ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଏହି ଦିବସକୁ ସେଲିବ୍ରେଟ୍ କରିଛି ଗୁଗୁଲ୍ । ଆଜିର ଡୁଡୁଲ୍ରେ ମହିଳାଙ୍କ ବିଶେଷାଙ୍କ ରହିଛି । ପାଖାପାଖି ୧୧ଟି ଭାଷାରେ ମହିଳା ଲେଖାଯାଇଛି ଏହି ଡୁଡୁଲ୍ରେ । ହିନ୍ଦୀ, ଆରବିକ୍, ଫ୍ରେଞ୍ଚ୍, ବଙ୍ଗାଳୀ, ରୁଷିଆନ୍, ଜାପାନିସ୍, […]
କଟକ ବଡ଼ ମେଡ଼ିକାଲରେ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ କୌଣସି ଜୀବନ ହାନୀ ହୋଇ ନାହିଁ । ମାତ୍ର ଲକ୍ଷାଧିକ ଟଙ୍କାର ଜିନିଷପତ୍ର ପୋଡ଼ି ପାଉଁଶ ହୋଇ ଯାଇଥିବା ଜାଣିବାକୁ ମିଳିଛି। ମେଡିକାଲ୍ରେ ଥିବା ପାଥୋଲୋଜି ବିଭାଗର ଦୁଇଟି ରୁମ୍ରେ ନିଆଁ […]
ଆଜି ଜୟପୁର ଆସୁଛନ୍ତି କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ। ପାଖାପାଖି ୪ ଘଣ୍ଟା ସେ ଏଠାରେ ରହିବା ସହ ଦୁଇଟି କାର୍ଯ୍ୟକ୍ରମରେ ଉଦ୍ବୋଧନ ଦେବେ। ଆଜି ମହିଳା ଦିବସ ଅବସରରେ ରାହୁଲ୍ ଗାନ୍ଧି ଜୟପୁରର ସ୍ଥାନୀୟ ଗାନ୍ଧୀ ଛକସ୍ଥିତ ଶିବ ସାଇ […]
ଅଯୋଧ୍ୟା ସ୍ଥିତ ରାମ ଜନ୍ମଭୂମି – ବାବ୍ରୀ ମସଜିଦ୍ ବିବାଦର ସମାଧାନ ପାଇଁ ଆଜି ସର୍ବୋଚ୍ଚ ନ୍ୟାୟାଳୟ ଏକ ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଇଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟ ରାମଜନ୍ମଭୂମି-ବାବ୍ରୀ ମସଜିଦ୍ ବିବାଦରେ ମଧ୍ୟସ୍ଥତା କରିବା ପ୍ରସଙ୍ଗରେ ନିଜର ଶୁଣାଣି କରିଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟ […]
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ୨୦ ଟଙ୍କିଆ କଏନ୍ ଜାରି କରିଛନ୍ତି। କେବଳ ୨୦ ନୁହେଁ ୧, ୨, ୫ ଓ ୧୦ ଟଙ୍କିଆ ନୂଆ କଏନ୍ର ମଧ୍ୟ ଉଦ୍ଘାଟନ କରିଛନ୍ତି। ଏହା ବିଶେଷ ଭାବେ ଦିବ୍ୟାଙ୍ଗମାନଙ୍କୁ ସହାୟକ ହେବ। ଏହିସବୁ […]
ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ପରଭେଜ ମୁଶାରଫ ଏକ ବୟାନରେ ପାକିସ୍ତାନର ଅସଲ ଚେହେରା ପଦାରେ ପକାଇଛନ୍ତି । ପାକିସ୍ତାନ ସରକାର ଏବଂ ସେନା କିଭଳି ଭାବେ ଆତଙ୍କବାଦୀ ସଂଗଠନକୁ ସମର୍ଥନ କରେ ତାହା ସେ ପ୍ରକାଶ କରିଛନ୍ତି । ଦୀର୍ଘବର୍ଷ ଧରି […]
୧୩ ପଏଣ୍ଟ ରୋଷ୍ଟର ଜରିଆରେ ବିଶ୍ଵ ବିଦ୍ୟାଳୟରେ ନିଯୁକ୍ତିକୁ ନେଇ ସମଗ୍ର ଦେଶରେ ଜାରି ଆନ୍ଦୋଳନ ପରେ କେନ୍ଦ୍ର ୨୦୦ ପଏଣ୍ଟ ରୋଷ୍ଟରକୁ ଅନୁମତି ଦେଇଛନ୍ତି। ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ କ୍ୟାବିନେଟ୍ ମିଟିଂ ପରେ ସୂଚନା ଦେଇଛନ୍ତି ଯେ, କେନ୍ଦ୍ର କ୍ୟାବିନେଟର […]
ଆଗାମୀ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ପ୍ରାର୍ଥୀ ଚୟନ ସଂପର୍କରେ ୬ ତାରିଖ ଦିନ ପ୍ରଦେଶ ନିର୍ବାଚନ କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ କଂଗ୍ରେସ ଭବନ ଠାରେ ଅନୁଷ୍ଠିତ ହୋଇଥିଲା। ଯେଉଁଥିରେ ପ୍ରାର୍ଥୀ ଚୟନକୁ ନେଇ ପିଇସିର ସଦସ୍ୟମାନଙ୍କ ଠାରୁ ପରାମର୍ଶ ନିଆଯାଇଥିଲା। ଜିତିବା […]
ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦର (ବିପିଆଇଏ) ୨୦୧୮ ବର୍ଷ ପାଇଁ ଶ୍ରେଷ୍ଠ ବିମାନବନ୍ଦର ଭାବେ ସମ୍ମାନଜନକ ଏୟାରପୋର୍ଟ ସର୍ଭିସ୍ କ୍ୱାଲିଟି ପୁରସ୍କାର ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛି। ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରର ଆକାର ଓ ଅଞ୍ଚଳକୁ […]
ଭଦ୍ରକ-ନାରାୟଣଗଡ଼ ତୃତୀୟ ରେଳଲାଇନ୍ ପାଇଁ ମିଳିଛି କ୍ୟାବିନେଟ୍ ମଞ୍ଜୁରୀ। କେନ୍ଦ୍ରୀୟ କ୍ୟାବିନେଟ୍ର ଆର୍ଥିକ ବ୍ୟାପାର ପକ୍ଷରୁ ଏହି ପ୍ରକଳ୍ପକୁ ଅନୁମୋଦନ କରାଯାଇଛି। ୧୫୫ କିଲୋମିଟର ରେଳପଥ ନିର୍ମାଣ ଲାଗି ମୋଟ ୧୮୬୫.୩୧ କୋଟି ଟଙ୍କାର ବ୍ୟୟ ଅଟକଳ ପ୍ରସ୍ତୁତ କରାଯାଇଛି। ୨୦୨୩-୨୪ରେ […]
ସ୍ୱଚ୍ଛ ସର୍ବେକ୍ଷଣ ରିପୋର୍ଟରେ ଓଡ଼ିଶାର ବ୍ରହ୍ମପୁର ସ୍ୱଚ୍ଛ ସହର ରୂପେ ଆଗରେ ରହିଛି । ୨୧୬ ସ୍ଥାନରେ ଅଛି ବ୍ରହ୍ମପୁର । ପୂର୍ବରୁ ୩୦୫ ସ୍ଥାନରେ ରହିଥିଲା ବ୍ରହ୍ମପୁର । ଭୁବନେଶ୍ୱର ଏହି ତାଲିକାରେ ସ୍ୱଚ୍ଛ ସହର ଭାବେ ୨୮୮ ସ୍ଥାନରେ […]
ଜର୍ମାନୀ କାର ନିର୍ମାତା କମ୍ପାନୀ ଭକସୱାଗନକୁ ୫୦୦ କୋଟି ଟଙ୍କା ଜୋରିମନା ଦେବାକୁ ପଡ଼ିବ। କେନ୍ଦ୍ର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି) ଆଇନକୁ ଏହି ଉଲ୍ଲଂଘନ କରୁଥିବାର ପ୍ରମାଣ ମିଳିବା ପରେ ନ୍ୟାସନାଲ ଗ୍ରୀନ ଟ୍ରିବ୍ୟୁନାଲ ଏହି ଜୋରିମନା ଲଗାଇଛନ୍ତି । […]
ଫୁଲ୍ଓ୍ବାମା ଆତଙ୍କୀ ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ସମ୍ପର୍କ ଦିନକୁ ଦିନ ବହୁତ ଖରାପ ହେବାରେ ଲାଗିଛି । ଭାରତ ଓ ପାକିସ୍ତାନ ମଧ୍ୟରେ ପୁଣି ଥରେ ସ୍ବାଭାବିକ ସମ୍ପର୍କକୁ ଫେରାଇ ଆଣିବା ଦିଗରେ ଚୀନ୍ ଲାଗିପଡିଛି । […]
ପୁଲ୍ଓ୍ବାମା ଆକ୍ରମଣ ପରଠାରୁ କାଶ୍ମୀର ନାଗରିକଙ୍କ ଉପରେ ବିଭିନ୍ନ ରାଜ୍ୟରେ ଆକ୍ରମଣ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ଉତ୍ତରପ୍ରଦେଶର ଲକ୍ଷ୍ନୌର ଜଣେ କାଶ୍ମୀରୀ ବ୍ୟବସାୟୀଙ୍କ ଉପରା ଆକ୍ରମଣ କରାଯାଇଛି । ପୀଡ଼ିତ ଜଣକ ହେଲେ ମହମ୍ମଦ ଅଫଜଲ । ଜମ୍ମୁ […]
୨୦୦୨ରେ ହୋଇଥିବା ଗୁଜରାଟ ଦଙ୍ଗାରେ ସମ୍ପୃକ୍ତ ଥିବା ବାବୁ ବଜରଙ୍ଗୀଙ୍କୁ ଜାମିନ ମିଳିଛି। ସୁପ୍ରିମକୋର୍ଟଙ୍କ ଦ୍ୱାରା ଏହି ଜାମିନ ମଞ୍ଜୁର କରାଯାଇଛି। ସ୍ବାସ୍ଥ୍ୟଗତ କାରଣ ଦର୍ଶାଇବାରୁ ତାଙ୍କୁ ଏହି ଜାମିନ ମିଳିଛି। ନରୋଦା ପଟିୟା ମାମଲାରେ ସେ ଦୋଷୀ ସାବ୍ୟସ୍ତ ହୋଇଥିଲେ। […]
ବୁଧବାର ଦିନ ରୁଷୀୟ ପାର୍ଲାମେଣ୍ଟ୍ ଗୋଟାଏ ବିବାଦୀୟ ଆଇନ୍ ପାସ୍ କରିଛି। ଦେଶ, ସମାଜ, ସରକାର ବା ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ଙ୍କ ସମେତ କୌଣସି ସରକାରୀ କର୍ମଚାରୀଙ୍କୁ ଅସମ୍ମାନ ହେବା ପରି ଅନ୍ଲାଇନ୍ ପୋଷ୍ଟ୍ କରୁଥିବା ଲୋକଙ୍କୁ ଏହି ଆଇନ୍ ବଳରେ […]
ଗୁଜୁରାଟର ପାଟିଦାର୍ ନେତା ହାର୍ଦ୍ଦିକ ପଟେଲ୍ ଆଗାମୀ ମାର୍ଚ୍ଚ ୧୨ ତାରିଖରେ ବିଧିବଦ୍ଧଭାବେ କଂଗ୍ରେସରେ ଯୋଗ ଦେବେ ବୋଲି ଜଣାଯାଇଛି। ଖାଲି ସେତିକି ନୁହେଁ ହାର୍ଦ୍ଦିକ ପଟେଲ୍ ଗୁଜୁରାଟର ଜାମନଗର ଲୋକସଭା ନିର୍ବାଚନ ମଣ୍ଡଳୀରୁ କଂଗ୍ରେସ ଟିକେଟରେ ନିର୍ବାଚନ ଲଢିବେ ବୋଲି […]
ଲୋକପାଳ ସଦସ୍ୟ ନିଯୁକ୍ତି ନିମନ୍ତେ ଚୟନ କମିଟିର ବୈଠକ ତାରିଖ ଜଣାଇବାକୁ ସୁପ୍ରିମ୍ କୋର୍ଟ କେନ୍ଦ୍ର ସରକାରଙ୍କୁ ୧୦ ଦିନ ସମୟ ଦେଇଛନ୍ତି। ଜଷ୍ଟିସ୍ ରଞ୍ଜନ ଗୋଗୋଇଙ୍କ ନେତୃତ୍ୱାଧୀନ ସୁପ୍ରିମ୍କୋର୍ଟର ଖଣ୍ଡପୀO ଏହି ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବରୁ ଚୂଡ଼ାନ୍ତ ହୋଇଥିବା […]
ଜମ୍ମୁରେ ଥିବା ଏକ ବସ୍ ଷ୍ଟାଣ୍ଡରେ ଭୟାନକ ବୋମା ବିସ୍ଫୋରଣ ହୋଇଛି । ସୂତ୍ରାନୁସାରେ ଏହା ଏକ ଗ୍ରେନେଡ୍ ଆକ୍ରମଣ ବୋଲି କୁହାଯାଉଛି । ଏହି ବିସ୍ଫୋରଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ୫ଜଣଙ୍କର ସ୍ବାସ୍ଥ୍ୟବସ୍ଥା ବେଶ୍ ଗମ୍ଭୀର ରହିଛି […]
ରାଫେଲ୍ ଡିଲ୍ର ଦସ୍ତାବିଜ୍ ଚୋରି ହେବାର ଅଭିଯୋଗ ପରେ ଏହାକୁ ନେଇ ବିରୋଧୀ ମୋଦି ସରକାରଙ୍କ ଉପରେ ବର୍ଷୁଛନ୍ତି । ପୂର୍ବରୁ କଂଗ୍ରେସ ଏହି ଅଭିଯୋଗ ପରେ ଯାଞ୍ଚ କରିବାକୁ ଦାବି କରିଥିବାବେଳେ ଏହି କ୍ରମରେ ଏବେ ଯୋଗ ଦେଇଛନ୍ତି ବିହାରର […]
ଫିଲ୍ମ ‘ଭାରତ’ର ଶୁଟିଂ ସମାପ୍ତ ପରେ ବଲିଉଡ୍ ଭାଇଜାନ୍ ସଲମନ୍ ଖାନ୍ କ୍ୟାଟ୍ରିନାଙ୍କ ସହ ତାଙ୍କର ଏକ ଫଟୋକୁ ସେୟାର କରି ‘ଭାରତ ଫିଲ୍ମର ଶୁଟିଂ ସରିଲା’ ବୋଲି ଘୋଷଣା କରିଛନ୍ତି । ଏହି ଫଟୋକୁ ଦେଖିବା ପରେ ତାଙ୍କ ପ୍ରଶଂସକମାନେ […]