ବିଜେଡ଼ି ପ୍ରାର୍ଥୀ ବେଦପ୍ରକାଶ ଅଗ୍ରଓ୍ବାଲାଙ୍କ ଦେହାନ୍ତ ଯୋଗୁ କେନ୍ଦ୍ରାପଡ଼ାର ପାଟକୁରା ବିଧାନସଭା ନିର୍ବାଚନ ସ୍ଥଗିତ। ସ୍ଥଗିତ ନେଇ ରିଟର୍ଣ୍ଣିଂ ଅଫିସର ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏହି ଆସନରୁ ବିଜେପିର ବିଜୟ ମହାପାତ୍ର ପ୍ରାର୍ଥୀ ହୋଇଥିଲେ। ତେବେ ଗତକାଲି ବିଜେଡ଼ି ପ୍ରାର୍ଥୀଙ୍କ […]
ରାଜ୍ୟରେ ଦୁଇଟି ପର୍ଯ୍ୟାୟ ନିର୍ବାଚନ ସରିଯାଇଥିବାବେଳେ ଆଉ ଦୁଇଟି ପର୍ଯ୍ୟାୟ ବାକି ଅଛି। ତେବେ ଏଥରର ଚର୍ଚ୍ଚାର ରହିଥିବା କେନ୍ଦ୍ରାପଡ଼ା ଲୋକସଭା ଆସନକୁ ନେଇ ରାଜନୀତି ବେଶ୍ ସରଗରମ। କେନ୍ଦ୍ରାପଡ଼ାରୁ ବିଜେଡ଼ି ତରଫରୁ ଅନୁଭବ ମହାନ୍ତି ପ୍ରାର୍ଥୀ ହୋଇଥିବାବେଳେ ବିଜେପି ତରଫରୁ […]
ହିନ୍ଦୁତ୍ବ ଶବ୍ଦକୁ ନେଇ ରାଜନୈତିକ ମାହୋଲ୍ ବେଶ୍ ଗରମ ରହିଥିବାବେଳେ ବରିଷ୍ଠ କଂଗ୍ରେସ ନେତା ଦିଗ୍ବିଜୟ ସିଂହ ଶନିବାର ଦିନ ଏକ ପ୍ରଶ୍ନର ଉତ୍ତରରେ ହିନ୍ଦୁତ୍ବ ଶବ୍ଦ ତାଙ୍କ ଡିକ୍ସନାରୀରେ ନାହିଁ ବୋଲି କହିଥିଲେ। ଏହାପରେ ଦିଗ୍ବିଜୟଙ୍କ ବୟାନକୁ ନେଇ ବହୁତ […]
ପୁଣି ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଓ କେନ୍ଦ୍ର ଗୃହମନ୍ତ୍ରୀ ରାଜନାଥ ସିଂହ। ରାଜ୍ୟ ବିଜେପି ମୁଖପାତ୍ର ଗୋଲକ ମହାପାତ୍ର ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି। ୨୭ ତାରିଖରେ ଶାହ ମୟୂରଭଞ୍ଜର […]
କେନ୍ଦୁଝରରେ ଜଣେ ପୋଲିଂ ଅଧିକାରୀଙ୍କ ଆକସ୍ମିକ ମୃତ୍ୟୁ ହୋଇଛି। ଡେସପାଚ୍ ରୁମରେ ଅସୁସ୍ଥ ହୋଇପଡ଼ିବା ପରେ ମେଡ଼ିକାଲରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି। କେନ୍ଦୁଝର ଜିଲ୍ଲା ଆନନ୍ଦପୁରରେ ପୋଲିଂ ବୁଥକୁ ଯିବା ପୂର୍ବରୁ ଜଣେ ପୋଲିଂ ଅଧିକାରୀଙ୍କ ଆକସ୍ମିକ ମୃତ୍ୟୁ […]
