ଫୁଲ୍ଓ୍ବାମା ଆତଙ୍କୀ ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ସମ୍ପର୍କ ଦିନକୁ ଦିନ ବହୁତ ଖରାପ ହେବାରେ ଲାଗିଛି । ଭାରତ ଓ ପାକିସ୍ତାନ ମଧ୍ୟରେ ପୁଣି ଥରେ ସ୍ବାଭାବିକ ସମ୍ପର୍କକୁ ଫେରାଇ ଆଣିବା ଦିଗରେ ଚୀନ୍ ଲାଗିପଡିଛି । […]
ପୁଲ୍ଓ୍ବାମା ଆକ୍ରମଣ ପରଠାରୁ କାଶ୍ମୀର ନାଗରିକଙ୍କ ଉପରେ ବିଭିନ୍ନ ରାଜ୍ୟରେ ଆକ୍ରମଣ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ଉତ୍ତରପ୍ରଦେଶର ଲକ୍ଷ୍ନୌର ଜଣେ କାଶ୍ମୀରୀ ବ୍ୟବସାୟୀଙ୍କ ଉପରା ଆକ୍ରମଣ କରାଯାଇଛି । ପୀଡ଼ିତ ଜଣକ ହେଲେ ମହମ୍ମଦ ଅଫଜଲ । ଜମ୍ମୁ […]
୨୦୦୨ରେ ହୋଇଥିବା ଗୁଜରାଟ ଦଙ୍ଗାରେ ସମ୍ପୃକ୍ତ ଥିବା ବାବୁ ବଜରଙ୍ଗୀଙ୍କୁ ଜାମିନ ମିଳିଛି। ସୁପ୍ରିମକୋର୍ଟଙ୍କ ଦ୍ୱାରା ଏହି ଜାମିନ ମଞ୍ଜୁର କରାଯାଇଛି। ସ୍ବାସ୍ଥ୍ୟଗତ କାରଣ ଦର୍ଶାଇବାରୁ ତାଙ୍କୁ ଏହି ଜାମିନ ମିଳିଛି। ନରୋଦା ପଟିୟା ମାମଲାରେ ସେ ଦୋଷୀ ସାବ୍ୟସ୍ତ ହୋଇଥିଲେ। […]
ବୁଧବାର ଦିନ ରୁଷୀୟ ପାର୍ଲାମେଣ୍ଟ୍ ଗୋଟାଏ ବିବାଦୀୟ ଆଇନ୍ ପାସ୍ କରିଛି। ଦେଶ, ସମାଜ, ସରକାର ବା ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ଙ୍କ ସମେତ କୌଣସି ସରକାରୀ କର୍ମଚାରୀଙ୍କୁ ଅସମ୍ମାନ ହେବା ପରି ଅନ୍ଲାଇନ୍ ପୋଷ୍ଟ୍ କରୁଥିବା ଲୋକଙ୍କୁ ଏହି ଆଇନ୍ ବଳରେ […]
ଗୁଜୁରାଟର ପାଟିଦାର୍ ନେତା ହାର୍ଦ୍ଦିକ ପଟେଲ୍ ଆଗାମୀ ମାର୍ଚ୍ଚ ୧୨ ତାରିଖରେ ବିଧିବଦ୍ଧଭାବେ କଂଗ୍ରେସରେ ଯୋଗ ଦେବେ ବୋଲି ଜଣାଯାଇଛି। ଖାଲି ସେତିକି ନୁହେଁ ହାର୍ଦ୍ଦିକ ପଟେଲ୍ ଗୁଜୁରାଟର ଜାମନଗର ଲୋକସଭା ନିର୍ବାଚନ ମଣ୍ଡଳୀରୁ କଂଗ୍ରେସ ଟିକେଟରେ ନିର୍ବାଚନ ଲଢିବେ ବୋଲି […]
