ଆଜିର ଖବର

ଭୁବନେଶ୍ବର, ପୁରୀରୁ ପାରାଦୀପ ଏବଂ ଗୁଣୁପୁର ଅଭିମୁଖେ ସ୍ୱତନ୍ତ୍ର ଟ୍ରେନ୍ ଚଳାଇବା ଏବଂ ଭୁବନେଶ୍ୱର-କେନ୍ଦୁଝରଗଡ଼-ଭୁବନେଶ୍ୱର ସ୍ୱତନ୍ତ୍ର ଟ୍ରେନ୍କୁ ନିମ୍ନଲିଖିତ ଅନୁଯାୟୀ ଖୋର୍ଦ୍ଧା ରୋଡ ପର୍ଯ୍ୟନ୍ତ ସମ୍ପ୍ରସାରଣ କରିବାକୁ…

ନୂଆଦିଲ୍ଲୀ, ଆଜି ରାତିରେ ଆନ୍ଧ୍ରପ୍ରଦେଶର ଏକ ଡ୍ୟାମର କେତେକ ଅଂଶ ଭାଙ୍ଗିଯାଇଛି। ଫଳରେ ରାଜ୍ୟ ସରକାର ଜରୁରୀ ବନ୍ୟା ସତର୍କ ଜାରୀ କରିଛନ୍ତି। ଏହି ଡ୍ୟାମଟି ହେଉଛି…

ନୂଆଦିଲ୍ଲୀ: ରାହୁଲ ଗାନ୍ଧୀଙ୍କ ଟ୍ୱିଟର ଆକାଉଣ୍ଟକୁ ସାମୟିକ ଭାବେ ବାତିଲ କରାଯାଇଛି। ଏହାକୁ ପୁନଃ ସ୍ଥାପିତ କରିବା ପାଇଁ ଉପଯୁକ୍ତ ପଦ୍ଧତି ଅନୁସରଣ କରାଯାଉଛି। କିନ୍ତୁ ରାହୁଲ…

ଭୁବନେଶ୍ୱର: ‘ସାମାଜିକ ନ୍ୟାୟ ଦିବସ’ ପାଳନ ପରିପ୍ରେକ୍ଷୀରେ ରାଜ୍ୟରେ ପଛୁଆବର୍ଗଙ୍କ ନିମିତ୍ତ ଚାକିରୀ ଓ ନାମଲେଖା କ୍ଷେତ୍ରରେ ୨୭ ଭାଗ ସ୍ଥାନ ସଂରକ୍ଷଣ ଦାବିରେ ସମାଜବାଦୀ ପାର୍ଟି…

କନ୍ଦର୍ପ ବେହେରା ରେଢାଖୋଲ: ଆଜି ରେଢାଖୋଲ ସହରରେ ଜଣେ ବ୍ୟକ୍ତି ଅଚେତ ଅବସ୍ଥାରେ ପଡିଥିବା ବେଳେ ତାଙ୍କୁ ରେଢାଖୋଲର ଯୁବ ସାମ୍ବାଦିକ ଅନୀଲ କୁମାର ପୃଷ୍ଟି ଉଦ୍ଧାର…

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୩୩୪ ଆକ୍ରାନ୍ତଙ୍କ ମଧ୍ୟରୁ ୮୬ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ…

ନୂଆଦିଲ୍ଲୀ: ଆଥଲେଟିକ୍ସରେ ଭାରତର ପ୍ରଥମ ଅଲିମ୍ପିକ୍ ସ୍ୱର୍ଣ୍ଣ ପଦକ ଜିତିବା ପାଇଁ ହରିୟାଣା ସରକାର ନୀରଜ ଚୋପ୍ରାଙ୍କୁ ନଗଦ ପୁରସ୍କାର ଘୋଷଣା କରିଛନ୍ତି। ଅଲିମ୍ପିକ୍ସରେ ପୁରୁଷ ଜାଭେଲିନ୍…

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧ ହଜାର ୫୨୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା…

ଭୁବନେଶ୍ୱର: କୋଭିଡ ମହାମାରୀ ସମୟରେ ପ୍ରକୃତ କୋଭିଡ ଯୋଦ୍ଧା ଭାବେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ସମାଜ ପାଇଁ ଅତୁଳନୀୟ କାର୍ଯ୍ୟ କରିଥିବା ଦୃଷ୍ଟିରୁ କନଫେଡେରେସନ ଅଫ ଇଣ୍ଡିଆନ…

ନୂଆଦିଲ୍ଲୀ: ଭାରତର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ କେ.ଏଲ୍ ରାହୁଲ ଦୀର୍ଘ ଦୁଇ ବର୍ଷ ପରେ ଟେଷ୍ଟ କ୍ରିକେଟକୁ ଫେରିଛନ୍ତି। ଇଂଲଣ୍ଡ ବିରୋଧ ଇନିଂସରେ କେ.ଏଲ୍ ରାହୁଲ ୮୪ ରନର…

ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ବଡ଼ସିରେଇପୁର ଗ୍ରାମ ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି ପୋଲିସ। ଏ ନେଇ ଆଜି ମଧ୍ୟାହ୍ନରେ ବାଣପୁର ଥାନା…

ନୂଆଦିଲ୍ଲୀ: ଭାରତରେ ଜରୁରୀକାଳୀନ ବ୍ୟବହାର ପାଇଁ ଆଉ ଏକ ଟୀକାକୁ ଅନୁମତି ମିଳିଛି। ଜନସନ ଆଣ୍ଡ ଜନସନ ଟୀକାକୁ ଭାରତରେ ବ୍ୟବହାର ପାଇଁ କେନ୍ଦ୍ର ସରକାର ଅନୁମତି…

କନ୍ଦର୍ପ ବେହେରା ରେଢାଖୋଲ: ଆଜି ନାକଟିଦେଉଳ ଥାନା କୁଡାନାଳି ଗ୍ରାମରେ ଜନୈକା ନାବାଳିକା ପୋଖରୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ମୃତ୍ୟୁବରଣ କରିଥିବା ଖବର ହସ୍ତଗତ ହୋଇଛି।…

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୮ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୬…

କନ୍ଦର୍ପ ବେହେରା ରେଢାଖୋଲ: ନାକଟିଦେଉଳ ବ୍ଲକ୍ ର ସହକାରୀ ପୋଗ୍ରାମ ଅଧିକାରୀ ଭିଜିଲାନସ୍ ଜାଲରେ ଫସିଗଲେ। ଏହାକୁ ନେଇ ଅଂଚଳରେ ବେଶ୍ ଚାଂଚଲ୍ୟ ଖେଳିଯାଇଥିବା ବେଳେ ଏବେ…

ମୁମ୍ବାଇ: ଗୋଟିଏ ଅଜଣା ଫୋନ୍ କଲ ଆସିବା ପରେ ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ପୋଲିସ ନିୟନ୍ତ୍ରଣ କକ୍ଷରେ ଉତ୍ତେଜନା ପ୍ରକାଶ ପାଇଛି। ଫଳରେ ମୁମ୍ବାଇରେ ସୁରକ୍ଷାକୁ କଡାକଡି…

ନୂଆଦିଲ୍ଲୀ: ଏଲପିଜି ସଂଯୋଗ ପାଇବା ପୂର୍ବରୁ ଏକ କଷ୍ଟସାଧ୍ୟ କାର୍ଯ୍ୟ ଥିଲା କିନ୍ତୁ ବର୍ତ୍ତମାନ ଏହା ବହୁତ ସହଜ ହୋଇଯାଇଛି। ବର୍ତ୍ତମାନ ଗ୍ୟାସ କମ୍ପାନୀଗୁଡିକ ମଧ୍ୟ ଏଥିପାଇଁ…

ଭୁବନେଶ୍ବର, ଆମ ଟିଭି ପ୍ରସ୍ତୁତ ରାସେଶ୍ୱରୀ ଏଣ୍ଟରଟେନମେଣ୍ଟ ପ୍ରଯୋଜିତ ନୂଆ ଓଡ଼ିଆ ଗୀତ “ଜୀବନ ସାରା” ଆଜି ରେକର୍ଡିଙ୍ଗ ହୋଇ ଯାଇଛି। ଓଡ଼ିଶାର ସୁନାମଧନ୍ୟ ଗୀତିକାର ଦେବଦାସ…

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩୮ ହଜାର ୬୨୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୧୭ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ…