ଭୁବନେଶ୍ବର: ପୂର୍ବତନ ବିଧାୟକ ସୁରେନ୍ଦ୍ର ନାଥ ମିଶ୍ର ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି। ବେଗୁନିଆ-ବୋଲଗଡ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକଙ୍କ ପରଲୋକ ହୋଇଯାଇଛି। ଭୁବନେଶ୍ବରର ଏକ ହସ୍ପିଟାଲରେ…
ଆଜିର ଖବର
କାଠମାଣ୍ଡୁ: ନେପାଳର ପ୍ରଧାନମନ୍ତ୍ରୀ କେ.ପି ଶର୍ମା ଓଲି ନିଜ ଦଳରୁ ତଡା ଖାଇଛନ୍ତି। ନେପାଳରକମ୍ୟୁନିଷ୍ଟ ଦଳ ତାଙ୍କୁ ବହିଷ୍କାର କରିଛି। କେନ୍ଦ୍ରୀୟ କମିଟି ବୈଠକରେ ଓଲିଙ୍କ ବହିଷ୍କାର…
ଭୁବନେଶ୍ୱର: ପରଜଙ୍ଗ ନିର୍ବାଚନ ମଣ୍ଡଳୀର କଂଗ୍ରେସ ନେତ୍ରୀ ଯଶସ୍ୱନୀ ରାଉତ ଏବଂ ତାଙ୍କ ସମର୍ଥକମାନେ ବିଜେପିରେ ସାମିଲ ହୋଇଛନ୍ତି। ଶ୍ରୀମତୀ ରାଉତ ୨୦୧୯ ସାଧାରଣ ନିର୍ବାଚନରେ ପରଜଙ୍ଗ ନିର୍ବାଚନ…
ତାଇପେଇ: ଆଜି ତାଇୱାନ ସୀମା ନିକଟକୁ ଚୀନର ଯୁଦ୍ଧ ବିମାନ ପହଞ୍ଚିଥିଲା। ଏହାସହିତ ସେଠାରେ କିଛି ପରମାଣୁ ବୋମା ପ୍ରୟୋଗ କରିବାରେ ଚୀନ ସକ୍ଷମ ହୋଇଥିଲା। ଏନେଇ…
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଜାତୀୟ କନ୍ୟା ଦିବସ ଅବସରରେ ବ୍ରହ୍ମପୁର ଠାରେ ଶିକ୍ଷାବିତ୍ ତଥା ସାଂସଦ ପ୍ରଫେସର ଅଚ୍ୟୁତ ସାମନ୍ତଙ୍କ ଦ୍ୱାରା ପ୍ରତିଷ୍ଠିତ କଳିଙ୍ଗ ଇନିଷ୍ଟିଚ୍ୟୁଟ୍…
ନୂଆଦିଲ୍ଲୀ: କୃଷକମାନଙ୍କ ଟ୍ରାକ୍ଟର ରାଲିକୁ ମିଳିଲା ମଞ୍ଜୁରୀ। ଆସନ୍ତା ସାଧାରଣତନ୍ତ୍ର ଦିବସରେ ଟ୍ରାକ୍ଟର ରାଲି କରିବେ ବୋଲି କୃଷକମାନେ ଅଡି ବସିଥିଲେ। ସେଥିପାଇଁ ଆଜି କୃଷକ ଏବଂ…
ଭୁବନେଶ୍ଵର: ଆଜି ରାଜ୍ୟରୁ ୧୮୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି…
ସୀତାରାମ ଅଗ୍ରୱାଲ କୁହୁଡି: ମାତ୍ର ଦୁଇ ଘଣ୍ଟା ବ୍ୟବଧାନରେ ଚିଲିକାର ଦୁଇଟି ପୃଥକ ପୃଥକ ସ୍ଥାନରୁ ସମାନ ଢଙ୍ଗରେ ସୁନା ଅଳଙ୍କାର ଲୁଟ୍ ହୋଇଛି। ଆଜି ଅପରାହ୍ନ…
ଗୁଣ୍ଟୁର: ଆନ୍ଧ୍ରପ୍ରଦେଶ ଗୁଣ୍ଟୁର ଜିଲ୍ଲାରେ ଏକ ଆଶାକର୍ମୀଙ୍କ ଆଜି ସକାଳେ ହସ୍ପିଟାଲରେ ମୃତ୍ୟୁ ହୋଇଯାଇଛି। ମୃତ ଆଶା କର୍ମୀ ଚାରି ଦିନ ପୂର୍ବରୁ କରୋନା ଟିକା ନେଇଥିଲେ।…
ନୂଆଦିଲ୍ଲୀ: ଆଜି କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର କୃଷି ଆନ୍ଦୋଳନକୁ ନେଇ ନିଜର ମତ ପ୍ରକାଶ କରିଛନ୍ତି। ଏକ ସାମ୍ବାଦିକ ସମ୍ମିଳନୀରେ ଜାତୀୟ ଗଣମାଧ୍ୟମକକୁ ଏନେଇ…
