ଆଜିର ଖବର

ନୂଆଦିଲ୍ଲୀ: ୟୁକ୍ରେନ ଉପରେ ଋଷର ପଦକ୍ଷେପ ଯୁଦ୍ଧର ଆଶଙ୍କା ବଢାଇଦେଇଛି। ଏହି ପରିପ୍ରେକ୍ଷୀରେ, ୟୁକ୍ରେନରେ ଫସି ରହିଥିବା ଭାରତୀୟ ଛାତ୍ରମାନଙ୍କୁ ଉଦ୍ଧାର କରିବା ପାଇଁ ଭାରତ ଏକ…

ଭୁବନେଶ୍ବର: ଆଜି ସକାଳୁ ରାଜ୍ୟର ୨୭ ଟି ଜିଲ୍ଲାରେ ଚାଲିଛି ପଞ୍ଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ପାଇଁ ଭୋଟ ଗ୍ରହଣ। ଏହି ଭୋଟ ଗ୍ରହଣ ସକାଳ ୭ଟାରୁ…

ଭୁବନେଶ୍ବର: ଗତକାଲି ରାଜ୍ୟରେ ୩୮୮ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୪୨୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ…

ନୂଆଦିଲ୍ଲୀ: ଦେଶରେ ଗତକାଲି ୧୬ ହଜାର ୫୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୧୩ ହଜାର ୪୦୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତକାଲି ୨୦୬…

ଚେନ୍ନାଇ: ଇଣ୍ଡିଆନ୍ ପ୍ରିମିୟର ଲିଗ୍ ରେ ଚେନ୍ନାଇ ସୁପର କିଙ୍ଗ୍ସର ସଫଳତାରେ ମହେନ୍ଦ୍ର ସିଂ ଧୋନିଙ୍କ ସହ ଅନ୍ୟ ଖେଳାଳିମାନେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି। ଏଥିରେ…

ନୂଆଦିଲ୍ଲୀ: ବୁଲଗେରିଆରେ ଏପରି ଏକ ବଜାର ଅଛି ଯେଉଁଠାରେ ଆପଣଙ୍କୁ ଝିଅ ମିଳିବ। ତେବେ କିଣିବା ପାଇଁ ନୁହେଁ ବିବାହ କରିବା ପାଇଁ। କାରଣ ଏହା ଏପରି…

ଚାଣକ୍ୟ ନୀତି: ଆପଣଙ୍କ ଜୀବନରେ ପ୍ରକୃତ ବନ୍ଧୁର ବହୁ ଆବଶ୍ୟକତା ରହିଛି। ହେଲେ ପ୍ରକୃତ ବନ୍ଧୁ କିଏ, ସେମାନେ କିପରି ହେବା ଉଚିତ୍ ? ଏ ନେଇ…

ନୂଆଦିଲ୍ଲୀ: ବିଭିନ୍ନ ସମୟରେ ରାଶିଫଳକୁ ନେଇ ହୁଏ ତର୍କବିତର୍କ। ଜ୍ୟୋତିଷ ଶାସ୍ତ୍ର ଉପରେ ଉଠେ ପ୍ରଶ୍ନ। ହେଲେ ଏହା ଏକ ପ୍ରାଚୀନ ଶାସ୍ତ୍ର। ମୁନିଋଷିଙ୍କ ଦ୍ବାରା ଏହା ସ୍ବୀକୃତ…

ସୀତାରାମ ଅଗ୍ରୱାଲ ନାଚୁଣୀ: ଖୋର୍ଦ୍ଧା ଜିଲ୍ଲା ନାଚୁଣୀସ୍ଥିତ ଏକ ଘରୋଇ ଫାଇନାନ୍ସ କମ୍ପାନୀରୁ ପାଖପାଖି ୩୨ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କାର ବନ୍ଧକ ସୁନା ଗହଣା ଚୋରି ହୋଇଥିବାର…

ଖୋର୍ଦ୍ଧା: ଗଣମାଧ୍ୟମକୁ ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ କୁହାଯାଉଥିବା ବେଳେ ଆଜି କା ଦିନରେ କାର୍ଯ୍ୟରତ ସାମ୍ବାଦିକ ମାନେ ବହୁ ଆକ୍ରୋଶର ଶିକାର ହେଉଛନ୍ତି। ରାଜ୍ୟ ସରକାର ଲୋକଙ୍କ…

ଭୁବନେଶ୍ୱର: ବ୍ରିଗେଡିୟର ଭିଗ୍ନେଶମହାନ୍ତି( ସେନା ମେଡାଲ),କମାଣ୍ଡରଛତିଶଗଡ-ଓଡିଶାସବ୍ ଏରିଆ(କୋସା), ଆଜି ଓଡିଶାର ମାନ୍ୟବର ରାଜ୍ୟପାଳପ୍ରଫେସର ଗଣେଶୀ ଲାଲଙ୍କୁ ରାଜଭବନ ଠାରେ ସୈଜନ୍ୟମୂଳକ ସାକ୍ଷାତ  କରିଛନ୍ତି । ପ୍ରକାଶ ଥାଉକିମହାମହୀମ…

