ଭୁବନେଶ୍ବର: ବିଜୁ ଜନତା ଦଳ ଏକ ନୂଆ ପାୱାରଫୁଲ କମିଟ ଗଠନ କରିଛି। ଏହି କମିଟ ଦଳୀୟ ବ୍ୟାପାରରେ ସମସ୍ତ ନିଷ୍ପତି ଗ୍ରହଣ କରିବେ। ସେମାନଙ୍କ ନିଷ୍ପତି ଅନୁସାରେ ଦଳ ପରିଚାଳିତ ହେବ। ଏ ନେଇ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ […]
ମେଷ ରାଶିଫଳ- ଆଜି ଆପଣଙ୍କର ମିଶ୍ରର ଦିନ ଅଟେ। ଆଜି ଆପଣ ଅସୁସ୍ଥତା ଏବଂ ଚିନ୍ତା ଅନୁଭବ କରିବେ। ଶରୀରରେ ଥକାପଣ ଏବଂ ଅଳସୁଆତା ଏବଂ ମନରେ ବ୍ୟାକୁଳତା ଅନୁଭବ ହେବ। ଆଜି ଆପଣ ଟିକେ କ୍ରୋଧିତ ହେବେ ଯାହା ହେତୁ ଜିନିଷ […]
ଭୁବନେଶ୍ୱର: ଡିଏଭି ପୋଖରୀପୁଟର ଦଶମ ଓ ଦ୍ୱାଦଶ ଶ୍ରେଣୀରେ ୯୫ ପ୍ରତିଶତରୁ ଊର୍ଦ୍ଧ୍ୱ ନମ୍ବର ପ୍ରାପ୍ତ କରିଥିବା ମୋଟ ୯୮ (ଦଶମ – ୬୨, ଦ୍ୱାଦଶ – ୩୬ ) ଜଣ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ଏହି ଭବ୍ୟ ସମାରୋହକୁ […]
ନୂଆଦିଲ୍ଲୀ: କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ଏବଂ ଶ୍ରମ ଓ ନିୟୋଜନ ମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡଭିୟ ଏବଂ ଉତ୍ତର-ପୂର୍ବାଞ୍ଚଳ ବିକାଶ ଓ ସଂଚାର ମନ୍ତ୍ରୀ ଶ୍ରୀ ଜ୍ୟୋତିରାଦିତ୍ୟ ଏମ. ସିନ୍ଧିଆ ଆଜି ନୂଆଦିଲ୍ଲୀରେ ୩୩ତମ ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ […]
ଭୁବନେଶ୍ବର: ଅଗଷ୍ଟ ୯ ତାରିଖରେ ନାଭାଲ ଷ୍ଟାଫ ମୁଖ୍ୟ (ସିଏନଏସ) ଆଡମିରାଲ୍ ଦିନେଶ କେ. ତ୍ରିପାଠୀ ଅଗ୍ନିବୀର ମାନଙ୍କର ଚତୁର୍ଥ ବ୍ୟାଚ୍ର ଚୂଡ଼ାନ୍ତ ପ୍ୟାରେଡ୍ (ପିଓପି)ର ସମୀକ୍ଷା କରିବେ। ଆଇଏନଏସ ଚିଲିକାରେ ଏହି ସମାରୋହରେ ୨୧୬ ଜଣ ମହିଳା ଅଗ୍ନିବୀରଙ୍କ ସମେତ […]
ନୂଆଦିଲ୍ଲୀ: ୨୦୧୨ ମଇ ୧୦ ତାରିଖରେ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଦେଶର ସମସ୍ତ ରାଜ୍ୟ ପାଇଁ କୋଇଲା ଉପରେ ରୟାଲଟି ହାର କାରବାର ମୂଲ୍ୟର ୧୪% ଧାର୍ଯ୍ୟ କରାଯାଇଛି । ଏଥିରେ ପଶ୍ଚିମବଙ୍ଗ ରାଜ୍ୟକୁ ବାଦ୍ ଦିଆଯାଇଛି ଯେଉଁଠାରେ ରୟାଲ୍ଟି ହାର […]
ଭୁବନେଶ୍ୱର: ଭାରତ ସରକାରଙ୍କ ଅଧୀନରେ ଜିଏସଟି କାଉନ୍ସିଲ ଗଠନ କରାଯାଇଛି। ଏଥିରେ ଦେଶର ବିଭିନ୍ନ ରାଜ୍ୟର ମନ୍ତ୍ରୀମାନଙ୍କୁ ସଦସ୍ୟ ଭାବେ ଚୟନ କରାଯାଇଛି। ଆମ ରାଜ୍ୟ ଓଡିଶାରୁ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏହି ସମ୍ମାନନୀୟ ପରିଷଦର ସଦସ୍ୟ ରୂପେ […]
ନୂଆଦିଲ୍ଲୀ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ଼ ଫର୍ଚ୍ୟୁନ୍ ଗ୍ଲୋବାଲ୍ ୫୦୦ ତାଲିକାରେ ୨ ସ୍ଥାନ ଉପରକୁ ଉଠି ୮୬ ତମ ସ୍ଥାନକୁ ଉନ୍ନୀତ ହୋଇଛି। ଗତ ତିନିବର୍ଷ ମଧ୍ୟରେ ତାଲିକାରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ୬୯ ଟି ସ୍ଥାନ ଉପରକୁ ଉଠିଛି। ୨୦୨୧ ମସିହାରେ, […]