ଲୋକପାଳ ସଦସ୍ୟ ନିଯୁକ୍ତି ନିମନ୍ତେ ଚୟନ କମିଟିର ବୈଠକ ତାରିଖ ଜଣାଇବାକୁ ସୁପ୍ରିମ୍ କୋର୍ଟ କେନ୍ଦ୍ର ସରକାରଙ୍କୁ ୧୦ ଦିନ ସମୟ ଦେଇଛନ୍ତି। ଜଷ୍ଟିସ୍ ରଞ୍ଜନ ଗୋଗୋଇଙ୍କ ନେତୃତ୍ୱାଧୀନ ସୁପ୍ରିମ୍କୋର୍ଟର ଖଣ୍ଡପୀO ଏହି ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବରୁ ଚୂଡ଼ାନ୍ତ ହୋଇଥିବା […]
ଜମ୍ମୁରେ ଥିବା ଏକ ବସ୍ ଷ୍ଟାଣ୍ଡରେ ଭୟାନକ ବୋମା ବିସ୍ଫୋରଣ ହୋଇଛି । ସୂତ୍ରାନୁସାରେ ଏହା ଏକ ଗ୍ରେନେଡ୍ ଆକ୍ରମଣ ବୋଲି କୁହାଯାଉଛି । ଏହି ବିସ୍ଫୋରଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ୫ଜଣଙ୍କର ସ୍ବାସ୍ଥ୍ୟବସ୍ଥା ବେଶ୍ ଗମ୍ଭୀର ରହିଛି […]
ରାଫେଲ୍ ଡିଲ୍ର ଦସ୍ତାବିଜ୍ ଚୋରି ହେବାର ଅଭିଯୋଗ ପରେ ଏହାକୁ ନେଇ ବିରୋଧୀ ମୋଦି ସରକାରଙ୍କ ଉପରେ ବର୍ଷୁଛନ୍ତି । ପୂର୍ବରୁ କଂଗ୍ରେସ ଏହି ଅଭିଯୋଗ ପରେ ଯାଞ୍ଚ କରିବାକୁ ଦାବି କରିଥିବାବେଳେ ଏହି କ୍ରମରେ ଏବେ ଯୋଗ ଦେଇଛନ୍ତି ବିହାରର […]
ଫିଲ୍ମ ‘ଭାରତ’ର ଶୁଟିଂ ସମାପ୍ତ ପରେ ବଲିଉଡ୍ ଭାଇଜାନ୍ ସଲମନ୍ ଖାନ୍ କ୍ୟାଟ୍ରିନାଙ୍କ ସହ ତାଙ୍କର ଏକ ଫଟୋକୁ ସେୟାର କରି ‘ଭାରତ ଫିଲ୍ମର ଶୁଟିଂ ସରିଲା’ ବୋଲି ଘୋଷଣା କରିଛନ୍ତି । ଏହି ଫଟୋକୁ ଦେଖିବା ପରେ ତାଙ୍କ ପ୍ରଶଂସକମାନେ […]
ଭାବା ଆଣବିକ ଗବେଷଣା କେନ୍ଦ୍ର (ବାର୍କ)ରେ ନୂଆ ନିର୍ଦ୍ଦେଶକ ହେଲେ ଓଡ଼ିଆ ବୈଜ୍ଞାନିକ ଡକ୍ଟର ଅଜିତ୍ କୁମାର ମହାନ୍ତି। ଏହି ପଦବୀ ଗତ ଛଅ ମାସ ହେଲା ଖାଲି ପଡିଥିଲା । ନିଯୁକ୍ତି ସଂକ୍ରାନ୍ତୀୟ କ୍ୟାବିନେଟ୍ କମିଟିର ନିଷ୍ପତ୍ତି କ୍ରମେ ଡକ୍ଟର […]
ଅଭିଶେକ ବର୍ମନ୍ଙ୍କ ବହୁ ପ୍ରତୀକ୍ଷିତ ପିରିୟଡ୍ ଡ୍ରାମା ‘କଲଙ୍କ୍’ ପରଦା ଉପରକୁ ଆସିବାର ରହିଛି । ଏହି ଫିଲ୍ମରେ ବରୁଣ ଧାଓ୍ବନ୍, ଆଲିଆ ଭଟ୍ଟ, ସଂଜୟ ଦତ୍ତ, ମାଧୁରୀ ଦୀକ୍ଷିତ, ସୋନାକ୍ଷୀ ସିହ୍ନା, ଆଦିତ୍ୟ ରୟ କପୁର୍ ପ୍ରମୁଖ ଅଭିନୟ କରୁଛନ୍ତି […]
