ଆଜିର ଖବର

ଭୁବନେଶ୍ୱର: ଓମଫେଡ୍ ଦୁଗ୍ଧ ଚାଷୀଙ୍କୁ ଲିଟର ପିଛା ୩ ଟଙ୍କା ଦେବାକୁ ଦାବି ଶୀର୍ଷକ ଖବର କେତେକ ଗଣମାଧ୍ୟମରେ ପ୍ରକାଶ ପାଇଥିବା ଆମ ନଜରକୁ ଆସିଛି। ଯେଉଁ…

ନୂଆଦିଲ୍ଲୀ: ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ପାଇଁ ଇଂଲଣ୍ଡ ୧୫ ଜଣିଆ ଦଳ ଘୋଷଣା କରିଛି। ଷ୍ଟାର ଦ୍ରୁତ ବୋଲର ଜୋଫ୍ରା ଆର୍ଚର ବହୁତ ଦିନ ପରେ…

ଖୋର୍ଦ୍ଧା: ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଚଞ୍ଚଳ ରାଣାଙ୍କ ଅଧ୍ୟକ୍ଷତାରେ ଡେଙ୍ଗୁ ଓ ମ୍ୟାଲେରିଆ (ଭି ବି ଡି)…

ଖୋର୍ଦ୍ଧା: ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗ, ଜିଲ୍ଲାପ୍ରଶାସନ ଏବଂ ଅବକାରୀ ବିଭାଗ ମିଳିତ ଆନୁକୁଲ୍ୟରେ ଆନ୍ତର୍ଜାତୀୟ ନିଶା ଅପବ୍ୟବହାର ଓ ଅନୈତିକ କାରବାର…

ବାଲୁଗାଁ: ବୁଧବାର ରାତିରେ ଚିଲିକାରେ ମାଛ ମାରୁଥିବା ସମୟରେ ମତ୍ସ୍ୟଜୀବୀ ଉପରକୁ ଗୁଳି ମାଡ଼ରେ ଜଣେ ଗୁରୁତର ହେଇଥିବା ବେଳେ ଦୁଇ ଜଣ ଅଳ୍ପକେ ବର୍ତ୍ତି ଯାଇଛନ୍ତି।…

ନୂଆଦିଲ୍ଲୀ: ଭାରତୀୟ ବାୟୁସେନାରେ ଯୋଗଦେବାର ସ୍ୱପ୍ନ ଦେଖୁଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ବାୟୁସେନା ଅଗ୍ନିପଥ ଯୋଜନା ଅଧୀନରେ ଅଗ୍ନିବୀର ଏୟାର ଇନଟେକ ୧/୨୦୨୬ ପାଇଁ…

ନୂଆଦିଲ୍ଲୀ: ‘ଯଦି ସିନ୍ଧୁ ନଦୀର ପାଣି ବନ୍ଦ କରାଯାଏ, ତେବେ ଆମେ ସମସ୍ତ ଛଅଟି ନଦୀକୁ କବଜା କରିବୁ, ଯୁଦ୍ଧରୁ ମଧ୍ୟ ପଛକୁ ହଟିବୁ ନାହିଁ…’ ପାକିସ୍ତାନ…

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗତ ଏକ ବର୍ଷ ମଧ୍ୟରେ ରାଜ୍ୟର ଆଇନ୍ ଶୃଙ୍ଖଳା ଏତେ ଭୟଙ୍କର ଭାବେ ବିପର୍ଯ୍ୟସ୍ତ ହୋଇପଡିଛି, ରାଜ୍ୟର ସାଧାରଣ ଜନତା ନିଜକୁ…

ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ ସ୍ଥାନରେ ବନ୍ଦର, ଜେଟି ଓ ଅନ୍ୟାନ୍ୟ ଭିତ୍ତିଭୂମି ସ୍ଥାପନ କରି ଓଡିଶାରେ ସାମୁଦ୍ରିକ ବାଣିଜ୍ୟର ବିକାଶ ଉପରେ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି …

ନୂଆଦିଲ୍ଲୀ: ବ୍ରାଜିଲର ରିଓ ଡି ଜେନେରିଓରେ ହେବାକୁ ଯାଉଛି ବ୍ରିକ୍ସ ସମ୍ମିଳନୀ। ଏହି ସମୟରେ ଖବର ଆସିଛି ଯେ, ଚୀନ୍ ରାଷ୍ଟ୍ରପତି ସି ଜିନପିଙ୍ଗ ଏହି ଶିଖର…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ସାଉଥ ବ୍ଲକରେ ପ୍ରଗତିର ୪୮ତମ ବୈଠକରେ ଅଧ୍ୟକ୍ଷତା କରିଥିଲେ। ପ୍ରଗତି କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସାମିଲ କରୁଥିବା ସକ୍ରିୟ…

ନୂଆଦିଲ୍ଲୀ: ଆୟୋଜକ ଇଂଲଣ୍ଡ ୫ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜରେ ୧-୦ ରେ ଆଗୁଆ ଅଛି। ଭାରତୀୟ କ୍ରିକେଟ୍ ଦଳ ଦ୍ୱିତୀୟ ଟେଷ୍ଟ ଜିତି ଏହାକୁ ୧-୧…

ନୂଆଦିଲ୍ଲୀ: ଯଦି ଆପଣ କିମ୍ବା ଆପଣଙ୍କ ପିଲାମାନେ ଦଶମ ପରୀକ୍ଷା ପାଇଁ ପ୍ରସ୍ତୁତି କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। କେନ୍ଦ୍ରୀୟ ମାଧ୍ୟମିକ…

ଭୁବନେଶ୍ବର: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅପରେସନ ସଫଳ ପରେ ସେ ଆଇସିୟୁରେ ଥିଲେ। ବର୍ତ୍ତମାନ ସ୍ବାସ୍ଥ୍ୟ ଅବସ୍ଥା ସ୍ଥିର ରହିବାରୁ ତାଙ୍କୁ ଗତକାଲି କ୍ୟାବିନକୁ ସ୍ଥାନାନ୍ତରିତ…

ଭୁବନେଶ୍ୱର: ସାରା ଦେଶରେ ଏବେ ଅକ୍ଷୟ ଶକ୍ତି ବା ସୌର ଶକ୍ତି ବ୍ୟବହାରର ଚାହିଦା ବଢ଼ି ଚାଲିଛି। ଏହି କ୍ଷେତ୍ର ଲାଗି ଆବଶ୍ୟକ ଦକ୍ଷ ମାନବ ସମ୍ବଳ…

ମୁମ୍ବାଇ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଅଧ୍ୟକ୍ଷ ଏବଂ ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀ କହିଛନ୍ତି ଯେ ଟେଲିକମ୍ କ୍ଷେତ୍ରର ଜିଓରେ ବିପୁଳ ନିବେଶ କରିବା ତାଙ୍କ କ୍ୟାରିୟରର “ସବୁଠାରୁ…

ଭୁବନେଶ୍ବର: ଆଜି ହେଉଛି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧ ବାର୍ଷିକୀ। ଏହି ଉପଲକ୍ଷେ ଆଜି ବିଭିନ୍ନ ସ୍ଥାନରେ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯାଉଛି। ଏହି ଅବସରରେ ବିଧାନସଭା ପରିସରରେ…

ନୂଆଦିଲ୍ଲୀ: ସ୍ୱାସ୍ଥ୍ୟ ଏବଂ ଖାଦ୍ୟ ସୁରକ୍ଷା ବିଭାଗ ଏବଂ ଔଷଧ ନିୟନ୍ତ୍ରଣ ପ୍ରଶାସନ କର୍ଣ୍ଣାଟକରେ ବିକ୍ରି ହେଉଥିବା ଅନେକ ଔଷଧ ଏବଂ ପ୍ରସାଧନ ସାମଗ୍ରୀର ନମୁନା ସଂଗ୍ରହ…

ପୁରୀ: ଆସନ୍ତାକାଲି ପୁରୀରେ ଅନୁଷ୍ଠିତ ହେବାକୁ ଯାଉଛି ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ଏହି ଯାତ୍ରାରେ ଦେଶ ଓ ଦେଶ ବାହାରୁ ସାମିଲ ହେବେ ଅଗଣିତ ଭକ୍ତ ଓ…

ପୁରୀ: ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ନବ ଯୌବନ ଦର୍ଶନ। ଏହି ଦର୍ଶନ ଆଜି ପୂର୍ବହ୍ନ ପର୍ଯ୍ୟନ୍ତ ଚାଲିବ। ଆଜି ସକାଳ 8ଟାରୁ ଆରମ୍ଭ ହୋଇଥିଲା ପରିମାଣିକ ଦର୍ଶନ।…