କେନ୍ଦ୍ରୀୟ ଚୀନ୍ରେ ଭୟଙ୍କର ବର୍ଷା ହେବା ଫଳରେ 6 ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ 6 ଜଣ ନିଖୋଜ ହୋଇଛନ୍ତି । କେନ୍ଦ୍ରୀୟ ଚୀନ୍ର ହୁବେଇ ପ୍ରଦେଶରେ ମଙ୍ଗଳବାର ଭୟଙ୍କର ବର୍ଷା ହେବା ଫଳରେ ବନ୍ୟା ପରସ୍ଥିତି ସୃଷ୍ଟି ହୋଇଥିଲା । […]
ଟିମ ଇଣ୍ଡିଆ ଆଜି ୱେଷ୍ଟଇଣ୍ଡିଜ ବିପକ୍ଷରେ ପଡ଼ିଆକୁ ଓହ୍ଲାଇବ । ପ୍ରଥମ ଦୁଇ ମ୍ୟାଚ ଜିତି ସାରିଥିବା ଭାରତ ତିନି ମ୍ୟାଚ ବିଶିଷ୍ଟ ଶୃଙ୍ଖଳାକୁ କ୍ଲିନସୁଇପ କରିବା ଲକ୍ଷ୍ୟରେ ରହିଛି । ବିରାଟ କୋହଲିଙ୍କ ନେତୃତ୍ୱରେ ଆମେରିକାର ଫ୍ଲୋରିଡ଼ାରେ ଖେଳାଯାଇଥିବା ଟିମ […]
ରାମ ଜନ୍ମଭୂମି-ବାବ୍ରୀ ମସଜିଦ ଜମି ବିବାଦ ମାମଲାରେ ସୁପ୍ରିମକୋର୍ଟ ଆଜିଠାରୁ ଦୈନିକ ଶୁଣାଣୀ କରିବେ । ମଧ୍ୟସ୍ଥତା ମାଧ୍ୟମରେ ବିବାଦର କୌଣସି ରାସ୍ତା ବାହାର କରିବାର ଉଦ୍ୟମ ବିଫଳ ହେବା ପରେ ଏବେ ସୁପ୍ରିମକୋର୍ଟ ଏହି ମାମଲାର ଦୈନିକ ଶୁଣାଣୀ କରିବାକୁ […]
ଉତ୍ତର ବଙ୍ଗୋପସାଗର ସୃଷ୍ଟ ହୋଇଥିବା ଘୂର୍ଣ୍ଣିବଳୟ ଧିରେ ଧିରେ ଲଘୁଚାପର ରୂପ ନେଉଛି । ଏହାର ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନୀ ରହିଛି । ସେହିପରି ମାଲକାନଗିରି, ରାୟଗଡ଼ା, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ମୟୂରଭଞ୍ଜ, […]
ଜାତୀୟ ରାଜଧାନୀ ନୂଆଦିଲ୍ଲୀର ଏକ ବହୁତଳ ବିଶିଷ୍ଟ ଅଟ୍ଟାଳିକାରେ ସୋମବାର ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡ ଘଟଣାରେ 6 ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ 11 ଜଣ ଆହତ ହୋଇଛନ୍ତି । ଜାକିର ନଗରରେ ଘଟିଥିବା ଏହି […]
ଦୁର୍ଦ୍ଦାନ୍ତ ଅପରାଧୀ ସେକ୍ ମେହେତାବକୁ କେନ୍ଦ୍ରାପଡ଼ା ସଦର ଥାନା ପୋଲିସ ଏନକାଉଣ୍ଟର କରିଛି । ତାର ଦୁଇ ଗୋଡ଼ରେ ଗୁଳି ବାଜିଥିବା ବେଳେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି । ଏହି ସମୟରେ ମେହେତାବର ସହଯୋଗୀ ଫେରାର ହୋଇଯାଇଥିବା ଜଣାପଡ଼ିଛି […]
ରାଜ୍ୟସଭାରେ ଜମ୍ମୁକାଶ୍ମୀର ପୁନର୍ଗଠନ ବିଲ୍ ଉପସ୍ଥାପନା କରିବା ସମୟରେ ଗୃହମନ୍ତ୍ରୀ ଅମିତ୍ ଶାହା ବିବୃତି ପ୍ରଦାନ କରିଛନ୍ତି। ସେ ଏହି ବିବୃତ୍ତିରେ କହିଛନ୍ତି ଯେ, ଜମ୍ମୁ କାଶ୍ମୀରରେ ରକ୍ତପାତ ଯୁଗର ଅନ୍ତ ହୋଇଛି। ଧାରା ୩୭୦ ଆତଙ୍କବାଦର ଜଡ। ରାଜ୍ୟରେ ଗରିବୀ […]
କେନ୍ଦ୍ର ସରକାରଙ୍କ ଐତିହାସିକ ନିଷ୍ପତ୍ତି ଜମ୍ମୁକାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ କରିବା ପରେ ଜମ୍ମୁକାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହେବୁବା ମୁଫତିଙ୍କୁ ଗିରଫ କରାଯାଇଛି। ପିଡିପି ନେତା ମୁଫତିଙ୍କୁ ଗିରଫ କରିବା ପରେ ଶ୍ରୀନଗର ସରକାରୀ ଗେଷ୍ଟ ହାଉସ୍ରେ ରଖାଯାଇଛି। ମେହେବୁବା ମୁଫତି […]
କେନ୍ଦ୍ର ସରକାରଙ୍କ ଐତିହାସିକ ନିଷ୍ପତ୍ତି ଜମ୍ମୁ କାଶ୍ମୀରରେ ଧାରା ୩୭୦ ଉଚ୍ଛେଦ ପରେ ମୁସଲିମ୍ ଧର୍ମଗୁରୁ ମୌଲାନ୍ ସୈଫ୍ ଆବାସ ଏହାକୁ ସମର୍ଥନ କରିଛନ୍ତି। ସେ ଏହି ଅବସରରେ କହିଛନ୍ତି ଯେ, ଧାରା ୩୭୦ ପାଇଁ ଗୋଟିଏ ରାଷ୍ଟ୍ରରେ ରହି ମଧ୍ୟ […]
ଆଜି ରାଜ୍ୟସଭାରେ ଜମ୍ମୁ-କାଶ୍ମୀରର ପୁନର୍ଗଠନ ବିଲ୍ ପାସ୍ ହୋଇଛି । ରାଜ୍ୟସଭାରେ ଏହି ବିଲ୍କୁ ଉପସ୍ଥାପନା କରିଥିଲେ ଗୃହମନ୍ତ୍ରୀ ଅମିତ୍ ଶାହା । ଏନେଇ ରାଜ୍ୟସଭାରେ ଭୋଟିଂ କରାଯାଇଥିଲା । ପ୍ରଥମେ ଭୋଟିଂ ମେସିନ୍ ଜରିଆରେ ଭୋଟ କରାଯାଇଥିବାବେଳେ ମେସିନ୍ରେ କିଛି […]
ଜମ୍ମୁ କାଶ୍ମୀରରୁ ୩୭୦ ଧାରା ଉଚ୍ଛେଦ ନେଇ କେନ୍ଦ୍ର ସରକାରଙ୍କ ଐତିହାସିକ ନିଷ୍ପତ୍ତିକୁ ବିଜେପିର ବରିଷ୍ଠ ନେତା ଲାଲ୍କୃଷ୍ଣ ଆଡଭାନୀ ସ୍ବାଗତ କରିଛନ୍ତି । ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ୍ ଶାହାଙ୍କୁ ଶୁଭେଚ୍ଛା ମଧ୍ୟ ଜଣାଇଛନ୍ତି ସେ […]
କେନ୍ଦ୍ର ସରକାରଙ୍କ ଜମ୍ମୁ କାଶ୍ମୀରକୁ ସ୍ୱତନ୍ତ୍ର ରାଜ୍ୟର ମାନ୍ୟତା ପ୍ରଦାନ କରୁଥିବା ସମ୍ବିଧାନ ଧାରା ୩୭୦ ଉଚ୍ଛେଦ ପ୍ରସ୍ତାବକୁ ସୋମବାର ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ (ଆରଏସଏସ) ଏବଂ ଶିବସେନା ସ୍ୱାଗତ କରିଛନ୍ତି। ଆରଏସଏସ ମୁଖ୍ୟ ମୋହନ ଭାଗବତ ଧାରା ୩୭୦ […]
କେନ୍ଦ୍ର ସରକାରଙ୍କ ଐତିହାସିକ ନିଷ୍ପତ୍ତି ତଥା ଜମ୍ମୁ କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦକୁ କଂଗ୍ରେସ, ପିଡିପି, ନ୍ୟାସନାଲ୍ କନଫରେନ୍ସ ପ୍ରମୁଖ ବିରୋଧ କରିଛନ୍ତି । ଜମ୍ମୁକାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହେବୁବା ମୁଫତି ଓ ଗୁଲାମ୍ ନବୀ ଆଜାଦ୍ ଆଜିର ଦିନକୁ ଇତିହାସର […]
ଢେଙ୍କାନାଳରେ ଗ୍ୟାସ ଟାଙ୍କି ଫାଟି ଅଗ୍ନିକାଣ୍ଡ ଘଟିଛି । ଏହି ଅଘଟଣରେ ନିଆଁ ଲାଗି ଗୋଟିଏ ପରିବାରର 3 ଜଣ ପୋଡ଼ି ହୋଇଯାଇଥିବା ବେଳେ 11 ବଖରା ଘର ମଧ୍ୟ ପୋଡ଼ିଯାଇଛି । ସୂଚନାନୁସାରେ, ଢେଙ୍କାନାଳ ଜିଲ୍ଲା ମୋଟଙ୍ଗା ଥାନା ବାଙ୍ଗୁରୁସିଙ୍ଗା […]
ଜାମ୍ମୁକାଶ୍ମୀରରୁ ଧାରା 370 ଉଚ୍ଛେଦ କରାଯିବା ନେଇ । ଏହି ବିଲ ରାଜ୍ୟସଭାରେ ଉପସ୍ଥାପନା ବେଳେ 2 ଜଣ ପିଡିପି ସାଂସଦ ପ୍ରବଳ ପାଟିତୁଣ୍ଡ ସହ ହଙ୍ଗାମା କରିବା କାରଣରୁ ତାଙ୍କୁ ଗୃହରୁ ବିତାଡ଼ିତ କରାଯାଇଛି । ରାଜ୍ୟସଭାରେ ଗୃହମନ୍ତ୍ରୀ ଅମିତ […]
ଆଜି କେନ୍ଦ୍ର ସରକାରଙ୍କ ଐତିହାସିକ ନିଷ୍ପତ୍ତି ପରେ ଜମ୍ମୁ-କଶ୍ମୀରରୁ ଧାରା ୩୭୦ ହଟାଇ ନିଆଯାଇଛି। ଫଳରେ ଏଠାରେ ୧୯୩୨ଠାରୁ ପ୍ରଚଳିତ ଥିବା ୮୭ ବର୍ଷ ପୁରାତନ ରଣବୀର ଦଣ୍ଡ ସଂହିତା(ଆର୍ପିସି) ବଦଳରେ ଏବେ ଭାରତୀୟ ଦଣ୍ଡ ସଂହିତା(ଆଇପିସି)ର ପ୍ରଚଳନ ହେବ। ରଣବୀର […]
ହରିୟାଣା ବିଜେପିରେ ତିନି ଜଣ ବିଧାୟକ ଯୋଗ ଦେଇଛନ୍ତି । ସୋମବାର ଯୋଗ ଦେଇଥିବା ବିଧାୟକଙ୍କ ମଧ୍ୟରେ ଦୁଇ ଜଣ ଆଇଏନ୍ଏଲ୍ଡି ବିଧାୟକ ରହିଥିବା ବେଳେ ଜଣେ ସ୍ବାଧୀନ ବିଧାୟକ ଯୋଗ ଦେଇଛନ୍ତି । ଆଇଏନ୍ଏଲ୍ଡି ବିଧାୟକ ରାମଚନ୍ଦ୍ର କମ୍ବୋଜ ଏବଂ […]
ଶିଖ୍ ବିରୋଧୀ ଦଙ୍ଗା ମାମଲାର ଅଭିଯୁକ୍ତ ସଜ୍ଜନ ଶର୍ମାଙ୍କ ଯାଚିକାର ବିଚାର କରିବାର ନିଷ୍ପତ୍ତି ନେଇଛନ୍ତି ସୁପ୍ରିମକୋର୍ଟ । 1984 ଦଙ୍ଗା ନିମନ୍ତେ ଆଜୀବନ କାରାଦଣ୍ଡାଦେଶ ପାଇଥିବା ଶର୍ମା ନିଜର ଦଣ୍ଡାଦେଶ ଋଦ୍ଦ କରିବା ନିମନ୍ତେ ସୁପ୍ରିମକୋର୍ଟଙ୍କ ନିକଟରେ ଆବେଦନ କରିଥିଲେ […]
ଜମ୍ମୁକାଶ୍ମୀରରେ ନରେନ୍ଦ୍ର ମୋଦି ସରକାରଙ୍କ ଐତିହାସିକ ନିଷ୍ପତ୍ତିକୁ ନେଇ କଂଗ୍ରେସ, ପିଡିପି, ଏନ୍ସିପି ଆଦି ଦଳ ବିରୋଧ କରୁଛନ୍ତି । ଜମ୍ମୁକାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବୀ ଆଜାଦ୍ ଜମ୍ମୁକାଶ୍ମୀରରୁ ୩୭୦ ଉଚ୍ଛେଦକୁ ନେଇ ନିଜର […]
ବହୁ ଚର୍ଚ୍ଚିତ ଉନ୍ନାଓ ଦୁଷ୍କର୍ମ ମାମଲାରେ ପୀଡ଼ିତାଙ୍କୁ ଦିଲ୍ଲୀସ୍ଥିତ ଅଲ୍ଇଣ୍ଡିଆ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡ଼ିକାଲ୍ ସାଇନସେସ୍(ଏମ୍ସ)ରେ ଚିକିତ୍ସା କରାଯିବ ବୋଲି ସୋମବାର ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମ୍କୋର୍ଟ । ପୀଡ଼ିତାଙ୍କୁ ଏୟାର ଆମ୍ବୁଲାନ୍ସ ଜରିଆରେ ଦିଲ୍ଲୀ ଆଣିବାର ବ୍ୟବସ୍ଥା କରାଯିବ । ଆବଶ୍ୟକ […]
ଜମ୍ମୁ କାଶ୍ମୀରରୁ ପରିଶେଷରେ ଧାରା ୩୭୦ ଏବଂ ୩୫ ଏ ଉଚ୍ଛେଦ କରିଛନ୍ତି କେନ୍ଦ୍ର ସରକାର । ୭୦ ବର୍ଷ ପୁରୁଣା ଏହି ନିୟମକୁ ହଟାଇବା ନିମନ୍ତେ ଗୃହମନ୍ତ୍ରୀ ଅମିତ ଶାହା ରାଷ୍ଟ୍ରପତିଙ୍କ ମଞ୍ଜୁରୀ ହାସଲ କରିଥିବା ଆଇନ ଏବଂ ନ୍ୟାୟ […]