ପୁଲୱାମା ଆକ୍ରମଣର ୧୨ ଦିନ ପରେ ଭାରତୀୟ ବାୟୁ ସେନାର ମିରେଜ୍ ୨୦୦୦ ଲଢୁଆ ବିମାନ ଭାରତ-ପାକ୍ ସୀମାର ନିୟନ୍ତ୍ରଣ ରେଖା ଭିତରକୁ ପ୍ରବେଶ କରି ବୋମା ପକାଇ ପାକ୍ ଅଧିକୃତ କଶ୍ମୀରର ଆତଙ୍କବାଦୀ ଶିବିରକୁ ଧ୍ୱଂସ କରିଥିବା ସୂଚନା ରହିଛି। […]
ସାଉଥକୋରିଆ କମ୍ପାନୀ ସାମସଙ୍ଗ ଖୁବଶୀଘ୍ର ବଜାରକୁ ଛାଡ଼ିବ ଗାଲାକ୍ସୀ ଏ ସିରିଜର ଦୁଇଟି ନୂଆ ସ୍ମାର୍ଟଫୋନ୍। ମୋବାଇଲ୍ଓ୍ଵାର୍ଲଡ୍ କଂଗ୍ରେସ-୨୦୧୯ରେ Samsung Galaxy A30 ଓ Samsung Galaxy A50 ଉପରୁ ପରଦା ଉଠାଇଛି କମ୍ପାନୀ। ତେବେ ଏହି ଦୁଇଟି ସ୍ମାର୍ଟ ଫୋନର […]
ପୁଲୱାମା ଆତଙ୍କବାଦୀ ଆକ୍ରମଣ ତଦନ୍ତରେ ଏନଆଇଏକୁ ମିଳିଛି ବଡ଼ ସଫଳତା । ଆତ୍ମଘାତୀ ବିସ୍ଫୋରଣର ବ୍ୟବହୃତ କାର ଓ ମାଲିକଙ୍କ ସନ୍ଧାନ ମିଳିଛି । କାରମାଲିକ ନାଁ ସଜ୍ଜାଦ ଭଟ୍ଟ। ସେ ଏବେ ଫେରାର ଅଛି । କୁହାଯାଉଛି, ସଜ୍ଜାଦ ଜୈସ-ଏ-ମହମ୍ମଦ ଆତଙ୍କବାଦୀ […]
ଆଜି ବିଜେଡିରେ ଯୋଗ ଦେଇପାରନ୍ତି ପାରଳା ରାଜକୁମାରୀ କଲ୍ୟାଣୀ ଦେବୀ। ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲ୍ଲା ଗସ୍ତ କାର୍ଯ୍ୟକ୍ରମ ରହିଛି। ପୂର୍ବରୁ ସେ ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଦଳରେ ଯୋଗଦେଇପାରନ୍ତି। ପାରଳା ମହାରାଜା ଗୋପୀନାଥ ଗଜପତି […]
ମହାନଦୀ ଜଳ ବିବାଦ ମାମଲାରେ ଆଜି ସୁପ୍ରିମ୍କୋର୍ଟ ପରିସରରେ ଓଡ଼ିଶା ଓ ଛତିଶଗଡ଼ର ବୈଷୟିକ କମିଟି ବୈଠକ ବସିଥିଲା । କିନ୍ତୁ ବୈଠକର ନିଷ୍କର୍ସ କ’ଣ ବାହାରିଛି ତାହାକୁ ଉଭୟ ରାଜ୍ୟ ପକ୍ଷରୁ ଗୋପନୀୟ ରଖାଯାଇଛି । ବୈଠକର ନିଷ୍ପତ୍ତି ମହାନଦୀ […]
ଉଚ୍ଚତମ ନ୍ୟାୟାଳୟ କାର୍ଯ୍ୟରତ ସମୟରେ ପଥର ଫିଙ୍ଗାଳିଙ୍କ ଆକ୍ରମଣର ଶିକାର ହେଉଥିବା ସୁରକ୍ଷାବଳର ଯବାନଙ୍କ ମାନବାଧିକାର ସଂରକ୍ଷଣ ପାଇଁ ଦାୟର ଯାଚିକାର ଶୁଣାଣି କରିବାକୁ ସହମତି ପ୍ରକାଶ କରିଛନ୍ତି। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ଓ ବିଚାରପତି ସଞ୍ଜୀବ ଖନ୍ନାଙ୍କ ଖଣ୍ଡପୀଠ […]
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଜାତୀୟ ସମର ସ୍ମାରକୀ ବା ନ୍ୟାସନାଲ ୱାର ମେମୋରିଆଲର ଉଦଘାଟନ କରିଛନ୍ତି । ପ୍ରାୟ ୪୦ ଏକର ପରିମିତ ଅଞ୍ଚଳରେ ନିର୍ମିତ ଏହି ସ୍ମାରକ ଦେଶର ସହିଦ ସୈନିକଙ୍କ ପାଇଁ ସମର୍ପିତ କରିଛନ୍ତି । ନୂଆଦିଲ୍ଲୀର […]
ମାଟ୍ରିକ ପରୀକ୍ଷାରେ ଇଂରାଜୀ ପ୍ରଶ୍ନପତ୍ର ଭାଇରାଲ୍ ଘଟଣାକୁ ବୋର୍ଡ ସଭାପତି ଜାହାନ ଆରା ବେଗମ ଖଣ୍ଡନ କରିଛନ୍ତି । ବୋର୍ଡର ପ୍ରଶ୍ନପତ୍ର ଏବଂ ଭାଇରାଲ୍ ପ୍ରଶ୍ନପତ୍ର ସହ ମେଳ ଖାଉ ନାହିଁ । ଏହା ସମ୍ପୂର୍ଣ୍ଣ ଅଲଗା । କିଛି ଲୋକଙ୍କ […]
ସମ୍ବିଧାନର ଧାରା ୩୫ (ଏ)ର ବୈଧତାକୁ ଚ୍ୟାଲେଞ୍ଜ କରି ସୁପ୍ରିମ୍ କୋର୍ଟରେ ଆଗତ ମାମଲାକୁ ବିଚାର ପାଇଁ ଗ୍ରହଣ କରିବା ସହ ଏହାର ବିଚାର ଆସନ୍ତା ୨୬ରୁ ୨୮ ପର୍ଯ୍ୟନ୍ତ ହେବ ବୋଲି କହିଛନ୍ତି ସୁପ୍ରିମ୍ କୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ୍ […]
ବଲିଉଡ୍ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ପୁଣିଥରେ ଭାଇଜାନଙ୍କ ସହ ନଜର ଆସିବେ ବୋଲି ଆଲୋଚନା ହେଉଛି। ଟେଲିଭିଜନ୍ ଶୋ’ ‘କଫି ଉଇଥ୍ କରନ୍ ୬’ରେ ଆସିଥିବା ପ୍ରିୟଙ୍କା ଏ ସମ୍ପର୍କରେ କିଛି ଈଶାରା ଦେଇଛନ୍ତି । ଯାହାକୁ ନେଇ ଅନୁମାନ […]
ଉତ୍ତରପ୍ରଦେଶରେ ନିର୍ବାଚନୀ ମେଣ୍ଟ କରିବା ପରେ ସମାଜବାଦୀ ପାର୍ଟି (ଏସପି) ଓ ବହୁଜନ ସମାଜପାର୍ଟି (ବିଏସପି) ପକ୍ଷରୁ ମଧ୍ୟପ୍ରଦେଶ ଓ ଉତ୍ତରାଖଣ୍ଡରେ ମଧ୍ୟ ମେଣ୍ଟ କରାଯାଇଛି । ଏହି ଦୁଇ ରାଜ୍ୟରେ ଉଭୟ ଦଳ ମିଳିତଭାବେ ନିର୍ବାଚନ ଲଢିବେ ବୋଲି ଘୋଷଣା […]
କର୍ଣ୍ଣାଟକର ଉପମୁଖ୍ୟମନ୍ତ୍ରୀ ଜି ପରମେଶ୍ୱର ରାଜ୍ୟର ଆୟୋଜିତ ହୋଇଥିବା ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଅଭିଯୋଗ ଆଣି କହିଛନ୍ତି କି ସେ ଜଣେ ଦଳିତ ହୋଇଥିବା ହେତୁ ତାଙ୍କୁ ୩ ଥର ମୁଖ୍ୟମନ୍ତ୍ରୀ ହେବାରୁ ବଞ୍ଚିତ ହେବାକୁ ପଡ଼ିଛି। କେବଳ ସେ ନୁହଁନ୍ତି […]
ଏକତରଫା ପ୍ରେମକୁ ନେଇ ଯାଜପୁରର ଧର୍ମଶାଳା ଜିଲ୍ଲାର ଜଣେ ଯୁବକ ଉନ୍ମତ୍ତକାଣ୍ଡ କରିଛି । ସ୍ଥାନୀୟ ଅଂଚଳର ଜଣେ ଯୁବତୀଙ୍କୁ ଏକ ତରଫା ଭାବେ ଭଲ ପାଉଥିଲେ ଏହି ଯୁବକ ଜଣକ। ଏପରି କି ଅନେକ ସମୟରେ ତାଙ୍କୁ ପ୍ରେମ ନିବେଦନ […]
ଫେବୃଆରୀ ୧୪ରେ ଜମ୍ମୁ କାଶ୍ମୀରରେ ହୋଇଥିବା ବହୁ ଚର୍ଚ୍ଚିତ ଆତଙ୍କବାଦୀ ଆକ୍ରମଣ ପଛରେ ହୋଇଥିବା ଷଡଯନ୍ତ୍ରର ଯାଞ୍ଚ କରିବାକୁ ଆବେଦନ କରାଯାଇଥିବା ଏକ ଜନହିତ ଯାଚିକାକୁ ସୁପ୍ରିମକୋର୍ଟ ଖାରଜ କରି ଦେଇଛନ୍ତି । ମୁଖ୍ୟ ନ୍ୟାୟାଧୀଶ ରଞ୍ଜନ ଗୋଗେଇ ଏବଂ ଅନ୍ୟ […]
ଅଭିନେତାରୁ ରାଜନେତା ପାଲଟିଥିବା ତଥା ମକ୍କଲ ନିଧି ମଇଅମ(ଏମ୍ଏମ୍ଏମ୍) ଦଳର ମୁଖ୍ୟ କମଲ ହାସନ କହିଛନ୍ତି ତାଙ୍କ ଦଳ ଭାରତୀୟ ଜନତା ପାର୍ଟି(ଭାଜପା)ର ବି ଟିମ୍ ନୁହେଁ। ଏହା ହେଉଛି ତାମିଲନାଡୁର ଏ ଟିମ୍ । ତେବେ ତାଙ୍କ ଦଳର ପତିଆରା […]
ବୈଦେଶିକ ମନ୍ତ୍ରୀ ସୁଷମା ସ୍ଵରାଜ ବିଭିନ୍ନ ଦେଶର ପ୍ରତିନିଧି ଥିବା ଜାତିସଂଘର ଏକ ସ୍ଥାୟୀ ସଦସ୍ୟ ଦଳକୁ ସାକ୍ଷାତ କରିଛନ୍ତି । ବୈଦେଶିକ ମୁଖପାତ୍ର ରାବିଶ କୁମାର ଟ୍ବିଟ କରି କହିଛନ୍ତି ଯେ ଭରତ ଗସ୍ତ ରେ ଆସୁଥିବା ଜାତିସଂଘର ସ୍ଥାୟୀ […]
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଦିଲ୍ଲୀକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବିରେ ଅନଶନ ଆରମ୍ଭ କରିବା ପାଇଁ ଯାଉଛନ୍ତି । ଅନଶନ ପୂର୍ବରୁ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ । ଅରବିନ୍ଦ କେଜରିୱାଲ କେନ୍ଦ୍ର ସରକାରଙ୍କୁ କଟାକ୍ଷ କରି […]
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନୂଆପଡ଼ା ଗସ୍ତ କରିଛନ୍ତି । ସେ ଏଠାରେ ବିଭିନ୍ନ ପ୍ରକଳ୍ପନର ଉଦ୍ଘାଟନ ଓ ଶିଳାନ୍ୟାସ କରିଛନ୍ତି । ଏଠାରେ ମୁଖ୍ୟମନ୍ତ୍ରୀ ୨୩୭.୩୫ କୋଟି ଟଙ୍କାର ୩୯ଟି ପ୍ରକଳ୍ପର ଭିତ୍ତିପ୍ରସ୍ଥର ସ୍ଥାପନ ସହ ଉଦ୍ଘାଟନ କରିଛନ୍ତି । […]
ପୁଲୱାମା ଆକ୍ରମଣ ପରେ କେନ୍ଦ୍ର ସରକାର ଅର୍ଦ୍ଧ ସାମରିକ ବଳଙ୍କୁ ଆଉ ଏକ ଉପହାର ଦେଇଛନ୍ତି । ରିପୋର୍ଟ ଅନୁସାରେ କେନ୍ଦ୍ର ଗୃହ ବିଭାଗ ରବିବାର କେନ୍ଦ୍ର ସଶସ୍ତ୍ର ସେନା ବଳ(ସିଏପିଏଫ)ର ଇନସପେକ୍ଟର ଏବଂ ଉପର ଅଧିକାରୀଙ୍କୁ ଦିଆଯାଉଥିବା ଆରଏଚ୍ଏ ୭୮ […]
କଲିକତାରେ ଜଣେ ବରିଷ୍ଠ ଅଧିକାରୀ ଗୌରବ ଦତ୍ତଙ୍କ ଆତ୍ମହତ୍ୟାର ମାମଲାକୁ ନେଇ ପଶ୍ଚିମବଙ୍ଗର ରାଜନୀତି ବେଶ୍ ସରଗରମ ହେବା ସହିତ ଆରୋପ-ପ୍ରତ୍ୟାରୋପ ଜାରି ରହିଛି । ଏହି ମାମଲାରେ ଦତ୍ତଙ୍କ ପତ୍ନୀଙ୍କ ସହ ବିଜେପି ନେତା ମୁକୁଲ୍ ରାୟ ସୁପ୍ରିମକୋର୍ଟର ଦ୍ୱାରସ୍ତ […]
‘ଶାନ୍ତି ପାଇଁ ସୁଯୋଗଟିଏ ଦିଅନ୍ତୁ’ ବୋଲି ରବିବାର ଦିନ ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କହିଛନ୍ତି। ପୁଲୱାମା ଆତଙ୍କବାଦୀ ଆକ୍ରମଣ ଘଟଣା ପରେ ଭାରତ-ପାକିସ୍ତାନ ମଧ୍ୟରେ ସୃଷ୍ଟି ହୋଇଛି ବିବାଦ । ଏହାକୁ ନେଇ ନିୟନ୍ତ୍ରଣ […]