ଆଜିର ଖବର

ନୂଆଦିଲ୍ଲୀ: ୟୁକ୍ରେନ ଏବଂ ଋଷ ମଧ୍ୟରେ ବିବାଦ ବନ୍ଦ ହେବାର ନାମ ନେଉନାହିଁ। ୟୁକ୍ରେନ ସୀମାରୁ ଋଷର ସୈନ୍ୟମାନଙ୍କୁ ପୁନର୍ବାର ଡକାଯିବା ସତ୍ତ୍ୱେ ଉତ୍ତେଜନା ଜାରି ରହିଛି।…

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧ ହଜାର ୬୩୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।…

ଭୁବନେଶ୍ୱର: ଜଳବାୟୁ ପରିବର୍ତ୍ତନ ଏବଂ ପରିବେଶ ପ୍ରଦୂଷଣ ଭଳି ପ୍ରସଙ୍ଗକୁ ଗୁରୁତ୍ୱ ଦେବା ଉଚିତ୍। କାରଣ ଶ୍ୱାସକ୍ରିୟା ସମ୍ବନ୍ଧୀୟ ବିଭିନ୍ନ ରୋଗ ନିମନ୍ତେ ଏହି ସମସ୍ୟା ହିଁ…

ଭୁବନେଶ୍ୱର: କ୍ୟାନ୍ସର ବ୍ୟତୀତ ଅନେକ ରୋଗର ଅତ୍ୟାଧୁନିକ ଚିକିତ୍ସା ପ୍ରଦାନ ନିମନ୍ତେ ଓଡ଼ିଶାରେ ଏକ ରିଜେନେରେଟିଭ୍ ମେଡିସିନ୍ ସେଂଟର ଆରମ୍ଭ କରିବା ନେଇ ଆଗ୍ରହ ପ୍ରକାଶ କରିଛନ୍ତି…

ସୀତାରାମ ଅଗ୍ରୱାଲ ଚିଲିକା: ନିର୍ବାଚନ ପ୍ରଚାର ବେଳେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ହଠାତ ଅସୁସ୍ଥ ହୋଇପଡିଛନ୍ତି। ବର୍ତ୍ତମାନ ବିଧାୟକ ଶ୍ରୀ ଜଗଦ୍ଦେବ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ…

ଭୁବନେଶ୍ଵର: ଆଜି ଅତିରିକ୍ତ ଏସପି ତ୍ରିନାଥ ମିଶ୍ରଙ୍କୁ ଗିରଫ କରାଯାଇଛି। ଆୟବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଅତିରିକ୍ତ ଏସପି ତ୍ରିନାଥ ମିଶ୍ରଙ୍କୁ ଗିରଫ କରାଯାଇଛି। ସମ୍ପତ୍ତିର ହିସାବ…

ଶ୍ରୀନଗର: ଜମ୍ମୁ କାଶ୍ମୀର ପୋଲିସର ଷ୍ଟେଟ ଇଣ୍ଟେଲିଜେନ୍ସ ଏଜେନ୍ସି ନିଷିଦ୍ଧ ଆତଙ୍କବାଦୀ ଗୋଷ୍ଠୀ ଜୈଶ-ଏ-ମହମ୍ମଦ (ଜେଏମ) ରେ କାମ କରିବା ଅଭିଯୋଗରେ ୧୦ ଜଣଙ୍କୁ ଗିରଫ କରିଛି।…

ସୀତାରାମ ଅଗ୍ରୱାଲ ଚିଲିକା: ରାଜ୍ୟରେ ଆଜି ପ୍ରଥମ ଚରଣ ପଞ୍ଚାୟତ ନିର୍ବାଚନର ମତଦାନ ଶେଷ ହୋଇଯାଇଛି। ଆସନ୍ତା ୧୮ ଏବଂ ୨୦ ତାରିଖରେ ଦ୍ଵିତୀୟ ଏବଂ ତୃତୀୟ…

ଭୁବନେଶ୍ଵର: ଧୀରେ ଧୀରେ ନକଲି ଡାକ୍ତରଙ୍କ ଗୁମର ଖୋଲିବାରେ ଲାଗିଛି। ନକଲି ଡାକ୍ତର ରମେଶ ସ୍ଵାଇଁଙ୍କ କଳା କାରନାମା ଏବେ ବାହାରକୁ ଆସୁଛି। ୧୪ ଜଣ ମହିଳାଙ୍କୁ…

