ଭୁବନେଶ୍ୱର: ଶ୍ରୀମନ୍ଦିର ରତ୍ନଭଣ୍ଡାର ଭିତରେ ସୁଡ଼ଙ୍ଗକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଡ଼ ବୟାନ ଦେଇଛନ୍ତି। ସୁଡ଼ଙ୍ଗ ଅଛି କି ନାହିଁ, ତାହା ସ୍ପଷ୍ଟ ହେବା ପାଇଁ ସର୍ଭେ ହେବ ବୋଲି ଆଇନ ମନ୍ତ୍ରୀ କହିଛନ୍ତି। ସେ ଗଣମାଧ୍ୟମକୁ କହିଛନ୍ତି […]
ନୂଆଦିଲ୍ଲୀ: ମନୁ ଭାକର, ଯିଏ ପ୍ୟାରିସ ଅଲିମ୍ପିକ୍ସରେ ଭାରତ ପାଇଁ ଦୁଇଟି ବ୍ରୋଞ୍ଜ ପଦକ ଜିତିଥିଲେ। ସେବେଠାରୁ ସେ ଚର୍ଚ୍ଚାରେ ଅଛନ୍ତି ଏବଂ ବର୍ତ୍ତମାନ ଏକ ମିଡିଆ ସାକ୍ଷାତକାରରେ ମନୁ ସେହି କ୍ରିକେଟରଙ୍କ ନାମ ପ୍ରକାଶ କରିଛନ୍ତି ଯାହାଙ୍କ ସହ ସେ […]
ଭୁବନେଶ୍ବର: ଆସନ୍ତାକାଲି ତିନିଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା ଇଡିର ନିର୍ଦ୍ଦେଶକ ରାହୁଳ ନବୀନ। ସେ ଆସନ୍ତାକାଲି ସଂଧ୍ୟାରେ ଭୁବନେଶ୍ବର ବିମାନ ବନ୍ଦରରେ ପହଁଚିବା ପରେ ସିଧା ପୁରୀ ଯିବେ। ତେବେ ତାଙ୍କ ଗସ୍ତ କଥା ଜଣାପଡିବା ପରେ […]
ନୂଆଦିଲ୍ଲୀ: ଆଜି ଜମ୍ମୁ କାଶ୍ମୀର ବିଧାନସଭା ନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀଙ୍କ ଏକ ନୂତନ ତାଲିକା ପ୍ରକାଶ କରିଛି। ଏଥିରେ ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ନିର୍ବାଚନ ପାଇଁ ୧୫ ଜଣ ପ୍ରାର୍ଥୀଙ୍କୁ ଟିକେଟ୍ ଦିଆଯାଇଛି। ସକାଳେ ବିଜେପି ୪୪ ଜଣ […]
ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟି ଜମ୍ମୁ କାଶ୍ମୀର ବିଧାନସଭା ନିର୍ବାଚନ ପାଇଁ ୪୪ ଜଣ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ପ୍ରଥମ ପର୍ଯ୍ୟାୟ ପାଇଁ ୧୫ ଜଣ ପ୍ରାର୍ଥୀଙ୍କ ନାମ ବିଜେପି ଘୋଷଣା କରିଛି। ଏଥି ସହିତ ଦ୍ୱିତୀୟ ପର୍ଯ୍ୟାୟ […]
ନୂଆଦିଲ୍ଲୀ: ପରିସଂଖ୍ୟାନ ଆଧାରରେ ବିରାଟ କୋହଲି ଭାରତୀୟ କ୍ରିକେଟ୍ ଦଳର ସବୁଠାରୁ ସଫଳ ଟେଷ୍ଟ ଅଧିନାୟକ ହୋଇଛନ୍ତି। ବର୍ତ୍ତମାନ ଟିମ୍ ଇଣ୍ଡିଆର ପୂର୍ବତନ ବ୍ୟାଟିଂ କୋଚ୍ ଥିବା ସଞ୍ଜୟ ବଙ୍ଗର ଏକ ବଡ଼ ବିବୃତ୍ତି ଦେଇଛନ୍ତି ଏବଂ ବିରାଟ ଅଧିନାୟକତ୍ୱ ଜାରି […]
ନୂଆଦିଲ୍ଲୀ: ଜମ୍ମୁ କାଶ୍ମୀରରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ବିଜେପି ୪୪ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ପ୍ରଥମ ପର୍ଯ୍ୟାୟ ପାଇଁ ୧୫ ଜଣ, ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୧୦ ଜଣ ଏବଂ ତୃତୀୟ ପର୍ଯ୍ୟାୟ ପାଇଁ ୧୯ […]
ନୂଆଦିଲ୍ଲୀ: ପବିତ୍ର ଜନ୍ମାଷ୍ଟମୀର ଶୁଭ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏକ୍ସର ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି; “ଆପଣ ସମସ୍ତଙ୍କୁ ଜନ୍ମାଷ୍ଟମୀର ଶୁଭକାମନା। ଜୟ ଶ୍ରୀ କୃଷ୍ଣ!”
ନୂଆଦିଲ୍ଲୀ: ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଗୋଟିଏ ଦିନ ପୂର୍ବରୁ ମଥୁରାରେ ପହଞ୍ଚିଥିବା ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବ୍ରଜବାସୀଙ୍କ ପାଇଁ 1,037 କୋଟି ଟଙ୍କା ମୂଲ୍ୟର 178 ଟି ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ମୂଳଦୁଆ ପକାଇଛନ୍ତି। ଯେଉଁଥିରେ ବରସାନାର ଶ୍ରୀ ରାଧା ରାଣୀ ମନ୍ଦିର […]
ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରୀ ତଥା ସମବାୟ ମନ୍ତ୍ରୀ ଅମିତ ଶାହା ଛତିଶଗଡ଼ର ରାୟପୁରଠାରେ ରାଜ୍ୟରେ ସମବାୟ ସମ୍ପ୍ରସାରଣ ସମ୍ପର୍କିତ ଏକ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଛନ୍ତି। ଅମିତ ଶାହ ନିଜ ନିଜ ଜିଲ୍ଲାରେ ଜଳ କମିଟି ଭାବରେ କାର୍ଯ୍ୟ କରିବା ପାଇଁ […]
ଭୁବନେଶ୍ଵର: ଆଞ୍ଚଳିକ ଭିତ୍ତିଭୂମି କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ବିକାଶକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ରାୟଗଡା ରେଳ ମଣ୍ଡଳ କାର୍ଯ୍ୟାଳୟ ନିର୍ମାଣ ପାଇଁ ଟେଣ୍ଡର ଆହ୍ୱାନ କରିଛି। ନିକଟରେ ରେଳମନ୍ତ୍ରୀ ଏହି ପ୍ରକଳ୍ପ ପ୍ରତିଷ୍ଠା ପାଇଁ 70 କୋଟି ଟଙ୍କା ବ୍ୟୟ […]
ଭୁବନେଶ୍ବର: ଆଜି ହେଉଛି ପବିତ୍ର ଜନ୍ମାଷ୍ଠମୀ। ଏହିଦିନ ପ୍ରଭୃ ଶ୍ରୀକୃଷ୍ଣ ଜନ୍ମ ଗ୍ରହଣ କରିଥିଲେ। ଭାଦ୍ରବ ମାସ ଅଷ୍ଠମୀ ତିଥୀରେ ଦେବକୀଙ୍କ ଗର୍ଭରୁ କାରାଗାର ଭିତରେ କୃଷ୍ଣ ଜନ୍ମ ଗ୍ରହଣ କରିଥିଲେ। ସେଥିପାଇଁ ଭାଦ୍ରବ ଅଷ୍ଟମୀକୁ ଜନ୍ମାଷ୍ଠମୀ ଭାବେ ପାଳନ କରାଯାଉଛି। […]
ଭୁବନେଶ୍ବର: ଆଜି ହେଉଛି ପବିତ୍ର ଜନ୍ମାଷ୍ଟମୀ। ହିନ୍ଦୁ ଧର୍ମରେ ଏହି ପର୍ବ ହେଉଛି ବହୁ ଗୁରୁତ୍ବପୂର୍ଣ୍ଣ। ଏହିଦିନ ରାତିରେ ପ୍ରଭୃ ଶ୍ରୀକୃଷ୍ଣ ଜନ୍ମ ଗ୍ରହଣ କରିଥିଲେ। ଅର୍ଥାତ ଭାଦ୍ରବ ମାସ ଅଷ୍ଟମୀ ତିଥିରେ କୃଷ୍ଣ କାରାଗାରରେ ଦେବକୀଙ୍କ ଗର୍ଭରୁ ଜନ୍ମ ଗ୍ରହଣ […]
ମେଷ : ବ୍ୟବସାୟରେ ଲାଭ ହେବ । ବିନିଯୋଗ ଭଲ ହେବ । ଦୂରରୁ ସୁସମାଚାର ଗ୍ରହଣ କରାଯିବ । ଅତିଥିମାନେ ଘରେ ପହଞ୍ଚିବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ରିସ୍କ ନେବାକୁ ସାହସ କର । ସ୍ୱାସ୍ଥ୍ୟ ଏବଂ ଶିଶୁ […]
