ଇନ୍ଦୋର ପୁଣିଥରେ ଭାରତର ସବୁଠୁ ସ୍ବଚ୍ଛ ସହର ଭାବେ ବିବେଚିତ ହୋଇଛି । କେନ୍ଦ୍ର ସରକାଣଙ୍କ ସ୍ବଚ୍ଛତା ସର୍ବେକ୍ଷଣ ଜରିଆରେ ଏହା ତୃତୀୟଥର ପାଇଁ ଏହି ସହରଟି ରହିଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ବୁଧବାର ଦିନ ଏକ କାର୍ଯ୍ୟକ୍ରମରେ ଯୋଗଦେଇ […]
ବଂଶଧାରା ଟ୍ରିବ୍ୟୁନାଲରେ ଅନ୍ଧ୍ରପ୍ରଦେଶ ଓ ଓଡ଼ିଶା ଜଳ ବିବାଦ ମାମଲାରେ ଟ୍ରିବ୍ୟୁନାଲ ଅଧ୍ୟକ୍ଷ ମୁକୁନ୍ଦମ ଶର୍ମାଙ୍କ ଦ୍ୱାରା ଶୁଣାଣୀ ଆଜି ହୋଇଛି । ଓଡ଼ିଶା ନେରେଡ଼ି ଓ କାଟ୍ରାଗଡ଼ା ପ୍ରକଳ୍ପର ଯୁଗ୍ମ ସର୍ଭେ ଦାବି କରିଛି । ଏହି ମାମଲାର ଶୁଣାଣୀ […]
ବାଲାକୋଟ ଏୟାର ଷ୍ଟ୍ରାଇକରେ ଆତଙ୍କୀଙ୍କ ମୃତ ସଂଖ୍ୟାକୁ ନେଇ ଉଭୟ ବିରୋଧୀ ଓ ଶାସକ ଭିତରେ ଟଣାଓଟରା ଚାଲିଛି । ବିରୋଧୀ ଏହି ଏୟାର୍ ଷ୍ଟ୍ରାଇକ୍ରେ କେତେଜଣ ଆତଙ୍କବାଦୀ ମୃତ୍ୟୁ ଘଟିଛି ବୋଲି ପଚାରୁଥିବାବେଳେ ଶାସକଙ୍କ ତରଫରୁ ଭିନ୍ନ ଭିନ୍ନ ଉତ୍ତର ଆସୁଛି […]
ପ୍ରଧାନ ବିଚାରପତି ଜଷ୍ଟିସ୍ ରଞ୍ଜନ ଗୋଗୋଇଙ୍କ ନେତୃତ୍ୱାଧୀନ ଜଷ୍ଟିସ୍ ସଞ୍ଜୟ କିଷନ୍ କୌଲ୍ ଏବଂ ଜଷ୍ଟିସ୍ କେଏମ୍ ଜୋସେଫଙ୍କୁ ନେଇ ଗଠିତ ତିନି ଜଣିଆ ଖଣ୍ଡପୀଠ ମୁକ୍ତ ଅଦାଲତରେ ରାଫେଲ୍ ଡିଲ୍ ସଂକ୍ରାନ୍ତ ରାୟର ସମୀକ୍ଷା ପାଇଁ ଆଗତ ପିଟିସନ୍ଗୁଡ଼ିକର ଶୁଣାଣି […]
ଚଳିତ ବର୍ଷ ସାହିତ୍ୟ ପାଇଁ ଦୁଇଟି ନୋବେଲ୍ ପୁରସ୍କାର ପ୍ରଦାନ କରାଯିବ । ସ୍ବିଡିସ୍ ଏକାଡେମୀ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ଗତବର୍ଷ ଯୌନ କେଳେଙ୍କାରୀକୁ ନେଇ ସାହିତ୍ୟ ପାଇଁ ନୋବେଲ୍ ପୁରସ୍କାରକୁ ବାତିଲ୍ କରାଯିବା ପରେ ଚଳିତ ବର୍ଷ […]
ଅଭିନେତା ଆୟୁଷ୍ମାନ ଖୁରାନା ଅନୁଭବ ସିହ୍ନାଙ୍କ ଅପ୍କମିଙ୍ଗ୍ ଫିଲ୍ମ ‘ଆର୍ଟିକିଲ୍ ୧୫’ରେ ଜଣେ ପୋଲିସ୍ ଅଫିସର ଭୂମିକାରେ ନଜର ଆସିବେ । ଆୟୁଷ୍ମାନ୍ ପ୍ରଥମ ଥର ପାଇଁ ଏହି ଚରିତ୍ରରେ ନଜର ଆସିବେ । ନିକଟରେ ରିଲିଜ୍ ହୋଇଥିବା ଆୟୁଷ୍ମାନ୍ଙ୍କ ‘ବଧାଇ […]
ସୁପ୍ରିମକୋର୍ଟ ରାମ ଜନ୍ମଭୂମି-ବାବରୀ ମସଜିଦ୍ ବିବାଦକୁ ନେଇ ଆଜି ଶୁଣାଣି ହୋଇଛି । ପାଖାପାଖି ଦେଢ଼ ଘଂଟାର ଶୁଣାଣି ପରେ ସୁପ୍ରିମକୋର୍ଟ ମଧ୍ୟସ୍ଥତା ଉପରେ କୋର୍ଟ ନିଜର ରାୟ ସଂରକ୍ଷିତ କରିଛନ୍ତି । ୫ ଜଣିଆ ଖଣ୍ଡପୀଠ ଏହି ମାମଲାର ଶୁଣାଣି […]
ମହାନଦୀ ଜଳବିବାଦ ମାମଲାର ଆପୋଷ ବୁଝାମଣା ପାଇଁ ବସିଥିବା ବୈଠକ ବିଫଳ ହୋଇଛି। ଦୁଇ ରାଜ୍ୟର ବୈଠକରୁ କୌଣସି ନିଷ୍କର୍ଷ ବାହାରି ପାରିନଥିବା ସୂଚନା ମିଳିଛି । ସୂଚନାଯୋଗ୍ୟ ଯେ ଓଡିଶା ମଧ୍ୟବର୍ତ୍ତୀକାଳୀନ ଆବେଦନ ଉପରେ ଶୁଣାଣି ପୂର୍ବରୁ ହୋଇଛି । […]
ଚଳିତ ବର୍ଷ ଯୁକ୍ତଦୁଇ ପରୀକ୍ଷା ଆସନ୍ତା କାଲିଠାରୁ ଆରମ୍ଭ ହେବାକୁ ଯାଉଛି। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ବିଭାଗର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ୩ ଲକ୍ଷ ୬୯ ହଜାର ୫୩୭ ଛାତ୍ରୀଛାତ୍ର ୧ହଜାର ୯୧ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା […]
ପୁଲୱାମା ଆତଙ୍କବାଦୀ ଆକ୍ରମଣକୁ ଦୁର୍ଘଟଣା ବୋଲି କହିଥିବା କଂଗ୍ରେସର ବରିଷ୍ଠ ନେତା ଦିଗ୍ବିଜୟ ସିଂହ ଆଜି ପୁଣି ଥରେ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି । କଂଗ୍ରେସର ଏହି ବରିଷ୍ଠ ନେତା ପିଏମ ମୋଦୀଙ୍କୁ ଚ୍ୟାଲେଞ୍ଜ କରି କହିଛନ୍ତି ଯେ ଯଦି ତାଙ୍କର […]
ଭାରତୀୟ ସେନା ଉପରେ ପାକିସ୍ତାନୀ ଆତଙ୍କବାଦୀମାନଙ୍କ ଆକ୍ରମଣକୁ ଫ୍ରାନ୍ସ, ଭୁଟାନ, ଚୀନ ସମେତ ଆମେରିକା ଆଦି ପଡ଼ୋଶୀ ରାଷ୍ଟ୍ର ତୀବ୍ର ନିନ୍ଦା କରିଥିଲେ। ପାକିସ୍ତାନ ନିଜ ଦେଶରେ ଥିବା ଆତଙ୍କବାଦୀମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଭାରତ ସହ ଶାନ୍ତି […]
ସ୍ୱଚ୍ଛ ଭାରତକୁ ନେଇ ଭାରତ ସରକାର ବହୁଳ ପ୍ରଚାର ପ୍ରସାର କରୁଥିବାବେଳେ ଅସଲ ଚିତ୍ର ସାମ୍ନାକୁ ଆସିଛି । ବିଶ୍ୱର ୧୦ ସର୍ବାଧିକ ପ୍ରଦୂଷିତ ସହର ମଧ୍ୟରେ ଭାରତର ୭ଟି ସହର ସ୍ଥାନ ପାଇଛନ୍ତି। ସେହିପରି ବିଶ୍ୱର ୧ ନମ୍ବର ପ୍ରଦୂଷିତ […]
ଆମେରିକାର ପୂର୍ବତନ ବିଦେଶ ସଚିବ ହିଲାରୀ କ୍ଲିଣ୍ଟନ ଆସନ୍ତା ୨୦୨୦ ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ପ୍ରତିଦ୍ବନ୍ଦ୍ବିତା କରିବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି । ନ୍ୟୁୟର୍କ ସ୍ଥିତ ଏକ ଟେଲି ସାକ୍ଷାତ୍କାରରେ ଏହା ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ, […]
ବଲିଉଡ୍ ଅଭିନେତା କାର୍ତ୍ତିକ ଆର୍ଯ୍ୟନ୍ ପୁଣି ଚର୍ଚ୍ଚାରେ ରହିଛନ୍ତି । ନିକଟରେ ରିଲିଜ୍ ହୋଇଥିବା ତାଙ୍କ ଅଭିନୀତ ଫିଲ୍ମ ‘ଲୁକା ଛୁପି’ ବକ୍ସ ଅଫିସ୍ରେ ୧୦କୋଟିରୁ ଅଧିକ ଆୟ କରିସାରିଛି। ପୁଣି ଏକ ଫିଲ୍ମକୁ ନେଇ କାର୍ତ୍ତିକ ଚର୍ଚ୍ଚାରେ ରହିଛନ୍ତି । […]
ନାଗପୁରରେ ଟିମ୍ ଇଣ୍ଡିଆକୁ ବିଜୟ ଭେଟି ଦେଲେ ବିଜୟ ଶଙ୍କର। ଶେଷ ଓଭରରେ ଅଷ୍ଟ୍ରେଲିଆର ଦୁଇଟି ଓ୍ୱିକେଟ ଖସାଇ ବିଜୟ ମୁଣ୍ଡି ମାରିଥିଲେ ଅଲରାଉଣ୍ଡର ବିଜୟ ଶଙ୍କର। ଶେଷ ଓଭରରେ ଅଷ୍ଟ୍ରେଲିଆକୁ ଜିତିବା ପାଇଁ ୧୧ ରନ୍ ଦରକାର ଥିବା ବେଳେ […]
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଇ ଦିବସୀୟ ଗୁଜରାଟ ଗସ୍ତରେ ଅଛନ୍ତି। ଏହି ଗସ୍ତରେ ଆଜି ପିଏମ ଅସଙ୍ଗଠିତ କ୍ଷେତ୍ରର ଶ୍ରମିକଙ୍କ ପାଇଁ ପେନସନ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ଔପଚାରିକ ଭାବେ ଅହମ୍ମଦାବାଦରେ ଆରମ୍ଭ କରାଯାଇଛି । ଫେବୃଆରୀ ୧ରେ […]
