ଆଜିର ଖବର

ନୂଆଦିଲ୍ଲୀ, ଆଜି କେନ୍ଦ୍ର ମନ୍ତ୍ରୀ ମଣ୍ଡଳରେ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ସାଂସଦ ଅଶ୍ବିନୀ ବୈଷ୍ଣବ। ଆଜି 12 ଜଣ କ୍ୟାବିନେଟ ମନ୍ତ୍ରୀ ଭାବେ…

ନୂଆଦିଲ୍ଲୀ, ଶେଷରେ ମୋଦି ମନ୍ତ୍ରୀମଣ୍ଡଳର ବରିଷ୍ଠ ଦୁଇ ମନ୍ତ୍ରୀ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ହେଲେ ଆଇଟି ମନ୍ତ୍ରୀ ରବିଶଙ୍କର ପ୍ରସାଦ ଏବଂ ସୂଚନା ଓ…

ନୂଆଦିଲ୍ଲୀ, ଓଡିଶାରୁ ରାଜ୍ୟସଭାକୁ ଯାଇଥିବା ଅଶ୍ବିନୀ ବୈଷ୍ଣବ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେବେ। ତାଙ୍କ ସହିତ ମୋଟ 12 ଜଣ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ…

ନୂଆଦିଲ୍ଲୀ, ମନ୍ତ୍ରୀ ମଣ୍ଡଳ ଅଦଳବଦଳ ତଥା ସଂପ୍ରସାରଣ ପୂର୍ବରୁ କେତେକ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି। ବର୍ତ୍ତମାନ ସୁଦ୍ଧା କେନ୍ଦ୍ରମନ୍ତ୍ରୀ ମଣ୍ଡଳରୁ 11 ଜଣ ମନ୍ତ୍ର ତାଙ୍କ ପଦରୁ…

ଭୁବନେଶ୍ବର, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ମନ୍ତ୍ରୀ ମଣ୍ଡଳ ଅଦଳବଦଳ କରୁଥିବା କେତେକ ମନ୍ତ୍ରୀଙ୍କୁ ଇସ୍ତଫା ଦେବା ପାଇଁ କୁହାଯାଇଛି। ମୁଖ୍ୟତଃ ଯେଉଁମାନେ ସେମାନଙ୍କ ବିଭାଗରେ ଦକ୍ଷତା…

ନୂଆଦିଲ୍ଲୀ, ସ୍ବାସ୍ଥ୍ୟ ପିରବାର କଲ୍ୟାଣ ଏବଂ ବିଜ୍ଞାନ ଓ କାରୀଗର ବିଭାଗର ମନ୍ତ୍ରୀ ଡ ହର୍ଷବର୍ଦ୍ଧନ ତାଙ୍କ ମନ୍ତ୍ରୀପଦରୁ ଇସ୍ତଫା ଦେଇଛନ୍ତି। ତେବେ ସେ ମନ୍ତ୍ରୀ ମଣ୍ଡଳରେ…

ନୂଆଦିଲ୍ଲୀ, ଆଜି ଅପରାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ମନ୍ତ୍ରୀମଣ୍ଡଳର ସଂପ୍ରସାରଣ ତଥା ଅଦଳବଦଳ କରୁଛନ୍ତି। ଏହି ମନ୍ତ୍ରୀମଣ୍ଡଳର ରୂପରେଖ କିପରି ହେବ ସେ ନେଇ ଚାଲିଛି…

ନୂଆଦିଲ୍ଲୀ, ବର୍ତ୍ତମାନ କେନ୍ଦ୍ରମନ୍ତ୍ରୀ ମଣ୍ଡଳର ଅଦଳବଦଳ ପକ୍ରିୟା ଆରମ୍ଭ ହୋଇଯାଇଛି। ଯେଉଁମାନେ ନୂଆକରି ମନ୍ତ୍ରୀ ମଣ୍ଡଳରେ ସାମିଲ ହେବେ ସେମାନେ ବର୍ତ୍ତମାନ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଏକଜୁଟ ହେବାରେ…

ନୂଆଦିଲ୍ଲୀ, ଆଜି ଅପରାହ୍ନରେ ପ୍ରଧାନମନ୍ତ୍ରୀ ମନ୍ତ୍ରୀମଣ୍ଡଳର ସଂପ୍ରସାରଣ ତଥା ଅଦଳବଦଳ କରିବେ। ସେ ନେଇ ସମସ୍ତ ପ୍ରକାରର ପ୍ରସ୍ତୁତି ଶେଷ ହୋଇଛି। ତାଲିକ ମଧ୍ୟ ପ୍ରସ୍ତୁତି ସରିଛି।…

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୩ ହଜାର ୭୩୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୯୩୦ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ…

ସୀତାରାମ ଅଗ୍ରୱାଲ ବାଣପୁର: ଜଣେ ୮୩ ବର୍ଷୀୟ ବୃଦ୍ଧଙ୍କୁ ଅକ୍ଷତ ଏବଂ ଜୀବନ୍ତ ଅବସ୍ଥାରେ ଗଭୀର କୂପରୁ ଉଦ୍ଧାର କରି ପ୍ରଶଂସା ସାଉଁଟିଛି ଅଗ୍ନିଶମ ବିଭାଗ। ଏପରି…

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୫୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୫୧ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୩୫୭…

ଭୁବନେଶ୍ବର: ଆଜି ରାଜ୍ୟରେ ୨ ହଜାର ୬୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା…

ମେଷ- ଦୈନ୍ୟନ୍ଦିନ କାର୍ଯ୍ୟଗୁଡିକ କିଛି ବିପଦ ବହନ କରିପାରେ । ଚାକିରିରେ ସମସ୍ୟା ହୋଇପାରେ। ଯଦି ଆପଣ ଜିଦି କରନ୍ତି ତେବେ, କାହା ସହିତ ବିବାଦ ହେବାର…

ଭୁବନେଶ୍ୱର, ରାଜ୍ୟ ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗ ତରଫରୁ ରାଜ୍ୟର ବିଭିନ୍ନ ହସ୍ତଶିଳ୍ପ କଳାର ଭୌଗୋଳିକ ସୂଚକାଙ୍କ(ଜିଓଗ୍ରାଫିକାଲ୍‌ ଇଣ୍ଡିକେସନ୍‌) ପଂଜୀକରଣ ନିମନ୍ତେ ପଦକ୍ଷେପ ନିଆଯାଇଛି ।…

ଭୁବନେଶ୍ବର, ତୈଳ ଦର ଏବଂ ଅତ୍ୟାବଶ୍ୟକ ସାମଗ୍ରୀର ଦରବୃଦ୍ଧି ଓ ଉଭୟ ସରକାରଙ୍କ କୃଷକ ମାରଣ ନୀତି କୁ ବିରୋଧ କରି ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି…

ନୂଆଦିଲ୍ଲୀ, ଶେଷରେ ଜେଇଇ ମେନ ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି। କେନ୍ଦ୍ର ସରକାର ଶିକ୍ଷା ବିଭାଗର ଘୋଷଣା ଅନୁସାରେ ଜୁଲାଇ ୨୦ରୁ ଆରମ୍ଭ ହେବ ଚଳିତ…

ଭୁବନେଶ୍ୱର,  ଆଜି ସ୍ଥାନୀୟ ଲୋକସେବା ଭବନରେ ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଭାଗ ସମୀକ୍ଷା ବୈଠକ ମନ୍ତ୍ରୀ ଶ୍ରୀ ତୁଶାରକାନ୍ତି ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।…

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୩ ହଜାର ୨୫୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।…

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୩୧୭ ଆକ୍ରାନ୍ତଙ୍କ ମଧ୍ୟରୁ ୭୪ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ…

କଲିକତା: ପଶ୍ଚିମବଙ୍ଗରେ ବିଧାନ ପରିଷଦର ଗଠନ ପାଇଁ ମଞ୍ଜୁରୀ ମିଳିଛି। ଆଜି ପଶ୍ଚିମବଙ୍ଗ ବିଧାନସଭାରେ ସମ୍ବିଧାନ ଧାରା ୧୬୯ ଜରିଆରେ ରାଜ୍ୟରେ ବିଧାନ ପରିଷଦର ଗଠନକୁ ନେଇ…