ଆଜିର ଖବର

ଭୁବନେଶ୍ବର: ପୁଣି ବିଧାନସଭା ନିକଟରେ ଜଣେ ମହିଳା ଆତ୍ମାହୁତି ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ଜଗତସିଂହପୁର ଜିଲ୍ଲାର କୁଜଙ୍ଗ ବ୍ଲକର ବୋଲି ଜଣାପଡିଛି। ସେ ବିଧାନସଭା ନିକଟସ୍ଥ…

ଭୁବନେଶ୍ୱର: ଓଡିଶା ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହୋଇଯାଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଅଭିଭାଷଣରୁ ଷଷ୍ଠ ଅଧିବେଶନ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ…

ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରେ ସଡ଼କ ସୁରକ୍ଷା ସଚେତନତା ମାସ ପାଳନ ହୋଇଯାଇଛି। ଏହି ସଡ଼କ ସୁରକ୍ଷା ସଚେତନତା ମାସର ଶେଷ ଦିନରେ ଏକ ବାଇକ୍…

ଭୁବନେଶ୍ବର: ଆଜିଠାରୁ ଓଡିଶା ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଅଭିଭାଷଣ ପରେ ଏହି ଅଧିବେଶନ ଆରମ୍ଭ ହେବ। ବର୍ତ୍ତମାନ…

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୨ ହଜାର ୮୮୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୦୧ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ…

ହେମାଙ୍ଗ ପ୍ରସାଦ ରାଉଳ ଭୁବନେଶ୍ୱର/ବ୍ରହ୍ମପୁର: ଆଜି ୪ ଦଫା ଦାବି ନେଇ କନିଷ୍ଠ ଶିକ୍ଷକ ଆଶାୟୀ ସଂଘ ପକ୍ଷରୁ ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ଧାରଣା ଦିଆଯିବା ସହ…

ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଗଂଜାମ ଜିଲ୍ଲା ପ୍ରଶାସନ ସ୍ୱତନ୍ତ୍ର ବୈଠକ ଡ଼କାଇ ନିଜସ୍ୱ ବିଭାଗ ଅଧିକାରୀଙ୍କୁ ବେଆଇନ ଲଘୁ ଖଣିଜ ଉତ୍ତୋଳନ ଉତ୍ସର ସ୍ଥିତାବସ୍ଥା, ବେଆଇନ…

ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ପ୍ରଶାସନ ପକ୍ଷରୁ ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା ଓ ଜାଲକୁ ଅନ୍ୟତ୍ର ଜୋରଜବରଦସ୍ତ ଉଠାଇବାକୁ କହିବା ଏବଂ ମତ୍ସ୍ୟଜୀବୀଙ୍କ ପକ୍ଷରୁ ଉପସ୍ଥାପିତ କରାଯାଇଥିବା ବିଭିନ୍ନ…

ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ରମ୍ଭା ଥାନା ଅନ୍ତର୍ଗତ ପାଣିବନ୍ଧ ଗ୍ରାମର ଚାଷୀ ସୁବାସ ମହାପାତ୍ର (୫୬) ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁବରଣ କରିଥିବା ଜଣାପଡ଼ିଛି।…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟର ପ୍ରସ୍ତାବକ୍ରମେ କିଶୋର ନ୍ୟାୟ (ଶିଶୁଙ୍କ ଯତ୍ନ ଓ ସୁରକ୍ଷା)…

ସୀତାରାମ ଅଗ୍ରୱାଲ ବାଣପୁର: ଆଜି ସଂଧ୍ୟାରେ ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ଅନ୍ତର୍ଗତ ବାଣପୁର-ବାଲୁଗାଁ ବାଇପାସରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଯେଉଁଥିରେ…

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ…

ନୂଆଦିଲ୍ଲୀ, ଆଜି ଏକ ଭଲ ଦିନ ହେବ । ବ୍ୟବସାୟରେ ଲାଭ ହେବ । ସମସ୍ତ କାର୍ଯ୍ୟ ସହଜରେ ସମାପ୍ତ ହେବ, ଯାହା ନିଜ ଉପରେ ଆତ୍ମବିଶ୍ୱାସ…

କର୍କଟ: – ଆଜି ଏକ ସାଧାରଣ ଦିନ ହେବ । ପରିବାର ବିଷୟରେ ଚିନ୍ତିତ ହେବେ । ଚିନ୍ତା ସହଜରେ ଦୂର କରାଯାଇପାରିବ । ବିନିଯୋଗ ଭଲ…

ଭୁବନେଶ୍ୱର: କଳିଙ୍ଗ ଆନ୍ତର୍ଜାତୀୟ ଯୁବ ପ୍ରତିଷ୍ଠାନ (କେୱାଇଏଫ) ଭୁବନେଶ୍ୱରରେ ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ପର୍ଯ୍ୟଟନସ୍ଥଳ ଭାବରେ ଓଡ଼ିଶାକୁ ପ୍ରତିଷ୍ଠା; ଆହ୍ୱାନ ଏବଂ ସୁଯୋଗ ନାମରେ ଏକ ଆନ୍ତର୍ଜାତୀୟ…