ଆଜିର ଖବର

ନୂଆଦିଲ୍ଲୀ, ଶେଷରେ ପଶ୍ଚିମବଂଗ ନିର୍ବାଚନ ପ୍ରଚାର କାର୍ଯ୍ୟକୁ ବାତିଲ କରିବାକୁ ବାଧ୍ୟ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆସନ୍ତାକାଲି ବର୍ତ୍ତମାନର କୋଭିଡ-୧୯ ସ୍ଥିତିର ସମୀକ୍ଷା ନିମନ୍ତେ ପ୍ରଧାନମନ୍ତ୍ରୀ…

ଭୁବନେଶ୍ବର, ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳ ଅନ୍ତର୍ଗତ ଶାଳଗାଁ ଓ ରାଜଆଠଗଡ ଷ୍ଟେସନ ମଧ୍ୟରେ ତୃତୀୟ ଓ ଚତୁର୍ଥ ଲାଇନ କାର୍ଯ୍ୟକ୍ଷମ ପାଇଁ ରାଜଆଠଗଡ ଷ୍ଟେସନ ଠାରେ ନିରାପତ୍ତା…

ଭୁବନେଶ୍ଵର: ନବୀନଙ୍କୁ ପୁଣିଥରେ ଆଉ ଜଣେ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ପ୍ରଶଂସା କରିବାର କିଛି ଘଣ୍ଟା ପରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ…

ଭୁବନେଶ୍ବର: କରୋନା କଟକଣାକୁ ନେଇ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ବଡ ଘୋଷଣା। ପଶ୍ଚିମବଙ୍ଗରୁ ଆସୁଥିବା ବ୍ୟକ୍ତିମାନଙ୍କୁ କ୍ଵାରେଣ୍ଟିନ ରହିବାକୁ ବାଧ୍ୟତାମୂଳକ କରାଯାଇଛି। ପଶ୍ଚିମବଙ୍ଗରୁ ଆସିଲେ…

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୫୯୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୫୯୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୦ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ…

ସୀତାରାମ ଅଗ୍ରୱାଲ ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲାରେ ବର୍ତ୍ତମାନ କରୋନା ସ୍ଥିତି ଅଣାୟତ୍ତ। ଏସମୟରେ ରାଜ୍ୟ ସରକାର ତଥା ଜିଲ୍ଲା ପ୍ରଶାସନ ସମସ୍ତେ ଏକାସାଙ୍ଗରେ କରୋନାକୁ ଆୟତ୍ତ କରିବା…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ଵର ରିଙ୍ଗ ରୋଡ ପ୍ରକଳ୍ପକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଭୁବନେଶ୍ଵର ଚତୁପାର୍ଶ୍ବରେ ଏହି ରୋଡ ନିର୍ମାଣ ହେବ। ୬ ଲେନ…

ଭୁବନେଶ୍ଵର: କରୋନା ସଂକ୍ରମଣ ବୃଦ୍ଧିକୁ ଦେଖି ବିଏମସି ଏକ ବଡ ନିଷ୍ପତ୍ତି ନେଇଛି। ଭୁବନେଶ୍ବରରେ ହାଟକୁ ଅନ୍ୟତ୍ର ସ୍ଥାନାନ୍ତର କରିବା ପାଇଁ ବିଏମସି ନିଷ୍ପତ୍ତି ନେଇଛି। ୟୁନି-୧…

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୭ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୬୫…

ରମେଶ ମହାନ୍ତି ଜଗତସିଂହପୁର: କରୋନା ମହାମାରୀର ଦୃତ ସଂକ୍ରମଣ ଯୋଗୁ ବିଶ୍ୱରେ ହାହାକାର ପଡିଥିବା ବେଳେ ଏହି ମହାମାରୀର ପ୍ରକୋପରୁ ରକ୍ଷା ପାଇବା ପାଇଁ ବିଭିନ୍ନ ସ୍ଥାନରେ…

ନୂଆଦିଲ୍ଲୀ: ଆଜି ଫ୍ରାନ୍ସରୁ ପଞ୍ଚମ ବ୍ୟାଚର ରାଫେଲ ବିମାନ ଭାରତକୁ ଆସିଛି। ଫ୍ରାନ୍ସରୁ ଦୀର୍ଘ ୮ ହଜାର କିଲୋମିଟର ଦୂରତା ଅତିକ୍ରମ କରି ଆଜି ଏହି ଲଢୁଆ…

ଭୁବନେଶ୍ବର, ଯଶୋବନ୍ତପୁର ଓ ହାଓଡ଼ା ମଧ୍ୟରେ ୨୨ ଏପ୍ରିଲରୁ ୨୯ ଜୁନ୍, ୨୦୨୧ ପର୍ଯ୍ୟନ୍ତ ଏକ ସ୍ୱତନ୍ତ୍ର ଟ୍ରେନ ଚଳାଚଳ କରାଇବାପାଇଁ ରେଳ ମନ୍ତ୍ରଣାଳୟ ପକ୍ଷରୁ ନିଷ୍ପତି…

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଅକ୍ସିଜେନ ଯୋଗାଣ ପାଇଁ ଓଡ଼ିଶାକୁ ପ୍ରଶଂସା କରିଛନ୍ତି। ଓଡିଶାରୁ ଦିଲ୍ଲୀକୁ ଯଥେଷ୍ଟ ପରିମାଣରେ ଅକ୍ସିଜେନ ମିଳିଛି। ଦିଲ୍ଲୀକୁ ଆସୁଥିବା ଅକ୍ସିଜେନ…

ଭୁବନେଶ୍ବର: ରାଜ୍ୟରେ ମାଗଣାରେ ଟୀକା ଦେବା ପାଇଁ ସରକାର ନିକଟରେ ବିଜେପି ଦାବି କରିଛି। ୧୮ ରୁ ୪୫ ବର୍ଷ ବୟସ୍କଙ୍କୁ ମାଗଣାରେ ଟୀକା ଦେବା ପାଇଁ…

ସୀତାରାମ ଅଗ୍ରୱାଲ ଚିଲିକା: ସଟଡ଼ାଉନ, ଲକଡ଼ାଉନ, କଣ୍ଟେନମେଣ୍ଟ ନାଁ ଶୁଣିଲେ ସାଧାରଣ ଜନତା ଭୟଭୀତ ହୁଅନ୍ତି। କିନ୍ତୁ ଏହି ସମୟରେ କିଛି ଅସାଧୁ ବେପାରୀ ଲାଭବାନ ହୁଅନ୍ତି।…

ଭୁବନେଶ୍ବର: ବାୟୁ ଦ୍ଵାରା ୪୦ ପ୍ରତିଶତ କରୋନା ସଂକ୍ରମଣ ବ୍ୟପୁଛି। ଆବଦ୍ଧ କୋଠରି ମଧ୍ୟରେ ବୈଠକ ସଂକ୍ରମଣ ଅଧିକ ହେଉଛି। ତେଣୁ ବନ୍ଦ କୋଠରି ମଧ୍ୟରେ କୌଣସି…

ଭୁବନେଶ୍ବର: ଆଜି ରାଜ୍ୟରେ ୬ ହଜାର ୧୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା…

ଭୁବନେଶ୍ବର, ଓଡିଶାରେ ବର୍ତ୍ତମାନ କରୋନା ସ୍ଥିତି ସାଂଘାତିକ ହେବାରେ ଲାଗିଛି। ଆଜି ଯେଉଁ ରିପୋର୍ଟ ଆସିଛି ତାହା ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ଆଜି ରିପୋର୍ଟ ଅନୁସାରେ ଗତକାଲି…

ମକର ରାଶିଫଳ- ଆପଣ ଶାରୀରିକ ଏବଂ ମାନସିକ ସ୍ବାସ୍ଥ୍ୟର ଯତ୍ନ ନିଅନ୍ତୁ। ଆଜି ଆପଣ ନିର୍ଦ୍ଦିଷ୍ଟ କାର୍ଯ୍ୟ କରିବାକୁ ସକ୍ଷମ ହେବେ। ଆର୍ଥିକ ଲାଭ ହାସଲ ହେବ…