ନୂଆଦିଲ୍ଲୀ,କରୋନା ଭାଇରସ ପାଇଁ କେନ୍ଦ୍ର ସରକାର ପୁଣି ଥରେ ଅତିରିକ୍ତ ମାର୍ଗଦର୍ଶିକା ଜାରୀ କରିଛନ୍ତି। ସେଗୁଡିକ ହେଲା * ୨୨ ମାର୍ଚ୍ଚ, ୨୦୨୦ ପରଠାରୁ ଗୋଟିଏ ସପ୍ତାହ…
ଆଜିର ଖବର
ସୀତାରାମ ଅଗ୍ରଓ୍ବାଲ ବାଲୁଗାଁ: କାଳବୈଶାଖୀ ପ୍ରଭାବରେ ବ୍ରଜପାତ କାରଣରୁ ଏକ ନଡିଆ ଗଛଟି ଜଳୁଥିବାର ଦେଖିବାକୁ ମିଳିଛି। ବାଲୁଗାଁ ଏନ୍ଏସି ଅନ୍ତର୍ଗତ ପାଟଣାସାହିରେ ଏହି ଘଟଣା ଘଟିଛି।…
ନୂଆଦିଲ୍ଲୀ : ଦେଶରେ କୋରୋନାର ବର୍ଦ୍ଧିତ ପ୍ରଭାବକୁ ରୋକିବା ନିମନ୍ତେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଆନ୍ତର୍ଜାତୀୟ ବିମାନ ସେବା ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।…
ନୂଆଦିଲ୍ଲୀ : ମଧ୍ୟପ୍ରଦେଶରେ କମଲନାଥ ସରକାରଙ୍କମ ପାଇଁ ସଙ୍କଟ ଥମିବାର ନାମ ନେଉନାହିଁ । କୋରୋନା କାରଣରୁ ମଧ୍ୟପ୍ରଦେଶ ବିଧାନସଭାର ଅଧିବେଶନକୁ ବନ୍ଦ ରଖାଯାଇଥିବା ବେଳେ ଆସନ୍ତା…
ନୂଆଦିଲ୍ଲୀ, ନୋଭେଲ କରେନା ଭୂତାଣୁ (କୋଭିଡ-୧୯) ସଂକ୍ରମଣକୁ ଦୃଷ୍ଟିରେ ରଖି ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ଅଧୀନ ବିଶ୍ୱବିଦ୍ୟାଳୟ ମଞ୍ଜୁରି ଆୟୋଗ ପକ୍ଷରୁ ବିଭିନ୍ନ ସମୟରେ ମଞ୍ଜୁରିପ୍ରାପ୍ତ…
ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ କେନ୍ଦ୍ର ସରକାର ଏକ ମହତ୍ବପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ଏନେଇ ସମସ୍ତ ଅନ୍ତର୍ଜାତୀୟ ବିମାନଙ୍କୁ ଦେଶରେ ଅବତରଣ ନକରିବା ପାଇଁ…
ନୂଆଦିଲ୍ଲୀ: କରୋନା ଜୀବାଣୁ ନେଲା ଆଉ ଏକ ଜୀବନ। ପଞ୍ଜାବର ୭୦ ବର୍ଷୀୟ ଜଣେ ବୃଦ୍ଧ ଏହି ଜୀବାଣୁ ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଏଥିସହ ଭାରତରେ କରୋନା…
ମେନପୁରୀ (ୟୁପି): ଉତ୍ତରପ୍ରଦେଶର ଧାରୁ ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଚୋରି କରିଥିବା ଅଭିଯୋଗରେ ଜଣେ ବ୍ୟକ୍ତି ତାଙ୍କ ଦୁଇ ଝିଅଙ୍କୁ ହତ୍ୟା କରିଛନ୍ତି।…
କନ୍ଦର୍ପ ବେହେରା ରେଢାଖୋଲ: ସାରା ବିଶ୍ୱରେ କରନା ଭାଇରସ୍ ହଜାର ହଜାର ଜୀବନ ମାରିସାରିଥିବା ବେଳେ ଆମ ଦେଶରେ ମଧ୍ୟ ବହୁ ବ୍ୟକ୍ତି ଆକ୍ରାନ୍ତ ହେଉଛନ୍ତି ।…
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : କରୋନା ପାଇଁ ରାଜ୍ୟ ସରକାର ଗାଇଡଲାଇନ୍କୁ କଡାକଡି କରିଛନ୍ତି । ମଦ ଦୋକାନରେ ଧାଡିରେ ଆସି ମଦ କିଣିବାକୁ ନିର୍ଦ୍ଦେଶ ଦିଆଯାଇଛି।…
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ସାରା ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 166ରେ ପହଞ୍ଚିଥିବାବେଳେ ଏହାକୁ ନେଇ…
ମୁମ୍ବାଇ : ସାରା ବିଶ୍ବରେ କରୋନା ତା’ର ପ୍ରକୋପ ଜାରି ରଖିଛି । ଭାରତରେ ଏହି ଭାଇରସ୍ ଯୋଗୁଁ 166ଜଣ ସଂକ୍ରମିତ ହୋଇଥିବାବେଳେ ତିନିଜଣଙ୍କର ମୃତ୍ୟୁ ଘଟିଛି…
ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିଚାଲିଥିବାବେଳେ ସରକାର ଏନେଇ ବେଶ୍ ସତର୍କ ରହିଛନ୍ତି । ଏହି କ୍ରମରେ କରୋନାକୁ ଦୃଷ୍ଟିରେ ରଖି ୟୁଜିସି ଆଜି…
ନୂଆଦିଲ୍ଲୀ : ସାରା ବିଶ୍ବରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି। ଚୀନ୍ରୁ ବୁହାନ ସହରରୁ ଏହା ବ୍ୟାପି ଆଜି ବିଶ୍ବର ୧୭୬ଟି ଦେଶରେ ପହଞ୍ଚିଛି। ଚୀନ୍…
ସମୀକ୍ଷା ବ୍ୟୁରୋ ପୁରୀ : କାଲିଠାରୁ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ । ଭକ୍ତମାନେ ଶ୍ରୀମନ୍ଦିରରେ ଶ୍ରୀମହାପ୍ରଭୁଙ୍କ ଦର୍ଶନ କରିପାରିବେ ନାହିଁ । କରୋନା ସତର୍କତା ପାଇଁ…
ନୂଆଦିଲ୍ଲୀ : ବିବାଦ ମଧ୍ୟରେ ସୁପ୍ରିମ୍କୋର୍ଟର ପୂର୍ବତନ ବିଚାରପତି ରଞ୍ଜନ ଗୋଗେଇ ଆଜି ରାଜ୍ୟସଭାରେ ସଦସ୍ୟ ରୂପେ ଶପଥ ନେଇଛନ୍ତି । ରଞ୍ଜନ ଗୋଗେଇ ଶପଥ ନେବା…
ନୂଆଦିଲ୍ଲୀ : ନିର୍ଭୟା ଦୋଷୀ ପଓ୍ବନ ଗୁପ୍ତାର କ୍ୟୁରେଟିଭ ପିଟିସନ୍ ଖାରଜ । ପଓ୍ବନର କ୍ୟୁରେଟିଭ ପିଟିସନ ଖାରଜ କଲେ ସୁପ୍ରିମ୍କୋର୍ଟ । ସୂଚନାଯୋଗ୍ୟଯେ, ସୁପ୍ରିମକୋର୍ଟରେ ପଓ୍ବନ…
ରଞ୍ଜିତ୍ ପଣ୍ଡା କୁଜଙ୍ଗ: କୁଜଙ୍ଗବ୍ଳକ ପାଟପୁର ପଂଚାୟତର ଜନୈକା ଡ଼ିଲର ବାଲିପାରୀ ଗ୍ରାମର ୧୪୦ ଜଣ ହିତାଧିକାରୀଙ୍କୁ ରାଜ୍ୟ ଏବଂ କେନ୍ଦ୍ରସରକାରଙ୍କ ଖାଦ୍ୟ ନିରାପତ୍ତା ଆଇନ ଜରିଆରେ…
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ୟେସ୍ ବ୍ୟାଙ୍କରୁ ଫେରିଲା ଶ୍ରୀଜଗନ୍ନାଥଙ୍କ ଟଙ୍କା । ଇ-ଟ୍ରାନ୍ସଫର୍ ମାଧ୍ୟମରେ 397.23 କୋଟି ଟଙ୍କା ଫେରିଛି । 389 କୋଟି ମୂଳଜମା…
ନୂଆଦିଲ୍ଲୀ : ବୋଲ୍ଡ ଫଟୋକୁ ନେଇ ସବୁବେଳେ ଚର୍ଚ୍ଚାରେ ରହୁଥିବା ପୁନମ୍ ପାଣ୍ଡେ ପୁଣି ଥରେ ଏକ ଫଟୋକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି । ପୁନମ୍ ଏହି…
ନୂଆଦିଲ୍ଲୀ: କରୋନା ମୁକାବିଲା ନେଇ ଆଜି ରାତି ୮ଟାରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କରୋନାକୁ ନେଇ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚ ସ୍ତରୀୟ…

