ନୂଆଦିଲ୍ଲୀ, ପ୍ରାୟତଃ ଜ୍ୟୋତିଷ ଶାସ୍ତ୍ର ଦ୍ୱାରା ଭବିଷ୍ୟତ ଜାଣିବା ପାଇଁ ଚେଷ୍ଠା କରିଥାନ୍ତି। ସାଧାରଣତଃ ଲୋକମାନେ ସେମାନଙ୍କର ଭବିଷ୍ୟତ ବିଷୟରେ ଜାଣିବାକୁ ବହୁତ ଆଗ୍ରହୀ ଅଟନ୍ତି। ଏପରିକି ସେମାନେ ବିଭିନ୍ନ ପ୍ରକାରର ପ୍ରତିକାର ମଧ୍ୟ କରିଥାନ୍ତି। କିନ୍ତୁ ଆପଣ ଜାଣନ୍ତି କି ଆପଣଙ୍କର […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ପୁଣେ ମେଟ୍ରୋ ଫେଜ୍ -୧ ପ୍ରକଳ୍ପର ବର୍ତ୍ତମାନର ପିସିଏମସି-ସ୍ବରଗେଟ୍ ମେଟ୍ରୋ ଲାଇନର ସ୍ୱରଗେଟରୁ କାଟରାଜ ଭୂତଳ ଲାଇନ ସମ୍ପ୍ରସାରଣକୁ ଆଜି ଅନୁମୋଦନ ମିଳିଛି। ଏହି ନୂତନ ସମ୍ପ୍ରସାରଣ ଲାଇନ୍-ଏଲ୍ ବି ସମ୍ପ୍ରସାରଣ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ପଶ୍ଚିମବଙ୍ଗର ସିଲିଗୁଡିସ୍ଥିତ ବାଗଡୋଗ୍ରାମ ବିମାନବନ୍ଦରରେ ୧୫୪୯ କୋଟି ଟଙ୍କା ବ୍ୟୟ ଅଟକଳରେ ନ୍ୟୁ ସିଭିଲ ଏନକ୍ଲେଭ୍ ର ବିକାଶ ପାଇଁ ଭାରତୀୟ ବିମାନବନ୍ଦର ପ୍ରାଧିକରଣ (ଏଏଆଇ)ର […]
ଜୀବନଶୈଳୀ: ରାଶି ଏବଂ ଗ୍ରହମାନଙ୍କୁ ଦେଖିଲେ ଜ୍ୟୋତିଷ ଶାସ୍ତ୍ରରେ ବ୍ୟକ୍ତିର ଭବିଷ୍ୟତ ଏବଂ ପ୍ରକୃତି ବିଷୟରେ କୁହାଯାଏ। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ରାଶିଫଳକୁ ଦେଖି ଜଣେ ବ୍ୟକ୍ତିର ତ୍ରୁଟି ଏବଂ ରୋଗ ମଧ୍ୟ ସହଜରେ ଚିହ୍ନଟ ହୋଇପାରିବ। ଏଥିରେ କୁହାଯାଇଛି ଯେ ଜଣେ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ଆଜି ମହାରାଷ୍ଟ୍ରର ଥାନେ ଇଣ୍ଟିଗ୍ରାଲ ରିଙ୍ଗ ମେଟ୍ରୋ ରେଳ ପ୍ରକଳ୍ପ କରିଡରକୁ ଅନୁମୋଦନ ଦେଇଛି। ୨୯ କିଲୋମିଟର ବିଶିଷ୍ଟ ଏହି କରିଡର ଥାନେ ସହରର ପଶ୍ଚିମ ପାର୍ଶ୍ୱରେ ୨୨ଟି ଷ୍ଟେସନ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଦିନ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ଠାରୁ ଟେଲିଫୋନ୍ କଲ୍ ପାଇଥିଲେ। ଭାରତର ୭୮ ତମ ସ୍ୱାଧୀନତା ଦିବସ ପାଇଁ ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ତାଙ୍କର ଶୁଭେଚ୍ଛା ଜଣାଇଛନ୍ତି। ଦୁଇ ନେତା ପଶ୍ଚିମ ଏସିଆର ସ୍ଥିତି ଉପରେ ଆଲୋଚନା […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବହୁ ପ୍ରତିକ୍ଷିତ ବ୍ରହ୍ମପୁର ପ୍ରେସ୍ କ୍ଳବ୍ ନିର୍ବାଚନ ସମାପ୍ତ ହୋଇଛି ଓ ସଦ୍ୟ ସମାପ୍ତ ନିର୍ବାଚନରେ ସଭାପତି ଭାବେ ଅଶୋକ କୁମାର ବ୍ରହ୍ମା, ଉପସଭାପତି ଭାବେ ଅଭୟ କୁମାର ପାଢୀ, ସମ୍ପାଦକ ଭାବେ ପ୍ରହଲ୍ଲାଦ ସାହୁ, […]
