ନୂଆଦିଲ୍ଲୀ: ବିରୋଧୀ ଦଳ ମୋଦୀ ସରକାର ୩.o ର ପ୍ରଥମ ବଜେଟକୁ ଭେଦଭାବ ବୋଲି କହିଛନ୍ତି। ଏହି କ୍ରମରେ ଆଜି ସକାଳ ୧୦.୩୦ ସମୟରେ ବିରୋଧୀ ଦଳର ଇଣ୍ଡିଆ ଆଲାଇନ୍ସର ନେତାମାନେ ସଂସଦରେ ବିରୋଧ କରିବେ। ଇଣ୍ଡିଆ ଆଲାଇନ୍ସ ଅଭିଯୋଗ କରିଛି […]
ନୂଆଦିଲ୍ଲୀ: ତ୍ରିପୁରାରେ ଶାସକ ଦଳ ବିଜେପି ପୁଣି ଥରେ ବିଜୟର ତୂରୀ ବଜାଇଛି। ରାଜ୍ୟରେ ଅନୁଷ୍ଠିତ ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବିଜେପି ୭୦% ଆସନ ଜିତିଛି। ସୂଚନା ପ୍ରଦାନ କରି ନିର୍ବାଚନ ଅଧିକାରୀ କହିଛନ୍ତି ଯେ, ଗ୍ରାମ ପଞ୍ଚାୟତରେ ମୋଟ ୬,୮୮୯ […]
ନୂଆଦିଲ୍ଲୀ: ଆରଜେଡି ସୁପ୍ରିମୋ ଲାଲୁ ଯାଦବଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଗିଡି ଯାଇଛି। ତାଙ୍କୁ ଦିଲ୍ଲୀ AIIMS ରେ ଭର୍ତ୍ତି କରାଯାଇଛି। ସେ ଡାକ୍ତରଙ୍କ ତତ୍ତ୍ୱାବଧାନରେ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ତାଙ୍କ ଅବସ୍ଥା ଭଲ ଅଛି। ପରିବାର ସଦସ୍ୟ ଡାକ୍ତରଖାନାରେ ଉପସ୍ଥିତ ଅଛନ୍ତି। […]
ଭୁବନେଶ୍ୱର: ଉତ୍ତର ଓଡ଼ିଶା ବିକାଶ ପରିଷଦ ଗଠନ ନିମନ୍ତେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏହି ଟାସ୍କ ଫୋର୍ସର ଅଧ୍ୟକ୍ଷ ନିଯୁକ୍ତ ହୋଇଛନ୍ତି। […]
ମେଷ- ପରିବାର ସାହାଯ୍ୟ କରିବେ । ଆପଣଙ୍କର ମାନସିକ ସନ୍ତୁଳିତ ରହିବ ଏବଂ ଏହା ଆପଣଙ୍କ ପାରିବାରିକ ଜୀବନରେ ମଧ୍ୟ ସୁଖ ଆଣିପାରେ । କାର୍ଯ୍ୟ ସମାପ୍ତ ହୋଇପାରିବ । କ୍ୟାରିୟର ଏବଂ ପୁଞ୍ଜି ବିନିଯୋଗ କ୍ଷେତ୍ରରେ ଆପଣ କିଛି ନୂତନ ଏବଂ […]
ଭୁବନେଶ୍ଵର: ଟନେଲ ସଂଯୋଗ କାର୍ଯ୍ୟରେ ପୂର୍ବତଟ ରେଳପଥ ଆଉ ଏକ ମାଇଲ ଖୁଣ୍ଟ ଅତିକ୍ରମ କରିଛି। ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲିଙ୍କ୍ ପ୍ରକଳ୍ପ (301 କିଲୋମିଟର) ନିର୍ମାଣ କାର୍ଯ୍ୟରେ ନିୟୋଜିତ ରେଳପଥର ନିର୍ମାଣ ବିଭାଗର ଇଞ୍ଜିନିୟରିଂ ଟିମ୍ ମାଧପୁର ବନ ରେଞ୍ଜର […]
ମୟୂରଭଞ୍ଜ/ଭୁବନେଶ୍ୱର: ଆଦିବାସୀ ବହୁଳ ତଥା ବଣ ପାହାଡ଼ଘେରା ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ବିଭିନ୍ନ ଭୌଗୋଳିକ ପ୍ରତିବନ୍ଧକ ରହିଛି। ତେଣୁ ଲୋକଙ୍କ ଦୁଆର ମୁହଁରେ ଜରୁରିକାଳୀନ ସ୍ୱାସ୍ଥ୍ୟ ସେବା ପହଞ୍ଚାଇବା ଏକ ଆହ୍ୱାନ ହୋଇଥାଏ। ଏବେ ଏହି ସମସ୍ୟାର ସମାଧାନ ହୋଇପାରିଛି […]
