ଆଜିର ଖବର

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୩୩୮ ଆକ୍ରାନ୍ତଙ୍କ ମଧ୍ୟରୁ ୪୮ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ…

ଭୁବନେଶ୍ୱର: ଓଡିଶାରୁ ଉତ୍ତରାଖଣ୍ଡ କୁମ୍ଭମେଳାକୁ ଯାଇଥିବା ଶ୍ରଦ୍ଧାଳୁଙ୍କ ଉପରେ କଡା ନଜର ରଖିବା ପାଇଁ ସ୍ୱାସ୍ଥ୍ୟ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। କୁମ୍ଭମେଳାକୁ ଓଡିଶାରୁ ୪୦୦ରୁ ଉର୍ଦ୍ଧ୍ଵ ଶ୍ରଦ୍ଧାଳୁ…

ନୂଆଦିଲ୍ଲୀ: କରୋନା ସଂକ୍ରମଣ ବୃଦ୍ଧିକୁ ଦେଖି ଦେଶରେ ସ୍ୱାସ୍ଥ୍ୟ ଜରୁରୀକାଳୀନ ଘୋଷଣା କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କଂଗ୍ରେସର ବରିଷ୍ଠ ନେତା କପିଲ ସିବଲ ନିବେଦନ କରିଛନ୍ତି।…

ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥରେ ବନ୍ଧୁକ ଦେଖାଇ ଲୁଟ୍ ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ଏହି ଘଟଣାକୁ ନେଇ ଜଙ୍କିଆ…

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୨ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୪୪…

ଭୁବନେଶ୍ବର: ଆଜି ରାଜ୍ୟରେ ୮ ଟି ଜିଲ୍ଲାରେ ଟୀକାଦାନ ବନ୍ଦ ରହିଥିବା ବେଳେ  ୪୨୭ ଟି କେନ୍ଦ୍ରରେ ଆଜି ଟୀକାଦାନ ଜାରି ରହିଛି। ବର୍ତ୍ତମାନ ୩ ଲକ୍ଷ ୧…

ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: ସୀମା ସିଲ ହେବା ଫଳରେ ଛତିଶଗଡର ରାୟପୁର ଓ ନାଗପୁର ଉପରେ ଭରସା କରୁଥିବା କଳାହାଣ୍ଡିର ସୀମାନ୍ତ ଅଂଚଳର ଖୁଚୁରା ବ୍ୟବସାୟୀ…

ସୀତାରାମ ଅଗ୍ରୱାଲ ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ଅନ୍ତର୍ଗତ ନାଭାଲ ଫାଣ୍ଡି ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଯେଉଁଥିରେ ବାଲୁଗାଁ…

ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: ସୂଚନା ଅଧିକାର ଆଇନ-୨୦୦୫ ର ଧାରା ୬(୧) ଅନୁସାରେ ଜୁନାଗଡ ତହସିଲ ଅଫିସରେ ସୂଚନା ମିଳିବା ପାଇଁ ନିର୍ଦ୍ଧାରିତ ଫର୍ମ ଓ…

ଭୁବନେଶ୍ବର: କରୋନା ସଂକ୍ରମଣ ବୃଦ୍ଧିକୁ ଦେଖି ଜେଇଇ ମେନ୍ ପରୀକ୍ଷାକୁ ସ୍ଥଗିତ କରାଯାଇଛି। ଯୁଗ୍ମ ପ୍ରବେଶିକା, ଜେଇଇ (ମେନ୍) କୁ ସ୍ଥଗିତ ରଖାଯାଇଛି। ଚଳିତ ମାସ ୨୭,…

ଭୁବନେଶ୍ବର: ଆଜି ରାଜ୍ୟରେ ୩ ହଜାର ୬୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା…

ଭୁବନେଶ୍ବର, ଆଜି ଉଭୟ କଟକ ଓ ଭୁବନେଶ୍ବରରେ ନାଇଟ କର୍ଫୁ ଜାରି କରାଯାଇଛି। ରାତି 9ଟାରୁ ସକାଳ 5ଟା ପର୍ଯ୍ୟନ୍ତ ଏହି କର୍ଫୁ ବଳବତ୍ତର ରହିବ। ସେଥିପାଇଁ…

ଭୁବନେଶ୍ବର, ଛତିଶଗଡରେ ବର୍ତ୍ତମାନ କରୋନା ପରିସ୍ଥିତି ସଂଗୀନ ହୋଇ ଉଠିଛି। ଏପରି ପରିସ୍ଥିତିରେ ଛତିଶଗଡ ଓଡିଶା ମଧ୍ୟରେ ଚଳାଚଳ କରୁଥିବା ସ୍ବତନ୍ତ୍ର ଟ୍ରେନକୁ ବନ୍ଦ କରାଯାଉ। ଏପରି…

ଭୁବନେଶ୍ବର, କୋଭିଡ କଟକଣା ଭିତରେ ଆଜି ବିଜୁ ଜନତା ଦଳର ରାଜ୍ୟ କାର୍ଯ୍ୟାଳୟରେ ବିଜୁ ପଟ୍ଟନାୟକଙ୍କ 24 ତମ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି। ପ୍ରଥମେ ଦଳର…

ଭୁବନେଶ୍ବର: ପିପିଲି ଉପନିର୍ବାଚନ ପାଇଁ ସାନି ତାରିଖ ଘୋଷଣା କରାଯାଇଛି। ଏପ୍ରିଲ ୧୭ ତାରିଖରେ ଏହି ନିର୍ବାଚନ ହେବାର ଥିଲା। କିନ୍ତୁ ଏବେ ଏହି ଉପନିର୍ବାଚନ ମେ’…

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୪୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୪୫୧ ଆକ୍ରାନ୍ତଙ୍କ ମଧ୍ୟରୁ ୯୧ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ…

ଭୁବନେଶ୍ବର, ବର୍ତ୍ତମାନ କରୋନା ସ୍ଥିତି ଯାହା ସେଥିରେ କଟକଣା ମାନିବାକୁ ପଡିବ। ଯଦି କେହି ଏହାର ଖିଲାପ କରନ୍ତି ତେବେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହିପରି…

ଭୁବନେଶ୍ବର, ଆଜି ଭୁବନେଶ୍ୱର ସାଂସଦ ତଥା ରାଷ୍ଟ୍ରୀୟ ପ୍ରବକ୍ତା ଅପରାଜିତା ଷଡ଼ଙ୍ଗୀ ପ୍ରଧାନମନ୍ତ୍ରୀ ଗ୍ରାମୀଣ ଡିଜିଟାଲ ସାକ୍ଷରତା ଅଭିଯାନ PMGDISHA ଅନ୍ତର୍ଗତ ଖୋର୍ଦ୍ଧା ଜିଲ୍ଲା ପାଇଁ ଭ୍ରାମ୍ୟମାଣ…