁ ଆରମ୍ଭ ହେବ ଶ୍ରୀମନ୍ଦିରରେ ରତ୍ନଭଣ୍ଡାରର ମରାମତି କାର୍ଯ୍ୟ। ରାଜ୍ୟ ସରକାରଙ୍କ ଦ୍ୱାରା ଅନୁମୋଦିତ ମାର୍ଗ ଦର୍ଶିକା ଅନୁସାରେ ରତ୍ନ ଭଣ୍ଡାର ମରାମତି ନେଇ ସମସ୍ତ ପଦକ୍ଷେପ ଗ୍ରହଣ କରାଯିବ।ତେବେ ମରାମତି ସମୟରେ ସାଧାରଣ ଭକ୍ତ ଓ ଶ୍ରଦ୍ଧାଳୁ […]
ନୂଆଦିଲ୍ଲୀ/ଭୁବନେଶ୍ୱର: ଏନସିଇଆରଟି ଭାରତର ଗୌରବ ଏବଂ ଦେଶର ଶିକ୍ଷା ବ୍ୟବସ୍ଥାର ମୂଳଦୁଆ। ଏହା କେବଳ ଏକ ଅନୁଷ୍ଠାନ ନୁହେଁ ବରଂ ଦେଶର ଏକ ସାମୂହିକ ଶୈକ୍ଷିକ ଭଣ୍ଡାର। ସୋମବାର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏନସିଇଆରଟିର ୯୦୦ ସିଟ୍ କ୍ଷମତା […]
ନୂଆଦିଲ୍ଲୀ: କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଅମିତ ଶାହ ସୋମବାର ଛତିଶଗଡ଼ର ଜଗଦଲପୁରଠାରେ ନକ୍ସଲବାଦ ବିରୋଧରେ ଲଢ଼େଇ କରି ସହିଦ ହୋଇଥିବା ବୀରମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ ସହିଦ ଯବାନଙ୍କ ପରିବାର ଏବଂ ନକ୍ସଲ ହିଂସାରେ ପୀଡ଼ିତଙ୍କ ପରିବାରକୁ […]
ନୂଆଦିଲ୍ଲୀ: କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡାମନ୍ତ୍ରୀ ଡ. ମନସୁଖ ମାଣ୍ଡଭିୟ ନୂଆଦିଲ୍ଲୀରେ ମଙ୍ଗଳବାର ଦିନ ଫିଟ ଇଣ୍ଡିଆ ସାଇକେଲିଂକୁ ଉଦଘାଟନ କରିବେ। ସେହିଦିନ ଜଗତପୁରସ୍ଥିତ ସ୍ପୋର୍ଟସ ଅଥରିଟି ଅଫ ଇଣ୍ଡିଆ (ସାଇ) ନେସନାଲ ସେଂଟର ଅଫ ଏକ୍ସେଲେନ୍ସ ପକ୍ଷରୁ ସାଇକେଲ […]
ଭୁବନେଶ୍ଵର: ବଲାଙ୍ଗିର ଜିଲ୍ଲା ତୁରେକେଲା ଥାନା ଅନ୍ତର୍ଗତ ଛତରଦାଣ୍ଡି ସଂରକ୍ଷିତ ଜଙ୍ଗଲରେ ଏକ ମାଓ କ୍ୟାମ୍ପ ଠାବ କରାଯାଇଛି। ଏହି ଶିବିରରୁ ବିପୁଳ ପରିମାଣରେ ମାଓ ସାମଗ୍ରୀ ଜବତ କରାଯିବା ସହ ଜୀବନ୍ତ ଗୁଳି, ବନ୍ଧୁକ, ଟିଫିନ ବାକ୍ସ, ମାଓ ପୋଷାକ, […]
ଭୁବନେଶ୍ୱର: ହାବିଲଦାର, କନଷ୍ଟେବଳ ଓ ସିପାହୀମାନେ ଏଣିକି ପୂର୍ବରୁ ମିଳୁଥିବା ଏକ ମାସର ଅଧିକ ଦରମା ନୂତନ ବେତନ ହାରରେ ପାଇବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ଏହା ସହ ହାବିଲଦାର ଓ କନଷ୍ଟେବଳମାନେ ପୂର୍ଵରୁ ସାଇକେଲ […]
ମେଷ: – ଆଜି ମିଶ୍ରିତ ଦିନ ହେବ । କାର୍ଯ୍ୟ କ୍ଷେତ୍ରରେ ଉନ୍ନତି ସମୁଦାୟ ଅଛି । ଏକ କଣ୍ଟିଜେନ୍ସି ଲାଭ ହୋଇପାରେ । ବରିଷ୍ଠମାନଙ୍କ ଆଶୀର୍ବାଦ କାର୍ଯ୍ୟରେ ସଫଳତା ଆଣିବ, କିନ୍ତୁ କିଛି ପରିସ୍ଥିତି ଏପରି ହୋଇପାରେ ଯାହା ଟେନସନକୁ […]