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟରେ ମଙ୍ଗଳବାର ପହଂଚିଛନ୍ତି ଭିଏତନାମର ନିନ୍ ଥୁଆନ୍ ପ୍ରଦେଶର ଏକ ସାଂସ୍କୃତିକ ଦଳ। ନୃତ୍ୟ ଓ ସଂଗୀତ ମାଧ୍ୟମରେ ନିଜ ଦେଶର ପ୍ରାଚୀନ କଳା ଓ ସଂସ୍କୃତି ସୋଆରେ ପରିବେଷଣ କରିବେ ଏହି ଦଳ। […]
ଜଗତସିଂହପୁର/କୁଜଙ୍ଗ: ଏରସମା ବ୍ଲକ ଅନ୍ତର୍ଗତ ଢ଼ିଙ୍କିଆ ପଞ୍ଚାୟତରେ ସରପଞ୍ଚ ଓ ୱାର୍ଡ ସଭ୍ୟ/ସଭ୍ୟା ନିର୍ବାଚନ କରିବାକୁ ପଞ୍ଚାୟତ ବାସୀ ଦାବି କରିଛନ୍ତି। ଏନେଇ ଓଡ଼ିଶା ନିର୍ବାଚନ ଆୟୋଗ, ପଂଚାୟତରାଜ ବିଭାଗ ସଚିବ, ଜିଲ୍ଲାପାଳଙ୍କୁ ୫ଶହରୁ ଉର୍ଦ୍ଧ୍ଵ ବ୍ୟକ୍ତିଙ୍କ ସ୍ୱାକ୍ଷର ସମ୍ବଳିତ ଏକ […]
କୁଜଙ୍ଗ: ଫରେଷ୍ଟ ବିଟ ହାଉସରେ ଜୁଆ ଆଡ୍ଡା ଚାଲିବା ଓ ତାର ପ୍ରତିବାଦ କରିବାରୁ ସଂପୃକ୍ତ ବନପାଳ ମାଡ଼ ମାରିବା ଭଳି ସଙ୍ଗୀନ ଅଭିଯୋଗ ଜଗତସିଂହପୁର ଜିଲ୍ଲା ଅଭୟଚାନ୍ଦପୁର ଥାନାରେ ହୋଇଥିବା ଜଣାପଡିଛି। ପ୍ରକାଶ ଯେ, ଜଗତସିଂହପୁର ଜିଲ୍ଲା କୁଜଙ୍ଗ ରେଞ୍ଜ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ସରକାର ଆଜି ପୂର୍ଣ୍ଣ ବଜେଟ୍ ଉପସ୍ଥାପନ କରିଛନ୍ତି। ଏଥିରେ ସଡକ ଭିତ୍ତିଭୂମି ଠାରୁ ମହିଳା ଏବଂ କୃଷକ ପର୍ଯ୍ୟନ୍ତ ବଡ ଘୋଷଣା କରାଯାଇଛି। ବିରୋଧୀ ଦଳ ପକ୍ଷରୁ କୁହାଯାଉଛି ଯେ, ବଜେଟରେ ବିଶେଷ କିଛି […]
ନୂଆଦିଲ୍ଲୀ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମୋଦୀ 3.୦ ର ପ୍ରଥମ ବଜେଟରେ ଟିକସଦାତାଙ୍କୁ ଏକ ବଡ ଉପହାର ଦେଇଛନ୍ତି। ନୂତନ ଟିକସ ବ୍ୟବସ୍ଥାରେ ଆୟକର ସ୍ଲାବ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଷ୍ଟାଣ୍ଡାର୍ଡ ଡିଡକ୍ସନ 50,000 ରୁ 75,000 ଟଙ୍କାକୁ ବୃଦ୍ଧି […]
ନୂଆଦିଲ୍ଲୀ: ବଜେଟ୍ ଭାଷଣରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆୟକର ସମ୍ବନ୍ଧରେ ଏକ ବଡ଼ ଘୋଷଣା କରିଛନ୍ତି। ବଜେଟରେ ସରକାର ମଧ୍ୟବିତ୍ତଙ୍କୁ ଉପହାର ଦେଇଛନ୍ତି। ନୂତନ ଟିକସ ବ୍ୟବସ୍ଥାରେ ଷ୍ଟାଣ୍ଡାର୍ଡ ଡିଡକ୍ସନ ୫୦ ହଜାରରୁ ୭୫,୦୦୦ ଟଙ୍କା ବୃଦ୍ଧି କରାଯାଇଛି। ନୂତନ ଟିକସ […]
ନୂଆଦିଲ୍ଲୀ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ଦେଶର ପୂର୍ଣ୍ଣ ବଜେଟ୍ ଉପସ୍ଥାପନ କରୁଛନ୍ତି। ଏହି ସମୟ ମଧ୍ୟରେ ସେ ମୁଦ୍ରା ଋଣ ନେଇଥିବା ବ୍ୟକ୍ତିଙ୍କ ପାଇଁ ଏକ ବଡ ଘୋଷଣା କରିଛନ୍ତି ଏବଂ ଋଣ ସୀମାକୁ ୧୦ ରୁ ୨୦ ଲକ୍ଷକୁ […]
