ବାଣପୁର (ସୀତାରାମ ଅଗ୍ରୱାଲ): ୧୦ କୋଟି ଠକେଇ ମାମଲାରେ ମହିଳା ଅଭିଯୁକ୍ତାଙ୍କୁ ଆଜି ବାଣପୁର ପୋଲିସ କାବୁ କରିଛି। ଅଭିଯୁକ୍ତା ବିଷ୍ନୁପ୍ରିୟା ଥାନାରେ ଥିବା ଖବର ପାଇ ଦାମିଆ ଓ ନୀଳାଦ୍ରି ଗ୍ରାମପଞ୍ଚାୟତର କ୍ଷତିଗ୍ରସ୍ତ ଶହଶହ ମହିଳା ଥାନାର ଦ୍ୱାରସ୍ତ ହୋଇଥିଲେ। […]
ମେଷ:– ମାନସିକ ସ୍ତରରେ ଆପଣ ଦୁର୍ବଳ ଅନୁଭବ କରିବେ ଏବଂ ସ୍ୱାସ୍ଥ୍ୟ ମଧ୍ୟ ବିଚଳିତ ହୋଇପାରେ । ଅସନ୍ତୁଳିତ ଖାଦ୍ୟ ସ୍ୱାସ୍ଥ୍ୟ ସମସ୍ୟା ସୃଷ୍ଟି କରିପାରେ । ତୁମର ଖାଦ୍ୟର ଯତ୍ନ ନିଅ । କାର୍ଯ୍ୟରେ ସଫଳତା ପାଇବାରେ ବିଳମ୍ବ ହୋଇପାରେ । […]
ନୂଆଦିଲ୍ଲୀ: ଆଜି ଗୁଜରାଟର ଗାନ୍ଧୀନଗରସ୍ଥିତ ମହାତ୍ମା ମନ୍ଦିରରୁ ସପ୍ତମ ରାଷ୍ଟ୍ରୀୟ ପୋଷଣ ମାସର ଶୁଭାରମ୍ଭ କରାଯାଇଛି। ସମଗ୍ର ଦେଶରେ ପୋଷଣ ସମ୍ବନ୍ଧୀୟ ସଚେତନତା ଏବଂ ସୁସ୍ଥତାକୁ ପ୍ରୋତ୍ସାହିତ କରିବା ଉପରେ ଆଧାରିତ ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ମହିଳା ଓ ଶିଶୁ ବିକାଶ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ତିନୋଟି ବନ୍ଦେ ଭାରତ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ‘ମେକ୍ ଇନ୍ ଇଣ୍ଡିଆ’ ଏବଂ ଆତ୍ମନିର୍ଭର ଭାରତ ସ୍ୱପ୍ନକୁ ସାକାର କରି ଅତ୍ୟାଧୁନିକ ବନ୍ଦେ ଭାରତ ଏକ୍ସପ୍ରେସ୍ […]
ଭୁବନେଶ୍ବର: ଆଜି ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଜଣେ ପୋଲିସ ଏଏସଆଇ। ସେ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଲାବେଳେ ଭିଜିଲାନ୍ସ ମାଡି ବସିଛନ୍ତି। ସେ ହେଉଛନ୍ତି ବାରିପଦା ଟାଉନ ଥାନା ଏଏସଆଇ ରାମ ଚନ୍ଦ୍ର ସୋରେନ। ସେ ଜଣଙ୍କର ଏଫଆଇଆରକୁ ରଫାଦଫା କରିଦବା […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଭିଜିଲାନ୍ସ ଜାଲରେ ଆଉ ଜଣେ ଅଧିକାରୀ ପଡିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଛତ୍ରପୁର ବ୍ଳକ ଶିକ୍ଷାଧିକାରୀ ସିତାରାମ ପାତ୍ରଙ୍କ ବିଭିନ୍ନ ଠିକଣାରେ ଭିଜିଲାନ୍ସ ବିଭାଗ ଚଢାଉ କରକିଛି। ତାଙ୍କର କାର୍ଯ୍ୟାଳୟ, ରାମକୃଷ୍ଣ ନଗର […]
ଭୁବନେଶ୍ୱର: ରାଜ୍ୟ ସରକାର ଆଜି ସେପ୍ଟେମ୍ବର ୨୦୨୪ ପରବର୍ତ୍ତୀ ସମୟ ପାଇଁ ନୂଆ ଅବକାରୀ ନୀତି ପ୍ରଣୟନ କରିଛନ୍ତି । ଏଥିରେ ବେଆଇନ ମଦ କାରବାରକୁ ରୋକିବା ତଥା ମଦ୍ୟପାନ ସମ୍ପର୍କରେ ଜନ ସଚେତନତା ସୃଷ୍ଟି ପାଇଁ ନିମ୍ନଲିଖିତ ସର୍ତ୍ତ ମାନ […]
