ଭୁବନେଶ୍ବର: ଆଜି ରାଜ୍ୟ ସରକାର ଏକାଥରେ ୮୯ ଜଣ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ପ୍ରମୋସନ ସହିତ ବଦଳି କରିଛନ୍ତି। ଏହି ବରିଷ୍ଠ ଅଧିକାରୀମାନଙ୍କୁ ଅତିରିକ୍ତ ଏସପି ପଦବୀକୁ ପ୍ରମୋସନ କରାଯାଇଛି। ସେମାନେ ହେଲେ ଏଥିସହିତ ୧୧ ଜଣଙ୍କୁ ମଧ୍ୟ ବିଭିନ୍ନ ସ୍ଥାନକୁ […]
ବାଣପୁର: ସଜେଇ ହେଉଛି ଖୋର୍ଦ୍ଧା ଜିଲ୍ଲା ବାଣପୁର ଅଞ୍ଚଳର ପୁରାତନ ଶିକ୍ଷାନୁଷ୍ଠାନ ଗୋଦାବରୀଶ ମହାବିଦ୍ୟାଳୟ। ଦୀର୍ଘ ୧୮ ବର୍ଷ ପରେ ମହାବିଦ୍ୟାଳୟ ପରିଦର୍ଶନକୁ ଆସିବ ‘ନାକ’ ଟିମ। ଚଳିତ ୧୨ ଏବଂ ୧୩ ତାରିଖରେ ଦୁଇ ଦିନଆ ଗସ୍ତରେ ଆସି ମହାବିଦ୍ୟାଳୟର […]
ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ କାର୍ଯ୍ୟାଳୟ ପରିସରରେ ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ମାଣ୍ଡିଆ ଦିବସ ଓ ଖାଦ୍ୟମେଳା ପଦର୍ଶନୀ ଉତ୍ସଵ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ରବି ନାରାୟଣ ସେନାପତିଙ୍କ ଅଧ୍ୟକ୍ଷତାରେ […]
ନୂଆଦିଲ୍ଲୀ: ଆସନ୍ତାକାଲି ସୋମବାର ଦିନ ଭାରତର ମୁଖ୍ୟ ବିଚାରପତି ଭାବେ ଶପଥ ନେବେ ଜଷ୍ଟିସ ସଂଜୀବ ଖାନ୍ନା। ରାଷ୍ଟ୍ରପତି ଭବନରେ ତାଙ୍କୁ ଶପଥ କରାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଜଷ୍ଟିସ ଖାନ୍ନା ଭାରତର 51 ତମ ମୁଖ୍ୟ ବିଚାରପତି ଭାବେ ଦାୟିତ୍ବ […]
ପୁରୀ: ପୁରୀର ଐତିହ୍ୟ ପିପିଲି ଚାନ୍ଦୁଆ ଶିଳ୍ପର ପୁନରୁଦ୍ଧାର ଏବଂ ସଂରକ୍ଷଣ ପାଇଁ କେନ୍ଦ୍ର ସରକାର ଏକ ବ୍ୟାପକ ପଦକ୍ଷେପ ଘୋଷଣା କରିଛନ୍ତି। ପୁରୀ ଲୋକସଭା ସାଂସଦ ଡାଃ ସମ୍ବିତ ପାତ୍ରଙ୍କ ଦ୍ୱାରା ଲୋକସଭାରେ ଉଠାଯାଇଥିବା ପ୍ରଶ୍ନର ଉତ୍ତରରେ କେନ୍ଦ୍ରୀୟ ସଂସ୍କୃତି […]
