ଆଜିର ଖବର

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୨୩ ଆକ୍ରାନ୍ତଙ୍କ ମଧ୍ୟରୁ ୧୧ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ…

ନୂଆଦିଲ୍ଲୀ/ଭୁବନେଶ୍ବର: ଓଡିଶାରେ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୩ ଟି ୟୁକେ ଷ୍ଟ୍ରେନ ଚିହ୍ନଟ କରାଯାଇଛି। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ୧୮ ଟି ରାଜ୍ୟରୁ…

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ଗାନ୍ଧୀମାର୍ଗ ହେଉଛି ଏକ ପ୍ରମୁଖ ଜନଗହଳିପୂର୍ଣ୍ଣ ସ୍ଥାନ। ଦୈନନ୍ଦିନ ଶହ ଶହ ପଥଚାରୀ ଏହି ବାଟ ଦେଇ ଯିବାଆସିବା କରୁଥିବା ବେଳେ ଓଡ଼ିଶାର…

ନୂଆଦିଲ୍ଲୀ: ମହାରାଷ୍ଟ୍ର ଲେଟର ବମ୍ ମାମଲାରେ ମୁମ୍ବାଇ ପୋଲିସର ପୂର୍ବତନ କମିଶନର ପରମବୀର ସିଂହ ଉଚ୍ଚତମ ନ୍ୟାୟଳୟରେ ଏକ ଯାଚିକା ଦାୟର କରିଥିଲେ। ହେଲେ ଆଜି ଉଚ୍ଚତମ…

ମୁମ୍ବାଇ: ଦେଶରେ କରୋନା ମାମଲା ଦ୍ରୁତ ଗତିରେ ବଢିଚାଲିଛି। ବଲିଉଡ ଇଣ୍ଡଷ୍ଟ୍ରିର ଅନେକ ତାରକା କରୋନା ସଂକ୍ରମଣ ହୋଇଛନ୍ତି। ଏବେ ଅଭିନେତା ଆମିର ଖାନ କରୋନାରେ ସଂକ୍ରମଣ…

ସୀତାରାମ ଅଗ୍ରୱାଲ ଚିଲିକା: ଚିଲିକା ବ୍ଲକ ଆଙ୍କୁଲା ଗ୍ରାମର ୩୨ ବର୍ଷୀୟ ସନ୍ତୋଷ ବାରିକ ଫାଇଲେରିଆ ରୋଗରେ ଆକ୍ରାନ୍ତ ହୋଇ ଯନ୍ତ୍ରଣାରେ ଛଟପଟ ହେଉଥିଲେ। ତାଙ୍କର ଚିକିତ୍ସାରେ…

ନୂଆଦିଲ୍ଲୀ: ନ୍ୟାୟଧୀଶ ଏନଭି ରମଣା ଉଚ୍ଚତମ ନ୍ୟାୟଳୟର ପ୍ରଧାନ ବିଚାରପତି ହେବେ। ବର୍ତ୍ତମାନର ପ୍ରଧାନ ବିଚାରପତି ଏସ ଅରବିନ୍ଦ ବୋବଡେ କେନ୍ଦ୍ର ଆଇନ ମନ୍ତ୍ରାଳୟଙ୍କୁ ନ୍ୟାୟଧୀଶ ରମଣାଙ୍କ ନାମ…

ଭୁବନେଶ୍ବର: ଆଜି ରାଜ୍ୟରେ ୧୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି…

ନୂଆଦିଲ୍ଲୀ/ ଭୁବନେଶ୍ବର: ବାଲେଶ୍ଵର ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ ଆଜି କେନ୍ଦ୍ର ସ୍ଵାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନଙ୍କୁ ଭେଟିଛନ୍ତି। ଭୁବନେଶ୍ବର ଏମ୍ସ ପାଇଁ ସ୍ଵତନ୍ତ୍ର ପାଣ୍ଠି ଦେବାକୁ ଶ୍ରୀ…

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୭ ହଜାର ୨୬୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୨୭୫ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ…

ଭୁବନେଶ୍ବର, ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ନବଜାତକ ଉପରେ କିଛି ତଥ୍ୟ ରଖିଛନ୍ତି। ତାହା ହେଲା ଯେ, ଯେତେବେଳେ ଛୁଆଟିଏ ଜନ୍ମ ନିଏ ସେତେବେଳେ ସେ…

ଧନୁ- ଆପଣଙ୍କର ଅଧ୍ୟକ୍ଷତାରେ ବୃତ୍ତିଗତ ଲୋକମାନେ ବୃତ୍ତିଗତ ଭାବରେ ଉପକୃତ ହେବେ। ଧନ ପାଇବା ପାଇଁ ଦୃଢ ସମ୍ଭାବନା ଅଛି । ଆୟ ହେତୁ ଆର୍ଥିକ ଦୃଷ୍ଟିରୁ…

କର୍କଟ- ମନ ଆନନ୍ଦ ଏବଂ ମଜା ସହିତ ଆନନ୍ଦିତ ହେବେ। ଏହି ଧାରାରେ, ସାଙ୍ଗମାନଙ୍କ  ମନୋରଂଜନର ଉପଭୋଗକୁ ଦ୍ୱିଗୁଣିତ କରିବ। ମଧ୍ୟାହ୍ନ ଭୋଜନ ପରେ ଆପଣଙ୍କ ସ୍ୱାସ୍ଥ୍ୟ…

ସିଂହ- ଘରୋଇ ଜୀବନରେ ଜଟିଳ ପ୍ରଶ୍ନର ସମାଧାନ ହେବ । ଏହା ସହିତ, ଆପଣ ପ୍ରକୃତ ସମ୍ପତ୍ତି ସହିତ ଜଡିତ କାର୍ଯ୍ୟ ସହିତ ମୁକାବିଲା କରିବାକୁ ପାଇବେ…

କୁମ୍ଭ- ଆଜି ଆପଣ ବ୍ୟବସାୟର ବିକାଶ ପାଇଁ ଅଧିକ ଧ୍ୟାନ ଦେବେ। ନୂତନ ଯୋଜନା ଏବଂ ଚିନ୍ତାଧାରାର ନୂତନତ୍ୱ ସହିତ ବ୍ୟବସାୟ ପ୍ରଗତି ଆଡକୁ ଗତି କରିବ।…

ମକର- ମନରୁ ନକାରାତ୍ମକ ଚିନ୍ତାଧାରାକୁ ହଟାଇ ଆପଣ ନିରାଶାରୁ ବାହାରି ଆସିବେ। ଅନୈତିକ କାର୍ଯ୍ୟଗୁଡ଼ିକ ଚିନ୍ତାର କାରଣ ହୋଇପାରେ । ତେଣୁ ଯଦି ସମ୍ଭବ ସେସବୁରୁ ଦୂରରେ…

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ…

ରାୟପୁର: ଛତିଶଗଡର ନାରାୟଣପୁରରେ ଏକ ବଡ ନକ୍ସଲ ଆକ୍ରମଣର ଖବର ମିଳିଛି। ସୁରକ୍ଷାକର୍ମୀଙ୍କୁ ନେଇ ଯାଉଥିବା ବସ ଉପରକୁ ନକ୍ସଲ ଦ୍ଵାରା ଆକ୍ରମଣ ହୋଇଥିବା ସୂଚନା ମିଳିଛି।…

ଭୁବନେଶର: ଆଜି ସନ୍ଧ୍ୟାରୁ ଭୁବନେଶ୍ବର ମାର୍କେଟ ଓ ଜନଗହଳି ଅଞ୍ଚଳରେ ଚଢାଉ ଆରମ୍ଭ କରାଯିବ। ମହାନଗରରେ କୋଭିଡ଼ କଟକଣାକୁ କଡାକଡି କରାଯିବ। ସ୍ଵତନ୍ତ୍ର ଟିମ ଗଠନ କରାଯାଇ…