ନୂଆଦିଲ୍ଲୀ: ଅଷ୍ଟ୍ରେଲିଆ ବିପକ୍ଷ ମଲ୍ଟି ଫର୍ମାଟ୍ ସିରିଜ୍ ପାଇଁ ବିସିସିଆଇ ଭାରତୀୟ ଦଳ ଘୋଷଣା କରିଛି। ଏହି ଟିମ୍ ଇଣ୍ଡିଆର ପୂର୍ବତନ କୋଚ୍ ରାହୁଲ ଦ୍ରାବିଡଙ୍କ ପୁଅ ସମିତ ଦ୍ରାବିଡଙ୍କୁ ଏହି ଦଳରେ ସାମିଲ କରାଯାଇଛି। ବାସ୍ତବରେ ସମିତଙ୍କୁ ଭାରତର ଅଣ୍ଡର […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଅପରାହ୍ନ ୧୨:୩୦ ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ତିନୋଟି ବନ୍ଦେ ଭାରତ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିବେ। ପ୍ରଧାନମନ୍ତ୍ରୀଙ୍କ ‘ମେକ୍ ଇନ୍ ଇଣ୍ଡିଆ’ ଏବଂ ଆତ୍ମନିର୍ଭର ଭାରତ ସ୍ୱପ୍ନକୁ ସାକାର କରି ଅତ୍ୟାଧୁନିକ […]
ନୂଆଦିଲ୍ଲୀ: ନୂଆଦିଲ୍ଲୀର ଭାରତ ମଣ୍ଡପମ ଠାରେ ଆଜି ପୂର୍ବାହ୍ନ ୧୦ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜିଲ୍ଲା ବିଚାରବିଭାଗୀୟ ଜାତୀୟ ସମ୍ମିଳନୀକୁ ଉଦଘାଟନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଭାରତର ସୁପ୍ରିମକୋର୍ଟର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଏକ ଷ୍ଟାମ୍ପ ଓ ସ୍ମରଣିକା […]
ବାଣପୁର (ସୀତାରାମ ଅଗ୍ରୱାଲ): ବିଷ୍ନୁପ୍ରିୟା ନାମ୍ନୀ ଜଣେ ମହିଳାଙ୍କ ନାମରେ ୧୦ କୋଟିର ଠକେଇ ଅଭିଯୋଗରେ ବାଣପୁର ଥାନାରେ ମାମଲା ରୁଜୁ ହୋଇଛି। ଅଭିଯୋଗ ମୁତାବକ ମହିଳା ଜଣକ ନୀଳାଦ୍ରି ଓ ଦାମିଆ ଗ୍ରାମ ପଞ୍ଚାୟତର ୩୦୦ ମହିଳାଙ୍କୁ ଭୁଆଁ ବୁଲାଇ […]
ବାଣପୁର (ସୀତାରାମ ଅଗ୍ରୱାଲ): ପରିବାରର ଗୁଜୁରାଣ ମେଣ୍ଟାଇବାକୁ ସୁଦୂର ଆବୁଧାବି ଯାଇଥିବା ଜଣେ ଶ୍ରମିକଙ୍କର ଅକାଳ ମୃତ୍ୟୁ ଘଟିଛି। ଘଟଣାରୁ ଜଣାପଡିଛି ବାଣପୁର ଥାନା ଅନ୍ତର୍ଗତ ସୁନାକେରା ଗ୍ରାମର ଅଶୋକ ପ୍ରଧାନ (୩୧) ନିଜ ପରିବାର ପ୍ରତିପୋଷଣ ପାଇଁ ନାସିର କମ୍ପାନୀ […]
ମେଷ: – ଆଜି ଆପଣଙ୍କ ପାଇଁ ବହୁତ ପରିମାଣରେ ଅନୁକୂଳ ହେବ । ଆପଣ ମାନସିକ ଚାପରୁ ମୁକ୍ତି ପାଇବେ । ଛାତ୍ରମାନେ ଅଧ୍ୟୟନରେ ଆଗ୍ରହ ପ୍ରକାଶ କରିବେ । ବିବାହିତ ଲୋକମାନଙ୍କର ଘରୋଇ ଜୀବନ ସୁଖରେ ପରିପୂର୍ଣ୍ଣ ହେବ । ରୋମାନ୍ସ […]
କଟକ: ଭାରତ ସରକାରଙ୍କ ସୁଗମ୍ୟ ଭାରତ ଅଭିଯାନ ୨୦୧୫ ଅନ୍ତର୍ଗତ ଭିନ୍ନକ୍ଷମମାନଙ୍କ ପାଇଁ କୋଠାବାଡ଼ି ଠାରୁ ଆରମ୍ଭ କରି ଯାତାୟାତ ବ୍ୟବସ୍ଥାରେ ସୁଗମତା ସୁନିଶ୍ଚିତ କରିବା ଉପରେ ଗୁରୁତ୍ବ ଦିଆଯାଉଛି। ଏହାଦ୍ବାରା ଭିନ୍ନକ୍ଷମମାନଙ୍କ ପାଇଁ ଏକ ସମାବେଶୀ ସମାଜ ସୃଷ୍ଟି ହୋଇପାରିବ। […]
ନୂଆଦିଲ୍ଲୀ: ନୀରଜ ଚୋପ୍ରା ପୁଣି ଥରେ ଚମତ୍କାର କରିଛନ୍ତି। ସେ ମାତ୍ର ୧୪ ଦିନ ପରେ ପ୍ୟାରିସ ଅଲିମ୍ପିକ୍ସ ରେକର୍ଡ ଭାଙ୍ଗିଛନ୍ତି। ପ୍ୟାରିସ ଅଲିମ୍ପିକ୍ସରେ ନୀରଜ ୮୯.୪୫ ମିଟର ଥ୍ରୋ କରିଥିଲେ। ବର୍ତ୍ତମାନ ଲୋସାନେ ଡାଇମଣ୍ଡ ଲିଗରେ ସେ ୮୯.୪୯ ମିଟର […]
ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୈତିକ ଦଳ ମଧ୍ୟରେ ବିବାଦ ଆରମ୍ଭ ହୋଇଛି। ପ୍ରତ୍ୟେକ ଦଳ ବିଧାୟକ, କାଉନସିଲର ଏବଂ ବିରୋଧୀ ଦଳର ନେତାମାନଙ୍କୁ ନିଜ ଦଳରେ ଅନ୍ତର୍ଭୁକ୍ତ କରିବା ପାଇଁ ସମସ୍ତ ପ୍ରକାର ପ୍ରୟାସ କରୁଛନ୍ତି। ଏଥିରେ ବିଜେପିର […]
ଭୁବନେଶ୍ବର: ରାଜରାସ୍ତାରେ ସାଇକେଲ ଚଲାଇ ବୁଲିଲେ ବିଜେଡିର ଚର୍ଚ୍ଚିତ ନେତ୍ରୀ ଶ୍ରୀମୟୀ ମିଶ୍ର। ଯେ କେହି ଦେଖିଲେ ଭାବୁଥିବ ଯେ ବୋଧହୁଏ ସେ ନିର୍ବାଚନ ପ୍ରଚାର କରିବା ପାଇଁ ଏପରି କରିଛନ୍ତି। ସାଇକେଲରେ ବୁଲିଲେ ଲୋକେ ଖୁସି ହୋଇ ତାଙ୍କୁ ଭୋଟ […]
ଚିଲିକା (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବାଲୁଗାଁ ଊମାମହେଶ୍ୱର ବଣିକ ସଂଘ ସଭାଗୃହରେ ବିଜେପି ସଦସ୍ୟତା ଅଭିଯାନ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ରାଜ୍ୟ ଆଇନ, ଅବକାରୀ ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ତଥା ସ୍ଥାନୀୟ […]
ନୂଆଦିଲ୍ଲୀ: ପ୍ୟାରିସ୍ ପାରାଲିମ୍ପିକ୍ସରେ ଦେଶ ଚତୁର୍ଥ ପଦକ ପାଇଛି। ୧୦ ମିଟର ପୁରୁଷ ଏୟାର ପିସ୍ତଲ ଇଭେଣ୍ଟରେ ମନୀଷ ନରୱାଲ ରୌପ୍ୟ ପଦକ ଜିତିଛନ୍ତି। ଏହାପୂର୍ବରୁ ମହିଳା ଇଭେଣ୍ଟରେ ଭାରତର ଅବନୀ ଲେଖରା ସ୍ୱର୍ଣ୍ଣ ଏବଂ ମୋନା ଅଗ୍ରୱାଲ ବ୍ରୋଞ୍ଜ ପଦକ […]
ନୂଆଦିଲ୍ଲୀ: ୨୦୨୪ ପାରାଲିମ୍ପିକ୍ସରେ ପ୍ରୀତି ପାଲ୍ ବ୍ରୋଞ୍ଜ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି। ସେ ମହିଳା ୧୦୦ ମିଟର ଟି-୩୫ ବର୍ଗ ଦୌଡରେ ପଦକ ଜିତିଛନ୍ତି। ଆଜି ଭାରତର ଏହା ତୃତୀୟ ପଦକ। ପାରାଲିମ୍ପିକ୍ ଗେମ୍ସର ଟ୍ରାକ୍ ଇଭେଣ୍ଟରେ ପଦକ […]
ନୂଆଦିଲ୍ଲୀ: ନୂଆଦିଲ୍ଲୀର ଭାରତ ମଣ୍ଡପମ ଠାରେ ଆସନ୍ତାକାଲି ପୂର୍ବାହ୍ନ ୧୦ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜିଲ୍ଲା ବିଚାରବିଭାଗୀୟ ଜାତୀୟ ସମ୍ମିଳନୀକୁ ଉଦଘାଟନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଭାରତର ସୁପ୍ରିମକୋର୍ଟର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଏକ ଷ୍ଟାମ୍ପ ଓ ସ୍ମରଣିକା […]