ପୁରୀ/ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ପୁରୀ ଗସ୍ତ କାଳରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ଗହଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍ କି ବାତ୍ କାର୍ୟ୍ୟକ୍ରମର ୧୧୩ତମ ଅଧ୍ୟାୟ ଶୁଣିଛନ୍ତି । ଆଜିର କାର୍ୟ୍ୟକ୍ରମରେ ପ୍ରଧାନମନ୍ତ୍ରୀ ପୃଷ୍ଟିସାଧନ ଉପରେ ଚର୍ଚ୍ଚା […]
ବ୍ରହ୍ମପୁର /ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରରେ ଥିବା ସରକାରୀ ଡ୍ରାଇଭିଂ ତାଲିମ କେନ୍ଦ୍ର ପ୍ରଥମ ବର୍ଷ ପୂରା କରିଛି। ଏହି ଅବସରରେ ପାଲୁର ହିଲ୍ସ ସ୍ଥିତ ତାଲିମ ପ୍ରତିଷ୍ଠାନରେ ଆୟୋଜିତ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବାଣିଜ୍ୟ ଓ ପରିବହନ […]
ଖୋର୍ଦ୍ଧା : ଗ୍ୟାରେଜ ଭିତରେ ପଶି ଜଣେ ଯୁବକଙ୍କୁ ଖଣ୍ତାରେ ହାଣି ହତ୍ୟା କରାଯାଇଛି। ପୁର୍ବ ଶତ୍ରୁତାକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ଖୋର୍ଦ୍ଧା ମକୁନ୍ଦ ପ୍ରସାଦ ଅଞ୍ଚଳରେ ଏହି ହତ୍ୟାକାଣ୍ଡ ଘଟିଥିବା ଜଣାପଡିଛି। ଘଟଣାଟି ଘଟିଛି ଖୋର୍ଦ୍ଧା […]
ସୀତାରାମ ଅଗ୍ରୱାଲ ବାଣପୁର: ଆଜି ଖୋଦ ଅବକାରୀ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନଙ୍କ ନିର୍ବାଚନ ମଣ୍ଡଳୀ ଚିଲିକା ଅନ୍ତର୍ଗତ ବାଣପୁରରେ ଚୋରାମଦ ଚଢାଉ ଜୋରଦାର କରାଯାଇଛି। ଜିଲ୍ଲା ଅବକାରୀ ଅଧିକ୍ଷିକା ସୁମତି ତ୍ରିପାଠୀଙ୍କ ତତ୍ୱାବଧାନରେ ବାଣପୁର ଥାନା ଅଞ୍ଚଳରେ ଚଢ଼ାଉ କରାଯାଇ ହଜାର […]
ଭୁବନେଶ୍ବର: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ। ଏ ନେଇ ସରକାରୀ ଭାବେ ସୂଚନା ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ ପ୍ରତି ସୋମବାରରେ ଖୋଲାଯାଇଥାଏ। ଯେଉଁଥିରେ ଖୋଦ ମୁଖ୍ୟମନ୍ତ୍ରୀଙ୍କ ସହିତ ବିଭାଗୀୟ ମନ୍ତ୍ରୀ ବସି ଲୋକଙ୍କ ଅଭିଯୋଗ ଶୁଣିବା […]
ବାଲୁଗାଁ: ଦେଶର ପୁରାତନ ଆୟୁର୍ବେଦିକ ଔଷଧ ନିର୍ମାତା ଝାଣ୍ଡୁ ତରଫରୁ ଆଜି ପୂର୍ବାହ୍ନ ରେ ଖୋର୍ଦ୍ଧା ଜିଲ୍ଲାର ବାଲୁଗାଁ ସ୍ଥିତ ହୋଟେଲ ଦିଗନ୍ତିକା ସଭାକକ୍ଷ ରେ କମ୍ପାନୀ ର ବରିଷ୍ଠ ଅଧିକାରୀ ସୁଶାନ୍ତ କୁମାର ସ୍ୱାଇଁ ଙ୍କ ଅଧ୍ୟକ୍ଷତାରେ ସ୍ୱାସ୍ଥ୍ୟ ସୁରକ୍ଷା […]
ଭୁବନେଶ୍ବର, ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିକୁ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମଦିବସ ବା ଜନ୍ମାଷ୍ଟମୀ ରୂପେ ପାଳନ କରାଯାଏ। ହିନ୍ଦୁ ଧର୍ମର ଏହା ହେଉଛି ଏକ ବଡ ପର୍ବ। ଏହି ଦିନ ପ୍ରାୟତଃ ସମସ୍ତେ ଉପବାସ ଗ୍ରହଣ କରିଥାନ୍ତି। ଓଡିଶାର ବିଭିନ୍ନ ସ୍ଥାନରେ […]