ଭୁବନେଶ୍ବର: ଓଡିଶା ବିଧାନସଭାର ନୂଆ ଉପବାଚସ୍ପତି ହେବେ ତଳସରା ବିଧାୟକ ଭବାନୀ ଶଙ୍କର ଭୋଇ। ଆଜି ଏ ନେଇ ବିଜେପି ତରଫରୁ ସୂଚନା ଦିଆଯାଇଛି। ଏଥିସହିତ ସେ ବିଧାନସଭା ପରିସରରେ ଥିବା ସଚିବାଳୟରେ ନିଜର ନାମାଙ୍କନ ଦାଖଲ କରିଛନ୍ତି। ସଂଖ୍ୟା ଦୃଷ୍ଟିରୁ […]
ନୂଆଦିଲ୍ଲୀ: ଆଜି ଲୋକସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୁର୍ଣ୍ଣ ବଜେଟ୍ ଉପସ୍ଥାପନ କରିଛନ୍ତି। ମୋଦୀ ସରକାରଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟରେ ଅର୍ଥମନ୍ତ୍ରୀ ଯୁବକମାନଙ୍କ ପାଇଁ ଅନେକ ବିଶେଷ ଘୋଷଣା କରିଛନ୍ତି। ରୋଜଗାର ସୃଷ୍ଟି ଉପରେ […]
ନୂଆଦିଲ୍ଲୀ: ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲୋକସଭାରେ ସାଧାରଣ ବଜେଟ୍ ଉପସ୍ଥାପନ କରୁଛନ୍ତି। ଏହା ମୋଦୀ 3.୦ ସରକାରଙ୍କ ପ୍ରଥମ ସାଧାରଣ ବଜେଟ୍। ନିର୍ମଳା ସୀତାରମଣ କ୍ରମାଗତ ସପ୍ତମ ବଜେଟ୍ ଉପସ୍ଥାପନ କରି ଇତିହାସ ସୃଷ୍ଟି କରିଛନ୍ତି। ସେ 7 ଥର ବଜେଟ୍ […]
ନୂଆଦିଲ୍ଲୀ: ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲୋକସଭାରେ ସାଧାରଣ ବଜେଟ୍ ଉପସ୍ଥାପନ କରୁଛନ୍ତି। ଏହା ମୋଦୀ 3.୦ ସରକାରଙ୍କ ପ୍ରଥମ ସାଧାରଣ ବଜେଟ୍। ନିର୍ମଳା ସୀତାରମଣ କ୍ରମାଗତ ସପ୍ତମ ବଜେଟ୍ ଉପସ୍ଥାପନ କରି ଇତିହାସ ସୃଷ୍ଟି କରିଛନ୍ତି। ସେ 7 ଥର […]
ନୂଆଦିଲ୍ଲୀ: ସଂସଦର ମୌସୁମୀ ଅଧିବେଶନ ସୋମବାର ଠାରୁ ଆରମ୍ଭ ହୋଇଛି। ଆଜି ସଂସଦରେ ବଜେଟ୍ ଉପସ୍ଥାପିତ ହେବ। ସମସ୍ତଙ୍କ ଆଖି ଏହି ବଜେଟ୍ ଉପରେ ରହିଛି। ଆଶା କରାଯାଉଛି ଯେ, ମୋଦୀ ସରକାର ଏଥର ବଜେଟରେ ଅନେକ ବଡ ଘୋଷଣା କରିପାରନ୍ତି। […]
ନୂଆଦିଲ୍ଲୀ: ଲକଜମବର୍ଗର ପ୍ରଧାନମନ୍ତ୍ରୀ ଲୁକ୍ ଫ୍ରିଡେନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଫୋନ୍ କରି କ୍ରମାଗତ ତୃତୀୟ ଥର ନିର୍ବାଚିତ ହୋଇଥିବାରୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଫ୍ରିଡେନଙ୍କୁ ଶୁଭେଚ୍ଛା ବାର୍ତ୍ତା ପାଇଁ ପ୍ରଧାନମନ୍ତ୍ରୀ ଧନ୍ୟବାଦ ଜଣାଇବା ସହ ଦୁଇ ଦେଶ ମଧ୍ୟରେ ପାରସ୍ପରିକ […]
Budget2024: ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ 2024 ଉପସ୍ଥାପନ କରିବାକୁ ଯାଉଛନ୍ତି। ଉପସ୍ଥାପନା ପୂର୍ବରୁ ଅର୍ଥମନ୍ତ୍ରୀ ଏବଂ ତାଙ୍କ ଅଧିକାରୀମାନେ ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିବାକୁ ଯାଇଥିଲେ। ସେଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହୃଦୟରୁ ଶୁଭେଚ୍ଛା ଜଣାଇ ଦହି ଏବଂ ଚିନି […]