ପୁରୀ: ଆଜିଠାରୁ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଏଏସଆଇ ପକ୍ଷରୁ ଆରମ୍ଭ ହୋଇଅଛି। ଦ୍ଵିତୀୟ ଭୋଗ ମଣ୍ଡପ ନୀତି ପରେ ରତ୍ନ ଭଣ୍ଡାର ଭିତରେ ଭାରା ବନ୍ଧା କାର୍ଯ୍ୟ ଆରମ୍ଭ କରାଯାଇଅଛି। ରାଜ୍ୟ ସରକାରଙ୍କ ଦ୍ୱାରା ଅନୁମୋଦିତ ମାର୍ଗଦର୍ଶିକା ଅନୁସାରେ […]
ଲକ୍ଷ୍ନୌ: ବିଧାନସଭାର ଶୀତକାଳୀନ ଅଧିବେଶନରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କଂଗ୍ରେସ ନେତା ତଥା ୱାୟନାଡ ସାଂସଦ ପ୍ରିୟଙ୍କା ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ କହିଛନ୍ତି ଯେ, କଂଗ୍ରେସ ନେତା ଏଥର ପାଲେଷ୍ଟାଇନ ଲେଖାଥିବା ବ୍ୟାଗ ଧରି ଚାଲୁଛନ୍ତି। ସିଏମ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜସ୍ଥାନ ଗସ୍ତରେ ଯିବେ। ଏହି ଅବସରରେ ରାଜସ୍ଥାନ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମ ‘ଏକ ବର୍ଷ-ପରିଣାମ ଉତ୍କର୍ଷ’ରେ ସେ ସାମିଲ ହେବେ। ଗସ୍ତ କାଳରେ ସେ ରାଜସ୍ଥାନର ଜୟପୁରଠାରେ ୪୬,୩୦୦ […]
ନୂଆଦିଲ୍ଲୀ: ରୁଷର ଆଣବିକ ସୁରକ୍ଷା ପ୍ରଭାରୀ ରୁଷୀୟ ଜେନେରାଲ୍ ବୋମା ବିସ୍ଫୋରଣରେ ପ୍ରାଣ ହରାଇଛନ୍ତି। ମସ୍କୋରେ ଏହି ବିସ୍ଫୋରଣ ଘଟିଛି। ଲେଫ୍ଟନାଣ୍ଟ ଜେନେରାଲ ଇଗୋର କିରିଲୋଭ ଆଜି ଏକ ଆବାସିକ ବ୍ଲକରୁ ବାହାରକୁ ଯାଉଥିବାବେଳେ ଏକ ସ୍କୁଟରରେ ରଖାଯାଇଥିବା ବୋମା ବିସ୍ଫୋରଣ […]
ନୂଆଦିଲ୍ଲୀ: ଆଜି ସଂସଦର ଶୀତକାଳୀନ ଅଧିବେଶନରେ ଉଭୟ ଗୃହ (ଲୋକସଭା ଏବଂ ରାଜ୍ୟସଭା) ର ପ୍ରକ୍ରିୟା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଗୋଟିଏ ପଟେ ଲୋକସଭାରେ ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ବିଲ୍ ଆଗତ ହୋଇଥିବାବେଳେ ଅନ୍ୟ ପଟେ ରାଜ୍ୟସଭାରେ ସମ୍ବିଧାନ ଉପରେ ବିତର୍କ ଜାରି […]
ଭୁବନେଶ୍ଵର: ଗତକାଲି ସୋମବାର ପୁରୀ ଜିଲ୍ଲା ବଳଙ୍ଗା ଥାନାର ନବ ନିର୍ମିତ ଅତ୍ୟାଧୁନିକ ଥାନା ଗୃହ ଉଦ୍ଘାଟିତ ହୋଇଯାଇଅଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଭାସି ମାଧ୍ୟମରେ ଏହି ଥାନା ବ୍ୟତୀତ ଜିଲ୍ଲାର ଅନ୍ୟ ଦୁଇ ପ୍ରମୁଖ ଥାନା ଡେଲାଙ୍ଗ ଓ […]