ଖୋର୍ଦ୍ଧା: ଆଜି ଅପରାହ୍ନ ୫.୩୦ ମିନିଟ ସମୟରେ ଜିଲ୍ଲାପାଳ, ଖୋର୍ଦ୍ଧାଙ୍କ ସମ୍ମିଳନୀ କକ୍ଷରେ ପାଣି ପଞ୍ଚାୟତ ପକ୍ଷ ପାଳନ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ ଅଧ୍ୟକ୍ଷତା କରିଥିବା ବେଳେ ଅତିରିକ୍ତ ମୁଖ୍ୟ […]
ଆଜି ପୁରୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଚାଷୀଙ୍କ ନିମନ୍ତେ ସଚେତନତା ରଥକୁ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଶୁଭାରମ୍ଭ କରିଛନ୍ତି। ଚଳିତ ଖରିଫ୍ ଧାନ ସଂଗ୍ରହ କାର୍ଯ୍ୟକ୍ରମ ଜିଲ୍ଲାରେ ଆସନ୍ତା ଜାନୁଆରୀ ମାସ ୩ ତାରିଖରୁ ଆରମ୍ଭ ହେବ। କେନ୍ଦ୍ର ସରକାରଙ୍କ […]
ରାୟଗଡା: ଦିନିକିଆ ରାୟଗଡା ଗସ୍ତରେ ଆସି ସ୍ଥାନୀୟ ଜିଲ୍ଲା ପରିଷଦ ବୈଠକ ଗୃହରେ ଏକ ସମୀକ୍ଷା ବୈଠକରେ ଯୋଗଦେଲେ ରାଜସ୍ବ ଓ ପ୍ରଶମନ ମନ୍ତ୍ରୀ ସୁରେଶ ପୂଜାରୀ। ଆଜି ଭୋରରୁ ରାୟଗଡାରେ ପହଂଚିବା ପରେ ପ୍ରଥମେ ମାଁ ମଝିଘରିଆଣି ଦର୍ଶନ କରିବା […]
ଭୁବନେଶ୍ଵର: ରାୟଗଡା ଜିଲ୍ଲାର ଭିନ୍ନ ଭିନ୍ନ ସ୍ଥାନରୁ ବନବିଭାଗ ଦ୍ୱାରା ଦୁଇ ହାତୀଦାନ୍ତ ଓ ଦୁଇ ବାଘ ଚମଡା ଜବତ କରିଥିବା ବେଳେ ଛଅ ଜଣଙ୍କୁ ଗିରଫ କରିଛି। ମୁନିଗୁଡା ବନ ବିଭାଗ ଏସଟିଏଫ୍ ସହାୟତାରେ ପାତ୍ରଗୁଡା ନିକଟରୁ ଦୁଇଟି ହାତିଦାନ୍ତ […]
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଠାରେ ରବିବାର ଓଡ଼ିଶା ଓପନ୍ ଏବଂ ୧୫ତମ ଆନ୍ତର୍ଜାତିକ ଗ୍ରାଣ୍ଡ ମାଷ୍ଟର୍ସ ଚେସ୍ ଉତ୍ସବ ଆରମ୍ଭ ହୋଇଛି। ୮ ଦିନ ଧରି ଚାଲିବାକୁ ଥିବା ଏହି ପ୍ରତିଯୋଗିତାରେ ୨୦ଟି ଦେଶରୁ ପ୍ରାୟ ୭୦୦ ପ୍ରତିଯୋଗୀ […]
ମୁମ୍ବାଇ: ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ଡବ୍ଲୁପିଏଲ ୨୦୨୫ ପାଇଁ ନୂତନ ମହିଳା ଟିମକୁ ନେଇ ସନ୍ତୋଷ ବ୍ୟକ୍ତ କରିଛନ୍ତି ନୀତା ଏମ ଅମ୍ବାନୀ। ରବିବାର ବେଙ୍ଗାଲୁରୁରେ ନିଲାମ ପରେ ନୀତା ଅମ୍ବାନୀ କହିଛନ୍ତି, “ଆଜି ଆମେ ଗଠନ କରିଥିବା ଦଳକୁ ନେଇ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ଜରଡା ଓ କେ ନୁଆଁଗାଁ ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ହୋଇଥିବା ଡକାୟତି ଅଭିଯୋଗରେ ଜରଡା ଥାନା ପୋଲିସ୍ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ଚନ୍ଦନ ଦଳେଇ, […]
