ଆଜିର ଖବର

ଅଯୋଧ୍ୟା : ଆଉ ମାତ୍ର କିଛି ସମୟର ପ୍ରତୀକ୍ଷା ପରେ ରାମ ମନ୍ଦିରର ଭୂମି ପୂଜା ଅନୁଷ୍ଠିତ ହେବ । ନିର୍ଦ୍ଧାରିତ ଶୁଭ ମୁହୂର୍ତ୍ତରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ମହାରାଷ୍ଟ୍ର : କଂଗ୍ରେସର ବରିଷ୍ଠ ନେତା ତଥା ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବାଜୀରାଓ ପାଟିଲ ନୀଲାଙ୍ଗେକରଙ୍କ ଦେହାନ୍ତ ହୋଇଛି। 88 ବର୍ଷୀୟ ଶିବାଜୀରାଓ କରୋନା ଦ୍ୱାରା ସଂକ୍ରମିତ…

ଭୁବନେଶ୍ବର : ଆଜି ରାଜ୍ୟରୁ କରୋନା 9ଜଣଙ୍କ ଜୀବନ ନେଇଛି । ଗଞ୍ଜାମରୁ ସର୍ବାଧିକ 5 ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଖୋର୍ଦ୍ଧା, ଗଜପତି, ସୁନ୍ଦରଗଡ, ଓ କେନ୍ଦୁଝରରୁ…

ଭୁବନେଶ୍ବର :  ଆଜି ରାଜ୍ୟର 28ଟି ଜିଲ୍ଲାରୁ ମୋଟ୍‌ 1337ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ 201ଜଣ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧା ଜିଲ୍‌ଲାରୁ…

ଭୁବନେଶ୍ବର : ରାଜ୍ୟରେ ଆଜି 1337 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।…

ବେରୁଟ୍‌ : ଲେବାନନର ରାଜଧାନୀ ବେରୁଟ୍‌ରେ ଗତକାଲି ଏକ ଭୟଙ୍କର ବିସ୍ଫୋରଣ ହୋଇଛି। ଏଥିରେ 78ଜଣଙ୍କ ମୃତ୍ୟୁ ହୋଇଥିବାବେଳେ 4000ରୁ ଅଧିକ ଆହତ ହୋଇଥିବାର ସୂଚନା ରହିଛି।…

ନୂଆଦିଲ୍ଲୀ: ଆଉ କିଛି ସମୟ ପରେ ଅଯୋଧ୍ୟାରେ ଭବ୍ୟ ଶ୍ରୀରାମ ମନ୍ଦିର ନିର୍ମାଣର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭୂମି ପୂଜନ ଉତ୍ସବ ପାଇଁ ପ୍ରସ୍ତୁତି…

ସୀତାରାମ ଅଗ୍ରୱାଲ  ଚିଲିକା: ବାଣପୁର-ବାଲୁଗାଁ ବାଇପାସ ନିକଟ ପାରିକଂସାରୀ ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି ଯେଉଁଥିରେ ଜଣେ ବ୍ୟକ୍ତିଙ୍କ ପ୍ରାଣ ଯାଇଥିବା ବେଳେ ଆଉଜଣେ…

ନୂଆଦିଲ୍ଲୀ: ସୁପ୍ରିମ କୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ତଥା ରାଜ୍ୟସଭା ସଦସ୍ୟ ରଞ୍ଜନ ଗୋଗୋଇ କରୋନା ଆକ୍ରାନ୍ତ ହୋଇଛନ୍ତି। ଆଜି ତାଙ୍କର କଫ ପରୀକ୍ଷା ରିପୋର୍ଟ ପଜିଟିଭ…

ଅଯୋଧ୍ୟା, ବହୁ ପ୍ରତିକ୍ଷିତ ଶ୍ରୀରାମ ମନ୍ଦିର ଭୂମି ପୂଜା ପାଇଁ ବର୍ତ୍ତମାନ ଅଯୋଧ୍ୟା ନଗରୀ ସଜେଇ ହୋଇ ପଡିଛି। ଏହି ଭୂମିପୂଜା ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ,…

ଭୁବନେଶ୍ବର, ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ଶାସନ ସଚିବ ମନୋରଞ୍ଜନ ପାଣିଗ୍ରାହୀଙ୍କ କାର୍ଯ୍ୟ ଅବଧି ଆଜି ଶେଷ ହେଲା। ସେଥିପାଇଁ ବିଭାଗ ତରଫରୁ…

ଭୁବନେଶ୍ବର,ଏହି କାର୍ଯ୍ୟକ୍ରମରେ ରାଜ୍ୟ ଅଭିଲେଖାଗାର ପକ୍ଷରୁ ପ୍ରକାଶିତ ‘ସଂସ୍କୃତି ଚର୍ଚ୍ଚା’ର ପ୍ରଥମ ଖଣ୍ଡ ମନ୍ତ୍ରୀ ଜ୍ୟୋତୀ ପ୍ରକାଶ ପାଣିଗ୍ରାହୀ ଓ ଉପସ୍ଥିତ ଅତିଥିମାନଙ୍କ ଦ୍ୱାରା ଲୋକା ର୍ପିତ…

ଭୁବନେଶ୍ବର, ଏଣିକି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନରେ ରହିଥିବା ଭୁବନେଶ୍ୱରର ତିନୋଟି ମଣ୍ଡପ ଯଥା ରବିନ୍ଦ୍ରମଣ୍ଡପ, ଉତ୍କଳମଣ୍ଡପ ଓ ଭଞ୍ଜକଳା ମଣ୍ଡପର ସଂରକ୍ଷଣ…

ସୀତାରାମ ଅଗ୍ରୱାଲ  ଖୋର୍ଦ୍ଧା: ଆଜି ଦାୟିତ୍ଵ ଗ୍ରହଣ କରିବା ସହ କାର୍ଯ୍ୟରେ ଯୋଗଦେଲେ ଖୋର୍ଦ୍ଧା ଜିଲ୍ଲାପାଳ ସନତ କୁମାର ମହାନ୍ତି। କାର୍ଯ୍ଯାଭାର ଗ୍ରହଣ କରିବାର ପ୍ରଥମ ଦିନରେ…

ଭୁବନେଶ୍ବର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କୋଭିଡ-୧୯ ଆକ୍ରାନ୍ତ ହୋଇ ଗୁରୁଗ୍ରାମ ସ୍ଥିତ ମେଦାନ୍ତ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି। ଏହି ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ବର: ଆଜି ରାଜ୍ୟରେ ରେକର୍ଡ ସଂଖ୍ୟକ ୧୪୦୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଡାକ୍ତରଖାନାରୁ ଘରକୁ ଫେରିଛନ୍ତି ବୋଲି ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର…

ନୂଆଦିଲ୍ଲୀ: କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ଭୂତାଣୁ ଦ୍ଵାରା ଆକ୍ରାନ୍ତ ବୋଲି ନିଜେ ଟୁଇଟ କରି ସୂଚନା ଦେଇଛନ୍ତି। “କରୋନା ଲକ୍ଷଣ…

ରମେଶ ମହାନ୍ତି ଜଗତସିଂହପୁର : ଦିନକୁ ଦିନ ବୃଦ୍ଧି ପାଉଥିବା ଏହି କରୋନା ମହାମାରୀ କାୟା ବିସ୍ତାର କରିବାରେ ଲାଗିଛି। ଆଜି ପୁଣି ଜଗତସିଂହପୁର ଜିଲ୍ଲାରୁ ୨୦ଜଣ…

ନୂଆଦିଲ୍ଲୀ : ଆଇପିଏଲ୍‌ ଟାଇଟଲ୍‌ ପ୍ରାୟୋଜକରୁ ଓହରିଲା ଭିଭୋ। ଆଇପିଏଲ୍‌ର ଟାଇଟଲ୍‌ ପ୍ରାୟୋଜକ ଥିଲା ଚାଇନିଜ୍‌ ମୋବାଇଲ୍‌ କମ୍ପାନୀ ଭିଭୋ। ଭାରତ ଚୀନ୍‌ ବିବାଦ ଯୋଗୁଁ ଭିଭୋ…

ଭୁବନେଶ୍ବର :  ଖାଦ୍ୟ ବିକ୍ରୟକାରୀଙ୍କ ପାଇଁ ଭୁବନେଶ୍ବର ମହାନଗର ନିଗମ ଗାଇଡଲାଇନ୍‌ ଜାରି କରିଛି । ରେଷ୍ଟୁରାଣ୍ଟ, ଢାବା, ରାସ୍ତାକଡ ଠେଲା ଦୋକାନୀଙ୍କ ପାଇଁ ଗାଇଡଲାଇନ୍‌ ଜାରି…