ଗୁଜରାଟର କଂଗ୍ରେସ ବିଧାୟକ ଜୱାହର ଚଭଡ଼ା ଆଜି ବିଜେପିରେ ଯୋଗଦେଇଛନ୍ତି । ଗତକାଲି ସେ କଂଗ୍ରେସରୁ ଇସ୍ତଫା ଦେଇଥିଲେ। । ବିଜେପି ସରକାରରେ ମନ୍ତ୍ରୀ ପଦ ପାଇବା ଲୋଭରେ ଜୱାହର କଂଗ୍ରେସର ଛାଡିଥିବା ଚର୍ଚ୍ଚା ହେଉଛି । ଜୱାହର ବାଚସ୍ପତି ରାଜେନ୍ଦ୍ର […]
ମହିଳା ଦିବସ ଅବସରରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଛି ଓଡ଼ିଆ ସିନେମା ‘ଚାମ୍ପିୟନ’। ଡଙ୍ଗ୍ୟୁ ଏଣ୍ଟରଟେନ୍ମେଣ୍ଟ ବ୍ୟାନରରେ ଏହି ଚଳଚ୍ଚିତ୍ରରେ ଜଣେ ବକ୍ସର ଭୂମିକାରେ ଅଭିନୟ କରୁଛନ୍ତି ଅର୍ଚ୍ଚିତା ସାହୁ। ଏହି ଫିଲ୍ମରେ ସେ ବେଶ୍ କେତୋଟି ଷ୍ଟଣ୍ଟ ଶଟ୍ ମଧ୍ୟ ଦେଇଛନ୍ତି। […]
ଭୋଟର ପରିଚୟ ପତ୍ର ସହ ଆଧାର କାର୍ଡକୁ ସଂଯୋଗ (ଲିଙ୍କ୍) କରିବା ପାଇଁ ଆଗତ ହୋଇଥିବା ଏକ ମାମଲାକୁ ଆଜି ଖାରଜ କରି ଦେଇଛନ୍ତି ଦେଶର ସର୍ବୋଚ୍ଚ ଅଦାଲତ ସୁପ୍ରିମ୍ କୋର୍ଟ। ଭୋଟର ପରିଚୟ ପତ୍ର ସହ ଆଧାର କାର୍ଡକୁ ସଂଯୋଗ […]
ରାଜନୈତିକ ଦଳର ପ୍ରଚାର ପାଇଁ ସାର୍ବଜନିକ ସ୍ଥଳକୁ ବିକୃତ କରିବାର ଅନୁମତି ଦିଆଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି । ପ୍ରଧାନ ନ୍ୟାୟାଧିଶ ରଂଜନ ଗାଗୋଇ, ନ୍ୟାୟମୂର୍ତ୍ତି ଏସ୍ ଅବଦୁଲ୍ ନଜୀର ଏବଂ ନ୍ୟାୟମୂର୍ତ୍ତି ସଂଜୀବ ଖାନ୍ନାଙ୍କ ତିନିଜଣିଆ ଖଣ୍ଡପୀଠ ତାମିଲନାଡୁ […]
କଂଗ୍ରେସ ଆଜି ଲୋକସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଦଳର ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଆମେଥି ଏବଂ ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ରାୟବରେଲି ଆସନରୁ ଲଢ଼ିବେ। ମୋଟ ୧୧ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା […]
ରାଜସ୍ଥାନର ବିକାନେରଠାରେ ଏକ ମିଗ୍-୨୧ ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଶୁକ୍ରବାର ମଧ୍ୟାହ୍ନରେ ଏହି ଘଟଣା ଘଟିଥିବା ବେଳେ ବିମାନ ଚଳାଉ ଥିବା ଜଣେ ପାଇଲଟ୍ ସୁରକ୍ଷିତ ଭାବେ ବାହାରକୁ ବାହାରି ଆସିଥିବା ଜଣାପଡ଼ିଛି । ସୂଚନା ମୁତାବକ, ବିମାନଟି […]
ଆଜି ଖେଳାଯାଉଥିବା ଅଷ୍ଟ୍ରେଲିଆ ବନାମ ଇଣ୍ଡିଆର ଦିନିକିଆ ସିରିଜର ତୃତୀୟ ମ୍ୟାଚରେ ଭାରତର ଅଧିନାୟକ ବିରାଟ କୋହଲି ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ । ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୫୦ ଓଭରରେ ୫ ଓ୍ଵିକେଟ୍ ହରାଇ […]
ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଥିବା ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଦଳ ପକ୍ଷରୁ ସାଂଗଠନିକ ଦାୟିତ୍ୱ ଦିଆଯାଇଛି। ବୈଜୟନ୍ତଙ୍କୁ ଦଳର ରାଷ୍ଟ୍ରୀୟ ଉପସଭାପତି ଓ ରାଷ୍ଟ୍ରୀୟ ମୁଖପାତ୍ର ଭାବେ ମଧ୍ୟ ନିଯୁକ୍ତି ଦିଆଯାଇଛି। ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ […]
ଦିନିକିଆ ଓଡ଼ିଶା ଗସ୍ତରେ ଆସିଥିବା କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି କୋରାପୁଟ ଜିଲ୍ଲା ଜୟପୁରରେ ଆୟୋଜିତ ମହିଳା ସମାବେଶରେ ଯୋଗ ଦେଇ ମହିଳା ଦିବସରେ ମହିଳା କାର୍ଡ ଖେଳିଛନ୍ତି । ରାଜ୍ୟରେ କଂଗ୍ରେସ କ୍ଷମତାକୁ ଆସିଲେ ଗରିବ ଛାତ୍ରୀଙ୍କୁ ମାଗଣା ଶିକ୍ଷା […]
ବଲିଉଡ୍ର ଭାଇଜାନ୍ ସଲମାନ ଖାନ୍ କେବଳ ଫିଲ୍ମ ପାଇଁ ନୁହେଁ, ଲୋକମାନଙ୍କୁ ସାହାଯ୍ୟ କରିବାକୁ ନେଇ ମଧ୍ୟ ଚର୍ଚ୍ଚାରେ ରହିଥାନ୍ତି । ନୂଆ ନୂଆ ଚେହେରାକୁ ବଲିଉଡ୍ରେ ସୁଯୋଗ ଦେବା ପାଇଁ ସେ ସବୁ ବେଳେ ପ୍ରୟାସ କରୁଥିବା ବେଳେ ତାଙ୍କ […]
ମିଜୋରାମର ରାଜ୍ୟପାଳ କେ.ରାଜଶେଖରନ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କ ଇସ୍ତଫା ପତ୍ରକୁ ସ୍ୱୀକାର କରିଛନ୍ତି । କେ.ରାଜଶେଖରନଙ୍କୁ ମେ ୨୦୧୮ରେ ମିଜୋରାମର ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଥିଲେ । ଆସାମର ରାଜ୍ୟପାଳ ଜଗଦୀଶ ମୁଖୀ […]
ବହୁ ଚର୍ଚ୍ଚିତ ପିଏନ୍ବି ଋଣ ଠକେଇ ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ହୀରା ବ୍ୟବସାୟୀ ନିରବ ମୋଦିଙ୍କ ୧୦୦ କୋଟିର ଆଲିସାନ ବଙ୍ଗଳାକୁ ଭାଙ୍ଗି ଦିଆଯାଇଛି । ମହାରାଷ୍ଟ୍ରର ଅଲିଗଡ଼ଠାରେ ଅବସ୍ଥିତ ଏହି ବଙ୍ଗ୍ଲୋରେ ୧୦୦ଟି ସ୍ଥାନରେ ବିସ୍ଫୋରକ ଖଞ୍ଜି ବଙ୍ଗଳାକୁ […]
ସମାଜବାଦୀ ପାର୍ଟୀ ଆସନ୍ତା ଲୋକସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ଏଥିରେ ପ୍ରାର୍ଥୀଙ୍କ ପ୍ରଥମ ସୂଚୀ ଜାରି କରାଯାଇଛି । ଏଥିରେ ଦଳର ସଂସ୍ଥାପକ ମୁଲାୟମ ସିଂହ ଯାଦବଙ୍କୁ ମେନପୁରୀ ନିର୍ବାଚନ ମଣ୍ଡଳୀରୁ ଟିକଟ ଦିଆଯାଇଛି […]
ଆଜି ସରିଲା ମାଟ୍ରିକ୍ ପରୀକ୍ଷା । ଶେଷଦିନରେ ସାମାଜିକ ବିଜ୍ଞାନ ପ୍ରଶ୍ନପତ୍ର ଭାଇରାଲ୍ ହୋଇଥିଲା । ପ୍ରଥମ ଦିନରୁ ମାଟ୍ରିକ୍ ପ୍ରଶ୍ନପତ୍ର ଭାଇରାଲ୍ ହୋଇ ଉଚ୍ଚ ଶିକ୍ଷା ବିଭାଗର ମୁଣ୍ଡବ୍ୟାଥାର କାରଣ ପାଲଟିଥିଲା । ମାଟ୍ରିକ୍ ପରୀକ୍ଷାକୁ ଶୃଙ୍ଖଳିତ ତଥା ସୁବ୍ୟବସ୍ଥିତ […]
ବିଜେଡିରେ ସାମିଲ ହେଲେ ପୂର୍ବତନ ପୂର୍ତ୍ତ ସଚିବ ନଳିନୀକାନ୍ତ ପ୍ରଧାନ । ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ନବୀନ ନିବାସରେ ବିଧିବଦ୍ଧ ଭାବେ ବିଜେଡ଼ିରେ ଯୋଗଦାନ କଲେ ନଳିନୀ । ଗତ ୨୮ ତାରିଖରେ ବ୍ୟକ୍ତିଗତ କାରଣ […]
ଅମିତାଭ ବଚ୍ଚନ ଓ ତାପସୀ ପନ୍ନୁଙ୍କ ଅଭିନୀତ ‘ବଦ୍ଲା’ ଆଜି ରିଲିଜ୍ ହୋଇଛି । ସୁଜୟ ଘୋଷଙ୍କ ନିର୍ଦ୍ଦେଶିତ ଏହି କ୍ରାଇମ୍ ଥ୍ରିଲର୍ ଫିଲ୍ମର ପ୍ରଯୋଜନା ଭାର ଗ୍ରହଣ କରିଛନ୍ତି ରେଡ୍ ଚିଲିଜ୍ ଏଣ୍ଟରଟେନ୍ମେଣ୍ଟ ଓ ଅଜ୍ୟୁର୍ ଏଣ୍ଟରଟେନମେଣ୍ଟ । ୨୦୧୭ର […]
ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଏହି ଦିବସକୁ ସେଲିବ୍ରେଟ୍ କରିଛି ଗୁଗୁଲ୍ । ଆଜିର ଡୁଡୁଲ୍ରେ ମହିଳାଙ୍କ ବିଶେଷାଙ୍କ ରହିଛି । ପାଖାପାଖି ୧୧ଟି ଭାଷାରେ ମହିଳା ଲେଖାଯାଇଛି ଏହି ଡୁଡୁଲ୍ରେ । ହିନ୍ଦୀ, ଆରବିକ୍, ଫ୍ରେଞ୍ଚ୍, ବଙ୍ଗାଳୀ, ରୁଷିଆନ୍, ଜାପାନିସ୍, […]
କଟକ ବଡ଼ ମେଡ଼ିକାଲରେ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ କୌଣସି ଜୀବନ ହାନୀ ହୋଇ ନାହିଁ । ମାତ୍ର ଲକ୍ଷାଧିକ ଟଙ୍କାର ଜିନିଷପତ୍ର ପୋଡ଼ି ପାଉଁଶ ହୋଇ ଯାଇଥିବା ଜାଣିବାକୁ ମିଳିଛି। ମେଡିକାଲ୍ରେ ଥିବା ପାଥୋଲୋଜି ବିଭାଗର ଦୁଇଟି ରୁମ୍ରେ ନିଆଁ […]
ଆଜି ଜୟପୁର ଆସୁଛନ୍ତି କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ। ପାଖାପାଖି ୪ ଘଣ୍ଟା ସେ ଏଠାରେ ରହିବା ସହ ଦୁଇଟି କାର୍ଯ୍ୟକ୍ରମରେ ଉଦ୍ବୋଧନ ଦେବେ। ଆଜି ମହିଳା ଦିବସ ଅବସରରେ ରାହୁଲ୍ ଗାନ୍ଧି ଜୟପୁରର ସ୍ଥାନୀୟ ଗାନ୍ଧୀ ଛକସ୍ଥିତ ଶିବ ସାଇ […]
ଅଯୋଧ୍ୟା ସ୍ଥିତ ରାମ ଜନ୍ମଭୂମି – ବାବ୍ରୀ ମସଜିଦ୍ ବିବାଦର ସମାଧାନ ପାଇଁ ଆଜି ସର୍ବୋଚ୍ଚ ନ୍ୟାୟାଳୟ ଏକ ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଇଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟ ରାମଜନ୍ମଭୂମି-ବାବ୍ରୀ ମସଜିଦ୍ ବିବାଦରେ ମଧ୍ୟସ୍ଥତା କରିବା ପ୍ରସଙ୍ଗରେ ନିଜର ଶୁଣାଣି କରିଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟ […]
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ୨୦ ଟଙ୍କିଆ କଏନ୍ ଜାରି କରିଛନ୍ତି। କେବଳ ୨୦ ନୁହେଁ ୧, ୨, ୫ ଓ ୧୦ ଟଙ୍କିଆ ନୂଆ କଏନ୍ର ମଧ୍ୟ ଉଦ୍ଘାଟନ କରିଛନ୍ତି। ଏହା ବିଶେଷ ଭାବେ ଦିବ୍ୟାଙ୍ଗମାନଙ୍କୁ ସହାୟକ ହେବ। ଏହିସବୁ […]