ଆସନ୍ତା ସାଧାରଣ ନିର୍ବାଚନରେ ଓଡ଼ିଶାରେ ସିପିଏମ୍ ସହିତ କଂଗ୍ରେସ ମେଣ୍ଟ କରିବ ବୋଲି ଚର୍ଚ୍ଚା ହେଉଥିଲା। ଏପରିକି ଆସନ ବୁଝାମଣା ନେଇ ମଧ୍ୟ ଆଲୋଚନା ହେଉଥିଲା। ହେଲେ ଏହି ଚର୍ଚ୍ଚାର ଅବସାନ ଘଟିଛି। ଆସନ୍ତା ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସ ସହ […]
ପାକିସ୍ତାନ ଆତଙ୍କବାଦୀ ସଂଗଠନ ଜୈସ୍-ଇ-ମହମ୍ମଦର ମୁଖ୍ୟ ମୌଲାନା ମାସୁଦ ଆଝାରର ଭାଇ ଅବଦୁଲ ରାଉଫ୍ ଅସଗର ସମେତ ୪୪ଜଣ ଆତଙ୍କବାଦୀକୁ ପାକିସ୍ତାନ ପୁଲିସ ଗିରଫ କରିଥିବା ସୂଚନା ମିଳିଛି। ଚାପରେ ପଡ଼ି ପାକିସ୍ତାନ ପ୍ରତିବନ୍ଧକ ଥିବା ସଙ୍ଗଠନ ଦ୍ୱାରା ଜଡ଼ିତ ଥିବା […]
ଉତ୍ତରପ୍ରଦେଶରେ ଅଖିଲେଶ ଯାଦବଙ୍କ ସମାଜବାଦୀ ପାର୍ଟି(ସପା) ଓ ମାୟାବତୀଙ୍କ ବହୁଜନ ସମାଜ ପାର୍ଟି(ବିଏସ୍ପି)ଙ୍କ ମେଣ୍ଟରେ ଆଜି ଆର୍ଏଲ୍ଡି ସାମିଲ ହୋଇଛି। ଆର୍ଏଲ୍ଡି ମେଣ୍ଟରେ ସାମିଲ ହେବା ପରେ ସପା-ବିଏସ୍ପି ମେଣ୍ଟ ପକ୍ଷରୁ ଦଳକୁ ଉତ୍ତର ପ୍ରଦେଶର ୮୦ଟି ଲୋକସଭା ଆସନରୁ ୩ଟି […]
ସମ୍ପ୍ରତି ବାଲାକୋଟ୍ ଏୟାର୍ ଷ୍ଟ୍ରାଇକ୍ ନେଇ ରାଜନୀତି ବେଶ୍ ସରଗରମ ରହିଛି । ବିରୋଧୀ ସରକାରଙ୍କୁ ଏହି ଆକ୍ରମଣର ପ୍ରମାଣ ମାଗୁଥିବାବେଳେ ସରକାର ଏହାର ଜବାବ ରଖୁଛନ୍ତି । ତେବେ ଏହି ସମୟରେ ପ୍ରତିରକ୍ଷାମନ୍ତ୍ରୀ ନିର୍ମଳା ସୀତାରମଣ ଏକ ବୟାନ ଦେଇଛନ୍ତି […]
ଆଜି ନାଗପୁରଠାରେ ଅନୁଷ୍ଠିତ ଦ୍ବିତୀୟ ଦିନିକିଆରେ ବିରାଟ ବାହିନୀ ଅଷ୍ଟ୍ରେଲିଆ ବିରୋଧରେ ୨୫୧ ରନ୍ର ଲକ୍ଷ୍ୟ ରଖିଛି । ଭାରତ ୪୮.୨ ଓଭରରେ ସମସ୍ତ ଓ୍ବିକେଟ୍ ହରାଇ ୨୫୦ ରନ୍ କରିଛି । ମହାରାଷ୍ଟ୍ରର ନାଗପୁରସ୍ଥିତ ବିଦର୍ଭ କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍ରେ […]