ପୁଲୱାମା ଆତଙ୍କବାଦୀ ହମଲା ପରେ ବିଶ୍ୱ ଦରବାରରେ ନିନ୍ଦିତ ପାକିସ୍ତାନକୁ ପୁଣି ଝଟକା ଦେଇଛି ଆମେରିକା। ନିଜ ମାଟିରୁ ଆତଙ୍କବାଦୀଙ୍କ ମୂଳପୋଛ କରୁ ପାକିସ୍ତାନ। ଆତଙ୍କୀ ସଂଗଠନ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ତ୍ୱରିତ ପଦକ୍ଷେପ ନେବା ଆବଶ୍ୟକ ରହିଛି। ଆମେରିକା ବୈଦେଶିକ […]
ପଞ୍ଜାବ ନ୍ୟାସନାଲ୍ ବ୍ୟାଙ୍କ ଠକେଇ ମାମଲାରେ ହୀରା ବ୍ୟବସାୟୀ ନିରବ ମୋଦିଙ୍କ ସମ୍ପତ୍ତି ଜବତ। ମୁମ୍ବାଇ ଓ ସୁରଟରେ ଥିବା ୧୪୭ କୋଟି ୭୨ ଲକ୍ଷ ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଜବତ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଏହା ଭିତରେ […]
ପାକିସ୍ତାନ ଓ ଭାରତ ମଧ୍ୟରେ ଉତ୍ତେଜନାକୁ ଦୃଷ୍ଟିରେ ରଖି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ କରିବାକୁ ଥିବା ଆନ୍ଦୋଳନକୁ ସ୍ଥଗିତ ରଖିଛନ୍ତି। ଆସନ୍ତା ମାର୍ଚ୍ଚ ୧ ତାରିଖରୁ ଦିଲ୍ଲୀକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦେବା ଦାବିରେ […]
ଭାରତୀୟ ବାୟୁସେନା ଏଲ୍ଓସି ଅତିକ୍ରମ କରି ପାକିସ୍ତାନର ବାଲାକୋଟ୍ଠାରେ ପୁଲ୍ୱାମାର ବଦ୍ଲା ନେବାପରେ ପ୍ରତିକ୍ରିୟା ରଖିଛି ଚୀନ୍ । ପାକିସ୍ତାନକୁ ଅହେତୁକ ସମର୍ଥନ ଜଣାଇ ଆସୁଥିବା ଚୀନ୍ ଏହି ଆକ୍ରମଣ ପରେ ଉଭୟ ଭାରତ ଏବଂ ପାକିସ୍ତାନକୁ ସଂଯମ ରକ୍ଷା ପାଇଁ […]
ମାଟ୍ରିକ ପରୀକ୍ଷାରେ ହୋଇଥିବା କପି ଅଭିଯୋଗରେ ବୋର୍ଡ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ବୋର୍ଡ ପକ୍ଷରୁ ତିନୋଟି ପରୀକ୍ଷା କେନ୍ଦ୍ରର ଇଂରାଜୀ ପରୀକ୍ଷା ବାତିଲ୍ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲେ ମଧ୍ୟ ଖାତା ମୂଲ୍ୟାୟନ ପରେ ବୋର୍ଡର ପରୀକ୍ଷା କମିଟି […]
ଭାରତୀୟ ବାୟୁସେନା ଦ୍ଵାରା ଆକ୍ରମଣ ପାକିସ୍ତାନରେ ଘୋର ଅଶାନ୍ତି ସୃଷ୍ଟି କରିଛି ଯାହା ପଡୋଶୀ ଦେଶର ଗଭୀରତାକୁ ସ୍ପର୍ଶ କରିଛି ବୋଲି ଦୃଢୋକ୍ତି ପ୍ରକାଶ ପାଇଛି । ଜୈସ-ଏ-ମହମ୍ମଦର ଆକ୍ରମଣକୁ ପ୍ରତିହତ କରିବାକୁ ଏହା ଏକ ନୂତନ ରଣ କୌଶଳ ବୋଲି […]
ଭାରତର ଏୟାର ଷ୍ଟ୍ରାଇକ୍ ପରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ଙ୍କ ଅଧ୍ୟକ୍ଷତାରେ ଜାତୀୟ ସୁରକ୍ଷା ପରିଷଦ ବୈଠକ ବସିଥିଲା। ଏଥିରେ ଇମ୍ରାନ୍ ଖାନ୍ ଦେଶର ସମସ୍ତ ସୁରକ୍ଷାକର୍ମୀ ଏବଂ ସାଧାରଣ ଲୋକଙ୍କୁ ସବୁ ପ୍ରକାରର ପରିସ୍ଥିତିର ସାମ୍ନା କରିବା ପାଇଁ ପ୍ରସ୍ତୁତ […]
ପୁଲୱାମା ଆକ୍ରମଣର ୧୨ ଦିନ ପରେ ପ୍ରତିଶୋଧ ସ୍ଵରୂପ ଭାରତ ପକ୍ଷରୁ କରାଯାଇଥିବା ବାୟୁସେନାର ପିଓକେ ଉପରେ ଆକ୍ରମଣକୁ ସମର୍ଥନ ଜଣାଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରୀୱାଲ । ସେ ସେନାକୁ ପ୍ରଶଂସା କରିବା ସହିତ ଏହି ସମୟରେ ସମଗ୍ର ଦେଶ […]
ଫୁଲଓ୍ବାମା ଆକ୍ରମଣ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ବିବାଦରେ ଫଶିଥିବା କଂଗ୍ରେସ ନେତା ତଥା କ୍ରିକେଟ୍ର ନବଜୋତ ସିଂ ସିଦ୍ଧୁ ଆଜି ପିଓକେର ହୋଇଥିବା ଆକ୍ରମଣକୁ ନେଇ ନିଜ ମନ୍ତବ୍ୟ ରଖିଛନ୍ତି । ଭାରତୀୟ ବାୟୁସେନାକୁ ପ୍ରଶଂସା କରିବା ସେ ଏକ […]
୨୦୧୭ ବର୍ଷ ପାଇଁ ଆଜି ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି। ଏଡିଟର ରବିଶଙ୍କର ପଟ୍ଟନାୟକଙ୍କୁ ‘ଜୟଦେବ ସମ୍ମାନ’ ମିଳିବ ବୋଲି ଘୋଷଣା କରାଯାଇଛି। ଶ୍ରେଷ୍ଠ ଅଭିନେତା ଓ ଅଭିନେତ୍ରୀ ସମ୍ମାନ ମଧ୍ୟ ଘୋଷଣା କରାଯାଇଛି। ‘ହେଲୋ ଆର୍ସି’ ପାଇଁ ପାର୍ଥସାରଥୀ […]
ଉଚ୍ଚତମ ନ୍ୟାୟାଳୟ ଅଯୋଧ୍ୟାର ରାମ ଜନ୍ମଭୂମି ଓ ବାବ୍ରୀ ମସଜିଦ୍ ଭୂମି ବିବାଦର ମଧ୍ୟସ୍ଥତା ପୂର୍ବକ ସମାଧାନ ପାଇଁ ଏହାର ଶୁଣାଣୀକୁ ମାର୍ଚ୍ଚ ୫ ତାରିଖକୁ ଘୁଞ୍ଚାଇଛନ୍ତି । ମୁଖ୍ୟ ନ୍ୟାୟଧୀଶ ରଂଜନ ଗୋଗେଇଙ୍କ ଅଧ୍ୟକ୍ଷତାରେ ପାଞ୍ଚଜଣିଆ ସମ୍ବିଧାନ ପୀଠ ଏହି […]
ଭାରତୀୟ ବାୟୁ ସେନା ପାକିସ୍ତାନୀ ଆତଙ୍କବାଦୀ ସଂଗଠନ ଜୈସ-ଏ-ମହମ୍ମଦର ପ୍ରଶିକ୍ଷଣ ଶିବିର ଉପରେ କରିଥିବା ସର୍ଜିକାଲ୍ ଷ୍ଟ୍ରାଇକ୍କୁ ସାରା ଦେଶ ପ୍ରଶଂସା କରୁଛି । ବାୟୁ ସେନାର ଏପରି ସାହସିକତା ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ବାୟୁସେନାକୁ ସାଲ୍ୟୁଟ୍ […]
ଭାରତୀୟ ବାୟୁସେନାର ଆକ୍ରମଣ ପରେ ପାକିସ୍ତାନରେ ହଇଚଇ ସୃଷ୍ଟି ହୋଇଛି । ପାକ୍ ବୈଦେଶିକ ବ୍ୟାପାର ମନ୍ତ୍ରୀ ଶାହ ମହମ୍ମଦ କ୍ୟୁରେସି ଜରୁରୀ ବୈଠକ ଡାକିଛନ୍ତି । ଏହି ବୈଠକରେ ବିଦେଶ ମନ୍ତ୍ରୀ, ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସହ ବୈଠକ […]
ଟି-ଟ୍ୱେଣ୍ଟି କ୍ରିକେଟରେ ୮ହଜାର ରନ୍ ପୂରଣ କରିଛନ୍ତି ଭାରତୀୟ କ୍ରିକେଟର ସୁରେଶ ରୈନା। ଏହି ସଫଳତା ହାସଲ କରିବାରେ ସେ ହୋଇଛନ୍ତି ପ୍ରଥମ ଭାରତୀୟ ଖେଳାଳି। ଗତକାଲି ସୟଦ ମୁସ୍ତାକ ଅଲ୍ଲୀ ଟ୍ରଫିରେ ଉତ୍ତରପ୍ରଦେଶ ପାଇଁ ଖେଳୁଥିବା ମ୍ୟାଚରେ ୧୨ ରନ୍ […]
ପୁଲୱାମା ଆକ୍ରମଣର ୧୨ ଦିନ ପରେ ପ୍ରତିଶୋଧ ନେଇଛି ଭାରତ। ମଙ୍ଗଳବାର ଭୋରରୁ ଭାରତୀୟ ବାୟୁସେନା ପକ୍ଷରୁ ଶତ୍ରୁ ଶିବିରକୁ ଟାର୍ଗେଟ କରାଯାଇ ‘ଜୈଶ ର ବହୁ ଶିବିର ଧ୍ୱଂସ କରାଯାଇଛି। ଏଥିରେ ୩୦୦ରୁ ଊର୍ଦ୍ଧ୍ୱ ଆତଙ୍କବାଦୀ ନିହତ ହୋଇଥିବା କୁହାଯାଉଛି। […]
ପାକ ଅଧିକୃତ କଶ୍ମୀରରେ ଥିବା ଆତଙ୍କବାଦୀ ସଂଗଠନ ଜୈସ-ଏ-ମହମ୍ମଦର ସବୁଠାରୁ ବଡ଼ ଆତଙ୍କବାଦୀ ପ୍ରଶିକ୍ଷଣ ଶିବିରକୁ ବାୟୁସେନା ସର୍ଜିକାଲ୍ ଷ୍ଟ୍ରାଇକ କରି ଧ୍ୱଂସ କରିଛି। ସେନାର ଏହି ଅପରେସନ ସଂପୂର୍ଣ୍ଣ ସଫଳ ହୋଇଛି ବୋଲି ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଘୋଷଣା […]
ମଲ୍ଟି ଷ୍ଟାରର ଫିଲ୍ମ ଟୋଟାଲ୍ ଧମାଲକୁ ମିଳିଛି ଅପୂର୍ବ ସଫଳତା । ଦର୍ଶକେ ଏହାକୁ ଚଳିତ ବର୍ଷର ସବୁଠୁ ବଡ଼ ଏଣ୍ଟରଟେନମେଣ୍ଟ ମୁଭି ବୋଲି କହୁଥିବାବେଳେ ବକ୍ସ ଅଫିସ୍ରେ ଏହା ଧମାକାଦାର ପ୍ରଦର୍ଶନ କରୁଛି। ମାତ୍ର ୪ ଦିନରେ ଫିଲ୍ମଟି ୭୦ […]
ପୁଲୱାମା ଆକ୍ରମଣର ପରେ ଭାରତୀୟ ବାୟୁ ସେନାର ମିରେଜ୍ ୨୦୦୦ ଲଢୁଆ ବିମାନ ଭାରତ-ପାକ୍ ସୀମାର ନିୟନ୍ତ୍ରଣ ରେଖା ଭିତରକୁ ପ୍ରବେଶ କରି ବୋମା ପକାଇ ପାକ୍ ଅଧିକୃତ କଶ୍ମୀରର ଆତଙ୍କବାଦୀ ଶିବିରକୁ ଧ୍ୱଂସ କରି ପାଖାପାଖି ୩୦୦ ଆତଙ୍କବାଦୀ ନିହତ […]
ବିବାଦୀୟ ରାମ ଜନ୍ମଭୂମି ଓ ବାବ୍ରି ମସଜିଦ ଜମି ମାମଲାରେ ଆଜି ଶୁଣାଣି କରିବେ ସୁପ୍ରିମକୋର୍ଟ। ଏନେଇ ଗଠିତ ସମ୍ବିଧାନିକ ଖଣ୍ଡପୀଠ ଏହାର ଶୁଣାଣି କରିବେ। ଆଜି ମାମଲାର ରୂପରେଖ ନେଇ ନିଷ୍ପତ୍ତି ହୋଇପାରେ। ପୂର୍ବ ଶୁଣାଣିରେ ଏନେଇ ସଙ୍କେତ ଦେଇଥିଲେ […]
ତାମିଲନାଡୁର ବାସିନ୍ଦା ଏମ୍ଏ ସ୍ନେହା ବିନା ଜାତି ଧର୍ମର ନାଗରିକ ଭାବେ ସରକାରଙ୍କଠାରୁ ପ୍ରମାଣ ପତ୍ର ପାଇଛନ୍ତି। ତେବେ ବିନା ଜାତି ଧର୍ମର ପ୍ରଥମ ନାଗରିକ ଭାବେ ସ୍ନେହାଙ୍କୁ ମିଳିଛି ଏହି ପ୍ରମାଣପତ୍ର। ପେଶାରେ ଓକିଲ ଥିବା ସ୍ନେହା କେବେବି ସ୍କୁଲ […]
ପୁଲୱାମା ଆକ୍ରମଣର ୧୨ ଦିନ ପରେ ଭାରତ ପକ୍ଷରୁ ହୋଇଥିବା ବିମାନ ଆକ୍ରମଣ କରାଯାଇ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଏହି ପଦକ୍ଷେପକୁ ଦେଶବ୍ୟାପୀ ପ୍ରଶଂସା କରାଯାଇଛି । ବିଭିନ୍ନ ରାଜନୈତିକ ଦଳ ଭାରତୀୟ ସେନାର କାର୍ଯ୍ୟାନୁଷ୍ଠାନକୁ ପ୍ରଶଂସା କରିଛନ୍ତି । […]