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ଅଞ୍ଚଳରେ ବର୍ତ୍ତମାନ ଲୁଟ୍ ପାତ କମିବାର ନାଁ ଧରୁନାହିଁ। ସତେ ଯେପରି ଚିଲିକା ଲୁଟେରାଙ୍କ ଭୁସ୍ବର୍ଗ ପାଲଟିଛି। ଗତ…
ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀର ଖାନ ମାର୍କେଟ ନିକଟରେ “ପାକିସ୍ଥାନ ଜିନ୍ଦାବାଦ” ର ସ୍ଲୋଗାନ ଲାଗିଥିବା ଘଟଣା ସାମ୍ନାକୁ ଆସିଛି। ସୂଚନା ମୁତାବକ ପିଏସ ତୁଗଲକ ରାସ୍ତାର ଖାନ…
ନୂଆଦିଲ୍ଲୀ: ବିବାଦୀୟ ମନ୍ତବ୍ୟ ଦେବାରେ ବିଜେପି ସାଂସଦ ସାକ୍ଷୀ ମହାରାଜ ବେଶ୍ ଜଣାଶୁଣା। ଆଜି ପୁଣିଥରେ ନିଜ ବୟାନକୁ ନେଇ ବିବାଦ ଘେରକୁ ଆସିଛନ୍ତି। ସାଂସଦ ସାକ୍ଷୀ…
ପୁରୀ: ଧୀରେ ଧୀରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କଟକଣା ଉଠାଇବା ଆରମ୍ଭ ହୋଇଛି। ଗତ ୨୧ ତାରିଖ ଠାରୁ ଭକ୍ତମାନଙ୍କ କୋଭିଡ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ ନିଷ୍ପତ୍ତିକୁ…
ଭୁବନେଶ୍ବର: ରାଜ୍ୟରେ ଆଜି ୧୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି…
ଭୁବନେଶ୍ବର: ବାଲେଶ୍ଵର ଜିଲ୍ଲା ଜଳେଶ୍ଵର ଅଞ୍ଚଳରୁ ବିପୁଳ ପରିମାଣର ନକଲି ଜର୍ଦ୍ଦା ଜବତ ହୋଇଛି। ଜଳେଶ୍ଵର ଥାନା ଅନ୍ତର୍ଗତ ରାଜପୁର ଓ ଷ୍ଟେସନ ବଜାରରୁ ଏହି ସବୁ…
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: ସଡକ ସୁରକ୍ଷା ସପ୍ତାହ ପାଳନ ଅବସରରେ କଳାହାଣ୍ଡି ଜିଲ୍ଲାରେ ସମସ୍ତ ପୋଲିସ ଥାନା ପକ୍ଷରୁ ଜନ ସଚେତନତା କାର୍ଯ୍ୟକ୍ରମ ମାନ ଗ୍ରହଣ…
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାରେ ଗତ ୧୪ ତାରିଖ ଦିନ ଓଡିଶାର ମୂଖ୍ୟମନ୍ତ୍ରୀଙ୍କ ଗସ୍ତ ଓ ଉଠାଜଳସେଚନ ପ୍ରକଳ୍ପର ଲୋକାର୍ପଣ ଉତ୍ସବରେ କୋଭିଡ ନିୟମକୁ…
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୪ ହଜାର ୮୪୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୫୫ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ…
ନୂଆଦିଲ୍ଲୀ, ଚାଣକ୍ୟ ନୀତିର ଚତୁର୍ଦ୍ଦଶ ଅଧ୍ୟାୟର 17 ତମ ପଦରେ ଆଚାର୍ଯ୍ୟ ଚାଣକ୍ୟ କହିଛନ୍ତି ଯେ ଜଣେ ଜ୍ଞାନୀ ବ୍ୟକ୍ତି କାହାକୁ କଣ କହିବା ଉଚିତ୍ ନୁହେଁ।…
ନୂଆଦିଲ୍ଲୀ, ଆଜି ଆପଣ ବକ୍ତବ୍ୟରେ ନିୟନ୍ତ୍ରଣ ରଖନ୍ତୁ , ଉପକୃତ ହେବେ। ବ୍ୟବସାୟ ଭଲ କରିବ। କାର୍ଯ୍ୟ କ୍ଷେତ୍ରରେ ନୂତନ ଯୋଜନାଗୁଡ଼ିକରୁ ଲାଭ ମିଳିବ। ଆପଣ କଠିନ…