ନୂଆଦିଲ୍ଲୀ: ଲକଜମବର୍ଗର ପ୍ରଧାନମନ୍ତ୍ରୀ ଲୁକ୍ ଫ୍ରିଡେନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଫୋନ୍ କରି କ୍ରମାଗତ ତୃତୀୟ ଥର ନିର୍ବାଚିତ ହୋଇଥିବାରୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଫ୍ରିଡେନଙ୍କୁ ଶୁଭେଚ୍ଛା ବାର୍ତ୍ତା ପାଇଁ ପ୍ରଧାନମନ୍ତ୍ରୀ ଧନ୍ୟବାଦ ଜଣାଇବା ସହ ଦୁଇ ଦେଶ ମଧ୍ୟରେ ପାରସ୍ପରିକ […]
Budget2024: ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ 2024 ଉପସ୍ଥାପନ କରିବାକୁ ଯାଉଛନ୍ତି। ଉପସ୍ଥାପନା ପୂର୍ବରୁ ଅର୍ଥମନ୍ତ୍ରୀ ଏବଂ ତାଙ୍କ ଅଧିକାରୀମାନେ ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିବାକୁ ଯାଇଥିଲେ। ସେଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହୃଦୟରୁ ଶୁଭେଚ୍ଛା ଜଣାଇ ଦହି ଏବଂ ଚିନି […]
ନୂଆଦିଲ୍ଲୀ: ଆଉ କିଛି ସମୟ ପରେ ସଂସଦରେ ଉପସ୍ଥାପିତ ହେବ ସାଧାରଣ ବଜେଟ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏହି ବଜେଟ ଉପସ୍ଥାପିତ କରିବେ। ସେଥିପାଇଁ ଆଜି ସକାଳରେ ଅର୍ଥମନ୍ତ୍ରୀ ରାଷ୍ଟ୍ରପତି ଭବନ ଯାଇ ସେଠାରେ ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିଛନ୍ତି। ବଜେଟ ଉପସ୍ଥାପନା […]
ନୂଆଦିଲ୍ଲୀ: ବଲିଉଡ ଅଭିନେତ୍ରୀ ତଥା ବିଜେପି ସାଂସଦ କଙ୍ଗନା ରଣାୱତ ତାଙ୍କ ବକ୍ତବ୍ୟ ପାଇଁ ଖବରରେ ରହିଥାନ୍ତି। ବର୍ତ୍ତମାନ ଆମେରିକାର ଉପରାଷ୍ଟ୍ରପତି କମଲା ହାରିସଙ୍କ ସମର୍ଥନରେ ଅଭିନେତ୍ରୀ ନିଜର ମତ ଦେଇଛନ୍ତି। ବାସ୍ତବରେ ନିକଟରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏଥର […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ବିଶ୍ୱ ଐତିହ୍ୟ କମିଟିର ୪୬ତମ ଅଧିବେଶନକୁ ଉଦଘାଟନ କରିଛନ୍ତି। ବିଶ୍ୱ ଐତିହ୍ୟ କମିଟି ପ୍ରତିବର୍ଷ ବୈଠକ କରି ବିଶ୍ୱ ଐତିହ୍ୟ ସମ୍ପର୍କିତ ସମସ୍ତ ବିଷୟର ପରିଚାଳନା କରିବା ଏବଂ ବିଶ୍ୱ ଐତିହ୍ୟ […]
ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଭାରତ ସରକାର ଇନୋଭେସନକୁ ପ୍ରୋତ୍ସାହିତ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ସୋମବାର ନୂଆଦିଲ୍ଲୀ ଠାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଅଟଳ ଇନୋଭେସନ ମିଶନ ଏବଂ ଓ୍ୱିପୋ (ଓ୍ୱାର୍ଲ୍ଡ୍ ଇଣ୍ଟେଲେକ୍ଚ୍ୟୁଆଲ୍ ପ୍ରପୋର୍ଟି ଅର୍ଗାନାଇଜେସନ) ମଧ୍ୟରେ […]
ଭୁବନେଶ୍ୱର: ପୋଡ଼ାଜଳା, କର୍କଟ, ଲିମ୍ଫେଡେମା ଏବଂ ପ୍ରସାଧନ ପ୍ରଣାଳୀ ସମେତ ବିଭିନ୍ନ ଅବସ୍ଥାର ଜୀବନ ପରିବର୍ତ୍ତନକାରୀ ସମାଧାନ ପ୍ରଦାନ ଭଳି ସ୍ୱାସ୍ଥ୍ୟସେବାରେ ପ୍ଲାଷ୍ଟିକ୍ ସର୍ଜରୀ ଏକ ଗୁରୁତ୍ୱପୂର୍ଣ୍ଣ କାରକ ଭାବରେ ଉଭା ହୋଇଛି। ଏହା ରୋଗୀଙ୍କୁ ଉଭୟ ଶାରିରୀକ କାର୍ଯ୍ୟକ୍ଷମତା ସହିତ […]
ନୂଆଦିଲ୍ଲୀ: ରବିବାର ଦିନ ଯୁଦ୍ଧ ଜାହାଜ INS ବ୍ରହ୍ମପୁତ୍ରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ଭୀଷଣ କ୍ଷତିଗ୍ରସ୍ତ ହୋଇଛି। ଏହି ଘଟଣା ପରେ ଜଣେ ନାବିକ ନିଖୋଜ ଅଛନ୍ତି। ସୋମବାର ଦିନ ଭାରତୀୟ ନୌସେନା ଏହି ସୂଚନା ଦେଇଛି। ନୌସେନା […]
ମେଷ: – ବକେୟା ରାଶି ପୁନରୁଦ୍ଧାର ପାଇଁ ଉଦ୍ୟମ ସଫଳ ହେବ । ବ୍ୟବସାୟ ଯାତ୍ରା ଲାଭଦାୟକ ହେବ। ଲାଭ ସୁଯୋଗ ଆସିବ । ଏକ ନୂତନ କାର୍ଯ୍ୟ କରିବାକୁ ଇଚ୍ଛୁକ ହେବେ। ବିନିଯୋଗ ଶୁଭ ହେବ। ବ୍ୟବସାୟ ବୃଦ୍ଧି ହେବାର ସମ୍ଭାବନା ଅଛି […]
ନୂଆଦିଲ୍ଲୀ: ୨୦୨୪-୨୫ରେ ଭାରତର ବାସ୍ତବ ଜିଡିପି ୬.୫ ରୁ ୭ ପ୍ରତିଶତ ମଧ୍ୟରେ ରହିବ ବୋଲି ଆକଳନ କରାଯାଇଛି। ଭାରତୀୟ ଅର୍ଥବ୍ୟବସ୍ଥା ମହାମାରୀରୁ ଦ୍ରୁତ ଗତିରେ ପୁନରୁଦ୍ଧାର କରିଥିଲା ଏବଂ ଆର୍ଥିକ ବର୍ଷ ୨୦୨୩-୨୪ରେ ଏହାର ବାସ୍ତବ ଜିଡିପି କୋଭିଡ୍ ପୂର୍ବ, […]
ନୂଆଦିଲ୍ଲୀ: ଆଜି ସଂସଦରେ ଉପସ୍ଥାପିତ ହୋଇଥିବା ଅର୍ଥନୈତିକ ସର୍ବେକ୍ଷଣ ୨୦୨୩-୨୪ରେ ମୂଲ୍ୟ ଓ ମୁଦ୍ରାସ୍ଫୀତି ନିୟନ୍ତ୍ରଣ ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି କାରଣ ‘ଅର୍ଥନୈତିକ ଅଭିବୃଦ୍ଧି ବଜାୟ ରଖିବା ପାଇଁ ନିମ୍ନ ଓ ସ୍ଥିର ମୁଦ୍ରାସ୍ଫୀତି ଗୁରୁତ୍ୱପୂର୍ଣ୍ଣ। ଏଥିରେ କୁହାଯାଇଛି ଯେ […]
ଭୁବନେଶ୍ବର: ଦାୟିତ୍ବ ଗ୍ରହଣ କରିବା ପରେ ରାଜ୍ୟ ଆଡଭୋକେଟ ଜେନେରାଲ ପିତାମ୍ବର ଆଚାର୍ଯ୍ୟ ଆଜି ସଂଧ୍ୟାରେ ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ଆଚାର୍ଯ୍ୟଙ୍କୁ ତାଙ୍କ ନୂତନ ଦାୟିତ୍ବ ପାଇଁ […]
ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥ ଓ କର୍ପୋରେଟ୍ ମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସଂସଦରେ ଉପସ୍ଥାପିତ କରିଥିବା ୨୦୨୩-୨୪ ଅର୍ଥନୈତିକ ସର୍ବେକ୍ଷଣରେ ଆଲୋକପାତ କରି କହିଛନ୍ତି ଯେ, ୧୯୬୦ ଦଶକରେ ଦେଶ ଏକ ଖାଦ୍ୟ ନିଅଣ୍ଟ ଏବଂ ଆମଦାନୀକାରୀ ଦେଶ ହେବାଠାରୁ ଆରମ୍ଭ […]
ନୂଆଦିଲ୍ଲୀ: ସାମ୍ପ୍ରତିକ ବର୍ଷ ଗୁଡ଼ିକରେ ଭାରତର ସାମାଜିକ ଏବଂ ସଂସ୍ଥାଗତ ପ୍ରଗତି କଲ୍ୟାଣର ସଶକ୍ତ ଆଭିମୁଖ୍ୟ ମାଧ୍ୟମରେ ହାସଲ ହୋଇଛି, କାରଣ ନୂତନ ଆଭିମୁଖ୍ୟ ସରକାରୀ କାର୍ଯ୍ୟକ୍ରମ ଗୁଡ଼ିକର କାର୍ଯ୍ୟକାରିତା ଏବଂ ଖର୍ଚ୍ଚ ଫଳପ୍ରଦତାକୁ ପରିବର୍ତ୍ତନ କରିବା ଉପରେ ଗୁରୁତ୍ୱ ଦେଉଛି। […]
ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥ ଏବଂ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ ଆଜି ସଂସଦରେ ‘ଆର୍ଥିକ ସର୍ଭେ ୨୦୨୩-୨୪’ ଉପସ୍ଥାପନ କରିବା ଅବସରରେ କହିଛନ୍ତି ଯେ, ସମାବେଶୀ ବିକାଶ ପ୍ରତି ଉତ୍ତରଦାୟୀ ଆବଶ୍ୟକ ଦୀର୍ଘକାଳୀନ କାରକମାନଙ୍କ ସହିତ ସମ୍ବନ୍ଧିତ ଥିବା […]
ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥ ଏବଂ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସଂସଦରେ ଆର୍ଥିକ ବର୍ଷ ୨୦୨୩-୨୪ର ଆର୍ଥିକ ସର୍ଭେ ରିପୋର୍ଟ ଉପସ୍ଥାପନ କରିବା ଅବସରରେ କହିଛନ୍ତି ଯେ, ରାଷ୍ଟ୍ରୀୟ ସ୍ୱାସ୍ଥ୍ୟସେବା ଆକାଉଣ୍ଟସ୍ ଅନୁସାରେ ବିଗତ କିଛି ବର୍ଷ ମଧ୍ୟରେ […]
ଭୁବନେଶ୍ୱର: ରସାୟନ ବିଜ୍ଞାନ, ଜୀବ ବିଜ୍ଞାନ, କେମିକାଲ୍ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲଜି ଏବଂ ଏହା ସହିତ ସମ୍ପୃକ୍ତ ଅନ୍ୟ କ୍ଷେତ୍ରରେ ମିଳିତ ଗବେଷଣା ଏବଂ ଉଚ୍ଚ ଶିକ୍ଷାପ୍ରାପ୍ତ ମାନବ ସମ୍ବଳକୁ ବୃଦ୍ଧି କରିବା ଲକ୍ଷ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଓ […]
ରେଢ଼ାଖୋଲ (କନ୍ଦର୍ପ ବେହେରା): ଜ୍ବାଇଁର ଶାବଳ ମାଡ଼ରେ ପତ୍ନୀ ସହ ଶାଶୁର ମୃତ୍ୟୁ ହୋଇଥିବା ଖବର ଜଣାପଡିଛି। ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଥାନା ଅନ୍ତର୍ଗତ ପୋଡାବଲଣ୍ଡା ଗ୍ରାମରେ ଏଭଳି ଲୋମ ହର୍ଷଣ ଘଟଣା ଘଟିଛି। ପୋଲିସ ସୂତ୍ରରୁ ଜଣା ପଡିଛି ଯେ, […]
ଚିଲିକା (ସୀତାରାମ ଅଗ୍ରୱାଲ): ଗଣମାଧ୍ୟମରେ ଖବର ପ୍ରକାଶନ ପରେ ବାଣପୁର କୋର୍ଟର ବରିଷ୍ଠ ଦେୱାନୀ ବିଚାରପତି ଅମରେଶ ମହାପାତ୍ରଙ୍କ ଉଦ୍ୟମକ୍ରମେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଅଞ୍ଚଳର ମୃତ କଣ୍ଡୁରୀ ବେହେରାଙ୍କ ପରିବାର ସରକାରୀ ସହାୟତା ପାଇଛନ୍ତି। ସୂଚନା ମୁତାବକ ଗତ ମାସ […]
ନୂଆଦିଲ୍ଲୀ: ପାକିସ୍ତାନୀ ଗାୟକ ରାହତ ଫତେହ ଅଲି ଖାନଙ୍କୁ ଦୁବାଇ ବିମାନବନ୍ଦରରେ ପୋଲିସ ଗିରଫ କରିଛି। ତାଙ୍କ ପୂର୍ବତନ ମ୍ୟାନେଜର ସଲମାନ ଅହମ୍ମଦ ତାଙ୍କ ବିରୋଧରେ ମାମଲା ଦାୟର କରିଛନ୍ତି। ରାହତ ତାଙ୍କ ସଙ୍ଗୀତ ପ୍ରଦର୍ଶନ ପାଇଁ ଦୁବାଇ ଯାଇଥିଲେ। ପାକିସ୍ତାନୀ […]
ଭୁବନେଶ୍ୱର: ପ୍ରଥମ ଥର ପାଇଁ ବିଜେଡି ବିରୋଧି ଦଳ ହୋଇଥିବାରୁ ଅସହିଷ୍ଣୁ ହୋଇପଡ଼ିଛି। ଏହିପରି ଅଭିଯୋଗ କରିଛି ବିଜେପି। ଦଳ କହିଛି ଯେ, ବିଧାନସଭାରେ ଆଜି ଥିଲା ନୂତନ ସରକାରଙ୍କ ପ୍ରଥମ ଅଧିବେଶନ। ଏହି ଅବସରରେ ରାଜ୍ୟପାଳ ଉପସ୍ଥାପନା କରିଥିବା ଅଭିଭାଷଣରେ […]