ଲୋକସଭା ନିର୍ବାଚନ ସହ ଜମ୍ମୁ-କାଶ୍ମୀରର ବିଧାନସଭା ନିର୍ବାଚନ ନ ହେବାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ନ୍ୟାସନାଲ୍ କନ୍ଫେରନ୍ସ ନେତା ଫାରୁକ୍ ଅବଦୁଲ୍ଲା । ଫାରୁକ୍ କେନ୍ଦ୍ର ସରକାରଙ୍କୁ ସିଧା ଟାର୍ଗେଟ୍ କରି କହିଛନ୍ତି ଯେ, ଏହା ହେଉଛି ମୋଦି ସରକାରଙ୍କ […]
ନିର୍ବାଚନ ତାରିଖ ଘୋଷଣା ହେବା ପରେ ରାଜ୍ୟରେ ରାଜନୀତି ପୂରା ଜୋର ଧରିଛି। ଚୂଡ଼ାନ୍ତ ପ୍ରାର୍ଥୀ ତାଲିକାରେ ରାହୁଲଙ୍କ ମୋହର ବସାଇବାକୁ କଂଗ୍ରେସର ତୁଙ୍ଗନେତା ଦିଲ୍ଲୀରେ ଡେରା ପକାଇଛନ୍ତି। ଶାସକ ବିଜେଡ଼ି କେନ୍ଦ୍ରୀୟ ଅବହେଳା ପ୍ରତିବାଦରେ ଆରମ୍ଭ କରିଛି ‘ହକ୍ ମାଗୁଛି […]
ନିର୍ବାଚନୀ ବିଗୁଲ ବାଜିବା ପରେ ବିଜେଡ଼ିର ପ୍ରାର୍ଥୀ ଚୟନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନ ତାରିଖକୁ ସ୍ବାଗତ କରିବା ସହିତ ବହୁତ ଶୀଘ୍ର ବିଜେଡ଼ିର ପ୍ରାର୍ଥୀ ତାଲିକା ପ୍ରକାଶିତ ହେବ ବୋଲି ସୂଚନା […]
ଚାକିରୀ ଏବଂ ଶିକ୍ଷା କ୍ଷେତ୍ରରେ ଗରିବ ସବର୍ଣ୍ଣଙ୍କୁ ଦିଆଯାଉଥିବା ୧୦ ପ୍ରତିଶତ ଆରକ୍ଷଣ ମାମଲାରେ ଦାୟର ହୋଇଥିବା ଯାଚିକା ଉପରେ ଉଚ୍ଚତମ ନ୍ୟାୟାଳୟ ଦ୍ଵାରା ମାର୍ଚ୍ଚ ୨୮ରେ ଶୁଣାଣି କରାଯିବ। ତେବେ ସରକାର ସମ୍ବିଧାନ ସଂଶୋଧନ କରି ଆର୍ଥିକ ରୂପରେ ପଛୁଆ […]
ଆଜି ରାଷ୍ଟ୍ରପତି ଭବନରେ ପଦ୍ମ ପୁରସ୍କାର ସମାରୋହ ଅନୁଷ୍ଠିତ ହୋଇଛି । ଏହି ଅବସରରେ ସେଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଉପସ୍ଥିତ ଅଛନ୍ତି । ବହୁ ବିଶିଷ୍ଟ ବ୍ୟକ୍ତିମାନଙ୍କୁ ରାଷ୍ଟ୍ରପତି ପୁରସ୍କାର ପ୍ରଦାନ କରି ସମ୍ମାନିତ କରିଛନ୍ତି । ଚଳିତ […]
ବିଜେଡିରେ ମିଶିଲେ ଖୋର୍ଦ୍ଧାର ପୂର୍ବତନ ବିଧାୟକ ଜ୍ୟୋତିରିନ୍ଦ୍ର ନାଥ ମିତ୍ର (ଜିତୁ ମିତ୍ର)। ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ବିଜେଡିରେ ମିଶିଥିଲେ। ସେ ଦୁଇ ଥର ଖୋର୍ଦ୍ଧା ବିଧାନସଭା ନିର୍ବାଚନମଣ୍ଡଳୀରୁ ନିର୍ବାଚିତ ହୋଇ ବିଧାନସଭାକୁ ଯାଇଛନ୍ତି। […]
ଗତକାଲି ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିସନ୍। ମୋଟ ୭ଟି ପର୍ଯାୟରେ ନିର୍ବାଚନ ହେବ। ଏପ୍ରିଲ ୧୧ ତାରିଖରେ ହେବ ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ମେ’ ମାସ ୧୯ ତାରିଖରେ ସପ୍ତମ ଅର୍ଥାତ୍ ଶେଷ ପର୍ଯ୍ୟାୟ ନିର୍ବାଚନ […]
ଲୋକସଭା ନିର୍ବାଚନ ଓ ଦେଶର ୪ଟି ବିଧାନସଭା ନିର୍ବାଚନ ପାଇଁ ବିଗୁଲ୍ ବାଜି ଗଲାଣି। ୨୦୧୯ ଲୋକସଭା ନିର୍ବାଚନ ପାଇଁ ନିର୍ବାଚନ କମିଶନର ତାରିଖ ଘୋଷଣା କରିଛନ୍ତି। ନିର୍ବାଚନ ଆୟୋଗ ୫୪୩ ଲୋକସଭାରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ପାଇଁ ତାରିଖ ଘୋଷଣା […]
ନିର୍ବାଚନ ତାରିଖ ଘୋଷଣା ହେବା ପରେ ଏହାକୁ ନେଇ ବିବାଦ ଦେଖାଦେଇଛି। ଏପ୍ରିଲ୍ ୧୧ ଠାରୁ ମେ ୧୯ ପର୍ଯ୍ୟନ୍ତ ସାତଟି ପର୍ଯ୍ୟାୟରେ ସାରା ଭାରତ ବର୍ଷରେ ଭୋଟିଂ ଅନୁଷ୍ଠିତ ହେବ। ଜୁନ୍ ୩ରେ ଲୋକସଭାର କାର୍ଯ୍ୟକାଳ ସରିବାକୁ ରହିଛି। ଏହି […]
ଏନ୍କାଉଣ୍ଟରରେ ନିହତ ହୋଇଛି ପୁଲୱାମା ଆତଙ୍କବାଦୀ ଆକ୍ରମଣ ଘଟଣାର ମାଷ୍ଟରମାଇଣ୍ଡ ମୁଦାସୀର ଅହମଦ୍ ଖାନ୍ ଓ ସଜ୍ଜାଦ । ଏହି ଦୁହିଁଙ୍କ ସହିତ ଜୈଶ୍-ଇ-ମହମ୍ମଦର ଆଉ ଜଣେ ଆତଙ୍କବାଦୀ ମଧ୍ୟ ନିହତ ହୋଇଛନ୍ତି। ଦକ୍ଷିଣ କାଶ୍ମୀର ତ୍ରାଲ୍ ଅଞ୍ଚଳରେ ଗତକାଲି ମଧ୍ୟରାତ୍ରରେ […]
ପ୍ରେସ ଇନଫରମେସନ ବ୍ୟୁରୋ ବା ପିଆଇବିର ପ୍ରମୁଖ ମହାନିର୍ଦ୍ଦେଶକ ସୀତାଂଶୁ କରଙ୍କ କାର୍ଯ୍ୟକାଳକୁ ଆଉ 6 ମାସ ପାଇଁ ବୃଦ୍ଧି କରାଯାଇଛି। ଏହି କାର୍ଯ୍ୟକାଳ ବୃଦ୍ଧିକୁ କ୍ୟାବିନେଟ ଅନୁମୋଦନ କରିଛନ୍ତି। ଭାରତୀୟ ସୂଚନା ସେବାର ଏହି ବରିଷ୍ଠ ଅଧିକାରୀଙ୍କ କାର୍ଯ୍ୟକାଳ ଚଳିତ […]
ଦେଶରେ ୨୦୧୯ ସାଧାରଣ ନିର୍ବାଚନ ପାଇଁ ଆଜିଠୁ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି। ନୂଆଦିଲ୍ଲୀର ବିଜ୍ଞାନ ଭବନରେ ମୁଖ୍ୟ ନିର୍ବାଚନ କମିଶନର ସୁନୀଲ ଅରୋରା ଏକ ପ୍ରେସମିଟରେ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ୭ଟି ପର୍ଯ୍ୟାୟରେ ଦେଶରେ ନିର୍ବାଚନ ହେବ। […]
ପୁଲୱାମା ଆକ୍ରମଣ ଘଟଣାର ମାଷ୍ଟରମାଇଣ୍ଡ ଜଣେ ୨୩ ବର୍ଷୀୟ ଇଲେକ୍ଟ୍ରିସିଆନ ମୁଦାସିର ଅହମଦ ଖାନ ଓରଫ ମହମ୍ମଦ ଭାଇ । ସେ ଜୈଶ-ଇ-ମହମ୍ମଦ ଆତଙ୍କବାଦୀ ସଂଗଠନର ଜଣେ ସଦସ୍ୟ । ଗତ ମାସ ୧୪ ତାରିଖରେ ଆତଙ୍କବାଦୀଙ୍କ ଆକ୍ରମଣରେ ୪୦ଜଣ ସିଆରପିଏଫ […]
ବୁର୍ଲାରେ ଜଣେ ସ୍ବାଇନ ଫ୍ଳୁ ରୋଗୀ ଆଜି ଚିହ୍ନଟ ହୋଇଛନ୍ତି । ସେ ଗତ ୩ ଦିନ ହେଲା ଅସୁସ୍ଥ ହୋଇ ବୁର୍ଲା ବଡମେଡିକାଲରେ ଚିକିତ୍ସିତ ହେଉଛନ୍ତି । ତାଙ୍କର ରକ୍ତ ନମୁନାରୁ ସେ ସ୍ବାଇନ ଫ୍ଳୁରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି […]
ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଦିନିକିଆ ଆନ୍ତର୍ଜାତିକ କ୍ରିକେଟ ମ୍ୟାଚରେ ଶିଖର ଧାୱନ ୯୭ ବଲରେ ଶତକ ହାସଲ କରିଛନ୍ତି । ଏହା ତାଙ୍କର ଷୋଡଶ ଶତକ । ୨୫.୨ ଓଭରରେ ଶିଖର ଧାୱନ ଓ ରୋହିତ ଶର୍ମା ଭାରତକୁ […]
ଭୁବନେଶ୍ବର ବାଣୀବିହାର ହଷ୍ଚେଲରେ ଅଣଛାତ୍ରମାନେ ଥିବା ନେଇ ପୋଲିସ ପକ୍ଷରୁ ଯାଞ୍ଚ କରାଯାଇଛି । ଯାଞ୍ଚରେ ଧରାପଡିଥିବା ଅଣଛାତ୍ରମାନଙ୍କୁ ହଷ୍ଟେଲରୁ ବାହାର କରାଯାଇଛି । ଉତ୍କଳ ବିଶ୍ବବିଦ୍ୟାଳୟ କୁଳପତିଙ୍କ ନିର୍ଦ୍ଦେଶରେ ଏହି ଯାଞ୍ଚ କରାଯାଇଛି । ଅଣଛାତ୍ରମାନଙ୍କ ଯୋଗୁ ବାଣୀବିହାରରେ ଉତ୍ତେଜନାମୂଳକ […]
ଇଥିଓପିଆ ଏୟାରଲାନ୍ସର ଏକ ବିମାନ ବୋଇଙ୍ଗ ୭୩୭ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ବିମାନଟି ଆଡିସ ଏବାବାରୁ ନାଇରୋବି ଯାଉଥିଲା। ବିମାନରେ ୧୪୯ଜଣ ଯାତ୍ରୀ ଓ ୮ଜଣ ବିମାନ କର୍ମଚାରୀ ଥିଲେ। ଇଥିଓପିଆ ରାଜଧାନୀର ଦକ୍ଷିଣପୂର୍ବରେ ୬୨ କିଲୋମିଟର ଦୂରରେ ବିମାନଟି […]
ସ୍ବୟଂ ସହାୟକ ଗୋଷ୍ଠୀ ବା ଏସଏଚଜିଗୁଡିକ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରାପଡା ମିଶନ ଶକ୍ତି ମହିଳା ସମାବେଶରେ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି । ଏସଏଚଜି ଗୁଡିକୁ ତିନି ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିନା ସୁଧରେ ଋଣ ଯୋଗାଇ ଦିଆଯିବ […]
ସବୁ ପ୍ରତୀକ୍ଷାର ଅନ୍ତ ଘଟାଇ ଆଜି ସନ୍ଧ୍ୟାରେ ଭାରତର ଜାତୀୟ ନିର୍ବାଚନ କମିଶନ ଲୋକସଭା ନିର୍ବାଚନ ପାଇଁ ତାରିଖ ଘୋଇଶନା କରିବେ ବୋଲି ବିଶେଷ ସୂତ୍ରରୁ ଖବର ମିଳିଛି। ଆଜି ସନ୍ଧ୍ୟା ପାଞ୍ଚଟାରେ ନିର୍ବାଚନ କମିଶନ ଏହା ଘୋଷଣା କରିବେ । […]
ଆଗାମୀ ଲୋକସଭା ନିର୍ବାଚନରେ ବିଜୁ ଜନତା ଦଳ ତରଫରୁ ୩୩% ମହିଳା ପ୍ରାର୍ଥୀ ଦିଆଯିବ ବୋଲି ଓଡିଶା ମୁଖ୍ୟମନ୍ତ୍ରୀ ଆଜି ଘୋଷଣା କରିଛନ୍ତି। କେନ୍ଦ୍ରାପଡା ଠାରେ ଆୟୋଜିତ ମିଶନ ଶକ୍ତିର ଏକ ବିଶାଳ ମହିଳା ସମାବେଶକୁ ସମ୍ବୋଧିତ କରି ନବୀନ କହିଛନ୍ତି […]
କ୍ରିକେଟ ଖେଳର ସବୁଠାରୁ ବଡ ଫର୍ମାଟ ବିଶ୍ଵକପ ଟୁର୍ଣ୍ଣାମେଣ୍ଟ ଆଉ ଅଳ୍ପ କିଛିଦିନ ବାକି ରହିଛି । ଏହି ଟୁର୍ଣ୍ଣାମେଣ୍ଟରେ ଉଭୟ ଭାରତ ଏବଂ ଅଷ୍ଟ୍ରେଲିଆ ଭାଗ ନେଉଥିବାରୁ ଦୁଇଦଳ ପାଇଁ ଚଳିତ ଶୃଙ୍ଖଳା ମହତ୍ବପୂର୍ଣ୍ଣ ହୋଇପଡିଛି। ଚଳିତ ପେଟିଏମ ଶୃଙ୍ଖଳାର ପ୍ରଥମ ତିନୋଟି ମ୍ୟାଚ […]