ଦେଶର ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ସରିଯାଇଥିବାବେଳେ ତୃତୀୟ ନିର୍ବାଚନ ହେବାକୁ ଆଉ ଗୋଟିଏ ଦିନ ବାକି ରହିଛି। ଏବେ ଦେଶର ରାଜନୈତିକ ସ୍ଥିତି ତଥା ନିର୍ବାଚନୀ ହାଓ୍ବାକୁ ଦେଖି କଂଗ୍ରେସର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ କମଲନାଥ କେନ୍ଦ୍ରରେ ଆଗାମୀ […]
ପୁରୀ ଜିଲା ବ୍ରହ୍ମଗିରିରେ ରବିବାର ଦିନ ବାଇକରୁ ୧୫ ଲକ୍ଷ ଟଙ୍କା ଜବତ ହୋଇଛି। ଗାଡ଼ି ଯାଞ୍ଚ ବେଳେ ଫ୍ଲାଇଙ୍ଗ ସ୍କ୍ୱାର୍ଡ଼ ଦ୍ୱାରା ଏହି ଟଙ୍କା ଜବତ ହୋଇଛି। ଟଙ୍କା କେଉଁଆଡ଼େ ଯାଉଥିଲା ସେନେଇ ପଚରାଉଚରା ଜାରି ରହିଛି। ସୂଚନା ଯୋଗ୍ୟ, […]
ପଶ୍ଚିମବଙ୍ଗର ତିନିଟି ଜିଲ୍ଲାରେ ପାଞ୍ଚଟି ଲୋକସଭା ଆସନ ପାଇଁ ସାତ ପର୍ଯ୍ୟାୟ ବିଶିଷ୍ଟ ନିର୍ବାଚନରେ ତୃତୀୟ ପର୍ଯ୍ୟାୟ ଏପ୍ରିଲ ୨୩ ଭୋଟ ପାଇଁ ଆଜି ସନ୍ଧ୍ୟାରେ ପ୍ରଚାର ଶେଷ ହେଉଛି। ଏପ୍ରିଲ ୨୩ ରେ ପାଞ୍ଚଟି ଲୋକସଭା ଆସନ ବାଲୁରାଘାଟ,ଉତ୍ତର ମାଲଦା,ଦକ୍ଷିଣ […]
ଶ୍ରୀଲଙ୍କାରେ ରବିବାର ଦିନ ଇଷ୍ଟର ଅବସରରେ ପଞ୍ଚତାରକା ହୋଟେଲ୍ ଓ ଚର୍ଚ୍ଚରେ ହୋଇଥିବା ଆତ୍ମଘାତୀ ବିସ୍ଫୋରଣରେ ଅତି କମ୍ରେ ୧୯୦ଜଣ ମୃତ୍ୟୁବରଣ କରିଥିବାବେଳେ ପାଖାପାଖି ୪୦୦ ଜଣ ଆହତ ହୋଇଛନ୍ତି। ତେବେ ଦ୍ବିପ୍ରହରରେ କଲମ୍ବୋ ସହରରେ ଆଉ ଦୁଇଟି ବିସ୍ଫୋରଣ ଘଟି […]
ରବିବାରଠାରୁ ଦୋହାରେ ଆରମ୍ଭ ହୋଇଥିବା ୨୩ତମ ଏସିଆନ୍ ଆଥଲେଟିକ୍ସ ଚାମ୍ପିଅନଶିପରେ ଓଡ଼ିଆ ଧାବିକା ଦୂତୀ ଚାନ୍ଦ ନୂଆ ନ୍ୟାଶନାଲ୍ ରେକର୍ଡ ସ୍ଥାପନ କରିବା ସହ ମହିଳା ୧୦୦ ମିଟର୍ ସେମିଫାଇନାଲରେ ସ୍ଥାନ ହାସଲ କରିଛନ୍ତି। ହିଟ୍-୪ରେ ଦୌଡ଼ୁଥିବା ଦୂତୀ ନିର୍ଦ୍ଧାରିତ ଦୂରତାକୁ […]
ରାୟଗଡ଼ା କିନିଡ଼ି ନିକଟରେ ଏକ ଭ୍ୟାନ ଭାରସାମ୍ୟ ହରାଇ ଓଲଟି ଦୁର୍ଘଟଣାର ଶିକାର ହୋଇଛି। ଫଳରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି ଏବଂ ୨୮ଜଣ ଆହତ ହୋଇପଡ଼ିଛନ୍ତି। ରାୟଗଡ଼ା ଜିଲ୍ଳା ଗୁଡ଼ାରି ଥାନା କିନିଡ଼ି ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। […]
ଭାରତୀୟ ସିନେମାର ୧୫୦ ବର୍ଷ ପୂର୍ତ୍ତି ଅବସରରେ ଶନିବାର ମୁମ୍ବଇରେ ଏହି ଆୱାର୍ଡ଼ ସମାରୋହର ଆୟୋଜନ କରାଯାଇଥିଲା। ଏହି ଉତ୍ସବରେ ଉଭୟ ବଡ଼ ପରଦା ଓ ଛୋଟ ପରଦାର ଅଭିନେତା ଅଭିନେତ୍ରୀଙ୍କୁ ସମ୍ମାନିତ କରାଯାଇଛି। ‘ଧଡ଼କ’ ଚଳଚ୍ଚିତ୍ର ଜରିଆରେ ନିଜ କ୍ୟାରିୟର୍ […]
ରବିବାର ଦିନ ଥେରୁପର ନିକଟରେ ମେଥୁୟାମ୍ପାଲୟମ୍ର କରୁପନ୍ନା ସ୍ବାମୀ ମନ୍ଦିରରେ ଚାଲିଥିବା ଏକ ଉତ୍ସବ ସମୟରେ ଅଘଟଣ ଘଟି ଚାରିଜଣ ମହିଳା ସମେତ ସାତଜଣଙ୍କର ମୃତ୍ୟୁ ହୋଇଥିବାସ୍ଥଳେ ୧୦ଜଣ ଆହତ ହୋଇଛନ୍ତି। ପୋଲିସ୍ ସୂତ୍ରରୁ ପ୍ରକାଶ ଯେ, ଏଠାରେ ଆଜି ସକାଳେ […]
ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ହେଉଛି ଶେଷ ପ୍ରଚାର ଦିବସ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବଲପୁରର କୁଚିଣ୍ଡା ସହରର ମୁକୁନ୍ଦି ଖେଳ ପଡ଼ିଆରେ ନିର୍ବାଚନ ପ୍ରଚାର କରିଛନ୍ତି। ରବିବାର ଦିନ ଆୟୋଜିତ ଏହି ସଭାରେ ବିଜେଡି […]
ଶନିବାର ଦିନ ଦେଡିଆପାପାଠାରେ ଆୟୋଜିତ ଏକ ନିର୍ବାଚନୀ ରାଲିରେ ଯୋଗ ଦେଇ ଗୁଜୁରାଟର ଆଦିବାସୀ ବିକାଶ ମନ୍ତ୍ରୀ ଗଣପତ୍ ବାସ୍ବା ବିବାଦୀୟ ବୟାନ ଦେଇଛନ୍ତି। କଂଗ୍ରେସର ଅଧ୍ୟକ୍ଷ ରାହୁଲ୍ ଗାନ୍ଧିଙ୍କୁ ‘ପପି’ କହିବା ସହ ପାକିସ୍ତାନ ଓ ଚୀନ୍ ପ୍ରତି ନିଷ୍ଠା […]
ଆମ୍ ଆଦ୍ମୀ ପାର୍ଟି ରବିବାର ଦିନ ହରିୟାଣା ପାଇଁ ୩ଟି ଆସନରେ ପ୍ରାର୍ଥୀ ଘୋଷଣା କରିଛି। ଫରିଦାବାଦ ପାଇଁ ନବୀନ ଜୟହିନ୍ଦ, ଅମ୍ବାଲା ପାଇଁ ପୃଥ୍ବୀରାଜ ଓ କର୍ଣ୍ଣଲ୍ ପାଇଁ କ୍ରିଷ୍ଣନ କୁମାର ପ୍ରମୁଖଙ୍କ ନାମ ରହିଛି। ହରିୟାଣାରେ ଆସନ୍ତା ମେ […]
