ଭୁବନେଶ୍ଵର: ରବିବାର ଦିନ ରାଜ୍ୟର ୫ ଟି ଜିଲ୍ଲାରେ ବଜ୍ରପାତ ଘଟି ୬ ଜଣଙ୍କ ମୃତ୍ୟୁ ହୋଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି। ପ୍ରତ୍ୟେକ […]
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଫ୍ୟାକଲ୍ଟି ଅଫ୍ ଏଗ୍ରିକଲ୍ଚରାଲ ସାଇନସେସ୍ (ଆଇଏଏସ୍)ରେ ୩୭ତମ ସାପ୍ତାହିକ ବକ୍ତୃତାମାଳା ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ର୍ରମରେ ଓୟୁଏଟିର ଅବସରପ୍ରାପ୍ତ ପ୍ରଫେସର ତଥା ରିୱାର୍ଡ ପ୍ରୋଜେକ୍ଟର ପରାମର୍ଶଦାତା ଡକ୍ଟର ଭରତ ଚନ୍ଦ୍ର ସାହୁ ମୁଖ୍ୟ […]
ନୂଆଦିଲ୍ଲୀ: ସେପ୍ଟେମ୍ବର ୧୯ ତାରିଖରେ ବାଂଲାଦେଶ ବିପକ୍ଷରେ ଖେଳାଯିବାକୁ ଥିବା ଟେଷ୍ଟ ସିରିଜ୍ ମାଧ୍ୟମରେ ଭାରତୀୟ ଦଳ ପଡ଼ିଆରେ ନଜର ଆସିବେ। କିନ୍ତୁ ଏହି ସିରିଜ୍ ପୂର୍ବରୁ ଭାରତୀୟ ଦଳର ସମସ୍ତ ତାରକା ଖେଳାଳି ୨୦୨୪ ଦୁଲିପ୍ ଟ୍ରଫିରେ ଖେଳୁଥିବା ଦେଖିବାକୁ […]
ମୁମ୍ବାଇ: ମହାରାଷ୍ଟ୍ରର କୃଷକ ଭାଇମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଏପ୍ରିଲରୁ ଆସନ୍ତା ପାଞ୍ଚ ବର୍ଷ ପାଇଁ ରାଜ୍ୟର ୪୪ ଲକ୍ଷ ଚାଷୀଙ୍କୁ ମାଗଣା ବିଦ୍ୟୁତ ଦିଆଯାଉଛି। ଯେଉଁଠାରେ ମୁଖ୍ୟମନ୍ତ୍ରୀ ସୌର କୃଷି ବାହିନୀ ଯୋଜନା ଏବଂ ସୌର ବିଦ୍ୟୁତ୍ […]
ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ କୋଲକାତାର ମହିଳା ଡାକ୍ତରଙ୍କ ଦୁଷ୍କର୍ମ-ହତ୍ୟା ଘଟଣାକୁ ନେଇ ବଙ୍ଗଳା ସରକାରଙ୍କ ଉପରେ ଆକ୍ରମଣ କରିଛନ୍ତି। ସେ କହିଛନ୍ତି ଯେ, ମହିଳାଙ୍କ ପାଇଁ ଏହି ରାଜ୍ୟ ସୁରକ୍ଷିତ ନୁହେଁ। ମହିଳାମାନଙ୍କୁ ସୁରକ୍ଷା ଦେବାରେ ବଙ୍ଗଳା […]
ଭୁବନେଶ୍ଵର: ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ଶଙ୍କର କ୍ରିଏସନ୍ ଦ୍ବାରା ରିଲିଜ ହେଲା ଏକ ରାକ୍ଷୀ ଭିଡିଓ “ତୋ ରାକ୍ଷୀ ପାଉଣା କରିବିନି ଊଣା” ଯେଉଁ ଭିଡିଓ ଟିକୁ ନିର୍ଦ୍ଦେଶନା ଦେଇଛନ୍ତି ନିର୍ଦ୍ଦେଶକ ବାବୁ ବାବୁ। ଏହି ଭିଡିଓ ଟି ରିଲିଜ୍ […]
ନୂଆଦିଲ୍ଲୀ: ଭାରତୀୟ ମସଲା କମ୍ପାନୀଗୁଡିକ କିଛି ସମୟ ପାଇଁ ସାରା ବିଶ୍ୱରେ ସଙ୍କଟର ସମ୍ମୁଖୀନ ହୋଇଛି। ଗୋଟିଏ ପରେ ଗୋଟିଏ, ସମସ୍ତ ମସଲା କମ୍ପାନୀଗୁଡିକର ଉତ୍ପାଦଗୁଡିକ କଠିନ ପରୀକ୍ଷଣର ସାମ୍ନା କରିବାକୁ ପଡିବ। ଏହି ମାମଲା ହଂକଂରୁ ଆରମ୍ଭ ହୋଇଥିଲା। ବର୍ତ୍ତମାନ […]
ନୂଆଦିଲ୍ଲୀ: ଝାଡ଼ଖଣ୍ଡରେ ବିଧାନସଭା ନିର୍ବାଚନ ପୂର୍ବରୁ ଚମ୍ପାଇ ସୋରେନ ହେମନ୍ତ ସୋରେନ ସରକାରଙ୍କ ପାଇଁ ଏକ ବଡ ସମସ୍ୟା ସୃଷ୍ଟି କରିଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ ବର୍ତ୍ତମାନ ଜେଏମଏମ ଛାଡି ବିଜେପିରେ ଯୋଗ ଦେଇପାରନ୍ତି ବୋଲି କଳ୍ପନାଜଳ୍ପନା ଚାଲିଛି। ଏହି […]
ପୁରୀ: ପବିତ୍ର ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ଦୁଇଟି ପର୍ବ ପାଳନ ହୋଇଥାଏ। ଏହି ଦିନ ପ୍ରଭୃ ବଳରାମ ଜନ୍ମ ଗ୍ରହଣ କରିଛନ୍ତି। ସେଥିପାଇଁ ଶ୍ରୀମନ୍ଦିରରେ ବଳଭଦ୍ରଙ୍କ ଜନ୍ମ ଉତ୍ସବରେ ସ୍ବତନ୍ତ୍ର ନୀତି କରାଯାଇଛି। ସେହିପରି ରାକ୍ଷୀ ପୂର୍ଣ୍ଣିମା ଅବସରରେ […]
ଭୁବନେଶ୍ୱର : ସର୍ବଭାରତୀୟ ଓଡିଶାନୃତ୍ୟ ଅନୁଷ୍ଠାନ ନୃତ୍ୟଧାମ ପକ୍ଷରୁ ଜାତୀୟ ସ୍ତରୀୟ ସମସ୍ତ ଲବ୍ଧପ୍ରତିଷ୍ଠିତ ଓଡିଶୀ ନୃତ୍ୟ ଗୁରୁମାନଙ୍କୁ ନେଇ ଆଗାମୀ ଅଗଷ୍ଟ ୨୦ ଓ ୨୨ ତାରିଖ ଦିନ ରବୀନ୍ଦ୍ର ମଣ୍ଡପରେ ନୃତ୍ୟଧାମର ସପ୍ତମ ଶାସ୍ତ୍ରୀୟ ନୃତ୍ୟ ଓ ଗୁରୁନମନ […]
ଭୁବନେଶ୍ଵର: ଚଳିତ ବର୍ଷର ରାକ୍ଷୀ ପୂର୍ଣ୍ଣିମା ଆଜି ଅର୍ଥାତ ଅଗଷ୍ଟ ୧୯ ତାରିଖରେ ପାଳନ କରାଯାଉଛି। ସାଧାରଣତଃ ଶ୍ରାବଣ ପୂର୍ଣ୍ଣିମାକୁ ରାକ୍ଷୀ ପୂର୍ଣ୍ଣିମା ଭାବେ ପାଳନ କରାଯାଇଥାଏ। ଏକ ପରଂପରା ରହିଛି ଆଜି ଭାଇ ହାତରେ ଭଉଣି ରାକ୍ଷୀ ବନ୍ଧିଲେ ତାହାର […]
ମେଷ- ବ୍ୟବସାୟ ଆଶା କରାଯାଉଥିବା ସଫଳତା ହାସଲ କରିବାର ସମ୍ଭାବନା ଅଧିକ। ଆୟ ବୃଦ୍ଧି ପାଇବ। ମଜା ଏବଂ ମଜାଦାର ଧାରା ଦିନସାରା ଜାରି ରହିବ। ଆଜି ଆପଣ ଘର ସାଜସଜ୍ଜାରେ ନୂତନତା ଆଣିବେ । ଆଜି ଘର ସଜାଇବା ପାଇଁ […]
ନୁଆଦିଲ୍ଲୀ: ଚେନ୍ନାଇରେ ହୃଦଘାତ ଯୋଗୁଁ ଇଣ୍ଡିଆନ କୋଷ୍ଟଗାର୍ଡ ମୁଖ୍ୟ ରାକେଶ ପାଲଙ୍କର ମୃତ୍ୟୁ ଘଟିଛି। ଗୁରୁତର ଅବସ୍ଥାରେ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସହ ଏକ ନୂତନ କାର୍ଯ୍ୟକ୍ରମର ଉଦଘାଟନ ପାଇଁ ଏକ କାର୍ଯ୍ୟକ୍ରମରେ ଯୋଗ […]
ଭୁବନେଶ୍ୱର: ଅଖିଳ ଭାରତ କଂଗ୍ରେସ କମିଟି ଆହ୍ୱାନକ୍ରମେ ଦେଶବ୍ୟାପି ଇଡି ଅଫିସ (ପ୍ରବର୍ତନ ନିର୍ଦ୍ଦେଶାଳୟ) ସମ୍ମୁଖରେ ଆସନ୍ତା ୨୨ ତାରିଖ ଗୁରୁବାର ବିକ୍ଷୋଭ କାର୍ଯ୍ୟକ୍ରମ କରାଯିବ। ସେଥିପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଅଗଷ୍ଟ ୨୨ ତାରିଖ ଦିନ ଭୁବନେଶ୍ୱର […]
ଚିଲିକା (ସୀତାରାମ ଅଗ୍ରୱାଲ): ଅଟୋରୁ ଖସି ଜଣେ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସୂଚନା ମୁତାବକ ଆଜି ସକାଳେ ଖଲ୍ଲିକୋଟ ଥାନା ଅନ୍ତର୍ଗତ ଭିକାପଡା ଗ୍ରାମର ବିପ୍ର ପାହନଙ୍କ ସ୍ତ୍ରୀ ପିତା ପାହନ (୫୨) ବିଲ କାମ କରିବାକୁ ଅଟୋ ଯୋଗେ […]
ଭୁବନେଶ୍ଵର: ଗତକାଲି ଠାରୁ ୨ ଦିନ ଧରି ବିଧାନସଭା ତରଫରୁ ଓଡିଶା ବିଧାନସଭାର ନବ ନିର୍ବାଚିତ ବିଧାୟକ ଓ ବିଧାୟିକାମାନଙ୍କ ନିମନ୍ତେ “ଜ୍ଞାନସଂସ୍କାର କାର୍ଯ୍ୟକ୍ରମ” ଆୟୋଜିତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, […]
ଭୁବନେଶ୍ଵର: ଆଜି ରାଜ୍ୟର ୬ଟି ଜିଲ୍ଲାରେ ବଜ୍ରପାତ ଘଟି ୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା […]
ନୂଆଦିଲ୍ଲୀ: କେନ୍ଦ୍ର ସ୍ୱରାଷ୍ଟ୍ର ଓ ସମବାୟ ମନ୍ତ୍ରୀ ଅମିତ ଶାହ ଆଜି ଅହମ୍ମଦାବାଦରେ ସିଏଏ ଅଧୀନରେ ୧୮୮ ଜଣ ଶରଣାର୍ଥୀ ଭାଇ ଓ ଭଉଣୀଙ୍କୁ ନାଗରିକତ୍ୱ ପ୍ରମାଣପତ୍ର ପ୍ରଦାନ କରିଛନ୍ତି। ଏହି ଅବସରରେ ଗୁଜରାଟର ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲଙ୍କ ସମେତ ଅନେକ […]
ବାଣପୁର (ସୀତାରାମ ଅଗ୍ରୱାଲ): ଘରେ ପଶି ସୁନା ଅଳଙ୍କାର ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ ଖଣତ ଗ୍ରାମର ପ୍ରଭାତ ମହାରଣା ସନ୍ଧ୍ୟା ୭ ଘଟିକାରେ ଘରୁ ବଜାରକୁ ଯାଇଥିବା ସମୟରେ ସ୍ତ୍ରୀ ଶୁଭଶ୍ରୀ ମହାରଣା ରୋଷେଇ ଘରେ […]
ଭୁବନେଶ୍ବର: ଆସନ୍ତାକାଲି ସୋମବାର ୧୯ ତାରିଖରେ ପଡୁଛି ଶ୍ରାବଣ ପୂର୍ଣ୍ଣିମା। ଏହିଦିନକୁ ରାକ୍ଷୀ ପୂର୍ଣ୍ଣିମା ମଧ୍ୟ କୁହାଯାଏ। ଏହିଦିନ ଭାଇ ହାତରେ ଭଉଣୀ ରାକ୍ଷୀ ବାନ୍ଧିଥାଏ। ହେଲେ ଚଳିତ ବର୍ଷ ରାକ୍ଷୀ ପୂର୍ଣ୍ଣିମା ଦିନ ଭଦ୍ରା କାଳ ପଡୁଥିବାରୁ ରାକ୍ଷୀ ବାନ୍ଧିବା […]
ରେଢ଼ାଖୋଲ (କନ୍ଦର୍ପ ବେହେରା): ଦିନକୁ ଦିନ ନାକଟିଦେଉଳ ବନାଞ୍ଚଳରେ ହାତୀ ମୃତ୍ୟୁକୁ ନେଇ ବନ ବିଭାଗର ଚିନ୍ତାର କାରଣ ହୋଇଛି। ଗତକାଲି ରାତିରେ ନାକଟିଦେଉଳ ବନାଞ୍ଚଳ ଚରଡ଼ପଶି ନିକଟସ୍ଥ ବାବା ମଠ ନିକଟ ଜଙ୍ଗଲରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଏକ […]