ଆଜିର ଖବର

ଭୁବନେଶ୍ବର: ଆଜି ଭୁବନେଶ୍ବରରୁ ୪୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୧ ଆକ୍ରାନ୍ତଙ୍କ ମଧ୍ୟରୁ କ୍ଵାରେଣ୍ଟିନରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ମାମଲା ୩୪…

ସାଉଥ୍‌ ଆଫ୍ରିକା : ଦକ୍ଷିଣ ଆଫ୍ରିକାର ଷ୍ଟାର ଖେଳାଳୀ ମୋତିଜେକା ମଦିସାଙ୍କ କାର୍‌ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ଜୋହାନିସବର୍ଗରେ ଏହି ଦୁର୍ଘଟଣା ହୋଇଥିବାର ସୂଚନା ରହିଛି…

ନୂଆଦିଲ୍ଲୀ: ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଖୋଦ୍ ନଡ୍ଡା ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି। ତାଙ୍କ ଭିତରେ କରୋନାର…

ନୂଆଦିଲ୍ଲୀ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରୀଓ୍ବାଲ ଚାଷୀଙ୍କ ଆନ୍ଦୋଳନକୁ ସମର୍ଥନ କରି ଆସନ୍ତା କାଲି ଗୋଟିଏ ଦିନ ପାଇଁ ଉପବାସ ରଖିବେ । ଏହା ସହିତ…

ସୀତାରାମ ଅଗ୍ରୱାଲ ଟାଙ୍ଗୀ :  ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ନିଜ ସଂସଦୀୟ କ୍ଷେତ୍ର ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀରେ ଜନସଂପର୍କ ପଦଯାତ୍ରା କରିଛନ୍ତି। ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ…

କନ୍ଦର୍ପ ବେହେରା ରେଢାଖୋଲ: ସମ୍ବଲପୁର ଜିଲ୍ଲା ରେଢାଖୋଲ ସବ୍‌ଡିଭିଜନର ନାକଟିଦେଉଳ ବ୍ଲକ୍ ପେଣ୍ଠବାହାଳ ନିକଟରେ ଥିବା ପର୍ଯ୍ୟଟନ ସ୍ଥଳୀ ଭୀମମଣ୍ଡଳିକୁ ଐତିହାସିକମାନଙ୍କର ଆଗମନ ଏକ ଶୁଭ ସଂକେତ…

ରଘୁନାଥପୁର : ଜଗତସିଂହପୁର ଜିଲ୍ଲା ରଘୁନାଥପୁର ବଜାର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ।  ମିଳିଥିବା ସୂଚନା ଅନୁଯାୟୀ, କଟକ-ପାରାଦୀପ ରାଜ୍ୟ ରାଜପଥର ରଘୁନାଥପୁର…

ମୁମ୍ବାଇ : ବଲିଉଡ୍‌ରେ ଗତ 30 ବର୍ଷ ଧରି ତିନି ଖାନ୍‌ ରାଜ୍‌ କରୁଛନ୍ତି । ତେବେ ତାଙ୍କ ଫ୍ୟାନ୍ସମାନେ ଏହି ତିନି ଖାନ୍‌ଙ୍କୁ ଏକାସାଙ୍ଗରେ ଦେଖିବାକୁ…

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ଆଜି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ  ମଧ୍ୟ ହ୍ରାସ ଦେଖାଦେଇଛି। ରାଜ୍ୟରେ ଆଉ 5 ଜଣ ଆକ୍ରାନ୍ତଙ୍କର…

ଭୁବନେଶ୍ବର: ରାଜ୍ୟରେ ଆଜି ୩୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି…

ମୁମ୍ବାଇ : ଫେକ ରେଟିଂ ମାମଲାରେ ମୁମ୍ବାଇ ପୋଲିସ ଆଜି ରିପବ୍ଲିକ ଟିଭିର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଗିରଫ କରାଯାଇଛି । ରିପବ୍ଲିକ ଟିଭିର ସିଇଓ ବିକାଶ…

ବାଲେଶ୍ୱର: ବାଇକକୁ ଧକ୍କା ଦେଲା ଡମ୍ପର । ଦୁର୍ଘଟଣାରେ ଜଣେ ନାବାଳକ ସମେତ ଦୁଇଜଣଙ୍କର ମୃତ୍ୟୁ ହୋଇଛି । ବାଲେଶ୍ୱର ଜିଲ୍ଲା ଦେଇ ଯାଇଥିବା ରାଜ୍ୟ ରାଜପଥ-57ର…

ନୂଆଦିଲ୍ଲୀ, ଚଳିତ ବର୍ଷର ଶେଷ ଚନ୍ଦ୍ର ଗ୍ରହଣ ଶେଷ ହୋଇଛି। ବର୍ତ୍ତମାନ ଆସନ୍ତାକାଲି ଅର୍ଥାତ 14 ଡିସେମ୍ବରରେ ଏକ ସୂର୍ଯ୍ୟ ଗ୍ରହଣ ମଧ୍ୟ ହେବ। ଏହା ପୂର୍ଣ୍ଣ…

ମାଲାକାନାଗିରି, ଆଜି ବଡି ଭୋରରୁ ସୁରକ୍ଷା କର୍ମି ଏକ ମାଓ ଆଡ୍ଡା ଉପରେ ଅତିକ୍ରିତ ଆକ୍ରମଣ କରିଛନ୍ତି। ସେପଟୁ ମାଓବାଦୀମାନେ ମଧ୍ୟ ପାଲଟା ଆକ୍ରମଣ କରିଥିଲେ। ତେବେ…

ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ଏରସମା ମେଡିକାଲରେ ପରିବାର ନିୟୋଜନ ଅସ୍ତ୍ରୋପଚାର ବେଳେ ତୃଟିପୁର୍ଣ୍ଣ ଅସ୍ତ୍ରୋପଚାର ଯୋଗୁଁ ଶୁକ୍ରବାର ଦିନ ମହିଳାଙ୍କ ମୃତ୍ୟୁ ଘଟଣାର ପ୍ରତିବାଦରେ ଦୀର୍ଘ…

ନୂଆଦିଲ୍ଲୀ, ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ସ୍ବର୍ଗ ସୁଖ ଲାଭ କରୁଥିବା ବ୍ୟକ୍ତିଙ୍କ ସଂପର୍କରେ ଉଲ୍ଲେଖ କରିଛନ୍ତି। ତାଙ୍କ ମତରେ ପୃଥିବୀରେ ବାସ କରୁଥିବା ଲୋକେ…