ନୟାଗଡ଼: ବାଣ ତିଆରି କରୁଥିବା ବେଳେ ବିସ୍ଫୋରଣ ହୋଇଛି। ଯେଉଁଥିରେ ଦମ୍ପତି ଗୁରୁତର ହୋଇଛନ୍ତି। ଗୁରୁତର ସ୍ୱାମୀ-ସ୍ତ୍ରୀଙ୍କୁ ପ୍ରଥମେ ନୟାଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା କରିବା ପରେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି ବୋଲି ଜଣାପଡିଛି। ମିଳିଥିବା ସୂଚନା ଅନୁସାରେ […]
ଭୁବନେଶ୍ବର: ପ୍ରତିଭା ରାୟ ଟ୍ରଷ୍ଟ ଓ ଆଦ୍ୟା ପ୍ରକାଶନୀ ପକ୍ଷରୁ ୨୦୨୪ ମସିହା ପାଇଁ ଚତୁର୍ଥ ‘ଅକ୍ଷୟ ସ୍ମାରକୀ ଉପନ୍ୟାସ ପୁରସ୍କାର’ ଘୋଷିତ ହୋଇଛି। ଚଳିତ ବର୍ଷର ଏହି ମର୍ଯ୍ୟାଦାଜନକ ପୁରସ୍କାର ପାଇଁ କଥାଶିଳ୍ପୀ ଶୁଭ୍ରାଂଶୁ ପଣ୍ଡା ଯୋଗ୍ୟ ବିବେଚିତ ହୋଇଛନ୍ତି। […]
ଖଡିଆଳ: ଶ୍ରୀଜି ମଣ୍ଡପ ଠାରେ ଭାରତୀୟ ଜନତା ପାର୍ଟି କୃଷକ ମୋର୍ଚ୍ଚା ପକ୍ଷରୁ ମଣ୍ଡିରେ ଧାନ ସଂଗ୍ରହ ଅଭିଯାନ ସାଙ୍ଗକୁ ସଦସ୍ୟତା ଅଭିଯାନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଅଛି। ସଭାରେ କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ମହେଶ୍ୱର ସାହୁ ଯୋଗ ଦେଇ […]
ବଲାଙ୍ଗୀର: କୃଷି ମନ୍ତ୍ରୀ ତଥା ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ବଲାଙ୍ଗୀର ଗସ୍ତରେ ଆସି କଣ୍ଟାବାଞ୍ଜି ଠାରେ ଗୋପାଷ୍ଟମୀ ଉପଲକ୍ଷେ ଗୋପାଳ ଗୋଶାଳା ଠାରେ ଯୋଗଦେଇ ବର୍ତ୍ତମାନ ଯୁଗରେ ଗୋପାଳନ ନିତାନ୍ତ ଆବଶ୍ୟକ ଗୋମାତା ସେବା କରିବା ଦ୍ୱାରା ନିଜକୁ […]
ସୁବର୍ଣ୍ଣପୁର: ଶ୍ରୀଜଗନ୍ନାଥଙ୍କ ଅନନ୍ୟ ଲୀଳାଭୂମି ସୁବର୍ଣ୍ଣପୁରର ପାତାଳି ଶ୍ରୀକ୍ଷେତ୍ରଠାରୁ ପୁରୀ ଶ୍ରୀକ୍ଷେତ୍ରକୁ ଏକ ଭବ୍ୟ କାଳିଆ ତୁଳସୀ ରଥ ଯାତ୍ରା କରିଛି। ପାତାଳି ଶ୍ରୀକ୍ଷେତ୍ରଠାରୁ ବାହାରିଥିବା କାଳିଆ ତୁଳସୀ ରଥ ଜଗନ୍ନାଥ ସଡକରେ ବିନିକା, ସୁବର୍ଣ୍ଣପୁର, ବୌଦ୍ଧ, ଦଶପଲ୍ଲା ଓ ନୟାଗଡ […]
ଭୁବନେଶ୍ୱର: ଚଳିତ ୨୦୨୪-୨୫ ବର୍ଷର ରବିଋତୁ ପାଇଁ ୯୦୦୦ କୋଟି ଟଙ୍କାର ଋଣ ପ୍ରଦାନ କରିବାକୁ ଯୋଜନା କରାଯାଉଛି। ଏନେଇ ରାଜ୍ୟ ସମବାୟ ସମିତି ସମୂହର ନିବନ୍ଧନ ବିଭାଗକୁ ଚିଠି ଲେଖିଛନ୍ତି। ଚଳିକ ବର୍ଷ ୯୦୦୦ କୋଟି ଟଙ୍କା ଋଣ ପ୍ରଦାନ […]
ପୁରୀ: ଆଜି କାର୍ତ୍ତିକ ମାସ ଶୁକ୍ଲ ପକ୍ଷ ନବମୀ ତିଥିରେ ପୁରୀ ଜିଲ୍ଲା ସାକ୍ଷୀଗୋପାଳର ଗୋପାଳ ଜୀଉ ମନ୍ଦିରରେ ପବିତ୍ର ଅଁଳା ନବମୀ ଅବସରରେ ଶ୍ରୀରାଧାଙ୍କ ପାଦ ଦର୍ଶନ ଅନୁଷ୍ଠିତ ହେଉଅଛି। ରାତ୍ର ପ୍ରାୟ ୧ଟାରୁ ନୀତି ନିର୍ଘଣ୍ଟ ଅନୁଯାୟୀ ମନ୍ଦିରର […]
କୋରାପୁଟ: ଜିଲ୍ଲା ଜୟପୁର ଭିଜିଲାନ୍ସ ବିଭାଗ ପକ୍ଷରୁ ଗତ ଶୁକ୍ରବାର ପୂର୍ବାହ୍ନରେ ବୈପାରୀଗୁଡା ସଦର ମହକୁମା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର କାର୍ଯ୍ୟାଳୟ ଉପରେ ଚଢାଉ କରାଯାଇ ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗରେ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଭାରପ୍ରାପ୍ତ ଅଧିକାରୀ […]
ଛତ୍ରପୁର: ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ସାମନ୍ତପଲ୍ଲୀ ଠାରେ ମା’ ତାରାତାରିଣୀ ଟେକ୍ସଟାଇଲ୍ ସହଯୋଗରେ ସୁରତ ଓଡିଆ ଟେକ୍ସଟାଇଲ୍ ଶିଳ୍ପ ପାର୍କ ନିର୍ମାଣ ପାଇଁ ଶିଳ୍ପଦ୍ୟୋଗୀଙ୍କ ମଧ୍ୟରେ ଆଲୋଚନା ହୋଇଛି। ଗଞ୍ଜାମ ଜିଲ୍ଲାର ଟେକ୍ସଟାଇଲ୍ ଶିଳ୍ପଦ୍ୟୋଗୀମାନଙ୍କ ମଧ୍ୟରୁ ସିତାରାମ ପାଣିଗ୍ରାହୀ, ଶିଶିର ପାଣିଗ୍ରାହୀ, […]
ନୂଆଦିଲ୍ଲୀ: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାରି ମ୍ୟାଚ୍ ବିଶିଷ୍ଟ ଟି -୨୦ ସିରିଜର ଦ୍ୱିତୀୟ ମ୍ୟାଚ୍ ଆଜି ଖେଳାଯିବ। ଗକେବରହାସ୍ଥିତ ସେଣ୍ଟ ଜର୍ଜ ପାର୍କ ଷ୍ଟାଡିୟମରେ ଉଭୟ ଦଳ ମୁହାଁମୁହିଁ ହେବେ। ଭାରତୀୟ ସମୟ ଅନୁଯାୟୀ, ଏହି ମ୍ୟାଚ୍ […]
ନୂଆଦିଲ୍ଲୀ: ଆଜି ସକାଳେ ଉତ୍ତରପ୍ରଦେଶର ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସୱେରେ ଏକ ବଡ଼ ଦୁର୍ଘଟଣା ଘଟିଛି, ଯେଉଁଠାରେ ଦ୍ରୁତ ଗତିରେ ଆସୁଥିବା ଟ୍ରଲର ନିୟନ୍ତ୍ରଣ ହରାଇ କାରକୁ ପଛପଟୁ ଧକ୍କା ଦେଇଛି। ଏହି ଦୁର୍ଘଟଣା ଏତେ ଶକ୍ତିଶାଳୀ ଥିଲା ଯେ କାରର ପଛ ଭାଗ […]