ଭୁବନେଶ୍ବର: ଆଜି ସକାଳେ କେନ୍ଦୁଝର ଜିଲ୍ଲା ଯୋଡା ଡି.ଏ.ଭି. ସ୍କୁଲ ନିକଟରେ ଏକ ଅଜଣା ଟ୍ରକ ଧକ୍କାରେ ଦୁଇ ଜଣ ଛାତ୍ରଙ୍କ ସମେତ ଜଣେ ଅଭିଭାବକଙ୍କ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ ଯେ ଯୋଡା ଆଜାଦ୍ ବସ୍ତିର କ୍ରିଷ୍ଣା ଭୁଷାଲ, ଷ୍ଟାଣ୍ଡାର୍ଡ ୧ […]
ଭୁବନେଶ୍ବର: ତାଳଚେର ବିଧାୟକ ଶ୍ରୀ ବ୍ରଜକିଶୋର ପ୍ରଧାନଙ୍କ ନେତୃତ୍ୱ ରେ ତାଳଚେର ଓ କଣିହାଁ ବ୍ଲକ ଏବଂ ତାଳଚେର ମୁନିସିପାଲିଟି ର ଅଧକ୍ଷ ଉପାଧ୍ୟାକ୍ଷ ଓ ସଭ୍ୟମାନେ ଆଜି ସନ୍ଧ୍ୟାରେ ବିଜୁ ଜନତା ଦଳ ସଭାପତି ଶ୍ରୀ ନବୀନ ପଟନାୟକଙ୍କୁ ଭେଟି […]
ନୂଆଦିଲ୍ଲୀ: ବିଜେଡି ଛାଡି ବିଜେପିରେ ଯୋଗଦେଇଥିବା ପୂର୍ବତନ ରାଜ୍ୟସଭା ସାଂସଦ ମମତା ମହାନ୍ତ ଆଜି ଗୃହମନ୍ତ୍ରୀ ଅମିତ ଶାହଙ୍କୁ ସାକ୍ଷାତ କରିଛନ୍ତି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଓଡିଶାର ବହୁ ବିଜେପି ସାଂସଦଗଣ ମଧ୍ୟ ଉପସ୍ଥିତ ଥିଲେ। ଶ୍ରୀ […]
ଭୁବନେଶ୍ୱର: ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନର ୬୨ ତମ ପ୍ରତିଷ୍ଠା ଦିବସ ଆଜି ପ୍ରତିଷ୍ଠାନ ପରିସରରେ ଥିବା ନୂତନ ପ୍ରେକ୍ଷାଳୟରେ ଅନୁଷ୍ଠିତ ହୋଇଯାଇଛି। ପ୍ରତିଷ୍ଠାନର ଅଧ୍ୟକ୍ଷ ପ୍ରଫେସର ପ୍ରକାଶ ଚନ୍ଦ୍ର ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଭବ୍ୟ ଉତ୍ସବରେ ଏନ୍ ସିଇଆର୍ ଟିର […]
ଭୁବନେଶ୍ବର: ଚଳିତ ବର୍ଷର ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ କାର୍ଯ୍ୟକ୍ରମ ମହାତ୍ମା ଗାନ୍ଧୀ ମାର୍ଗରେ ପାଳନ କରାଯିବ। ଆଜି ରାଜ୍ୟ ଗୃହ ବିଭାଗ ଏବଂ ସୂଚନା ଓ ଲୋକସଂପର୍କ ବିଭାଗ ସହିତ ଏକ ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି […]
ଭୁବନେଶ୍ବର: ଓଡ଼ିଶା ବ୍ରିଜ ଆଣ୍ଡ କନଷ୍ଟ୍ରକସନ କର୍ପୋରେସନ, ଓବିସିସିର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ଶ୍ରୀଯୁକ୍ତ ପ୍ରଦୀପ କୁମାର ରଥଙ୍କ ଘରେ ଆଜି ଭିଜିଲାନସ ଚଢାଉ କରିଛି। ତେବେ ଏହି ଚଢାଉରେ ଯାହା ମିଳିଛି ତାହା ଯେ କେହି ଜାଣିଲେ ତାଙ୍କର ମୁଣ୍ଡ […]
ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଏବଂ ଓଡ଼ିଶା ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଟିଆର୍)ର ମିଳିତ ଆନୁକୂଲ୍ୟରେ ଷ୍ଟାରସ୍ ((STARS)) କାର୍ଯ୍ୟକ୍ରମ ଅନ୍ତର୍ଗତ ସ୍ମାର୍ଟ ଓଡ଼ିଶା ହାକାଥନ୍ ଓଡ଼ିଆ ପ୍ରିନୁ୍ୟର ୨.୦ ପ୍ରତିଯୋଗିତା ସମସ୍ତ ୩୦ ଗୋଟି ଜିଲ୍ଲାରେ ଆୟୋଜନ କରାଯାଉଛି। ଏହା […]