ନୂଆଦିଲ୍ଲୀ: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜ୍ରିୱାଲଙ୍କ ଉପରେ ଆମ୍ ଆଦମୀ ଦଳର ପୂର୍ବତନ ନେତା ତଥା କବି କୁମାର…

ହାଇଦ୍ରାବାଦ: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ ଯୋଗୁଁ ହାଇଦ୍ରାବାଦ ପୋଲିସ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମାଙ୍କ ବିରୋଧରେ ମାମଲା ରୁଜୁ କରିଛି।…

ଭୁବନେଶ୍ଵର: ଆଜି ରାଜ୍ୟରେ ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଜାରି ରହିଛି। ବର୍ତ୍ତମାନ ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଦିନ ୧…

ମୁମ୍ବାଇ: ମହାରାଷ୍ଟ୍ରରେ ବିରୋଧୀଦଳର ନେତାଙ୍କ ବିରୋଧରେ କେନ୍ଦ୍ରୀୟ ଏଜେନ୍ସି ବ୍ୟବହାର କରୁଥିବା ଅଭିଯୋଗ ହୋଇଛି। ବାପା ଓ ପୁଅ ଜେଲ ଯିବେ ବୋଲି ଶିବସେନା ନେତା ସଞ୍ଜୟ…

ଭୁବନେଶ୍ବର: ଆଜି ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଚାଲିଛି। କାଁ ଭାଁ ଗଣ୍ଡଗୋଳକୁ ଛାଡି ଦେଲେ ବିଭିନ୍ନ ସ୍ଥାନରେ ଚାଲିଛି ମତଦାନ। ତେବେ ଏହି…

କୋଲକାତା: କୋଲକାତାର ଇଡେନ୍ ଗାର୍ଡେନ୍ସରେ ଇଣ୍ଡିଆ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଲଢେଇ ହେବାକୁ ଯାଉଛି। ଉଭୟ ଦଳରେ ଟି-୨୦ ର ସ୍ପେସାଲିଷ୍ଟ ଖେଳାଳି ପୂର୍ଣ୍ଣ ଅଛନ୍ତି। ଏଭଳି…

ଭୁବନେଶ୍ବର: ଆଜି ସକାଳ ସାତଟାରୁ ରାଜ୍ୟ ବିଭିନ୍ନ ସ୍ଥାନରେ ଚାଲିଛି ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ। ରାଜ୍ୟ ନିର୍ବାଚନ କମିଶନରଙ୍କ ସୂଚନା ଅନୁସାରେ ଦିନ…

ବରଗଡ: ରାଜ୍ୟରେ ଆଉ ଜଣେ ସରପଞ୍ଚ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି। ବରଗଡ ଜିଲ୍ଲା ଗୋବିନ୍ଦପୁର ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ବାଲ୍ମୀକି ପ୍ରଧାନଙ୍କ ଆଜି ସକାଳେ…

ନୂଆଦିଲ୍ଲୀ: ଗତକାଲି ଦେଶରେ ୨୭ ହଜାର ୪୦୯ ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୩୦ ହଜାର ୬୧୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି…

ଭୁବନେଶ୍ଵର: ଆଜି ରାଜ୍ୟରେ ୧୯ ଜଣ କରୋନା ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହି ୧୯ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୮ ହଜାର ୯୪୫ ଜଣଙ୍କ ମୃତ୍ୟୁ ହୋଇଛି।…

ଭୁବନେଶ୍ବର: ଗତକାଲି ରାଜ୍ୟରେ ୯୨୫ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୮୫୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ…

ନୂଆଦିଲ୍ଲୀ: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟି-୨୦ ଏବଂ ଟେଷ୍ଟ ସିରିଜର କାର୍ଯ୍ୟସୂଚୀ ବଦଳିଛି। ବିସିସିଆଇ ଟୁଇଟ୍ କରି ଏହି ସୂଚନା ଦେଇଛି। ଶ୍ରୀଲଙ୍କା କ୍ରିକେଟ୍ ଦଳ…