ଆଜିଠାରୁ ଯୁକ୍ତଦୁଇ ପରୀକ୍ଷା ଆରମ୍ଭ ହୋଇଛି । ପ୍ରଥମ ଦିନ ବିଜ୍ଞାନ ଏବଂ ବାଣିଜ୍ୟ ବିଭାଗର ଛାତ୍ରଛାତ୍ରୀମାନେ ପରୀକ୍ଷା ଦେଉଛନ୍ତି । ବିଜ୍ଞାନ ଛାତ୍ରଛାତ୍ରୀମାନେ ମାତୃଭାଷା ଓଡ଼ିଆ ଏବଂ ସଂସ୍କୃତରେ ପରୀକ୍ଷା ଦେଉଥିବାବେଳେ ବାଣିଜ୍ୟ ଛାତ୍ରଛାତ୍ରୀମାନେ ଓଡ଼ିଆ ପରୀକ୍ଷା ଦେଉଛନ୍ତି । […]
ରାଫେଲ୍ ଡିଲ୍କୁ ନେଇ ପୁଣି ଥରେ ବିପଦରେ ମୋଦି ସରକାର । ନିର୍ବାଚନ ପୂର୍ବରୁ ପୁଣି ଥରେ ତେଜିଛି ରାଫେଲ ଡିଲ୍ ବିବାଦ । ଏହି ବିବାଦକୁ ନେଇ ପୁଣି ଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଘେରିଛି କଂଗ୍ରେସ । ଗତକାଲି […]
ବଲାଙ୍ଗୀର ଜିଲ୍ଲା ପାଟଣାଗଡ ଉପଖଣ୍ଡ ଚିକିତ୍ସାଳୟରୁ ନବଜାତ ଶିଶୁପୁତ୍ର ଚୋରି ହୋଇଥିବା ଅଭିଯୋଗ ହୋଇଛି। ପାଟଣାଗଡ ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି। ସୂଚନା ଅନୁଯାୟୀ, ପାଟଣାଗଡ ବ୍ଲକ ଅନ୍ତର୍ଗତ ଘସିଏନ ଗ୍ରାମର ରୁଦ୍ର ତାଣ୍ଡି (୩୫) […]
ବଲାଙ୍ଗୀର ଜିଲ୍ଲା ପଥରଚେପାଠାରେ ଆୟୋଜିତ ମିଶନ ଶକ୍ତି ସମାବେଶରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଉପସ୍ଥିତ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାଙ୍କୁ ସମ୍ବୋଧିତ କରିଥିଲେ ମୁଖ୍ୟମନ୍ତ୍ରୀ। ମିଶନ ଶକ୍ତିରେ ସଶକ୍ତ ହୋଇଥିବା ମହିଳାମାନଙ୍କୁ ସେମାନଙ୍କୁ ସଫଳତା ସକାଶେ ଅଭିନନ୍ଦନ ଜଣାଇବା […]
