ଆଜିର ଖବର

ନୂଆଦିଲ୍ଲୀ: ଏପ୍ରିଲ ୧ ତାରିଖ ଠାରୁ ୪୫ ବର୍ଷରୁ ଉର୍ଦ୍ଧ୍ଵ ସବୁ ବୟସ୍କ ବ୍ୟକ୍ତିମାନେ କରୋନା ଟୀକା ନେଇପାରିବେ। ଏନେଇ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭେଦକର ଘୋଷଣା କରିଛନ୍ତି।…

ନୂଆଦିଲ୍ଲୀ: ଲୋକସଭାରେ ଜଣେ ମହିଳା ସାଂସଦଙ୍କୁ ଶିବସେନା ସାଂସଦ ଧମକ ଦେଇଥିବା ଅଭିଯୋଗ ହୋଇଛି। ଅମରାବତୀର ନିର୍ଦ୍ଦଳୀୟ ସାଂସଦ ନବନୀତ ରାଣା ଶିବସେନା ସାଂସଦ ଅରବିନ୍ଦ ସାବନ୍ତଙ୍କ…

ଭୁବନେଶ୍ବର: ସରକାରୀ ସ୍କୁଲରେ ପଢୁଥିବା ଛାତ୍ରଛାତ୍ରୀଙ୍କ ଉଚ୍ଚ ଶିକ୍ଷାରେ ସଂରକ୍ଷଣ ନେଇ ସଂକଳ୍ପ ଆଗତ ହୋଇଛି। ହାଇ ପାୱାର କମିଟିର ସୁପାରିସ କ୍ରମେ ଏହି ସଂକଳ୍ପ ଆଗତ…

ନୂଆଦିଲ୍ଲୀ: ଆସାମ ବିଧାନସଭା ନିର୍ବାଚନ ପାଇଁ ଆଜି ଭାରତୀୟ ଜନତା ପାର୍ଟି ଘୋଷଣା ପତ୍ର ଜାରି କରିଛି। ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ସଂକଳ୍ପ ପତ୍ର ଜାରି କରି…

ଭୁବନେଶ୍ବର: ଆଜି ରାଜ୍ୟରେ ୧୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି…

ଭୁବନେଶ୍ବର: ପିପିଲି ଉପ-ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠୁ ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ପ୍ରାର୍ଥୀ ପତ୍ର ଦାଖଲ କରିବାର ଶେଷ…

ନୂଆଦିଲ୍ଲୀ: ଆଜିଠୁ ଭାରତ-ଇଂଲଣ୍ଡ ମଧ୍ୟରେ ଦିନିକିଆ କ୍ରିକେଟ ସିରିଜ ଆରମ୍ଭ ହେବ। ତିନି ମ୍ୟାଚ ବିଶିଷ୍ଟ ଏହି ଏକଦିବସୀୟ ସିରିଜର ପ୍ରଥମ ମ୍ୟାଚ ପୁଣେ ଠାରେ ଖେଳାଯିବ।…

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୦ ହଜାର ୭୧୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୯୯ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ…

ଭୁବନେଶ୍ବର: ପ୍ରତ୍ୟେକ ପୂଜାରେ ପ୍ରଥମେ ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ପୂଜା କରାଯାଇଥାଏ। ଘର ହେଉ କି ବ୍ୟବସାୟ ଅଥବା ମାଙ୍ଗଳିକ ଉତ୍ସବ ହେଉ ସବୁଠି ଶ୍ରୀଗଣେଶଙ୍କ ପୂଜା ପ୍ରଥମେ…

ଭୁବନେଶ୍ବର: ସୂର୍ଯ୍ୟଦେବ ଅଗ୍ନି ଦେବଙ୍କ ସ୍ବରୂପ ଏବଂ ପ୍ରତ୍ୟକ୍ଷ ଦେବତା ରୂପେ ମନାଯାଇଥାଏ। ବାସ୍ତୁ ଶାସ୍ତ୍ରରେ ସୂର୍ଯ୍ୟଙ୍କର ବିଶେଷ ମହତ୍ତବ ରହିଛି। ଶକ୍ତିର ଅସୀମ ଭଣ୍ଡାର ସୂର୍ଯ୍ୟଦେବଙ୍କୁ…

ନୂଆଦିଲ୍ଲୀ, ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ମଣିଷ କିପରି ସୁଖରେ ରହିବ  ସେଥିପାଇଁ ସେ ପାଞ୍ଚୋଟି ଉପାୟ ଉଲ୍ଲେଖ କରିଛନ୍ତି। ଏଥିରେ ସାବଧାନ ରହିବା ସହିତ…

ବୃଷ- ଆଜି ଆପଣଙ୍କ ପାଇଁ ଏକ ଭଲ ଦିନ ହେବ। ଅର୍ଥପୂର୍ଣ୍ଣ କାର୍ଯ୍ୟଗୁଡ଼ିକ ସଫଳ ହେବ। ପାରିବାରିକ ଜୀବନ ଖୁସି ହେବ। ଆର୍ଥିକ ସ୍ଥିତିରେ ସୁଧାର ଆସିବ…

ଧନୁ- ଆଜି ଆପଣଙ୍କ ପାଇଁ ଏକ ମିଶ୍ରିତ ଦିନ ହେବ । ଅର୍ଥନୈତିକ ଦିଗ ଶକ୍ତିଶାଳୀ ହେବ, କିନ୍ତୁ ଅଜ୍ଞାତ ଭୟ ଦ୍ୱାରା ଜଡିତ ହେବ ।…

ତୂଳା- ଆଜି ଯଦି ସମ୍ଭବ ଦିନଟି ଭଲ ହେବ। ବିଶେଷ କରି ଅର୍ଥନୈତିକ ପ୍ରସଙ୍ଗରେ ସଜାଗ ରହିବା ଆବଶ୍ୟକ। ବ୍ୟବସାୟରେ ବିନିଯୋଗ ବର୍ତ୍ତମାନ ଭଲ ନୁହେଁ ।…

ନୂଆଦିଲ୍ଲୀ: ଦୁଇଟି ଡ଼ୋଜ କରୋନା ଟୀକା ନେବା ପରେ ମଧ୍ୟ ଜଣେ ନର୍ସ ସଂକ୍ରମଣର ଶିକାର ହୋଇଛନ୍ତି। ଦିଲ୍ଲୀର ଏକ ସରକାରୀ ହସ୍ପିଟାଲର ନର୍ସ ଜଣଙ୍କ ପ୍ରଥମ…

ଭୁବନେଶ୍ୱର: କାଞ୍ଚନ ଫାଉଣ୍ଡେସନ ତରଫରୁ ଭୁବନେଶ୍ୱରସ୍ଥିତ ହୋଟେଲ ଏକ୍ସିଲେନ୍ସିଠାରେ ଦ୍ୱିତୀୟ କାଞ୍ଚନ କର୍ପୋରେଟ ଆୱାର୍ଡ଼-୨୦୨୧ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ବିଧାନସଭାର…

ଭୁବନେଶ୍ୱର: ଆଜିକାଲି ଉପଭୋକ୍ତାମାନେ ପ୍ରତି ଜାଗାରେ, ପ୍ରତି ମୁହୂର୍ତ୍ତରେ ଠକେଇର ଶିକାର ହେବାରେ ଲାଗିଛନ୍ତି। ସରକାରଙ୍କର ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଉପଭୋକ୍ତାମାନଙ୍କ ସ୍ୱାର୍ଥ, ସୁରକ୍ଷା…