ଭୁବନେଶ୍ଵର: ପ୍ରାଥମିକ ବିଦ୍ୟାଳୟରେ ଭିତ୍ତିଭୂମିର ବିକାଶ ପାଇଁ ରାଜ୍ୟରେ ଖୁବ ଶୀଘ୍ର ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ହେବ। ଯ’ଦ୍ଵାରା କି ପ୍ରାଥମିକ ସ୍ତରରେ ଛାତ୍ର ଛାତ୍ରୀଙ୍କ ଗୁଣାତ୍ମକ ଶିକ୍ଷା ପ୍ରଦାନ କରାଯାଇପାରିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ […]
ରାଇପୁର: ଅଲ୍ ଇଣ୍ଡିଆ ଡ୍ୟାନ୍ସର ଆସୋସିଏସନ୍ ଓ ନରିଥୟଥି କଳାକ୍ଷେତ୍ରମ୍ ମିଳିତ ଆନୁକୁଲ୍ୟରେ ଆନ୍ତର୍ଜାତୀୟ ସଙ୍ଗୀତ ଓ ନୃତ୍ୟ ପ୍ରତିଯୋଗିତା ରାଇପୁର ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ପ୍ରତିଯୋଗିତା ରେ ବିଭିନ୍ନ ରାଜ୍ୟ ର ନୃତ୍ୟ ଅନୁଷ୍ଠାନ ଗୁଡ଼ିକ ଯୋଗଦାନ କରିଥିଲେ। […]
ନୂଆଦିଲ୍ଲୀ: ବ୍ରମ୍ପଟନ୍ ମନ୍ଦିର ଆକ୍ରମଣ ମାମଲାରେ କାନାଡା ପୋଲିସ୍ ଦ୍ଵାରା ଗିରଫ ହୋଇଥିବା ଖାଲିସ୍ତାନୀ କାର୍ଯ୍ୟକର୍ତ୍ତା ଇନ୍ଦରଜିତ ଗୋସାଲଙ୍କୁ ମୁକ୍ତ କରାଯାଇଛି। ଏହି ଘଟଣାରେ କାନାଡାର ପିଲ ଆଞ୍ଚଳିକ ପୋଲିସ ନଭେମ୍ବର ୩ ତାରିଖରେ ପଞ୍ଚମ ଥର ପାଇଁ ଗିରଫ କରିଥିଲା। […]
ଭୁବନେଶ୍ବର: ବିଭିନ୍ନ ସ୍ଥାନରୁ ହାଇଟେକ ବସ ସେବା ଯୋଗାଉଥିବା ଓଡିଶା ରାଜ୍ୟ ପରିବହନ ନିଗମ ନୂଆ ନୂଆ ରୁଟ ଯୋଡିବାରେ ଲାଗିଛି। ରାଜ୍ୟ ଓ ରାଜ୍ୟ ବାହାରକୁ ଯାତ୍ରୀମାନଙ୍କୁ ସୁଲଭ ଦରରେ ହାଇଟେକ ସୁବିଧା ଯାତ୍ରାର ବ୍ୟବସ୍ଥା କରିବାରେ ଲାଗିଛି। ସେହି […]
ଭୁବନେଶ୍ୱର: ବାତ୍ୟା ଦାନା ପରବର୍ତ୍ତୀ ସମୟରେ ରିଲାଏନ୍ସ ଫାଉଣ୍ଡେସନ ପକ୍ଷରୁ ସ୍ଥାନୀୟ ପ୍ରଶାସନ ଓ ତୃଣମୂଳ ସ୍ତରର ଅନୁଷ୍ଠାନଗୁଡ଼ିକ ସହ ମିଶି ଶୁକ୍ରବାର ଦିନ ବାଲେଶ୍ୱର ଜିଲ୍ଲା ସୋରଠାରେ ଜନସ୍ୱାସ୍ଥ୍ୟ ବିପଦ ପରିଚାଳନା ଉପରେ ପ୍ରଶିକ୍ଷକମାନଙ୍କ ପାଇଁ ଏକ ସ୍ୱତନ୍ତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ […]