ଆଜିର ଖବର

ଭୁବନେଶ୍ବର: ଆଜି ରାଜ୍ୟରେ ୧ ହଜାର ୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା…

ଭୁବନେଶ୍ୱର, କେନ୍ଦ୍ର ସରକାର ପେଗାସସ୍ କେଳେଙ୍କାରୀରୁ ଦୃଷ୍ଟି ଏଡ଼ାଇବା ଲକ୍ଷ୍ୟରେ ରାଜୀବ ଗାନ୍ଧୀ ଖେଳରତ୍ନ ପୁରସ୍କାରର ପୁନଃନାମକରଣ ନିଷ୍ପତି ନେଇଛନ୍ତି ବୋଲି ପିସିସି ସଭାପତି ଶ୍ରୀ ନିରଞ୍ଜନ…

ନୂଆଦିଲ୍ଲୀ, ଜାତୀୟ ମହିଳା କମିଶନର ଭାବେ ରେଖା ଶର୍ମାଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯାଇଛି। ଆଜି କେନ୍ଦ୍ର ସରକାର ଏ ନେଇ ଏକ ଗେଜେଟ ନୋଟିଫିକେସନ ଜାରୀ କରିଛନ୍ତି।…

ଭୁବନେଶ୍ବର, ରଘୁନାଥପୁର ଠାରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି ନିକଟରେ ବିଷ୍ଣୁ ଦାଶ ଙ୍କ ପ୍ରତିମୁତ୍ତି ସ୍ଥାପନ କରାଯିବା ଓଡ଼ିଆ ଜାତି ପ୍ରତି ଘୋର ଅପମାନ। ସରକାରଙ୍କ…

ଭୁବନେଶ୍ବର, ହାଓଡ଼ା ଷ୍ଟେସନରେ ଟ୍ରାଫିକ ସମସ୍ୟାକୁ ଏଡାଇବା ପାଇଁ ଦକ୍ଷିଣ ପୂର୍ବ ରେଳପଥ ଡିସେମ୍ବର ୨୦୨୧ ର ପ୍ରଥମ ସପ୍ତାହରୁ ସମ୍ବଲପୁର-ହାଓଡ଼ା-ସମ୍ବଲପୁର ସାପ୍ତାହିକ ସ୍ପେଶାଲ ଟ୍ରେନ ପାଇଁ…

ଭୁବନେଶ୍ବର, ଆମ ଟିଭି ପ୍ରସ୍ତୁତ ରାସେଶ୍ୱରୀ ଏଣ୍ଟରଟେନମେଣ୍ଟ ପ୍ରଯୋଜିତ ନୂଆ ଓଡ଼ିଆ ଗୀତ “ସବୁକଥା ଶେଷରେ ତୋରି‌ ନାଁ ” କଟକସ୍ଥିତ ମିଲନ ଷ୍ଟୁଡିଓରେ ରେକର୍ଡିଂ ହୋଇଛି।…

ନୂଆଦିଲ୍ଲୀ, ଭାରତରେ ଗୋଟିଏ ଡୋଜ କରୋନା ଟୀକାର ଜରୁରୀ ବ୍ୟବହାର ପାଇଁ ଆବେଦନ କରିଛି ଜନସନ ଆଣ୍ଡ ଜନସନ କଂପାନୀ। ଏହି କଂପାନୀ କହିଛି ଯେ, ଜନସନ…

ନୁୂଆଦିଲ୍ଲୀ, କେନ୍ଦ୍ର ସରକାର ଦେଶରେ ଦିଆଯାଉଥିବା ଖେଳରତ୍ନ ପୁରସ୍କାରର ନାମ ପରିବର୍ତ୍ତନ କରିଛନ୍ତି। ଏ ନେଇ ପ୍ରଧାନମନ୍ତ୍ରୀ ଟୁଇଟି କରି ଅବଗତ କରାଇଛନ୍ତି। ଭାରତର ଖେଳାଳୀଙ୍କୁ ରାଜୀବ…

ଭୁବନେଶ୍ୱର, ଆସନ୍ତା ଅଗଷ୍ଟ ୧୬ ତାରିଖରୁ କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲିବ । ଏ ନେଇ ଆଜି ଉଚ୍ଚଶିକ୍ଷା ବିଭାଗ ତରଫରୁ ସୂଚନା ଦିଆଯାଇଛି। ଏଥିରେ ପିଜି…

ଭୁବନେଶ୍ବର, ଓଡିଶାରେ ବର୍ତ୍ତମାନ କରୋନା ସଂକ୍ରାମଣ ସଂଖ୍ୟା ଧିରେ ଧିରେ ହ୍ରାସ ପାଇବାରେ ଲାଗିଛି। ପ୍ରଥମେ ପ୍ରତ୍ୟେକ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଥିଲା। ହେଲେ ଧିରେ…

ଭୁବନେଶ୍ବର, ଆଜିର ସରକାରୀ ତଥ୍ୟ ଅନୁସାରେ କରୋନାରେ ମୋଟ ୬୬ ଜଣଙ୍କର ମୃତ୍ୟୁ ହୋଇଛି। ଫଳରେ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୬, ୩୦୨ କୁ ବୃଦ୍ଧି…

ଭୁବନେଶ୍ୱର, ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଇବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ତଥ୍ୟ ଅନୁସାରେ ଗତ ୨୪…

ସୀତାରାମ ଅଗ୍ରୱାଲ ବାଣପୁର: ଦିନ ଦ୍ୱିପହରରେ ରାସ୍ତା ମଝିରେ ବନ୍ଧୁକ ମୁନରେ ଲୁଟ୍ ହୋଇଛି। ଲୁଟ୍ ର ଶିକାର ହୋଇଛନ୍ତି ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ…

ନୂଆଦିଲ୍ଲୀ: ଖରାପ ଆଲୋକ ଏବଂ ପରେ ବର୍ଷା ଯୋଗୁଁ ଭାରତ-ଇଂଲଣ୍ଡ ମଧ୍ୟରେ ହେଉଥିବା ପ୍ରଥମ ଟେଷ୍ଟର ଦ୍ଵିତୀୟ ଦିନ ଖେଳ ବନ୍ଦ ରଖାଯାଇଛି। ରୋହିତ ଶର୍ମା ଏବଂ…

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧ ହଜାର ୬୫୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା…

ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ବଡସିରେଇପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଧାରୁଆ ଅସ୍ତ୍ରରେ ଜଣେ ଯୁବକଙ୍କୁ ଆକ୍ରମଣ ହୋଇଥିବା…

ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ସାନସିରେଇପୁର ବିଟ ହାଉସ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଯେଉଁଥିରେ ଦୁଇ ଜଣ…

ନୂଆଦିଲ୍ଲୀ: ପେଗାସସ୍ ଗୁପ୍ତଚର ମାମଲାର ନିରପେକ୍ଷ ଯାଞ୍ଚ ପାଇଁ ୯ ଟି ଆବେଦନ ଆଜି ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଇଣ୍ଡିଆର ଏଡିଟର୍ସ ଗିଲ୍ଡ ଏବଂ ବରିଷ୍ଠ ସାମ୍ବାଦିକ…

ନୂଆଦିଲ୍ଲୀ: ତୈଳ ଦର ବୃଦ୍ଧି ଏବଂ ପେଗାସସ୍ ଗୁପ୍ତଚର ବିରୋଧରେ ଭାରତୀୟ ଯୁବ କଂଗ୍ରେସ ଆଜି ବିରୋଧ ପ୍ରଦର୍ଶନ କରିଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ…