ଆଜିର ଖବର

ପୁରୀ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। ଏହି ପବିତ୍ରମାସରେ ମହିଳାମାନେ ମାସସାରା ବ୍ରତ ପାଳନ କରିଥାନ୍ତି। ମୁଖ୍ୟତଃ ପୁରୀ ଯାଇ ସେଠାରେ ଏକମାସ ଧରି ରହି…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜୁରାଟର ମୋଧେରା ସ୍ଥିତ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିଛନ୍ତି। ପ୍ରଧାନମନ୍ତ୍ରୀ ପହଞ୍ଚିବା ପରେ ତାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଶ୍ରୀ ମୋଦୀ…

ଜୀବନଶୈଳୀ: ବିବାହିତ ଦମ୍ପତି ଏବଂ ପ୍ରେମୀଯୁଗଳ ସେମାନଙ୍କ ସମ୍ପର୍କକୁ ମଜବୁତ କରିବା ପାଇଁ ଅନେକ ପଦକ୍ଷେପ ନିଅନ୍ତି। ହିନ୍ଦୁ ଧର୍ମରେ ବିବାହିତ ଜୀବନକୁ ସୁଖୀ କରିବାର ଅନେକ ଉପାୟ…

ଭୁବନେଶ୍ବର: ଆକସ୍ମିକ ରୂପେ ଘଟିଯାଉଥିବା କିଛି ଖରାପ ଘଟଣାକୁ ଦୁର୍ଘଟଣା ଆମେ ଦୁର୍ଘଟଣା ବୋଲି କହିଥାଉ। ଦୁର୍ଘଟଣାରେ କେବଳ ଆମେ ଶାରିରୀକ ରୂପରେ କ୍ଷତି ସହୁନାହୁଁ,। ବେଳେବେଳେ…

ମେଷ: ଧାର୍ମିକ ଯାତ୍ରା ହେଉଛି ଦେବ ଦର୍ଶନଙ୍କର ସମଷ୍ଟି। ବୈବାହିକ କାର୍ଯ୍ୟର ଡିଜାଇନ୍ ଘରେ କରାଯିବ। କାର୍ଯ୍ୟ ବ୍ୟବସାୟରେ ମଧ୍ୟ ଦିନଟି ଲାଭଦାୟକ ହେବ। ପୁରୁଣା ପରିଚିତମାନଙ୍କୁ ଭେଟିବେ।…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜୁରାଟର ମୋଧେରା ସ୍ଥିତ ମୋଧେଶ୍ୱରୀ ମାତା ମନ୍ଦିର ଗସ୍ତ କରି ଆଜି ଦର୍ଶନ ଓ ପୂଜାର୍ଚ୍ଚନା କରିଥିଲେ। ପ୍ରଧାନମନ୍ତ୍ରୀ ପହଞ୍ଚିବା…

ଭୁବନେଶ୍ୱର: ଆଜି ପୂର୍ବାହ୍ନରେ ଓଡ଼ିଶା ବିଧାନସଭା ପକ୍ଷରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କର ୧୪୫ତମ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି । ବିଧାନସଭା ପରିସରସ୍ଥ ପଣ୍ଡିତ ଗୋପବନ୍ଧୁଙ୍କ…

ନୂଆଦିଲ୍ଲୀ: କେନ୍ଦ୍ର କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ଅନୁରାଗ ସିଂହ ଠାକୁର ରବିବାର ପୂର୍ବାହ୍ନରେ ହିମାଚଳ ପ୍ରଦେଶର ବିଳାସପୁରର କୋଲଡେମ ବରମାନା ଠାରେ ଏକ ୱାଟର…

ଚିତ୍ରକୂଟ: ଗାଁର ବିକାଶକୁ ଏକ ଜନଆନ୍ଦୋଳନରେ ପରିଣତ କରିବା ପାଇଁ ମୋଦି ସରକାର ଅଙ୍ଗୀକାରବଦ୍ଧ ବୋଲି ରବିବାର ମଧ୍ୟପ୍ରଦେଶର ଚିତ୍ରକୂଟ ଠାରେ ଗ୍ରାମୋଦୟ ମେଳା ଓ ଶରଦୋତ୍ସବର…

ନୂଆଦିଲ୍ଲୀ: ରାଞ୍ଚିରେ ଖେଳାଯାଇଥିବା ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚରେ ଟିମ୍ ଇଣ୍ଡିଆ ଦକ୍ଷିଣ ଆଫ୍ରିକାକୁ ୭ ୱିକେଟ୍ ରେ ପରାସ୍ତ କରିଛି। ଏହା…

ସୀତାରାମ ଅଗ୍ରୱାଲ ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅଞ୍ଚଳରୁ ଗତକାଲି ବିଳମ୍ବିତ ରାତ୍ରିରେ ଦୁଇ ଗୋଟି ଚୋରି ହୋଇଥିବାର ଖବର ହସ୍ତଗତ ହୋଇଛି। ବାଲୁଗାଁ ଜେନା…

ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: ଜିଲ୍ଲା ପରିଷଦ ସମ୍ମିଳନୀ ଗୃହରେ କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ପ୍ରଥମ ଦିଶା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ…

ଭୁବନେଶ୍ବର: ଆସନ୍ତାକାଲି ଅର୍ଥାତ 10 ତାରିଖରୁ ଆରମ୍ଭ ହେଉଛି ପବିତ୍ର କାର୍ତ୍ତିକ ମାସ। ଏହି ମାସରେ ଭଗବାନ ଶିବ, ବିଷ୍ଣୁ, କାର୍ତ୍ତିକ ଓ ତୁଳସୀଙ୍କ ବିଶେଷ ପୂଜା…

ଧାମନଗର: ଆଜି ଧାମନଗରରେ ଧୂମ ମଚାଇଛନ୍ତି ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ। ଆଜି ସେ ଏହି ନିର୍ବାଚନ ମଣ୍ଡଳୀରେ ନିଜର ଶକ୍ତି ପ୍ରଦର୍ଶନ କରିଛନ୍ତି।…

ଭୁବନେଶ୍ବର: ଆଜି ଧାମନଗର ଉପନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ବିଜେପି। ନୂଆଦିଲ୍ଲୀରୁ ଏହି ଘୋଷଣା ହୋଇଛି। ବିଜେପି ରାଷ୍ଟ୍ରୀୟ ମହାସଚିବ ଅରୁଣ ସିଂ ଏହି…

ଭୁବନେଶ୍ବର: ବର୍ତ୍ତମାନ ଭୁବନେଶ୍ବରର ଇଡକୋ ପ୍ରଦର୍ଶନୀ ପଡିଆରେ ଚାଲିଥିବା ଜାତୀୟ ହସ୍ତତନ୍ତ ମେଳାର ସମୟ ବୃଦ୍ଧି କରାଯାଇଛି। ଏହି ମେଳା ଆଜି ଶେଷ ହେବାର ଥିଲା। ହେଲେ…

କୃଷ୍ଣ ମହାପାତ୍ର ଖୋର୍ଦ୍ଧା ଜିଲ୍ଲା ବାଣପୁର ନିକଟସ୍ଥ କୁମାରାଙ୍ଗ ଶାସନ। ଏହି ଗ୍ରାମରେ ରହିଛି ଏକ ପାଠାଗାର, ଯାହାର ବୟସ ଆଜିକୁ ପୁରିଲା ୧୧୦ ବର୍ଷ। କୁମାର…

ନୂଆଦିଲ୍ଲୀ: ସୋମବାର ସୁଦ୍ଧା ନିର୍ବାଚନ ଚିହ୍ନ ପାଇଁ ବିକଳ୍ପ ପ୍ରଦାନ କରିବାକୁ ନିର୍ବାଚନ ଆୟୋଗ ଉଦ୍ଧବ ଠାକରେ ଦଳକୁ କହିଛନ୍ତି। ସୂଚନାନୁସାରେ, ଠାକରେ ଦଳ ନିର୍ବାଚନ ଆୟୋଗଙ୍କୁ…

ନୁଆଦିଲ୍ଲୀ: ଆଜି ହେଉଛି ମହର୍ଷି ବାଲ୍ମିକୀ ଜୟନ୍ତି। ଏହି ଉପଲକ୍ଷେ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏଥିସହିତ ସେ ଏକ ଭିଡିଓ ମଧ୍ୟ ଜାରୀ କରିଛନ୍ତି। ଏଥିରେ…

ନୂଆଦିଲ୍ଲୀ: ଭାରତୀୟ ବଜାରରେ ବୈଦ୍ୟୁତିକ ସ୍କୁଟର ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଏହି ସଂଖ୍ୟା ବୃଦ୍ଧି କରି ହିରୋ ମୋଟୋକର୍ପ ଏହାର ଭିଡା ସବ୍ ବ୍ରାଣ୍ଡ…

ନୂଆଦିଲ୍ଲୀ: ଗତକାଲି ରାତିରେ ଜାପୋରିଜିଆର ଆବାସିକ ଅଞ୍ଚଳରେ ଋଷିଆ ପକ୍ଷରୁ କ୍ଷେପଣାସ୍ତ୍ର ଆକ୍ରମଣ ହେବାର ଖବର ରହିଛି। ଖବର ଅନୁଯାୟୀ, ଋଷର କ୍ଷେପଣାସ୍ତ୍ର ଆକ୍ରମଣରେ ଜାପୋରିଜିଆର ୧୭…