ଆଜିର ଖବର

ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ବୁଗୁଡ଼ା ବ୍ଲକ୍ ବାଲିପଦର ପଞ୍ଚାୟତ ସଦାଶିବପୁର ଗ୍ରାମର ଥିବା ପ୍ରାଥମିକ ବିଦ୍ୟାଳୟକୁ ବନ୍ଦ କରି ଏଠାରେ ପଢ଼ୁôଥବା କୋମଳମତି ପିଲାଙ୍କ ଭବିଷ୍ୟତକୁ…

ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ସାରା ଭାରତବର୍ଷରେ କେନ୍ଦ୍ର ସରକାରଙ୍କ ଆୟୁଷ ମନ୍ତ୍ରଣାଳୟ ଏକ ନୂଆ ଆଶା ଓ ସମ୍ଭାବନା ଭାବରେ ଆୟୁର୍ବେଦ ସ୍ନାତକୋତ୍ତର ଡ଼ିଗ୍ରୀ ପ୍ରାପ୍ତ…

ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଆଜି ସୋରଡ଼ା ତହସିଲ୍ ଅଂଚଳର ଶତାଧିକ ଆଦିବାସୀ ଓ ଦଳିତ ଚାଷୀ ଏକତ୍ରିତ ହୋଇ ଗୋପାଳପୁର ବିଧାୟକ ଡ. ପ୍ରଦୀପ ପାଣିଗ୍ରାହୀ…

ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ବ୍ରହ୍ମପୁର ରେଳଷ୍ଟେସନ ନିକଟରେ ଅସହାୟ ଅବସ୍ଥାରେ ପଡ଼ି ରହିଥିବା ବୃଦ୍ଧବୃଦ୍ଧାଙ୍କୁ ଜିଲ୍ଲା ପ୍ରଶାସନ ଆଜି ଉଦ୍ଧାର କରିଛି। ଉକ୍ତ ବୃଦ୍ଧବୃଦ୍ଧା ନିରଶ୍ରୟ…

ଭୁବନେଶ୍ୱର: ନୂଆବର୍ଷ ଉପଲକ୍ଷେ ଦର୍ଶକ-ଶ୍ରୋତାଙ୍କୁ ସୁନ୍ଦର ମ୍ୟୁଜିକ୍ ଭିଡିଓ ‘ଫେରିଆ’ ଭେଟି ଦେବାକୁ ଯାଉଛି ଶୁଭମ୍ ମ୍ୟୁଜିକ୍। ସ୍ଥାନୀୟ ହୋଟେଲ ଆର୍ଯ୍ୟ ପ୍ୟାଲେସ୍‌ରେ ଆଜି ଏହି ମ୍ୟୁଜିକ୍…

ଭୁବନେଶ୍ଵର: ଆଜି ରାଜ୍ୟରୁ ୪୫୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।…

ସୀତାରାମ ଅଗ୍ରୱାଲ ବାଲୁଗାଁ: ଆଜି ସଂଧ୍ୟାରେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲୁଗାଁ ବଜାରରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଯେଉଁଥିରେ ଚାରି ଜଣ ଗୁରୁତର ଆହତ…

ମୁମ୍ବାଇ : ଆଇପିଏଲରେ କେଉଁ ଖେଳାଳି ସବୁଠାରୁ ଅଧିକ ବେତନ ପାଇଛନ୍ତି ତାହା ଜାଣିବା ପାଇଁ ଫ୍ୟାନ ମାନେ ସର୍ବଦା ଉତ୍ସୁକ ରହିଥାନ୍ତି । ତେବେ ଅଧିନାୟକ…

ଭୁବନେଶ୍ବର : ଆଜି ବରମୁଣ୍ଡା ବସ୍‌ଷ୍ଟାଣ୍ଡ୍‌ର ନବୀକରଣ କାର୍ଯ୍ୟକୁ ଅନୁଧ୍ୟାନ କରିଛନ୍ତି ନବୀନ ପଟ୍ଟନାୟକ । ବରମୁଣ୍ଡାଠାରେ ବସ୍‌ ଟର୍ମିନାଲ୍‌ ନିର୍ମାଣ ହେଉଛି । ବରମୁଣ୍ଡାଠାରେ ଆନ୍ତଃରାଜ୍ୟ…

ନୂଆଦିଲ୍ଲୀ : ବାସ୍ତୁଶାସ୍ତ୍ରରେ ଦିଗଗୁଡିକୁ ବିଶେଷ ମହତ୍ତ୍ବ ଦିଆଯାଇଥାଏ । ଶୋଇବା ସମୟରେ ମୁଣ୍ଡ ଓ ଗୋଡ ସଠିକ୍‌ ଦିଗରେ ରହିବା ଉଚିତ୍‌ । ଉତ୍ତମ ସ୍ବାସ୍ଥ୍ୟ…

ରମେଶ ମହାନ୍ତି ଜଗତସିଂହପୁର :ଜିଲ୍ଲା ସାରା ଏବେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି ସମଗ୍ର ଶିକ୍ଷା କାର୍ଯ୍ୟାଳୟର ଦନ୍ତା ସାର୍। ଜିଲ୍ଲା ସଦରମହକୁମାରେ ଯେତେ କାର୍ଯ୍ୟାଳୟ ରହିଛି, ତା…

ଭୁବନେଶ୍ୱର : ଏକ ବର୍ଷ ଶିଶୁର ଖାଦ୍ୟନଳୀରୁ ଗୋଟିଏ ଖୋଲା ସେଫ୍ଟିପିନ୍ ବାହାର କରି ପିଲାଟିର ଜୀବନ ବଂଚାଇବାରେ ସଫଳ ହୋଇଛନ୍ତି ସମ୍ ଅଲ୍ଟିମେଟ୍ ମେଡିକେୟାରର ଡାକ୍ତର…

ନୂଆଦିଲ୍ଲୀ: ନୂଆ ସଂସଦ ଭବନର ଭୂମିପୂଜନ ଉତ୍ସବ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହାର ଭିମିପୂଜନ କରିଛନ୍ତି ।  2022 ସୁଦ୍ଧା ନୂଆ…

ନୂଆଦିଲ୍ଲୀ : ବ୍ରିଟେନରେ ଟିକାକରଣ ଆରମ୍ଭ ହୋଇଛି । ଫାଇଜର ଟିକାକୁ ବ୍ରିଟେନ ସରକାର ଅନୁମତି ପ୍ରଦାନ କରିଥିବା ବେଳେ ଏହି ଟିକାକୁ ନେଇ ଏକ ନୂତନ…

ଭୁବନେଶ୍ବର : ଆସନ୍ତା ଜାନୁଆରୀ ମାସରେ ରାଜ୍ୟରେ ସ୍କୁଲ ଖୋଲିପାରେ । ରାଜ୍ୟରେ ସ୍କୁଲ ଖୋଲିବା ସମ୍ଭାବନା ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି…

ମୁମ୍ବାଇ : ବିଶ୍ବର 50 ଏସୀୟ ସେଲିବ୍ରିଟିଙ୍କ ତାଲିକାର ଶୀର୍ଷସ୍ଥାନ ଅଳଙ୍କୃତ କରିଛନ୍ତି ଅଭିନେତା ସୋନୁ ସୁଦ୍‌ । କରୋନା ମହାମାରୀ ସମୟରେ ଅସହାୟ ଲୋକଙ୍କୁ ସାହାଯ୍ୟ…

ଭୁବନେଶ୍ବର: ପରୀ ଗାଁରେ ପହଁଞ୍ଚିଛନ୍ତି ବିଜେପି ରାଜ୍ୟ ପ୍ରଭାବରୀ ଡି. ପୁରନ୍ଦେଶ୍ବରୀ। ପରୀ ମାମଲାକୁ ନେଇ ରାଜ୍ୟ ସରକାରଙ୍କ ଉପରେ ଜୋରସୋରରେ ବର୍ଷିଛନ୍ତି ବିଜେପି ରାଜ୍ୟ ପ୍ରଭାରୀ…

ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ସହର ସମଗ୍ର ଓଡ଼ିଶାରେ ପର୍ଯ୍ୟଟନ ମାନଚିତ୍ରରେ ଏକ ସ୍ୱତନ୍ତ୍ର ସ୍ଥାନ ଅକ୍ତିଆର କରିଛି। ଓଡ଼ିଶାର ପ୍ରମୁଖ ଶକ୍ତିପୀଠ…