ନୂଆଦିଲ୍ଲୀ: ଅଗଷ୍ଟ 5 ତାରିଖ ପ୍ୟାରିସ୍ ଅଲିମ୍ପିକ୍ସର ଦଶମ ଦିନ ହେବ। ବର୍ତ୍ତମାନ ପର୍ଯ୍ୟନ୍ତ 9 ଦିନ ଶେଷ ହୋଇଛି ଏବଂ ଭାରତ ମାତ୍ର 3 ଟି ପଦକ ପାଇଛି। ଆଜି ପୁଣି ଥରେ ଭାରତୀୟ ଆଥଲେଟ୍ମାନେ ପଦକ ଜିତିବା ଉଦ୍ଦେଶ୍ୟରେ […]
ରଣପୁର: ଗତକାଲି ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେଶନ, ୧ ହରିପୁର ରୋଡ୍, ୫ ଖାରବେଳ ନଗରର ରାଜ୍ୟ ପରିଷଦ ବୈଠକ ଶ୍ରୀଗୁଣ୍ଡିଚା ଭକ୍ତ ନିବାସ, ପୁରୀ ଠାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ରାଜ୍ୟ ଫେଡେରେଶନର ପଚିଶ ଗୋଟି ସାଂଗଠନିକ ଜିଲ୍ଲାର […]
ନୂଆଦିଲ୍ଲୀ: ଭାରତୀୟ ଶାସ୍ତ୍ରୀୟ ନୃତ୍ୟାଙ୍ଗନା ଡ. ଯାମିନୀ କୃଷ୍ଣମୂର୍ତ୍ତିଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି। ଶ୍ରୀ ମୋଦୀ କହିଛନ୍ତି, ଭାରତୀୟ ସଂସ୍କୃତିକୁ ରୁଦ୍ଧିମନ୍ତ କରିବା ଦିଗରେ ଡ. କୃଷ୍ଣମୂର୍ତ୍ତି ଅନେକ କାମ କରିଥିଲେ। ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି: “ଡ. ଯାମିନୀ […]
ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍ ଡି ଦେବେଗୌଡା ରାଷ୍ଟ୍ରୀୟ ରାଜଧାନୀରେ ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ ପରିଦର୍ଶନ କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଖୁସି ପ୍ରକାଶ କରିଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଏକ୍ସର ଏକ ପୋଷ୍ଟର ଉତ୍ତର ଦେଇ ଶ୍ରୀ ମୋଦୀ ପୋଷ୍ଟ କରିଛନ୍ତି; “ଆମର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ସମ୍ମାନନୀୟ ରାଜନେତା, ଏଚ୍ ଡି ଦେବେଗୌଡା ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଚମାଖଣ୍ଡି ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥ ମୁଖ୍ୟ ରାସ୍ତାରେ ଅବସ୍ଥିତି ଗ୍ୟାନ ବିକାଶ ଆବାସିକ ମହାବିଦ୍ୟାଳୟରେ +୨ ବିଜ୍ଞାନ ଶ୍ରେଣୀ ରେ ଅଧ୍ୟୟନରତ ସ୍ବୀତି ପ୍ରଧାନ ନାମ୍ନୀ ଜଣେ ଛାତ୍ରୀଙ୍କୁ ଝୁଲନ୍ତା ଅବସ୍ଥାରେ […]
ବାଣପୁର (ସୀତାରାମ ଅଗ୍ରୱାଲ): ଓଡ଼ିଶାର ନିଆଁଖୁଣ୍ଟା ଭାବରେ ପରିଚିତ କୁମାରାଙ୍ଗ ଗ୍ରାମରେ ଥିବା ଗୋଦାବରୀଶ ମହାପାତ୍ରଙ୍କ ବାସଗୃହ ଏବଂ କୁମାର ପାଠାଗାରର ପୁନଃରୁଦ୍ଧାର ପାଇଁ ରବିବାର ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ତାହାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିରେ ଜିଲ୍ଲାପରିଷଦ ଉପାଧ୍ୟକ୍ଷ […]