ଭୁବନେଶ୍ଵର: ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ଆଜି ରଥକାଠ ଅନୁକୂଳ ପୂଜାର୍ଚ୍ଚନା ଅନୁଷ୍ଠିତ ହେବ। ନୟାଗଡ଼ ଜ଼ିଲ୍ଲା ଗଣିଆ ବ୍ଲକ ବଡମୂଳ ଗ୍ରାମରେ ଥିବା ମା ବଡରାଉଳଙ୍କ ପୀଠରେ ଏହି ପୂଜାର୍ଚ୍ଚନା କରାଯିବ। ଏଥିପାଇଁ ଏକ ପ୍ରତିନିଧି ମଣ୍ଡଳୀ ପୁରୀରୁ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୨୧-୨୨ ତାରିଖରେ କୁଏତ ଗସ୍ତ କରିପାରନ୍ତି। ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗଲ୍ଫ ଦେଶ କୁଏତ ଗସ୍ତକୁ ଅନେକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ବିବେଚନା କରାଯାଉଛି। ନିକଟରେ କୁଏତର ବୈଦେଶିକ ମନ୍ତ୍ରୀ ଭାରତ ଆସି କୁଏତ ଗସ୍ତ ପାଇଁ […]
ନୂଆଦିଲ୍ଲୀ: ଆଜି ସଂସଦର ଶୀତକାଳୀନ ଅଧିବେଶନରେ ଉଭୟ ଗୃହ (ଲୋକସଭା ଏବଂ ରାଜ୍ୟସଭା) ର ପ୍ରକ୍ରିୟା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଗୋଟିଏ ପଟେ ଲୋକସଭାରେ ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ବିଲ୍ ଆଗତ ହୋଇଥିବାବେଳେ ଅନ୍ୟ ପଟେ ରାଜ୍ୟସଭାରେ ସମ୍ବିଧାନ ଉପରେ ବିତର୍କ […]
ନୂଆଦିଲ୍ଲୀ: ଏସିଆ କପ୍ ବିଜେତା ଭାରତୀୟ ଜୁନିଅର ମହିଳା ହକି ଟିମକୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି। ଟିମର ଧୈର୍ଯ୍ୟ ଓ ଦୃଢ଼ ସଂକଳ୍ପକୁ ସେ ପ୍ରଶଂସା କରିଥିଲେ। ଏକ୍ସର ଏକ ପୋଷ୍ଟରେ ସେ ଲେଖିଛନ୍ତି: “ଏସିଆ […]
ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ପ୍ରିୟଙ୍କା ଗାନ୍ଧୀ ସୋମବାର ଦିନ “ପାଲେଷ୍ଟାଇନ” ଲେଖାଥିବା ହ୍ୟାଣ୍ଡବ୍ୟାଗ ନେଇ ସଂସଦରେ ପହଞ୍ଚିଛନ୍ତି। ଏହି ପଦକ୍ଷେପକୁ ପାଲେଷ୍ଟାଇନ ଲୋକଙ୍କ ସହ ସମର୍ଥନ ଏବଂ ଏକତାର ପ୍ରଦର୍ଶନ ଭାବରେ ଦେଖାଯାଉଛି। ପ୍ରିୟଙ୍କା ଗାନ୍ଧୀଙ୍କ ଏହି ପ୍ରତୀକାତ୍ମକ ପଦକ୍ଷେପ ଉପରେ […]
ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ବନ୍ୟପ୍ରାଣୀ ବନଖଣ୍ଡ ଅଧିନସ୍ଥ ଟାଙ୍ଗୀ ବନ୍ୟପ୍ରାଣୀ ରେଞ୍ଜ ବାଲିନାସୀ ରଘୁରାୟ ଘେରି ନିକଟରେ ବନ୍ୟପ୍ରାଣୀ ବିଭାଗ ଚଢ଼ାଉ କରି ୨୯ ଗୋଟି ମୃତ ବିଦେଶୀ ପକ୍ଷୀ ଜବତ କରିବା ସହ ଜଣେ ପକ୍ଷୀ ଶିକାରୀଙ୍କୁ ଗିରଫ […]
ନୂଆଦିଲ୍ଲୀ: ବର୍ତ୍ତମାନ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟ୍ରଫି ଖେଳାଯାଉଛି। ଏହି ସମୟରେ ଉତ୍ତରପ୍ରଦେଶରେ ଖେଳୁଥିବା ୩୧ ବର୍ଷୀୟ ଭାରତୀୟ ଦ୍ରୁତ ବୋଲର ଅଙ୍କିତ ରାଜପୁତ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ୨୦୦୯ ରେ ଆରମ୍ଭ କରିଥିବା କ୍ରିକେଟ୍ କ୍ୟାରିୟର […]
ଭୁବନେଶ୍ଵର: ଆଜି ଠାରୁ ଆରମ୍ଭ ହେବ ଶ୍ରୀମନ୍ଦିରରେ ରତ୍ନଭଣ୍ଡାରର ମରାମତି କାର୍ଯ୍ୟ। ରାଜ୍ୟ ସରକାରଙ୍କ ଦ୍ୱାରା ଅନୁମୋଦିତ ମାର୍ଗ ଦର୍ଶିକା ଅନୁସାରେ ରତ୍ନ ଭଣ୍ଡାର ମରାମତି ନେଇ ସମସ୍ତ ପଦକ୍ଷେପ ଗ୍ରହଣ କରାଯିବ।ତେବେ ମରାମତି ସମୟରେ ସାଧାରଣ ଭକ୍ତ ଓ ଶ୍ରଦ୍ଧାଳୁ […]
ନୂଆଦିଲ୍ଲୀ/ଭୁବନେଶ୍ୱର: ଏନସିଇଆରଟି ଭାରତର ଗୌରବ ଏବଂ ଦେଶର ଶିକ୍ଷା ବ୍ୟବସ୍ଥାର ମୂଳଦୁଆ। ଏହା କେବଳ ଏକ ଅନୁଷ୍ଠାନ ନୁହେଁ ବରଂ ଦେଶର ଏକ ସାମୂହିକ ଶୈକ୍ଷିକ ଭଣ୍ଡାର। ସୋମବାର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏନସିଇଆରଟିର ୯୦୦ ସିଟ୍ କ୍ଷମତା […]
ନୂଆଦିଲ୍ଲୀ: କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଅମିତ ଶାହ ସୋମବାର ଛତିଶଗଡ଼ର ଜଗଦଲପୁରଠାରେ ନକ୍ସଲବାଦ ବିରୋଧରେ ଲଢ଼େଇ କରି ସହିଦ ହୋଇଥିବା ବୀରମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ ସହିଦ ଯବାନଙ୍କ ପରିବାର ଏବଂ ନକ୍ସଲ ହିଂସାରେ ପୀଡ଼ିତଙ୍କ ପରିବାରକୁ […]
ନୂଆଦିଲ୍ଲୀ: କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡାମନ୍ତ୍ରୀ ଡ. ମନସୁଖ ମାଣ୍ଡଭିୟ ନୂଆଦିଲ୍ଲୀରେ ମଙ୍ଗଳବାର ଦିନ ଫିଟ ଇଣ୍ଡିଆ ସାଇକେଲିଂକୁ ଉଦଘାଟନ କରିବେ। ସେହିଦିନ ଜଗତପୁରସ୍ଥିତ ସ୍ପୋର୍ଟସ ଅଥରିଟି ଅଫ ଇଣ୍ଡିଆ (ସାଇ) ନେସନାଲ ସେଂଟର ଅଫ ଏକ୍ସେଲେନ୍ସ ପକ୍ଷରୁ ସାଇକେଲ […]
ଭୁବନେଶ୍ଵର: ବଲାଙ୍ଗିର ଜିଲ୍ଲା ତୁରେକେଲା ଥାନା ଅନ୍ତର୍ଗତ ଛତରଦାଣ୍ଡି ସଂରକ୍ଷିତ ଜଙ୍ଗଲରେ ଏକ ମାଓ କ୍ୟାମ୍ପ ଠାବ କରାଯାଇଛି। ଏହି ଶିବିରରୁ ବିପୁଳ ପରିମାଣରେ ମାଓ ସାମଗ୍ରୀ ଜବତ କରାଯିବା ସହ ଜୀବନ୍ତ ଗୁଳି, ବନ୍ଧୁକ, ଟିଫିନ ବାକ୍ସ, ମାଓ ପୋଷାକ, […]
ଭୁବନେଶ୍ୱର: ହାବିଲଦାର, କନଷ୍ଟେବଳ ଓ ସିପାହୀମାନେ ଏଣିକି ପୂର୍ବରୁ ମିଳୁଥିବା ଏକ ମାସର ଅଧିକ ଦରମା ନୂତନ ବେତନ ହାରରେ ପାଇବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ଏହା ସହ ହାବିଲଦାର ଓ କନଷ୍ଟେବଳମାନେ ପୂର୍ଵରୁ ସାଇକେଲ […]
ମେଷ: – ଆଜି ମିଶ୍ରିତ ଦିନ ହେବ । କାର୍ଯ୍ୟ କ୍ଷେତ୍ରରେ ଉନ୍ନତି ସମୁଦାୟ ଅଛି । ଏକ କଣ୍ଟିଜେନ୍ସି ଲାଭ ହୋଇପାରେ । ବରିଷ୍ଠମାନଙ୍କ ଆଶୀର୍ବାଦ କାର୍ଯ୍ୟରେ ସଫଳତା ଆଣିବ, କିନ୍ତୁ କିଛି ପରିସ୍ଥିତି ଏପରି ହୋଇପାରେ ଯାହା ଟେନସନକୁ […]
ଖୋର୍ଦ୍ଧା: ଆଜି ଅପରାହ୍ନ ୫.୩୦ ମିନିଟ ସମୟରେ ଜିଲ୍ଲାପାଳ, ଖୋର୍ଦ୍ଧାଙ୍କ ସମ୍ମିଳନୀ କକ୍ଷରେ ପାଣି ପଞ୍ଚାୟତ ପକ୍ଷ ପାଳନ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ ଅଧ୍ୟକ୍ଷତା କରିଥିବା ବେଳେ ଅତିରିକ୍ତ ମୁଖ୍ୟ […]