ଗରିବ ଲୋକର ଖୁସି ମୋର ସବୁଠାରୁ ବଡ଼ ସନ୍ତୋଷ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଆଜି ଭୁବନେଶ୍ବରର ଜନତା ମଇଦାନଠାରେ ଆୟୋଜିତ ଏକ ବିଶାଳ ଜନସମାବେଶରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗରିବ ଲୋକଙ୍କ କଲ୍ୟାଣକୁ […]
ବିଦ୍ୟୁତ୍ ଜାମଓ୍ବାଲଙ୍କ ଅଭିନୀତ ଚଳଚ୍ଚିତ୍ର ‘ଜଙ୍ଗ୍ଲୀର’ ଟ୍ରେଲର୍’ ଆଜି ରିଲିଜ୍ ହୋଇଛି । ପୂର୍ବରୁ ଚଳଚ୍ଚିତ୍ରର ପୋଷ୍ଟର ରିଲିଜ୍ ହୋଇଥିଲା । ହଲିଉଡ୍ର ପ୍ରସିଦ୍ଧ ନିର୍ଦ୍ଦେଶକ ଚକ୍ ରସେଲ୍ ଏହାର ନିର୍ଦ୍ଦେଶନା ଭାର ବହନ କରୁଥିବାବେଳେ ଭିନୀତ୍ ଜୈନ୍ ଏହାର ପ୍ରଯୋଜନା […]
ରାଫେଲ୍ ଡିଲ୍ ଦସ୍ତାବିଜ୍ ଚୋରୀ ହେବା ଘଟଣାକୁ ନେଇ କେନ୍ଦ୍ରକୁ ପୁଣି ଘେରିଛି ବିରୋଧୀ କଂଗ୍ରେସ । କଂଗ୍ରେସ ତରଫରୁ ରଣଦୀପ୍ ସୁରେଜଓ୍ବାଲା ସରକାରଙ୍କୁ ରାଫେଲ୍ ଦୁର୍ନୀତିରେ ଘେରିବା ସହିତ କହିଛନ୍ତି ଯେ, ସମସ୍ତ ଘଟଣାର ପର୍ଦ୍ଦାଫାସ ହୋଇଯାଇଛି । ଚୌକିଦାରର […]
ଶ୍ରୀଦେବୀ ଓ ବୋନିକପୁର୍ଙ୍କ ଝିଅ ଜାହ୍ନବୀ କପୁର୍ ଆଜି ୨୨ ବର୍ଷ ବୟସରେ ପାଦ ଦେଇଛନ୍ତି । ‘ଧଡକ୍’ ଜରିଆରେ ବଲିଉଡ୍ ଏଣ୍ଟ୍ରି କରିଥିବା ଜାହ୍ନବୀ ପ୍ରଥମ ଫିଲ୍ମରେ ବେଶ୍ ସଫଳତା ପାଇଛନ୍ତି । ନିକଟରେ ସେ ଗୁଞ୍ଜନ ସକ୍ସେନାଙ୍କ ବାୟୋପିକ୍ରେ […]
ଗୁଗୁଲ୍ ନୂଆ ଆପ୍ ’ବୋଲୋ’ ଲଞ୍ଚ କରିଛି । ପ୍ରାଥମିକ ସମୟରେ ଏହା ଶିଶୁଙ୍କୁ ହିନ୍ଦୀ ଓ ଇଂରାଜୀ ଶିଖିବାରେ ସାହାଯ୍ୟ କରିବ । ଏହି ଆପ୍ ଭଏସ୍ ଓ ଟେକ୍ସଟ ଟୁ ସ୍ପିଚ୍ ଉପରେ ଆଧାରିତ । ଏହାକୁ ସର୍ବପ୍ରଥମେ […]
ଭାରତରେ ବେରୋଜଗାରୀ ସଂଖ୍ୟା ଫେବୃଆରୀ ମାସରେ ଶିଖର ସ୍ଥାନରେ ପହଞ୍ଚିଛି । ସେଣ୍ଟର ଫର୍ ମନିଟରିଂ ଇଣ୍ଡିଆନ୍ ଇକୋନମି (ସିଏମ୍ଆଇଇ)ତରଫରୁ ଜାରି କରାଯାଇଥିବା ପରିସଂଖ୍ୟାନ ମୁତାବକ ଫେବୃଆରୀ ୨୦୧୯ରେ ବେରୋଜଗାରୀଙ୍କ ସଂଖ୍ୟା ୭.୨. ପ୍ରତିଶତରେ ପହଞ୍ଚିଛି । ୨୦୧୬ ଡିସେମ୍ବରରେ ୫.୯ […]