ଆଜିର ଖବର

ଖୋର୍ଦ୍ଧା: ନାବାଳିକା ଅପହରଣ ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ପୋଲିସ ଅଟକ ରଖିଛି। ଏହାସହ ସମ୍ପୃକ୍ତ ନାବାଳିକାଙ୍କୁ ପୋଲିସ ଉଦ୍ଧାର କରିଛି। ସୂଚନା ଅନୁଯାୟୀ, ଖୋର୍ଦ୍ଧା ଜିଲ୍ଲା ଜଂକିଆ…

ସୀତାରାମ ଅଗ୍ରୱାଲ ଟାଙ୍ଗୀ: କୂଅରେ ବୁଡି ଜଣେ ୬ ବର୍ଷ ଶିଶୁ କନ୍ୟାର ମୃତ୍ୟୁ ହୋଇଯାଇଛି। ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଯାଇଛି।…

ଭୁବନେଶ୍ବର: ଧାବିକା ଦୂତୀ ଚାନ୍ଦ ୧୦୦ ମିଟର ଦୌଡରେ ନୂଆ ଜାତୀୟ ରେକର୍ଡ ପ୍ରତିଷ୍ଠା କରିଛନ୍ତି। ଦୂତୀ ୧୦୦ ମିଟର ଦୌଡକୁ ମାତ୍ର ୧୧.୧୭ ସେକେଣ୍ଡରେ ଅତିକ୍ରମ…

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୨୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୨୪୬ ଆକ୍ରାନ୍ତଙ୍କ ମଧ୍ୟରୁ ୩୫ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ…

ସୀତାରାମ ଅଗ୍ରୱାଲ ବାଣପୁର: ଗତ ଫେବୃଆରୀ ମାସରେ ବାଣପୁର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ସାମ୍ନାରୁ ଏକ ବାଇକ ଡ଼ିକିରୁ ୨ ଲକ୍ଷ ଟଙ୍କା ଚୋରି ଘଟଣାର ପର୍ଦ୍ଦାଫାଶ…

ନୂଆଦିଲ୍ଲୀ: କରୋନା ସଂକ୍ରମଣକୁ ରୋକିବା ପାଇଁ ଆଜିଠାରୁ ସାରା ଦେଶରେ ଟୀକାକରଣ ପ୍ରକ୍ରିୟାର ଗତିକୁ ଦ୍ରୁତ କରାଯାଇଛି। ଆଜିଠାରୁ ଦେଶର ସମସ୍ତ ନାଗରିକଙ୍କ ପାଇଁ ମୁକ୍ତରେ ଟୀକା…

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୪ ହଜାର ୫୮୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।…

ଭୁବନେଶ୍ବର: ସାରା ରାଜ୍ୟରେ ଟୀକାକରଣ ପ୍ରକ୍ରିୟାକୁ ଆଜିଠାରୁ ଜୋର ଦିଆଯାଇଛି। ଏଥର ପ୍ରତ୍ୟେକ ଦିନ ୩ ଲକ୍ଷ ଟୀକା ଦେବା ପାଇଁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି।…

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ନୋଏଡାରେ ଏକ ଧର୍ମାନ୍ତରଣ କରୁଥିବା ରାକେଟକୁ ପୋଲିସ ପର୍ଦ୍ଦାଫାଶ କରିଛି। ଏହି ଘଟଣାରେ ଦୁଇ ଧର୍ମଗୁରୁଙ୍କୁ ଉତ୍ତରପ୍ରଦେଶ ଏଟିଏସ ଗିରଫ କରିଛି। ଏହି ରାକେଟ…

ନୂଆଦିଲ୍ଲୀ: ସମଗ୍ର ବିଶ୍ଵରେ ଆଜି ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ ପାଳନ କରାଯାଉଛି। କରୋନା ଗାଇଡଲାଇନ ଅନୁସାରେ ଯୋଗ ଦିବସ କାର୍ଯ୍ୟକ୍ରମଗୁଡିକୁ ଆୟୋଜନ କରାଯାଉଛି। ଏହାଭିତରେ କଂଗ୍ରେସ ନେତା…

ନୂଆଦିଲ୍ଲୀ: ଆଜି ହେଉଛି ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ। ସପ୍ତମ ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏମୟୋଗା ଆପ ଲଞ୍ଚ କରିଛନ୍ତି। ଏହି ଆପକୁ…

ଶ୍ରୀନଗର: ଜମ୍ମୁ-କାଶ୍ମୀରର ବରମୁଳା ଜିଲ୍ଲା ଅନ୍ତର୍ଗତ ସୋପୋର ଅଞ୍ଚଳରେ ସୁରକ୍ଷାବାହିନୀଙ୍କୁ ବଡ ସଫଳତା ମିଳିଛି। ଗତକାଲି ରାତିରେ ସୁରକ୍ଷାକର୍ମୀ ଆଉ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଯେଉଁଥିରେ…

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୫୩ ହଜାର ୨୫୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧ ହଜାର ୪୨୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା…

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪୩ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୩୬୩୨…

ଭୁବନେଶ୍ବର: ଆଜି ରାଜ୍ୟରେ ୩ ହଜାର ୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା…

ନୂଆଦିଲ୍ଲୀ, ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ବିଭିନ୍ନ ପଶୁପକ୍ଷୀମାନଙ୍କ ଠାରୁ ମଧ୍ୟ କିଛି ଶିକ୍ଷାଲାଭ କରିବାର ଆବଶ୍ୟକତା ରହିଛି। ସେଥିରେ ସେ କୁକୁଡାଠାରୁ କିପରି ଚାରୋଟି…

ମେଷ: – ଆଜି ଏହି ରାଶିର ବ୍ୟକ୍ତି ଝଗଡାଠାରୁ ଦୂରେଇ ରହିବା ଉଚିତ୍। ପରିସ୍ଥିତି ଅନୁଯାୟୀ କାର୍ଯ୍ୟ କରନ୍ତୁ । ବ୍ୟବସାୟ ଏବଂ ଚାକିରିରେ ସବୁକିଛି ଆପଣଙ୍କ…

କନ୍ୟା: – ଆଜି ଏହି ରାଶିର ବ୍ୟକ୍ତି ଭାଗ୍ୟର ସମର୍ଥନ ପାଇବେ। ନିବେଶ ପାଇଁ ସମୟ ଭଲ, ସେଠାରୁ ଲାଭ ହୋଇପାରେ । କାର୍ଯ୍ୟ ଚାପ ଅତ୍ୟଧିକ…

ତୂଳା: – ଆଜି, ଶାନ୍ତ ଭାବରେ ବସନ୍ତୁ। ଚିନ୍ତା କର ଏବଂ କେଉଁ ପରିବର୍ତ୍ତନ ଆଣିବାକୁ ହେବ ତାହା ବିଚାର କର । ବ୍ୟବସାୟ ଏବଂ ଚାକିରିରେ…