ନୂଆଦିଲ୍ଲୀ: ନୀତି ଆୟୋଗ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଅମିତାଭ କାନ୍ତ କହିଛନ୍ତି ଯେ, ଭାରତୀୟ ଅର୍ଥନୀତି ୯.୨ ପ୍ରତିଶତ ହାରରେ ବଢୁଛି ଏବଂ ଆଗାମୀ ବର୍ଷରେ…

ଭୁବନେଶ୍ବର: ମନୀଷା ନାୟକ। ସ୍ପୋର୍ଟସ ଓଡିଶା ଟିମ୍‌ର ୧୮ ବର୍ଷ ବୟସ୍କା ଫୁଟବଲ ଖେଳାଳୀ। ଅନେକ ସ୍ବପ୍ନ ନେଇ ଓଡିଶା ମହିଳା ଲିଗ୍‌ ମ୍ୟାଚରେ ଖେଳିବାର ଆଶା…

ନୂଆଦିଲ୍ଲୀ: ବର୍ତ୍ତମାନ କରୋନା ବିରୋଧରେ ଲଢେଇରେ ଭାରତକୁ ଆଉ ଏକ ଅସ୍ତ୍ର ମିଳିଛି। ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ୍ ଅଫ୍ ଇଣ୍ଡିଆ (DCGA) ୧୨ ରୁ ୧୮ ବର୍ଷ…

ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ବାଣପୁର ଏବଂ ଚିଲିକା ବ୍ଲକରେ ମତଦାନ ଶେଷ ହୋଇଛି। ବର୍ତ୍ତମାନ ଭୋଟ ବାକ୍ସ ଭିତରେ ସମସ୍ତ ପ୍ରାର୍ଥୀମାନଙ୍କ ଭାଗ୍ୟ ବନ୍ଦ…

ଭୁବନେଶ୍ଵର: ରାଜ୍ୟରେ ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ ଗତକାଲି ଶେଷ ହୋଇଯାଇଛି। ଆସନ୍ତାକାଲି ଚତୁର୍ଥ ପର୍ଯ୍ୟାୟ ପାଇଁ ମତଦାନ ହେବାକୁ ଥିବା ବେଳେ ୨୪…

ଭୁବନେଶ୍ବର: ଆସନ୍ତାକାଲି ପଞ୍ଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ପାଇଁ ଭୋଟ ଗ୍ରହଣ ହେବ। ଏହି ଭୋଟ ଗ୍ରହଣ ସକାଳ ୭ଟାରୁ ଆରମ୍ଭ ହେବ। ଏହା ଅପରାହ୍ନ ୧ ଟା…

ଇସଲାମାବାଦ: ଆଜିକାଲି ପାକିସ୍ତାନ ଏକ ବଡ଼ ଅର୍ଥନୈତିକ ସଙ୍କଟ ଦେଇ ଗତି କରୁଛି। ଏଭଳି ପରିସ୍ଥିତିରେ ପାକିସ୍ତାନ ପୁଣିଥରେ ଭାରତ ସହ ବାଣିଜ୍ୟ ଆରମ୍ଭ କରିବାକୁ ମନ…

ଭୁବନେଶ୍ୱର: ଏକ ଉଲ୍ଲେଖନୀୟ ସଫଳତା ଭାବରେ ରିଲାଏନ୍ସ ଜିଓର ଲୋକପ୍ରିୟ ଅଲ୍‌ଟ୍ରା ହାଇ-ସ୍ପିଡ ବ୍ରଡବ୍ୟାଣ୍ଡ୍ ସେବା ‘ଜିଓଫାଇବର୍‌’ ଗ୍ରାହକ ସଂଖ୍ୟା ଓଡ଼ିଶାରେ ୨୦୨୧ ଡିସେମ୍ବରରେ ଏକ ଲକ୍ଷ…

ନୂଆଦିଲ୍ଲୀ: ଗୋଖାଦ୍ୟ ଦୁର୍ନୀତିରେ ରାଷ୍ଟ୍ରିୟ ଜନତା ଦଳ ସୁପ୍ରିମୋ ଲାଲୁ ଯାଦବଙ୍କୁ ପାଞ୍ଚ ବର୍ଷ ଜେଲ ଏବଂ ୬୦ ଲକ୍ଷ ଜୋରିମାନା ଦଣ୍ଡାଦେଶ ହୋଇଛି। ରାଞ୍ଚିର ଡୋରାଡା…