ଭୁବନେଶ୍ବର: ଭୁବନେଶ୍ୱର ମହାନିଗର ନିଗମର କର୍ପୋରେଟର୍ ତଥା ବିଜେଡି ନେତ୍ରୀ ଶ୍ରୀମତୀ ବନ୍ଦିତା ପାଲ ନିଜ ଜସମର୍ଥକଙ୍କ ଗହଣରେ ଆନୁଷ୍ଠାନିକ ଭାବେ ଭାରତୀୟ ଜନତା ପାର୍ଟିରେ ସାମିଲ ହୋଇଛନ୍ତି। ଏଥିସହିତ ରାୟଗଡା ଜିଲ୍ଲା ବିଜେଡିର ବରିଷ୍ଠ ସଂଗଠକ ଶ୍ରୀ ୟାଲା ଭେଙ୍କେଟେଶ୍ୱର […]
ଭୁବନେଶ୍ୱର: ଭାରତୀୟ ତୈଳ ନିଗମର ନିର୍ଦ୍ଦେଶକ (ଯୋଜନା ଓ ବାଣିଜ୍ୟ ବିକାଶ) ସୁଜୟ ଚୌଧୁରୀ ଶୁକ୍ରବାର ସନ୍ଧ୍ୟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ଶ୍ରୀ ଚୌଧୁରୀ ମୁଖ୍ୟମନ୍ତ୍ରୀଙ୍କୁ ନିଗମ ପକ୍ଷରୁ […]
ପୁରୀ: ବିଶ୍ବ ପ୍ରସିଦ୍ଧ କୋଣାର୍କ ମନ୍ଦିର ନିକଟରେ ଥିବା କୋଣାର୍କ ନାଟ୍ୟ ମଣ୍ଡପରେ ଗତ ଗୁରୁବାର ସଂଧ୍ୟାରୁ ଆରମ୍ଭ ହୋଇଛି ଚାରିଦିନିଆ ଝୁଲଣ ଉତ୍ସବ। ଏହି ଉତ୍ସବର ପ୍ରଥମ ସଂଧ୍ୟାରେ ଓଡିଶୀ ନୃତ୍ୟ ପରିବେଷଣ କରିଥିଲେ ନୃତ୍ୟଶିଳ୍ପୀ ଭୁବନେଶ୍ବରର ଶୁଭଲକ୍ଷ୍ମୀ ନନ୍ଦୀ। […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ବାଙ୍ଗାଲୋର ମେଟ୍ରୋ ରେଳ ପ୍ରକଳ୍ପର ତୃତୀୟ ପର୍ଯ୍ୟାୟକୁ ଅନୁମୋଦନ ମିଳିଛି, ଯେଉଁଥିରେ ୩୧ଟି ଷ୍ଟେସନ ସହିତ ୪୪.୬୫ କିଲୋମିଟର ଦୀର୍ଘ ଦୁଇଟି ଏଲିଭେଟେଡ୍ କରିଡର ରହିଛି। କରିଡର -୨ […]
ମେଷ ରାଶି- ଏହି ରାଶିର ବ୍ୟକ୍ତିମାନେ ସମ୍ପତ୍ତି ସହିତ ଜଡିତ କୈଣସି ବଡ଼ ଲାଭ ପାଇପାରିବେ। ସମ୍ପତ୍ତି କାର୍ଯ୍ୟରେ ନିରନ୍ତର ସଫଳତା ହାସଲ ହେବ । ଭାଗ୍ୟ ଆପଣଙ୍କୁ ସମର୍ଥନ କରିବ । ଆପଣ ଲଗାଇଥିବା ପ୍ରୟାସ ଏହାର ସଠିକ୍ ଫଳାଫଳ ପାଇବ […]
ଭୁବନେଶ୍ବର: ଆଜି ଅପରାହ୍ନରେ ଓଡିଶା ପୋଲିସ ଡିଜି ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି ଯୋଗେସ ବାହାଦୂର ଖୁରାନିଆ। ଆଜି କଟକସ୍ଥିତ ପୋଲିସ ମୁଖ୍ୟ କାର୍ଯ୍ୟାଳୟରେ ସେ ଏହି ଦାୟିତ୍ବ ଗ୍ରହଣ କରିଛନ୍ତି। ବର୍ତ୍ତମାନ କାମଚଳା ଡିଜି ଥିବା ଅରୁଣ ଷଡଙ୍ଗୀଙ୍କଠାରୁ ସେ […]
ଭୁବନେଶ୍ୱର: ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ ବିଭାଗ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ନିକଟରେ ଚାରି ଦିନିଆ ଦିଲ୍ଲୀ ଗସ୍ତର ଶେଷ ଦିନରେ କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଯୋଗାଣ ଓ ସାଧାରଣ ବଣ୍ଟନ, […]
ନୂଆଦିଲ୍ଲୀ: ଇଶାନ କିଶନ ଏକ ବିସ୍ଫୋରକ ପାଳି ସହ ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେ ବୁଚି ବାବୁ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟରେ ଝାଡ଼ଖଣ୍ଡ ପାଇଁ ଖେଳୁଛନ୍ତି। ଇଶାନ ମଧ୍ୟପ୍ରଦେଶ ବିପକ୍ଷରେ ଅଧିନାୟକ ଇନିଂସ ଖେଳିଛନ୍ତି। ସେ 107 ବଲ ସମ୍ମୁଖୀନ ହୋଇ 114 ରନ […]
ନୂଆଦିଲ୍ଲୀ: ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ) ଆଜି ସକାଳ ୯ଟା ୧୭ ମିନିଟ୍ ସମୟରେ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ମହାକାଶ କେନ୍ଦ୍ରରୁ ଲଘୁ ଉପଗ୍ରହ ଉତକ୍ଷେପଣ ଯାନ (ଏସ୍ଏସ୍ଏଲ୍ଭି)-ଡି-୩ ଜରିଆରେ ନବୀନତମ ପୃଥିବୀ ଅବଲୋକନ ଉପଗ୍ରହ ‘ଇଓଏଲ୍-୦୮’କୁ ଉତ୍କ୍ଷେପଣ […]
ଭୁବନେଶ୍ୱର: ରାଷ୍ଟ୍ରଭକ୍ତିର ଅଫୁରନ୍ତ ମହକରେ ଏମ୍ସ ଭୁବନେଶ୍ୱରରେ ପାଳିତ ହୋଇଛି ୭୮ତମ ସ୍ୱାଧୀନତା ଦିବସ। ଏହି ଜାତୀୟ ପ୍ରତିଷ୍ଠାନର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ବାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ଡ. […]
ନୂଆଦିଲ୍ଲୀ: ୨୦୨୨ ବର୍ଷ ପାଇଁ ଆଜି ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିଜେତାଙ୍କ ନାମ ଘୋଷଣା କରାଯାଇଛି। ଘୋଷଣା ପୂର୍ବରୁ ଚଳଚ୍ଚିତ୍ର ପୁରସ୍କାରର ବିଚାରକ ମଣ୍ଡଳୀ ଆଜି ରେଳ, ସୂଚନା ଓ ପ୍ରସାରଣ ଏବଂ ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀଙ୍କୁ ପୁରସ୍କାର […]
ଭୁବନେଶ୍ବର: ଶେଷରେ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ପ୍ରଦାନ କରିଛନ୍ତି ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ। ସେ ଏକ ମେଲ ଜରୀଆରେ ଏଆଇସିସି ସଭାପତିଙ୍କୁ ତାଙ୍କର ଇସ୍ତଫା ପତ୍ର ପଠାଇଦେଇଛନ୍ତି। ସେ ସମୀକ୍ଷାକୁ କହିଛନ୍ତି ଯେ, ମୋତେ […]
ବାଲୁଗାଁ (ସୀତାରାମ ଅଗ୍ରୱାଲ): ଆଜି ବଧୁ ହତ୍ୟା ମାମଲାରେ ଶାଶୁ ଶଶୁରକୁ ଗିରଫ କରିଛି ବାଲୁଗାଁ ପୋଲିସ।ଖବର ମୁତାବକ ଚଳିତ ମାସ ୧୩ ତାରିଖରେ ବାଲୁଗାଁ ଥାନା ଅନ୍ତର୍ଗତ ଧୂଆଁଳ ଗ୍ରାମରେ ବଧୁ ହତ୍ୟା ନେଇ ମୃତକଙ୍କ ବାପା ଥାନାରେ ଅଭିଯୋଗ […]
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଉତ୍ସାହର ସହ ୭୮ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଶ୍ୱବିଦ୍ୟାଳୟର ଉପକୁଳପତି ପ୍ରଫେସର ଶିତିକଣ୍ଠ ମିଶ୍ର ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସୋଆର ଛାତ୍ରଛାତ୍ରୀ, ଏନ୍ଏସ୍ଏସ୍ ସ୍ୱେଚ୍ଛାସେବୀ ଏବଂ ସିକ୍ୟୁରିଟି ସୁରକ୍ଷା […]