ଦେଶରେ ନିର୍ବାଚନୀ ବାତାବରଣ ବେଶ୍ ସରରଗମ। ଦୁଇଟି ପର୍ଯ୍ୟାୟର ନିର୍ବାଚନ ସରିଯାଇଥିବାବେଳେ ଆଉ ଗୋଟିଏ ଦିନ ପରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏହି ଭିତରେ ଜାରି ରହିଛି ଆରୋପ ପ୍ରତ୍ୟାରୋପ ସହ ଭୋଟର୍ଙ୍କୁ ଆକୃଷ୍ଟ ପାଇଁ ପ୍ରାଣମୂର୍ଛା ଉଦ୍ୟମ। […]
ଉଇଙ୍ଗ କମାଣ୍ଡର ଅଭିନନ୍ଦନ ବର୍ତ୍ତମାନଙ୍କୁ ସମ୍ମାନଜନକ ଯୁଦ୍ଧକାଳୀନ ମେଡାଲ ‘ବୀର ଚକ୍ର’ ପାଇଁ ଭାରତୀୟ ବାୟୁସେନା ପକ୍ଷରୁ ସୁପାରିସ କରାଯାଇଛି। ସେ ପାକିସ୍ତାନର ଏଫ୍-୧୬ ଯୁଦ୍ଧବିମାନକୁ ଆକାଶମାର୍ଗରେ ହିଁ ଧ୍ୱଂସ କରିବାର ପରାକ୍ରମ ଦେଖାଇଥିବାରୁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଉ […]
ଉତ୍ତରପ୍ରଦେଶର ମୈନପୁରୀ ଜିଲ୍ଲାର ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସୱେରେ ରବିବାର ଦିନ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦିଲ୍ଲୀରୁ ବାରାଣସୀ ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ ବସ ଏକ ଟ୍ରକକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୮ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ […]
ରବିବାର ଦିନ ଶ୍ରୀଲଙ୍କାର ସିରିଏଲ୍ ବ୍ଲାଷ୍ଟରେ ୧୬୦ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୩୫୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଗତକାଲି ଇଷ୍ଟର ଅବସରରେ କଲମ୍ବୋର ଚାରୋଟି ଚର୍ଚ୍ଚ ଓ ଦୁଇଟି ପଞ୍ଚତାରକା ହୋଟେଲ୍ରେ ବିସ୍ଫୋରଣ ଘଟିଛି। କଲମ୍ବୋ ସହର ସମେତ ଅନ୍ୟାନ୍ୟ […]
ଭୋପାଳ ଲୋକସଭା ଆସନରୁ ଲଢ଼ୁଥିବା ବିଜେପି ପ୍ରାର୍ଥୀ ସାଧ୍ବୀ ପ୍ରଜ୍ଞାଙ୍କୁ ଶହୀଦ ହେମନ୍ତ କରକରେଙ୍କ ଉପରେ ଦେଇଥିବା ବିବାଦୀୟ ବୟାନ ଉପରେ ଇସି ନୋଟିସ ଜାରି କରିଛନ୍ତି। ୨୪ଘଣ୍ଟା ମଧ୍ୟରେ ଜବାବ ଦେବାକୁ ନିର୍ବାଚନ ଅଧିକାରୀ ସମୟ ଧାର୍ଯ୍ୟ କରିଛନ୍ତି। ସାଧ୍ବୀ […]