ଶଶୀକଳାଙ୍କ ଜୀବନକୁ ନେଇ ଚଳଚିତ୍ର ନିର୍ମାଣ କରିବାକୁ ଯାଉଛନ୍ତି ବିବାଦୀୟ ଫିଲ୍ମମେକର ରାମଗୋପାଳ ବର୍ମା । ନିଜର ଫିଲ୍ମ ଲକ୍ଷ୍ମୀ ଏନ୍ଟିଆରର ସଫଳତା ଅବସରରେ ଏହି ଘୋଷଣା କରିଛନ୍ତି ବର୍ମା । ଟ୍ବିଟ୍ଟରରେ ଏ ନେଇ ଏକ ଫଟୋ ସେୟାର କରିବା […]
କାଲି ବିଜେଡ଼ିରୁ ଅସନ୍ତୁଷ୍ଟ ହୋଇ ଦଳ ଛାଡ଼ିଥିବା ମୟୁରଭଞ୍ଜ ମୋରଡ଼ା ବିଧାୟକ ପ୍ରବୀଣ ଚନ୍ଦ୍ର ଭଞ୍ଜଦେଓ ଆଜି ବିଜେପିରେ ଯୋଗ ଦେଇଛନ୍ତି । କଳାହାଣ୍ଡି ଭବାନୀପାଟଣାରେ ଆୟୋଜିତ ସଙ୍କଳ୍ପ ସମାବେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଉପସ୍ଥିତିରେ ସେ ବିଧିବଦ୍ଧ ଭାବେ ପଦ୍ମ […]
ଭୁବନେଶ୍ୱର ଶୈଳେଶ୍ରୀ ବିହାରରେ ଅବସ୍ଥିତ ସିବିଏସଇ କାର୍ଯ୍ୟାଳୟରେ ତାଲା ପକାଯାଇଛି । ପରୀକ୍ଷାରେ ହୋଇଥିବା ଅବ୍ୟବସ୍ଥାକୁ ନେଇ ଅଭିଭାବକ ମହାସଂଘ ଅଫିସରେ ତାଲା ପକାଇଛନ୍ତି । ସିବିଏସ୍ଇ ୧୦ମ ଶ୍ରେଣୀ ପରୀକ୍ଷାରେ କିଛି ପ୍ରଶ୍ନ ସିଲାବସ ବାହାରୁ ଆସିଥିବା ଅଭିଯୋଗ ହୋଇଥିଲା […]
ଆଜି କଳାହାଣ୍ଡି ଜିଲ୍ଲା ଭବାନୀପାଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି। ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ଅଭିଯାନ ଜୋର ଧରିଥିବା ବେଳେ ୨ୟ ଥର ପାଇଁ ଶ୍ରୀ ମୋଦୀ ଓଡ଼ିଶା ଗସ୍ତରେ ଆସି ବିଜେପି […]
୨୦୧୯ ଲୋକସଭା ନିର୍ବାଚନ ପାଇଁ କଂଗ୍ରେସର ଇସ୍ତାହାର ’ଜନ ଆଓ୍ବାଜ’ ଘୋଷଣା କରାଯାଇଛି। ଦାରିଦ୍ର୍ୟ ବିରୁଦ୍ଧରେ ଯୁଦ୍ଧ, କୃଷି ପାଇଁ ସ୍ବତନ୍ତ୍ର ବଜେଟ, ମନରେଗା କାର୍ଯ୍ୟ ଦିବସ ବୃଦ୍ଧି ଆଦି ୫ଟି ବିଷୟକୁ ଏଥିରେ ଗୁରୁତ୍ବ ପ୍ରଦାନ କରାଯାଇଛି। କଂଗ୍ରେସ ଅଧ୍ୟକ୍ଷ […]
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ନେତାଙ୍କ ଟିପ୍ପଣୀ ଉପରେ କଡା ନଜର ରଖିଛି ନିର୍ବାଚନ କମିଶନ। ଏହାର ମୁଖ୍ୟ ଉଦ୍ଦେଶ୍ୟ ଯେମିତି ଆଚରଣ ସଂହିତା ଉଲ୍ଲଂଘନ ନ ହେବ। ରାଜସ୍ଥାନର ରାଜ୍ୟପାଳ କଲ୍ୟାଣ ସିଂଙ୍କ ବିବାଦୀୟ ବୟାନ ପ୍ରସଙ୍ଗରେ ନିର୍ବାଚନ କମିଶନ […]
୨୦୧୯ ନିର୍ବାଚନ ଆଉ ମାତ୍ର ଦିନ କେଇଟା ବାକି ରହିଥିବା ବେଳେ ଓଡ଼ିଶା ରାଜନୀତିରେ ଏପର୍ଯ୍ୟନ୍ତ ଚାଲିଛି ଦଳବଦଳ ରାଜନୀତି। ବିଜେଡ଼ି ଓ ବିଜେପି ମଧ୍ୟରେ ଚାଲିଛି ଅଦଳବଦଳ ପ୍ରତିଯୋଗିତା। ଟିକେଟ ପାଇବାକୁ ନେଇ ଅସନ୍ତୁଷ୍ଟ ପ୍ରାର୍ଥୀମାନେ ଦଳ ବଦଳ କରୁଛନ୍ତି। […]
ପଟିଦାର ଆନ୍ଦୋଳନରୁ କଂଗ୍ରେସ ନେତା ହୋଇଥିବା ହାର୍ଦ୍ଦିକ୍ ପଟେଲଙ୍କ ଆବେଦନ ଉପରେ ତୁରନ୍ତ ବିଚାର କରାଯାଇପାରିବ ନାହିଁ ବୋଲି ସର୍ବୋଚ୍ଚ କୋର୍ଟ କହିଛନ୍ତି। ଗତକାଲି ହାର୍ଦ୍ଦିକ ପଟେଲ ସୁପ୍ରିମ୍କୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ନିର୍ବାଚନ ଲଢିବା ନେଇ ଗୁଜୁରାତ ହାଇକୋର୍ଟ କଟକଣା ଜାରି […]
ଆମେରିକା ସ୍ପେଶ୍ ଏଜେନ୍ସୀ ନାସା ମଙ୍ଗଳବାର ଚିନ୍ତା ଜାହିର କରି କହିଛି ଭାରତ ଦ୍ୱାରା କରାଯାଇଥିବା ଆଣ୍ଟି ସାଟେଲାଇଟ୍ ମିସାଇଲ୍ ପରୀକ୍ଷଣ କାରଣରୁ ଅନ୍ତରୀକ୍ଷରେ ୪୦୦ ଟୁକୁଡା ପଥର ଦେଖିବାକୁ ମିଳିଛି। ଯେଉଁ କାରଣରୁ ଅନ୍ତରାଷ୍ଟ୍ରୀୟ ସ୍ପେଶ୍ ଷ୍ଟେସନ୍ରେ ଅନେକ ଅସୁବିଧାର […]
ବନିହାଲରେ ସିଆରପିଏଫ୍ ବସ୍ ଉପରେ ଆକ୍ରମଣର ୩୬ ଘଣ୍ଟା ମଧ୍ୟରେ ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି। ଅଭିଯୁକ୍ତ ନିଜର ଦୋଷ ସ୍ବୀକାର କରିଥିବା ନେଇ ଜମ୍ମୁ ଏବଂ କାଶ୍ମୀର ଡିଜିପି ଦିଲବାଗ ସିଂ ପ୍ରକାଶ କରିଛନ୍ତି। ଅଭିଯୁକ୍ତ […]
ନିର୍ବାଚନ ପୂର୍ବରୁ ମଧ୍ୟପ୍ରଦେଶରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଙ୍ଘକୁ ନେଇ ରାଜନୀତି ଘନେଇବାରେ ଲାଗିଛି। ମଧ୍ୟପ୍ରଦେଶର କଂଗ୍ରେସ ସରକାର ଭୋପାଳ ସ୍ଥିତ ଆରଏସଏସ ମୁଖ୍ୟାଳୟରୁ ସୁରକ୍ଷା ବ୍ୟବସ୍ଥା ହଟାଇବାକୁ ନିଷ୍ପତ୍ତି ନେଇଛନ୍ତି। ଗତକାଲି ବିଳମ୍ବିତ ରାତ୍ରୀରେ ଆରଏସଏସ କାର୍ଯ୍ୟାଳୟ ସମାଧି ଭବନରେ ସୁରକ୍ଷା […]
ପୁରୀ ବ୍ରହ୍ମଗିରିରେ ଗୋଷ୍ଠୀ ସଂଘର୍ଷ କାରଣରୁ ଚାରିଜଣ ଗୁରୁତର ହୋଇଥିବା ଅଭିଯୋଗ ହୋଇଛି। ଅପର ଗୋଷ୍ଠୀ ପକ୍ଷରୁ କାଜୁ ବଗିଚାରେ ନିଆଁ ଲଗାଇବା ସହ ଛୁରାମାଡ଼ ଓ ଏସିଡ ମାଡ଼ କରାଯାଇଥିବା ଜଣାପଡ଼ିଛି। ପୁରୀ ଜିଲ୍ଲା ବ୍ରହ୍ମଗିରି ଶାହାଜାନପୁରରେ କୈାଣସି କାରଣରୁ […]
ଆମାଜନ୍ ରିଟେଲ୍ ଇଣ୍ଡିଆ (ଏଆର୍ଆଇପିଏଲ) ପକ୍ଷରୁ ଭାରତୀୟ ବଜାରରେ ୨୪୦ କୋଟି ନିବେଶ କରିବାକୁ ଯାଉଛି। ଆମାଜନ୍ କର୍ପୋରେଟ୍ ହୋଲ୍ଡିଂ, ସିଙ୍ଗାପୁର ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି। ଏହି ଅର୍ଥରାଶି ଖୁଚୁରା ବ୍ୟବସାୟରେ ନିବେଶ କରାଯିବ ବୋଲି ଆମାଜନ୍ ପକ୍ଷରୁ […]
ପାକିସ୍ତାନ ପକ୍ଷରୁ ସୋମବାର ପୁଣିଥରେ ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲ୍ଲା ସ୍ଥିତ ଅନ୍ତର୍ଜାତୀୟ ନିୟନ୍ତ୍ରଣ ରେଖା ନିକଟରେ ଅସ୍ତ୍ରବିରତି ଉଲ୍ଲଙ୍ଘନ କରାଯାଇଛି। ପାକ୍ ସେନାର ଘନଘନ ମୋର୍ଟାର ଓ ଗୁଳିମାଡ଼ରେ ବିଏସ୍ଏଫ୍ର ଜଣେ ଇନ୍ସପେକ୍ଟର ସହିଦ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳର ଜଣେ […]
‘ଜମ୍ମୁ-କାଶ୍ମୀର ପାଇଁ ଅଲଗା ପ୍ରଧାନମନ୍ତ୍ରୀ ଜରୁରୀ’। ଏଭଳି ମନ୍ତବ୍ୟ ଦେଇଥିବା ଜମ୍ମୁ-କାଶ୍ମୀରର ନ୍ୟାଶନାଲ କନ୍ଫରେନ୍ସ ନେତା ଓମାର ଅବଦୁଲ୍ଲାଙ୍କୁ କଡ଼ା ସମାଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିସହ କଂଗ୍ରେସ ଏବଂ ମହାମେଣ୍ଟ ଗଠନ କରିଥିବା ଦଳଗୁଡ଼ିକ ଏହା ଉପରେ ନିଜର […]
ଚଳିତ ସାଧାରଣ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ବିଜ୍ଞପ୍ତି ପ୍ରକାଶ ପାଇଛି। ମୁଖ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁଯାୟୀ ଏହି ସମୟରେ ୬ଟି ସଂସଦୀୟ କ୍ଷେତ୍ର ଏବଂ ୪୨ଟି ବିଧାନସଭା କ୍ଷେତ୍ରରେ […]
ଟିକଟ ବଣ୍ଟାକୁ ନେଇ ବିଜେପିରେ ପୁଣି ଗୋଷ୍ଠୀ କନ୍ଦଳ ଦେଖିବାକୁ ମିଳିଛି। ଟିକଟ ପାଇନଥିବା ଅସନ୍ତୁଷ୍ଟ କାର୍ଯ୍ୟକର୍ତ୍ତା ବିଜେପି ମୁଖ୍ୟ କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ କରିବା ସହିତ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡାରୁ ଦଳର ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡାଙ୍କ କୁଶପୁତ୍ତଳିକା […]
ଔଷଧ କମ୍ପାନୀଙ୍କ ମନମୁଖି ଗତିବିଧି ଉପରେ ଅଙ୍କୁଶ ଲଗାଇବାକୁ ସରକାର ପ୍ରୟାସ ଆରମ୍ଭ କରିଛନ୍ତି। ଏହି କ୍ରମରେ ୧୦୦ରୁ ଊର୍ଦ୍ଧ୍ବ ନାମୀଦାମୀ ବା ବ୍ରାଣ୍ଡେଡ ଔଷଧ ଉପରେ ପ୍ରତିବନ୍ଧକ ଲଗାଯିବ ବୋଲି ଜଣାପଡିଛି। ୨ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଡ୍ରଗ୍ସ […]
ସାମାଜିକ ଗଣମାଧ୍ୟମର ଅଗ୍ରଣୀ କମ୍ପାନୀ ଫେସ୍ବୁକ୍ ଭାରତରେ ସାଧାରଣ ନିର୍ବାଚନ ପୂର୍ବରୁ ବଡ଼ ପଦକ୍ଷେପ ଗ୍ରହଣ କରିଛି। ଫେସ୍ବୁକ୍ ଦାବି କରିଛି ଯେ ପାକିସ୍ତାନ ସୈନ୍ୟ କର୍ମଚାରୀଙ୍କ ସମ୍ପର୍କିତ ପେଜ୍ ଏବଂ କଂଗ୍ରେସ ଦଳ ସମ୍ପର୍କିତ ପେଜ୍ଗୁଡ଼ିକୁ ଫେସ୍ବୁକ୍ରୁ ଅପସାରଣ କରିନିଆଯାଇଛି। […]
ତାମିଲନାଡୁର ତାଞ୍ଜାଭୋର ଠାରେ ସୋମବାର ଦିନ ଏକ ନିର୍ବାଚନୀ ପ୍ରଚାର ରାଲି ବେଳେ ମୁଖ୍ୟମନ୍ତ୍ରୀ କେ. ପାଲାନିସ୍ୱାମୀଙ୍କ ଉପରକୁ ଚପଲ ମାଡ଼ କରାଯାଇଛି। ଚପଲ ଫିଙ୍ଗିଥିବା ବ୍ୟକ୍ତିଙ୍କୁ ଚିହ୍ନଟ ପାଇଁ ପ୍ରୟାସ ଆରମ୍ଭ ହୋଇଛି। ଘଟଣା ପରେ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାକୁ ନେଇ […]
ପଟିଦାର ନେତା ହାର୍ଦ୍ଦିକ ପଟେଲ ସୁପ୍ରିମ୍କୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ନିର୍ବାଚନ ଲଢିବା ନେଇ ଗୁଜୁରାତ ହାଇକୋର୍ଟ କଟକଣା ଜାରି କରିବା ପରେ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହେଇଛନ୍ତି ହାର୍ଦ୍ଦିକ୍। ଦଙ୍ଗା ଉସକାଇବା ମାମଲାରେ ହାର୍ଦ୍ଦିକଙ୍କ ଦଣ୍ଡାଦେଶକୁ କମ୍ କରିବାକୁ ହାଇକୋର୍ଟ ମନା କରିଦେଇଥିଲେ। ନିର୍ବାଚନ […]