ଆଜିର ଖବର

ଭୁବନେଶ୍ବର : ଆଜି ରାଜଧାନୀ ଭୁବନେଶ୍ବରରୁ 93 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂତନ 88 କରୋନା ଆକ୍ରାନ୍ତଙ୍କ ମଧ୍ୟରେ 21 ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ…

ଭୁବନେଶ୍ୱର:  କାର୍ତ୍ତିକ ମାସ ପାଇଁ ହବିଷ୍ୟାଳୀଙ୍କ ପାଇଁ ଲାଗୁ ହେଲା କଟକଣା ।ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି କଟକଣା ଜାରି ହୋଇଛି । ଯଥା ସମ୍ଭବ ହବିଷ୍ୟାଳୀ…

ଭୁବନେଶ୍ୱର : ଯୋଡି ହେଲା ୯ ବର୍ଷର ବାଳକର କଟି ଯାଇଥିବା ଅଙ୍ଗୁଳି । ସମ୍ ହସ୍ପିଟାଲ୍ ଡାକ୍ତରଙ୍କର ସଫଳ ଅସ୍ତ୍ରୋପଚାର ଯୋଗୁଁ ନିଜ ଅଙ୍ଗୁଳିଟିକୁ ଫେରିପାଇଲା…

ମୁଙ୍ଗେର: ଦୁର୍ଗାପୂଜା ଭସାଣ ବେଳେ ବିହାର ମୁଙ୍ଗେର ଗୁଳିକାଣ୍ଡ ଘଟଣାକୁ ନେଇ ପରିସ୍ଥିତି ଅଶାନ୍ତ ହୋଇପଡିଛି । ଏହି ଗୁଳିକାଣ୍ଡରେ ଜଣଙ୍କର ମୃତ୍ୟୁ ହୋଇଥିଲା । ଏହି…

ନୂଆଦିଲ୍ଲୀ : ପ୍ରଦୂଷଣ ରୋକିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ବଡ ପଦକ୍ଷେପ ଗ୍ରହଣ କରାଯାଇଛି । ଦିଲ୍ଲୀ-ଏନସିଆର ଅଞ୍ଚଳରେ ପ୍ରଦୂଷଣ ନିୟମ ଉଲ୍ଲଂଘନ କଲେ ଏଣିକି…

ସୀତାରାମ ଅଗ୍ରଓ୍ବାଲ କୁହୁଡି: ୧୬ ନଂ ଜାତୀୟ ରାଜପଥ କୁହୁଡି ନିକଟରେ ଭାରସାମ୍ୟ ହରାଇ ଓଲଟିଲା ମାଲ ବୋଝେଇ ଟ୍ରକ୍। ଟ୍ରକ୍ ଧକ୍କାରେ ଗୋଟିଏ ଘର ସଂପୁର୍ଣ…

ଭୁବନେଶ୍ବର : ଡିଏନ୍‌ଏ ରିପୋର୍ଟ ଅନୁସାରେ ସୀମାଞ୍ଚଳ ପରିଡା ମୃତ ବୋଲି ସ୍ପଷ୍ଟ ସୂଚନା ମିଳିଛି ।  ନିଖୋଜ ଥିବା ସୀମାଞ୍ଚଳ ପରିଡାଙ୍କ ମୃତ୍ୟୁ ଘଟିଥିବା ସ୍ପଷ୍ଟ…

ସୀତାରାମ ଅଗ୍ରଓ୍ବାଲ ଚିଲିକା : କିଛି ଦିନର ବ୍ୟବଧାନ ପରେ ପୁଣି ଫେରିଲା ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ  ଚିଲିକା ନିର୍ବାଚନମଣ୍ଡଳୀ ରେ କଣ୍ଟେନମେଣ୍ଟ। ଦିନକୁ ଦିନ ଚିଲିକା…

ଗଂଜାମ, କୁମାର ପୂର୍ଣ୍ଣିମା ପାଖେଇଲେ ବିଭିନ୍ନ ସ୍ଥାନରେ ଚାଲେ ଜୁଆଖେଳ। ଏପରି ସ୍ଥିତିରେ ଗଂଜାମ ପୋଲିସ ବେଶ ସଜାଗ ହୋଇ ଉଠିଛି। ଗତକାଲି ଗାଂଗପୁର ଥାନା ତରଫରୁ…

ଅହମଦାବାଦ : ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କ ପରଲୋକ ଘଟିଛି। ଦୀର୍ଘ ଦିନର ଅସୁସ୍ଥତା ପରେ ଗୁରାବାର ତାଙ୍କର ଦେହାନ୍ତ ହୋଇଛି। ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା…

ଭୁବନେଶ୍ବର : ରାଜ୍ୟରେ ଆଉ 13 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ଭୁବନେଶ୍ୱର, କଟକ,ବାଲେଶ୍ୱର, ନୂଆପଡା ଓ ଅନୁଗୁଳରୁ ୨ ଜଣ ଲେଖାଏଁ କରୋନା…

ଭୁବନେଶ୍ବର: ରାଜ୍ୟରେ ଆଜି ୧ ହଜାର ୬୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା…

ରମେଶ ମହାନ୍ତି ଜଗତସିଂହପୁର: ଆଜି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ସୁଶୀଲ କୁମାର ଲୋହାନୀ ଜଗତସିଂହପୁର ଜିଲ୍ଲା ଗସ୍ତ କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥ ସଦ୍‌ଭାବନା ସଭାଗୃହ…

ନୂଆଦିଲ୍ଲୀ : କରୋନା ସଂକ୍ରମଣର ଦ୍ବିତୀୟ ଲହରକୁ ଦୃଷ୍ଟିରେ ରଖି ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ୍‌ ମେକ୍ରାନ୍‌ ରାଷ୍ଟ୍ରବ୍ୟାପୀ ଲକ୍‌ଡାଉନ୍‌ ଜାରି କରିବା ନେଇ ଘୋଷଣା କରିଛନ୍ତି ।…

ବାଲେଶ୍ୱର: ବାଲେଶ୍ୱର ସଦର ଉପନିର୍ବାଚନ ପାଇଁ ଆଜି ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। କରୋନା ମାହମାରୀକୁ ଦୃଷ୍ଟିରେ ରଖି ନବୀନ ଭର୍ଚୁଆଲ ମାଧ୍ୟମରେ…