ମୁଖ୍ୟମନ୍ତ୍ରୀ ମନୋହର ପାରିକରଙ୍କ ନିଧନ ପରେ ଗୋଆରେ ରାଜନୈତିକ ମାହୋଲରେ ହଲଚଲ ସୃଷ୍ଟି ହୋଇଛି। ଏହି ମଧ୍ୟରେ ମୁଖ୍ୟମନ୍ତ୍ରୀ ପଦବୀ ପାଇଁ ରେସ୍ ଆରମ୍ଭ ହୋଇଯାଇଛି। ଉତ୍ତର ଗୋଆର ଏମ୍ପି ଶ୍ରୀପଦ ନାଏକ, ରାଜ୍ୟସଭା ସଦସ୍ୟ ବିନୟ ତେନ୍ଦୁଲକର, ଗୋଆ ବାଚସ୍ପତି […]
ସର୍ବଦା କିଛି ନା କିଛି ବିବାଦୀୟ ବୟାନ ଦେଇ ଚର୍ଚ୍ଚାରେ ରହୁଥିବା କେନ୍ଦ୍ରମନ୍ତ୍ରୀ ମହେଶ ଶର୍ମା ପୁଣି ଥରେ ଆସିଛନ୍ତି ଚର୍ଚ୍ଚାକୁ। ଏଥର ସେ କଂଗ୍ରେସ ମହା ସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ଅପମାନ ଦେଲାଭଳି ଶବ୍ଦ ବ୍ୟବହାର କରିଛନ୍ତି। ଗତ […]
ଯାଜପୁର ଜିଲ୍ଲା ସୁକିନ୍ଦା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ତଥା ପୂର୍ବତନ ଅର୍ଥମନ୍ତ୍ରୀ ପ୍ରଫୁଲ୍ଲ ଘଡ଼ାଇଙ୍କ ଉପରୁ ବହିଷ୍କାର ଆଦେଶ ଉଠିଛି। ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ତାଙ୍କ ଉପରୁ ବହିଷ୍କାର ଆଦେଶ ଉଠାଇଛନ୍ତି। ପ୍ରଫୁଲ୍ଲ ଘଡ଼ାଇ ଦଳ ବିରୋଧରେ ଅରୁଚିକର […]
ପ୍ରଥମ ପର୍ଯ୍ୟାୟରେ ବିଜେଡି ତରଫରୁ ବ୍ରହ୍ମପୁର, କୋରାପୁଟ, କଳାହାଣ୍ଡି ଓ ନବରଙ୍ଗପୁର ପାଇଁ ପ୍ରାର୍ଥୀ ତାଲିକା ଘୋଷିତ ହୋଇଛି। ବ୍ରହ୍ମପୁର ରୁ ଚନ୍ଦ୍ରଶେଖର ସାହୁ, ନବରଙ୍ଗପୁର ରୁ ରମେଶ ଚନ୍ଦ୍ର ମାଝି, କଳାହାଣ୍ଡି ରୁ ପୁଷ୍ପେନ୍ଦ୍ର ସିଂ ଦେଓ ଏବଂ କୋରାପୁଟ […]
କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଆଜି ଲୋକସଭା ପାଇଁ ନିର୍ବାଚନ ପାଇଁ ପ୍ରଚାର ଆରମ୍ଭ କରିବେ। କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଆଜି ଉତ୍ତର ପ୍ରଦେଶ ଗସ୍ତ କରିଛନ୍ତି। ପ୍ରଥମେ ସେ ଗଙ୍ଗା ନଦୀରେ ପୂଜାର୍ଚ୍ଚନା କରିବା ସହ ହନୁମାନ […]
ଲୋକସଭା ନିର୍ବାଚନକୁ ନେଇ ରାଜନୈତିକ ଦଳମାନଙ୍କ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଚାଲିଛି। ୟୁପିରେ ମହାମେଣ୍ଟ ଦ୍ୱାରା କଂଗ୍ରେସ ବିରୋଧରେ ଦୁଇଟି ଆସନରୁ ପ୍ରାର୍ଥୀ ନ ଓହ୍ଲାଇବା ପାଇଁ ନିଷ୍ପତ୍ତି ନିଆଯାଇଥିବାବେଳେ କଂଗ୍ରେସ ରାଜ୍ୟର ୭ଟି ଆସନରେ ପ୍ରାର୍ଥୀ ନଓହ୍ଲାଇବା ପାଇଁ ଘୋଷଣା […]
ଫିଲ୍ମ ନିର୍ମାତା କରନ୍ ଜୋହର୍ଙ୍କ ମୋଷ୍ଟ ଓ୍ବାଣ୍ଟେଡ୍ ଫିଲ୍ମ ‘କଲଙ୍କ୍’ର ପ୍ରଥମ ଗୀତ ‘ଘର ମୋରେ ପରଦେସିଆ’ର ରିଲିଜ୍ ହୋଇଛି। ଏହି ଗୀତରେ ଆଲିଆ ଭଟ୍ଟ ଓ ମାଧୁରୀ ଦୀକ୍ଷିତଙ୍କ ଯୁଗଳବନ୍ଦୀ ଦେଖିବାକୁ ମିଳିଛି। ଏହି ଗୀତରେ ବରୁଣ ଧାଓ୍ବନ୍ ମଧ୍ୟ […]
ବିଜେଡିରୁ ଇସ୍ତଫା ଦେଲେ ଗୁଣୁପୁର ବିଧାୟକ ତ୍ରିନାଥ ଗମାଙ୍ଗ । ଦଳର ପ୍ରାଥମିକ ସଦସ୍ୟ ପଦରୁ ତ୍ରିନାଥ ଗମାଙ୍ଗ ଇସ୍ତଫା ଦେଇଛନ୍ତି । ଇସ୍ତଫା କାରଣ ଦର୍ଶାଇ ତ୍ରିନାଥ କହିଛନ୍ତି ଯେ, ଦଳରେ ତାଙ୍କୁ ଅଣଦେଖା କରାଯାଉଥିବାର ଅଭିଯୋଗ କରି ସେ […]
କଳାହାଣ୍ଡି ଜିଲ୍ଲା ବେଦାନ୍ତ ଆଲୁମିନା ସମ୍ମୁଖରେ ପୋଲିସ ଓ ଶ୍ରମିକ ମୁହାଁମୁହିଁ ବେଳେ ପୋଲିସର ଲାଠି ଚାର୍ଜରେ ଆନ୍ଦୋଳନକାରୀ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ପରିସ୍ଥିତିକୁ ନିୟନ୍ତ୍ରଣ କରିବାକୁ ପୋଲିସ ଲାଠି ଚାର୍ଜ କରିଥିବା ବେଳେ ୩୦ଜଣରୁ ଅଧିକ ଶ୍ରମିକ ମଧ୍ୟ ଆହତ […]
ଗୋଆ ମୁଖ୍ୟମନ୍ତ୍ରୀ ପାରିକରଙ୍କ ପରଲୋକରେ ଗୋଆ ସ୍ତବ୍ଧ ହୋଇଥିବା ବେଳେ ରାଜନୈତିକ ମାହୋଲ୍ ବି ସରଗରମ୍ ରହିଛି। ପାରିକରଙ୍କ ବିୟୋଗରେ ଗତକାଲି ବିଜେପି ବିଧାୟକ ଦଳ ବୈଠକ ବସିଥିଲା। ଏଥିରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରିଙ୍କ ସମେତ ଦଳର ପ୍ରମୁଖ ହେଭିୱେଟ ନେତା […]
ଓଡ଼ିଶା ସ୍କିଲ୍ ଡେଭଲପ୍ମେଣ୍ଟ୍ ଅଥରିଟି (ଓଏସ୍ଡିଏ)ର ଅଧ୍ୟକ୍ଷ ପଦରୁ ସୁବ୍ରତ ବାଗ୍ଚୀ ଇସ୍ତଫା ଦେଇଛନ୍ତି। ଗତକାଲି ଟ୍ୱିଟ୍ କରି ସେ ଏ ସଂପର୍କରେ ସୂଚନା ଦେଇଥିଲେ। ମଲ୍ଟିନ୍ୟାସନାଲ୍ ଆଇଟି କମ୍ପାନୀ ‘ମାଇଣ୍ଡଟ୍ରି’ରେ ଦେଖାଦେଇଥିବା ସମସ୍ୟାର ସମାଧାନ ସହ କମ୍ପାନୀକୁ ଉଦ୍ଧାର କରିବା […]
ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଏପ୍ରିଲ୍ ୧୧ ତାରିଖରେ ହେବ ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ସେଥିପାଇଁ ଓଡ଼ିଶାର ୪ଟି ଲୋକସଭା ଆସନ ସହିତ ୨୮ଟି ବିଧାନସଭା ଆସନ ପାଇଁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶାରେ […]
ଗୋଆ ମୁଖ୍ୟମନ୍ତ୍ରୀ ମନୋହର ପାରିକରଙ୍କ ଅନ୍ତିମ ସଂସ୍କାର ସୋମବାର ସନ୍ଧ୍ୟା ମିରାମର ଠାରେ ହେବ। ଗତକାଲି ସନ୍ଧ୍ୟା ୬ଟା ୪୦ରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ପୂର୍ବାହ୍ଣ ୧୧ଟାରୁ ସନ୍ଧ୍ୟା ୪ଟା ଯାଏଁ କଳା ଏକାଡେମିରେ ପାରିକରଙ୍କ ଅନ୍ତିମ ଦର୍ଶନ ଓ […]
ଆସନ୍ତାକାଲି ବିଜେଡ଼ି ତରଫରୁ ପ୍ରଥମ ପ୍ରାର୍ଥୀ ତାଲିକା ଜାରି ହେବ ବୋଲି ସୂଚନା ରହିଛି। ଏହି ସମୟରେ ନବୀନ ନିବାସରେ ନବୀନ ପଟ୍ଟନାୟକଙ୍କ ଭଉଣୀ ଗୀତା ମେହେଟ୍ଟାଙ୍କୁ ଦେଖିବାକୁ ମିଳିଛି। ଏହା ରାଜ୍ୟର ରାଜନୈତିକ ପାଣିପାଗକୁ ସରଗରମ କରିଛି। ଲୋକସଭା ଓ […]
ନିର୍ବାଚନୀ ତାରିଖ ଯେତିକି ପାଖକୁ ଆସୁଥିବାବେଳେ ଓଡ଼ିଶାର ବିଭିନ୍ନ ରାଜନୈତିକ ଦଳରେ ନେତାଙ୍କ ଯୋଗଦାନ ବଢ଼ିବାରେ ଲାଗିଛି। ଏହି କ୍ରମରେ ରବିବାର ଶତାଧିକ କର୍ମୀଙ୍କ ସହ ବିଜେଡିରେ ସାମିଲ ହୋଇଛନ୍ତି କିନ୍ନର ଆଖଡା ପରିଷଦର ସଭାପତି ମୀରା ପରିଡ଼ା। ମୁଖ୍ୟମନ୍ତ୍ରୀ ନବୀନ […]
ଉତ୍ତରପ୍ରଦେଶରେ କଂଗ୍ରେସ ବହୁଜନ ସମାଜ ପାର୍ଟି ଓ ସମାଜବାଦୀ ପାର୍ଟି ଓ ଆରଏଲ୍ଡି ପାଇଁ ୭ଟି ସିଟ୍ ଛାଡ଼ିବା ନେଇ ଘୋଷଣା କରିଛି। ପୂର୍ବରୁ ସପା-ବିଏସ୍ପି ମେଣ୍ଟ ଉତ୍ତରପ୍ରଦେଶରେ ଦୁଇଟି ଆସନ ଛାଡ଼ିବା ପାଇଁ ନିଷ୍ପତ୍ତି ନେଇଥିଲା। ୭ଟି ଆସନରେ କଂଗ୍ରେସ […]
ଗୋଆ ମୁଖ୍ୟମନ୍ତ୍ରୀ ମନୋହର ପାରିକର ଅସୁସ୍ଥ ହୋଇପଡିବା କାରଣରୁ ବିରୋଧି କଂଗ୍ରେସ ଗୋଆରେ ସରକାର ଗଠନ କରିବାକୁ ଅଡ଼ି ବସିଛି। ତେବେ ବିଜେପି ଗୋଆ ମନ୍ତ୍ରିମଣ୍ଡଳକୁ ଭାଙ୍ଗିବାକୁ ସୁଯୋଗ ଦେଉନି। ବିଶେଷ ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ, ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ […]
କିଙ୍ଗ୍ ଖାନ୍ ଶାହରୁଖ୍ ଏବେ ଡିଜିଟାଲ୍ ପ୍ଲାଟଫର୍ମରେ ଦେଖିବାକୁ ମିଳିବେ। ତାଙ୍କ ପ୍ରଡକ୍ସନ ହାଉସ୍ ରେଡ୍ ଚିଲିଜ୍ ଏଣ୍ଟରଟେନମେଣ୍ଟ ଅଧୀନରେ ଏକ ଥ୍ରିଲର୍ ଓ୍ବେବସିରିଜ୍ର ନିର୍ମାଣ ହେବାକୁ ଯାଉଛି। ଏହି ସିରିଜ୍ରେ ଶାହରୁଖ୍ ଅଭିନୟ କରିବେ ବୋଲି ସୂଚନା ରହିଛି। ଏହାବ୍ୟତୀତ […]
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଗଠିତ ଲୋକପାଳ ଚୟନ କମିଟି ନିକଟରେ ପୂର୍ବତନ ସୁପ୍ରିମ୍କୋର୍ଟ ଜଜ୍ ପିନାକି ଚନ୍ଦ୍ର ଘୋଷଙ୍କୁ ପ୍ରଥମ ଲୋକପାଳ ଭାବେ ନିଯୁକ୍ତି ଦେଇଛନ୍ତି ବୋଲି ସୂଚନା ରହିଛି। ସୋମବାର ଦିନ ଏହା ଔପଚାରିକ ଭାବେ ଘୋଷଣା ହେବ […]
ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚଳିତ ନିର୍ବାଚନରେ ତାଙ୍କର ପାରମ୍ପରିକ ଆସନ ହିଞ୍ଜିଳି ନୁହେଁ ବରଂ ପଶ୍ଚିମ ଓଡ଼ିଶାର ବରଗଡ଼ ଜିଲ୍ଲାର କୌଣସି ଆସନରୁ ଠିଆ ହୋଇ ପାରନ୍ତି। ମୁଖ୍ୟମନ୍ତ୍ରୀ ନବୀନ ବରଗଡ଼ର ବିଜେପୁର କିମ୍ବା ଭଟଲି ଆସନରୁ […]
ବିଦେଶ ମନ୍ତ୍ରୀ ସୁଷମା ସ୍ବରାଜ ଦୁଇଦିନିଆ ମାଳଦୀପ ଗସ୍ତରେ ଯାଇଛନ୍ତି। ମାଳଦୀପର ବିଦେଶ ମନ୍ତ୍ରୀ ଅବଦୁଲ୍ଲା ସାହିଦଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ସୁଷମାଙ୍କ ସହ ବିଦେଶ ସଚିବ ବିଜୟ ଗୋଖେଲଙ୍କ ସମେତ ବରିଷ୍ଠ ଅଧିକାରୀମାନଙ୍କୁ ନେଇ […]