ବାଣପୁର: ଭୁବନେଶ୍ବର ନୟାପଲ୍ଲୀ ସ୍ଥିତ ଇଣ୍ଡୋର ଷ୍ଟାଡିୟମ ଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ହୁଇଲଚେୟାର ଫେନସିଂ ଚମ୍ପିୟାନସିପରେ ବିଭିନ୍ନ ଜିଲ୍ଲାର ପୁରୁଷ ଏବଂ ମହିଳା ବର୍ଗରେ ୧୦୦ ରୁ ଉର୍ଦ୍ଧ୍ଵ ପ୍ରତିଯୋଗୀମାନେ ଅଂଶଗ୍ରହଣ କରିଥିଲେ। ସେଥିରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଗ୍ରାମ ବିଷରପାଟଣାର […]
ନୂଆଦିଲ୍ଲୀ: ଡିଜିଟାଲ୍ ଯୁଗରେ ପ୍ରେକ୍ଷାଳୟ ଅପେକ୍ଷା ଲୋକମାନେ OTT ପ୍ଲାଟଫର୍ମ ଉପରେ ଅଧିକ ଆଗ୍ରହ ରକଶ କରୁଛନ୍ତି। ଯେତେ ସହଜ ଏହି OTT ପ୍ଲାଟଫର୍ମଗୁଡିକ ମନୋରଞ୍ଜନ ବିକଳ୍ପ ପ୍ରଦାନ କରେ, ସେମାନେ ମଧ୍ୟ ସମାନ ବେଗରେ ଅଶ୍ଳୀଳତା ବିସ୍ତାର କରୁଛନ୍ତି। ଏଭଳି […]
ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ରାଜ୍ୟସଭାରେ କହିଥିଲେ ଯେ “ବର୍ତ୍ତମାନ ଆମ୍ବେଦକରଙ୍କ ନାମ ନେବା ଏକ ଫ୍ୟାଶନରେ ପରିଣତ ହୋଇଛି। ଯଦି ଆପଣ ଭଗବାନଙ୍କ ନାମ ନେଇଥାନ୍ତେ, ତେବେ ଆପଣ ସାତୋଟି ଜନ୍ମ ପାଇଁ ସ୍ୱର୍ଗକୁ ଯାଇଥାନ୍ତେ।” ଏବେ ଏହି […]
ନୂଆଦିଲ୍ଲୀ: ସଂସଦ ପରିସରରେ ବାବାସାହେବ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ ଇଣ୍ଡିଆ ବ୍ଲକ ବିକ୍ଷୋଭ ପ୍ରଦର୍ଶନ କରିଛି। ସେମାନେ ମକର ଦ୍ୱାର ପର୍ଯ୍ୟନ୍ତ ପଦଯାତ୍ରା କରିବେ। ଏହି ସମୟରେ ବିରୋଧୀଦଳର ନେତାମାନେ ରାଜ୍ୟସଭାରେ ବାବାସାହେବ ଆମ୍ବେଦକରଙ୍କ ମନ୍ତବ୍ୟ ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ […]
ଭୁବନେଶ୍ବର: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଟେଲିଫୋନ ବାର୍ତ୍ତାଳାପ କରିଛନ୍ତି ନେଦରଲାଣ୍ଡସର ପ୍ରଧାନମନ୍ତ୍ରୀ ଡିକ୍ ସ୍କୁଫ। ଉଭୟ ନେତା ଭାରତ ଓ ନେଦରଲାଣ୍ଡ୍ସ ମଧ୍ୟରେ ଥିବା ଭରସାଯୋଗ୍ୟ ଓ ବହୁମୂଲ୍ୟ ସଂପର୍କକୁ ଦୋହରାଇଥିଲେ ଯାହାକି ଗଣତନ୍ତ୍ର ଓ ଆଇନର ଶାସନ […]
ନୂଆଦିଲ୍ଲୀ/ଭୁବନେଶ୍ୱର: ଏକବିଂଶ ଶତାବ୍ଦୀରେ ଭାରତ ଜ୍ଞାନ ଭିତ୍ତିକ ଅର୍ଥନୀତିର ନେତୃତ୍ୱ ନେବ। ଯେତେବେଳେ ‘ବିକଶିତ ଭାରତ’ର ସ୍ୱପ୍ନ ସାକାର ହେବ, ଏହା କୌଣସି ଗୋଟିଏ ଜାତି କିମ୍ବା ଧର୍ମ ଆଧାରରେ ନୁହେଁ ବରଂ ପ୍ରତ୍ୟେକ ଭାରତୀୟଙ୍କ ପ୍ରଚେଷ୍ଟା ଦ୍ୱାରା ସମ୍ଭବ ହେବ […]
ଭୁବନେଶ୍ୱର: ଭାରତରେ କ୍ରୀଡ଼ାର ବିକାଶ ନିମନ୍ତେ କ୍ରୀଡ଼ା ପ୍ରତି ଜନସାଧାରଣଙ୍କ ଦୃଷ୍ଟିଭଙ୍ଗୀ ପରିବର୍ତ୍ତିତ ହେବା ଆବଶ୍ୟକ ବୋଲି ବିଶିଷ୍ଟ କ୍ରୀଡ଼ା ସାମ୍ବାଦିକ ଦିଗବିଜୟ ସିଂହଦେଓ କହିଛନ୍ତି। ଅଲିମ୍ପିକ୍ ସମେତ ଅନେକ ବିଶ୍ୱସ୍ତରୀୟ କ୍ରୀଡ଼ାକୁ ଗଣମାଧ୍ୟମରେ ଉପସ୍ଥାପିତ କରିଥିବା ଶ୍ରୀ ସିଂହଦେଓ କହିଥିଲେ […]
ଭୁବନେଶ୍ୱର: ଗୋନାସିକା ମହୋତ୍ସବ ହେଉଛି ଆମ କଳା, ସଂସ୍କୃତି, ପରମ୍ପରା ଓ ମାନବବାଦର ଏକ ଅପୂର୍ବ ସଂଗମ। ଗୋନାସିକା ପର୍ବତମାଳା ଓ ବୈତରଣୀ ନଦୀ ଏ ମାଟିକୁ ପବିତ୍ର କରିଛି। ଗୋନାସିକା ମହୋତ୍ସବ ଆମ ସମୃଦ୍ଧ ସଂସ୍କୃତିର ପ୍ରକୃତ ନିଦର୍ଶନ ବୋଲି […]
ମେଷ- ବ୍ୟବସାୟ ଆଶା କରାଯାଉଥିବା ସଫଳତା ହାସଲ କରିବାର ସମ୍ଭାବନା ଅଧିକ। ଆୟ ବୃଦ୍ଧି ପାଇବ। ମଜା ଏବଂ ମଜାଦାର ଧାରା ଦିନସାରା ଜାରି ରହିବ। ଆଜି ଆପଣ ଘର ସାଜସଜ୍ଜାରେ ନୂତନତା ଆଣିବେ । ଆଜି ଘର ସଜାଇବା ପାଇଁ […]
ନୂଆଦିଲ୍ଲୀ: କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟ ପକ୍ଷରୁ ଆଜି କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ଓ କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ ଅଧ୍ୟକ୍ଷତାରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଆଇନ (ମନରେଗା)କୁ ଆହୁରି ସୁଦୃଢ଼ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଫ୍ରାନ୍ସର ମାୟୋଟେରେ ସାମୁଦ୍ରିକ ଝଡ ଚିଡୋ ଯୋଗୁଁ ହୋଇଥିବା କ୍ଷୟକ୍ଷତି ଉପରେ ଦୁଃଖ ପ୍ରକାଶ କରି କହିଛନ୍ତି ଯେ, ଭାରତ ଫ୍ରାନ୍ସ ସହ ଏକତ୍ର ଠିଆ ହୋଇଛି ଏବଂ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇ ଦେବାକୁ […]
ଭୁବନେଶ୍ଵର: ଭୁବନେଶ୍ୱରର ପୂର୍ବତଟ ରେଳପଥ ମୁଖ୍ୟାଳୟ, ରେଳ ସଦନ ଠାରେ ହାଇ-ଟେକ୍ ମେଡିକାଲ ଦ୍ୱାରା ଆୟୋଜିତ ଏକ ମାଗଣା ସ୍ୱାସ୍ଥ୍ୟ ଯାଞ୍ଚ ଶିବିର ଅନୁଷ୍ଠିତ ହୋଇଯାଇଅଛି। ରେଳ କର୍ମଚାରୀଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇବା ଲକ୍ଷ୍ୟରେ ଏହି ଶିବିରକୁ ପୂର୍ବତଟ ରେଳପଥର ମହାପ୍ରବନ୍ଧକ […]
ନୂଆଦିଲ୍ଲୀ: ଭାରତୀୟ ସେନାରେ ଯିବା ପାଇଁ ଇଚ୍ଛା ରଖିଥିବା ଯୁବକମାନଙ୍କ ପାଇଁ ଖୁସି ଖବର ଅଛି। ଭାରତୀୟ ବାୟୁସେନ୍ (IAF) ଅଗ୍ନିପଥ ଯୋଜନା ଅଧୀନରେ ଅଗ୍ନିବୀର ବାୟୁ ପ୍ରବେଶ 01/2026 ପାଇଁ ଏକ ବିଜ୍ଞପ୍ତି ପ୍ରଦାନ କରାଯାଇଛି। ବିଜ୍ଞପ୍ତି ଅନୁଯାୟୀ, ଅଗ୍ନିବୀର […]
ନୂଆଦିଲ୍ଲୀ: ଆମ ଦେଶର ସାହସୀ ହିରୋମାନଙ୍କ ନାମରେ ଆଣ୍ଡାମାନ ଏବଂ ନିକୋବାରରେ ଥିବା ଦ୍ୱୀପପୁଞ୍ଜଗୁଡିକର ନାମକରଣ କରିବା ହେଉଛି ଦେଶ ପ୍ରତି ସେମାନଙ୍କର ସେବାକୁ ଅନେକ ପୀଢ଼ି ଯାଏଁ ସ୍ମରଣୀୟ କରିବା ପାଇଁ ସୁନିଶ୍ଚିତ କରିବାର ଏକ ମାଧ୍ୟମ ବୋଲି ପ୍ରଧାନମନ୍ତ୍ରୀ […]
ନୂଆଦିଲ୍ଲୀ: ବିଶ୍ୱପ୍ରସିଦ୍ଧ ମହାକୁମ୍ଭ ମେଳା ଲାଗି ଯାତ୍ରୀମାନେ ରେଳପଥରେ ମାଗଣା ଯାତ୍ରା କରିପାରିବେ ବୋଲି କିଛି ଗଣମାଧ୍ୟମ ଦ୍ୱାରା ପ୍ରକାଶିତ ଖବରକୁ ରେଳ ମନ୍ତ୍ରଣାଳୟ ଖଣ୍ଡନ କରିଛି। ଏପ୍ରକାର ଖବର ମିଥ୍ୟା ଓ ବିଭ୍ରାନ୍ତିକର ବୋଲି ରେଳବାଇ ପକ୍ଷରୁ କୁହାଯାଇଛି। ବିନା […]
ମୁମ୍ବାଇ/ଭୁବନେଶ୍ୱର: ରିଲାଏନ୍ସ ଜିଓ ଗ୍ରାହକମାନଙ୍କ ପାଇଁ ୨୦୨୫ ଟଙ୍କା ମୂଲ୍ୟର ଏକ ନୂଆ ବର୍ଷ ୱେଲକମ ପ୍ଲାନ ଆରମ୍ଭ କରିଛି। ୨୦୦ ଦିନର ଭାଲିଡିଟି ରହିଥିବା ଏହି ସ୍ୱତନ୍ତ୍ର ପ୍ଲାନରେ ଅସୀମିତ ୫ ଜି ସେବା, ୫୦୦ ଜିବି ୪ ଜି […]
ଭୁବନେଶ୍ଵର: କେନ୍ଦ୍ରପଡା ଜିଲ୍ଲା ପ୍ରଶାସନ (ଜିଲ୍ଲା ସଂସ୍କୃତି ପରିଷଦ), ନେହେରୁ ଯୁବ କେନ୍ଦ୍ର ତଥା ଜାତୀୟ ସେବା ଯୋଜନାର ମିଳିତ ଆନୁକୁଲ୍ୟରେ ସାନ୍ଧ୍ୟ ସ୍ନାତକ ମହାବିଦ୍ୟାଳୟ ଓ ଜିଲ୍ଲା ସଂସ୍କୃତି ଭବନଠାରେ ଜିଲ୍ଲାସ୍ତରୀୟ ଯୁବ ଉତ୍ସବ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି। ଏଥିରେ […]
ଭୁବନେଶ୍ଵର: ରାଜ୍ୟ ସ୍ତରୀୟ ଭାରୋତ୍ତୋଳନ ପ୍ରତିଯୋଗିତାରେ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ ଠାରେ ଚଳିତ ମାସ ୧୪ ଓ ୧୫ ତାରିଖ ଦୁଇ ଦିନ ଧରି ପ୍ରଥମ ଓଡ଼ିଶା ଆନ୍ତଃ ତୃଣମୂଳ ସ୍ତରୀୟ (୧୪ ବର୍ଷରୁ କମ୍) ରାଜ୍ୟ ସ୍ତରୀୟ ଭାରଉତ୍ତୋଳନ ପ୍ରତିଯୋଗୀତା […]
ଭୁବନେଶ୍ଵର: ପୁରୀର ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ କାଠପୂଜା କାର୍ଯ୍ୟ ଧାର୍ମିକତା ତଥା ନିଷ୍ଠା ପୂର୍ବକ ସମ୍ପନ୍ନ ହୋଇଛି। ଏହି ପରିପେକ୍ଷୀରେ, ପୁରୀରେ ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଯାଉଥିବା ରଥ ଯାତ୍ରା ନିମନ୍ତେ ଶ୍ରୀଜୀଉ ମାନଙ୍କ ତିନି ରଥ ନିର୍ମାଣ କରାଯିବା […]
ବ୍ରହ୍ମପୁର: କଇଁଛ ସଂରକ୍ଷଣ ଅଂଚଳରେ ମାଛ ଧରିବାକୁ ଯିବା ସମୟରେ ଗଞ୍ଜାମ ଜିଲ୍ଲା ଋଷିକୂଲ୍ୟା ମୁହାଣ ଅଞ୍ଚଳରେ ବାଧା ସୃଷ୍ଟି ନକରିବା ଲାଗି ମଙ୍ଗଳବାର ଓଡିଶା ପାରମ୍ପରିକ ମତ୍ସ୍ୟ କର୍ମୀ ୟୁନିୟନ ପକ୍ଷରୁ ଗଞ୍ଜାମ ଜିଲ୍ଲାପାଳଙ୍କ ଉଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଛି। […]
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ବୁଗୁଡା ସ୍ଥିତ ବାଘୁଆ ଜଳସେଚନ କାର୍ଯ୍ୟାଳୟଠାରେ ଚାଷୀଙ୍କୁ ନେଇ ରବି ଚାଷ ସମ୍ପର୍କିତ ଏକ ସାଧାରଣ ବୈଠକ ବାଘୁଆ ଜଳସେଚନ ପ୍ରକଳ୍ପର ସହକାରୀ ନିର୍ବାହୀ ଯନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାଳଙ୍କ ପୌରାହିତ୍ୟରେ ଅନୁଷ୍ଠିତ ହୋଇଥିଲା। ବୈଠକରେ ବାଘୁଆ […]