ଭୁବନେଶ୍ୱର: ବିଜେଡି, କଂଗ୍ରେସ ଛାଡି କୋରାପୁଟ, କଟକ ଓ ଯାଜପୁର ଜିଲାର ବ୍ଲକ ଅଧ୍ୟକ୍ଷା, ଜିଲା ବିଜେଡି ଉପସଭାପତିଙ୍କ ସମେତ ବହୁ ସରପଂଚ ଓ ଏସ୍ଡିସି ସଦସ୍ୟ ବିଜେପିରେ ସାମିଲ ହୋଇଛନ୍ତି । ଏହି ପରିପ୍ରେକ୍ଷୀରେ କୋରାପୁଟର ଜୟପୁର ବ୍ଲକ ଅଧ୍ୟକ୍ଷା […]
ନୂଆଦିଲ୍ଲୀ: ଶୀତ ଋତୁ ଆରମ୍ଭ ହୋଇଛି। ଏପରି ପରିସ୍ଥିତିରେ ଚର୍ମର ଶୁଷ୍କତା ଦେଖାଯାଏ। ବେଳେବେଳେ ଏହି ଶୁଷ୍କତା ଏତେ ବଢିଯାଏ ଯେ, ମାଛ ପରି ଆମ ଚର୍ମ ଦେଖାଯିବା ଆରମ୍ଭ କରେ। ଏପରି ପରିସ୍ଥିତିରେ, ଶୀତଦିନେ ଆପଣଙ୍କ ଚର୍ମର ଯତ୍ନ ନେବା ଅତ୍ୟନ୍ତ […]
ଭୁବନେଶ୍ବର: ଆଜି ଆଇଏଏସ ବିଷ୍ଣୁପଦ ସେଠୀଙ୍କ ସରକାରୀ ବାସଭବନ ଆଗରେ ଛାତ୍ର କଂଗ୍ରେସ ବିକ୍ଷୋଭ କରିବା ବେଳେ ଏକ ଅଭାବନୀୟ ଘଟଣା ଦେଖାଦେଇଛି। ତାହା ହେଲା ବିକ୍ଷୋଭ ବେଳେ ସେଠାରେ ଥିବା ମହୁଫେଣାରୁ ମହୁମାଛି ବାହାରି ଆକ୍ରମଣ କରିଥିଲେ। ଫଳରେ ସେଠାରେ […]
ନୂଆଦିଲ୍ଲୀ: ମସଜିଦ ଭିତରେ ‘ଜୟ ଶ୍ରୀ ରାମ’ର ସ୍ଲୋଗାନ ଦେଇ ଧାର୍ମିକ ଭାବନାକୁ ଆଘାତ ଦେବା ଅଭିଯୋଗରେ ଦାଖଲ ହୋଇଥିବା ମାମଲାକୁ ରଦ୍ଦ କରିବା ପାଇଁ ହାଇକୋର୍ଟଙ୍କ ଆଦେଶକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟ କର୍ଣ୍ଣାଟକ ସରକାରଙ୍କଠାରୁ ପ୍ରତିକ୍ରିୟା ଲୋଡିଛନ୍ତି। ଏହି ମାମଲାରେ […]
ନୂଆଦିଲ୍ଲୀ: ୱାୟନାଡ ସାଂସଦ ତଥା କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ବାଡ୍ରା ବାଂଲାଦେଶ ପ୍ରସଙ୍ଗରେ ଦେଇଥିବା ଭାଷଣ ଯୋଗୁଁ ଖବରରେ ଥିବାବେଳେ ଅନ୍ୟପଟେ ତାଙ୍କ ବ୍ୟାଗ ମଧ୍ୟ ଅନେକ ଚର୍ଚ୍ଚା ସୃଷ୍ଟି କରିଛି। ପ୍ରକୃତରେ, ପ୍ରିୟଙ୍କା ଗାନ୍ଧୀ ଆଜି ଏକ […]
ନୂଆଦିଲ୍ଲୀ: 2025 ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ ବିଷୟରେ ବର୍ତ୍ତମାନ ପ୍ରଶଂସକଙ୍କ ଆଖି ପ୍ରତ୍ୟେକ ଟେଷ୍ଟ ସିରିଜ୍ ଉପରେ ରହିଛି। ବର୍ତ୍ତମାନ ଏହି ପ୍ରସଙ୍ଗରେ ଭାରତୀୟ କ୍ରିକେଟ୍ ପ୍ରଶଂସକଙ୍କ ହୃଦସ୍ପନ୍ଦନ ବୃଦ୍ଧି ପାଇଛି। ଏହାର କାରଣ ହେଉଛି ବର୍ଡର-ଗାଭାସ୍କର ଟ୍ରଫି 2024-25 ରେ […]